ଜାତୀୟ

ହାଜତରେ ଦଳିତ ମହିଳାଙ୍କୁ ଗଣବଳାତ୍କାର

ଜୟପୁର,୧୭ା୭: ରାଜସ୍ଥାନର ଚୁରୁସ୍ଥିତ ଏକ ଥାନା ହାଜତରେ ଜଣେ ଦଳିତ ମହିଳାଙ୍କୁ ୯ ପୋଲିସ କର୍ମଚାରୀ ଅନେକ ଦିନ ଧରି ଗଣବଳାତ୍କାର କରିଛନ୍ତି। ମିଛ ଚୋରି ମାମଲାରେ ସମ୍ପୃକ୍ତ ମହିଳାଙ୍କ ଦିଅରଙ୍କୁ ଥାନାକୁ ନେଇ ପିଟି ପିଟି ମାରିଦିଆଯାଇଛି। ପୋଲିସ...

ପ୍ରେସ୍‌ ସ୍ବାଧୀନତା ପ୍ରତି ବିପଦ ଅନୁଭବ କରନ୍ତି ୭୧% ଭାରତୀୟ

ନୂଆଦିଲ୍ଲୀ,୧୭ା୭(ପି.ଟି.): ଭାରତରେ ପ୍ରେସ୍‌ ସ୍ବାଧୀନତା ପ୍ରତି ବିପଦ ରହୁଥିବା ୭୧ ପ୍ରତିଶତ ଲୋକ ଅନୁଭବ କରନ୍ତି। ଟେକ୍ନୋଲୋଜି ପ୍ଲାଟଫର୍ମ ‘ନେଟା ଆପ୍‌’ ଦ୍ୱାରା ଦେଶର ପ୍ରେସ୍‌ ସ୍ବାଧୀନତା ଉପରେ ବିଭିନ୍ନ ରାଜ୍ୟର ଲୋକଙ୍କ ମତ ସଂଗ୍ରହ କରାଯାଇ ଏହି ରିପୋର୍ଟ...

ବିଧାୟକଙ୍କ ସହ କ୍ରିକେଟ ଖେଳିଲେ ୟେଦୁରପ୍ପା

ବେଙ୍ଗାଲୁରୁ, ୧୭ା୭ : କର୍ନାଟକ ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଥିବାବେଳେ ପ୍ରଦେଶ ଭାଜପା ମୁଖ୍ୟ ବି.ଏସ୍‌. ୟେଦୁରପ୍ପା ଦଳର ବିଧାୟକଙ୍କ ସହିତ ମିଶି ମଙ୍ଗଳବାର ବେଙ୍ଗାଲୁରୁରେ କ୍ରିକେଟ ଖେଳିଛନ୍ତି। ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ମେଣ୍ଟ ସରକାରକୁ ବଞ୍ଚାଇବା ଲାଗି ସଂଗ୍ରାମ...

ନିର୍ଣ୍ଣାୟକ ହେବ ଆଜିର ରାୟ

ନୂଆଦିଲ୍ଲୀ,୧୭ା୭(ପି.ଟି.): କର୍ନାଟକର ଶାସକ କଂଗ୍ରେସ-ଜେଡିଏସ୍‌ ମେଣ୍ଟର ଇସ୍ତଫା ଦେଇଥିବା ୧୫ ବିଧାୟକଙ୍କ ଆବେଦନର ଶୁଣାଣି ଶେଷ ହେବା ପରେ ସୁପ୍ରିମକୋର୍ଟ ମଙ୍ଗଳବାର ରାୟ ସଂରକ୍ଷିତ ରଖିଛନ୍ତି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ବୁଧବାର...

ଭାରତରେ ୪୧ ହଜାର ପାକିସ୍ତାନୀ

ନୂଆଦିଲ୍ଲୀ, ୧୭ା୭(ପି.ଟି.): ଭାରତରେ ୪୧,୩୩୧ ପାକିସ୍ତାନୀ ଓ ୪,୧୯୩ ଆଫଗାନିସ୍ତାନ ନାଗରିକ ଦୀର୍ଘଦିନ ହେବ ରହିଆସୁଛନ୍ତି ବୋଲି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ମଙ୍ଗଳବାର ଲୋକ ସଭାରେ ପ୍ରକାଶ କରିଛନ୍ତି। ଏହି ଦୁଇ ଦେଶରେ ଅସୁବିଧାର ସମ୍ମୁଖୀନ ହେଉଥିବା ୬ଟି...

ଜାକିରଙ୍କୁ ସଂଗୀତ ନାଟକ ଏକାଡେମୀ ଫେଲୋଶିପ୍‌

ନୂଆଦିଲ୍ଲୀ,୧୭ା୭(ପି.ଟି.): ବିଶିଷ୍ଟ ତବଲା ବାଦକ ଜାକିର ହୁସେନ୍‌, ଅହମିୟା ନୃତ୍ୟଶିଳ୍ପୀ ତଥା ନିର୍ଦ୍ଦେଶକ ଯତୀନ ଗୋସ୍ବାମୀ(ସତ୍ରୀୟ) ଏବଂ କେ. କଲ୍ୟାଣସୁନ୍ଦରମ୍‌ ପିଲାଇ(ଭାରତନାଟ୍ୟମ୍‌)ଙ୍କୁ ସଂଗୀତ ନାଟକ ଏକାଡେମୀର ଫେଲୋଶିପ୍‌ ପ୍ରଦାନ କରାଯାଇଛି। ଏଥିସହିତ ଏକାଡେମୀ ୨୦୧୮ ପୁରସ୍କାର ପାଇଁ ୪୪ ଜଣଙ୍କ...

ଭାଜପାରେ ସାମିଲ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ନୀରଜ

ଲକ୍ଷ୍ନୌ, ୧୬।୭: ସମାଜବାଦୀ ପାର୍ଟି(ଏସପି)ନେତା ନୀରଜ ଶେଖର ମଙ୍ଗଳବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ମହାସଚିବ ଭୂପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ ସେ ଦଳରେ ଯୋଗଦେଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ନୀରଜ ବହୁ ବର୍ଷ ହେବ ସମାଜବାଦୀ ପାର୍ଟି ପକ୍ଷରୁ...

ଉତ୍ତରପ୍ରଦେଶର ଭାଜପା ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ସ୍ବତନ୍ତ୍ର ଦେବ

ନୂଆଦିଲ୍ଲୀ, ୧୬।୭: ସ୍ବତନ୍ତ୍ର ଦେବ ସିଂହଙ୍କୁ ଉତ୍ତର ପ୍ରଦେଶ ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛି ଭାଜପା। ସେ ମହେନ୍ଦ୍ର ନାଥ ପାଣ୍ଡେଙ୍କ ସ୍ଥାନ ନେଇଛନ୍ତି। ସ୍ବତନ୍ତ୍ର ଦେବ ସିଂହ ଜଣେ ଟାଣୁଆ ଓବିସି ନେତା ଭାବେ ବେଶ ଜଣାଶୁଣା। ସେ...

ଭୁଷୁଡି ପଡିଥିବା କୋଠାତଳୁ ଉଦ୍ଧାର ହେଲା ଜୀବନ୍ତ ଶିଶୁ

ମୁମ୍ବାଇ,୧୬।୭: ମୁମ୍ବାଇ ଡୋଙ୍ଗ୍ରିର ତାନ୍ଦେଲ ଷ୍ଟ୍ରିଟରେ ଥିବା ୪ ମହଲା ବିଶିଷ୍ଟ କେଶରବାଇ ବିଲଡିଂ ଭୁଷୁଡି ପଡିବା ଫଳରେ ଏହା ତଳେ ୪୦ରୁ ୫୦ ଲୋକ ଚାପି ହୋଇ ରହି ଯାଇଥିଲେ। ଏପର୍ଯ୍ୟନ୍ତ ଏହା ମଧ୍ୟରୁ ୨ ଜଣଙ୍କ ମୃତ...

ପୁଣି ଗୋଟିଏ ଦିନ ଘୁଞ୍ଚିଲା କର୍ନାଟକ ବିଦ୍ରୋହୀ ବିଧାୟକଙ୍କ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୬।୭: କର୍ନାଟକର ବିଦ୍ରୋହୀ ବିଧାୟକଙ୍କ ମାମଲାର ଶୁଣାଣି ଆସନ୍ତା ବୁଧବାରକୁ ଘୁଞ୍ଚାଇ ଦେଇଛନ୍ତି ସୁପ୍ରିମକୋର୍ଟ। ବୁଧବାର ସକାଳ ୧୦ଟା ୩୦ରେ ଏହି ମାମଲର ଶୁଣାଣି କରାଯିବ। ଉଭୟ ପକ୍ଷର ଦଲିଲ ଶୁଣିବା ପରେ ଏହି ମାମଲାର ଶୁଣାଣିକୁ ଆଉ ଗୋଟିଏ...

ମୁମ୍ବାଇ କୋଠା ଭୁଷୁଡିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଫଡନବିଶ

ମୁମ୍ବାଇ,୧୬।୭: ମୁମ୍ବାଇ ଡୋଙ୍ଗ୍ରିର ତାନ୍ଦେଲ ଷ୍ଟ୍ରିଟରେ ଥିବା ୪ ମହଲା ବିଶିଷ୍ଟ କେଶରବାଇ ବିଲଡିଂ ଭୁଷୁଡି ପଡିବା ଫଳରେ ଏପର୍ଯ୍ୟନ୍ତ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ପ୍ରାୟ ୪୦ରୁ ୫୦ ଜଣ ଭଙ୍ଗା କୋଠା ତଳେ ଚାପି...

ମୁମ୍ବାଇ କୋଠା ଭୁଶୁଡିବା ଘଟଣା: ୧୨ ମୃତ, ଏବେ ବି ଅନେକ ଲୋକ ଫଶିଛନ୍ତି

ମୁମ୍ବାଇ, ୧୬।୭: ଲଗାଣ ବର୍ଷା ଯୋଗୁ ମୁମ୍ବାଇର ଜନଗହଳିପୂର୍ଣ୍ଣ ଡୋଙ୍ଗ୍ରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡି ପଡିଛି। ମଧ୍ୟାହ୍ଣ ସମୟରେ ଘଟିଥିବା ଏହି ଘଟଣା ପରେ ଉଦ୍ଧାର କାର୍ଯ୍ୟ ଜୋରସୋରରେ ଆରମ୍ଭ ହୋଇଛି। ଏପର୍ଯ୍ୟନ୍ତ ୧୨ଜଣଙ୍କ ମୃତଦେହ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri