ଜାତୀୟ

ମୋଦିଙ୍କ ନେତୃତ୍ୱରେ ଦେଶର ଦ୍ରୁତ ବିକାଶ ଜାରି ରହିଛି: ଅମିତ ଶାହ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୁରୁବାର ଦେଶବାସୀଙ୍କୁ ଟୁଇଟ୍‌ କରି ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଦେଶର ଦ୍ରୁତ ବିକାଶ ଧାରା ଜାରି ରହିଛି। ଦେଶ ଶିକ୍ଷା,...

ଏକ ଦେଶ ଏକ ନିୟମ ପରେ ଏବେ ଏକ ଦେଶ ଏକ ନିର୍ବାଚନ ପାଇଁ ନିଆଯିବ ପଦକ୍ଷେପ: ମୋଦି

ନୂଆଦିଲ୍ଲୀ, ୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୩ ତମ ସ୍ବାଧୀନତା ଦିବସ ପାଳନ ଅବସରରେ ସୂଚନା ଦେଇଛନ୍ତି ଯେ, ଏବେ ଦେଶରେ ଏକ ନିର୍ବାଚନ ହେବ। ଏକ ଦେଶ ଏକ ନିୟମ ପରେ ଏବେ ଏକ ଦେଶ ଏକ ନିର୍ବାଚନ...

‘ପେହଲୁ ଖାନ୍‌ ମରିନାହାନ୍ତି’

ଜୟପୁର,୧୫ା୮: ଗୋରୁ ବ୍ୟବସାୟୀ ପେହଲୁ ଖାନ୍‌ଙ୍କୁ ଦୁଇବର୍ଷ ତଳେ କେହି ମାରିନାହାନ୍ତି। ଅର୍ଥାତ ସେ ମରିନାହାନ୍ତି। ରାଜସ୍ଥାନର ଏହି ବହୁଚର୍ଚ୍ଚିତ ଭିଡ଼ହିଂସା ମାମଲାରେ ଅଲଓ୍ବର କୋର୍ଟ ବୁଧବାର ପ୍ରମାଣ ଅଭାବରୁ ସମସ୍ତ ୬ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ଘୋଷଣା କରିବା ପରେ...

ପରିବର୍ତ୍ତନରୁ ଲାଭବାନ୍‌ ହେବେ କଶ୍ମୀରବାସୀ

ନୂଆଦିଲ୍ଲୀ,୧୫ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ସହ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯାଇଥିବାରୁ ସେଠାର ଜନସାଧାରଣ ଯଥେଷ୍ଟ ଉପକୃତ ହେବେ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।...

ଲାଲକିଲ୍ଲାରେ ପହଞ୍ଚିଲେ ମୋଦି: କିଛି ସମୟ ପରେ ଉଡାଇବେ ତ୍ରିରଙ୍ଗା

ନୂଆଦିଲ୍ଲୀ,୧୫।୮: ସାରା ଦେଶରେ ଆଜି ୭୩ତମ ସ୍ବାଧୀନତା ଦିବସ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ଲାଲକିଲ୍ଲାରେ ପତାକା ଉତ୍ତୋଳନ ପାଇଁ ପହଞ୍ଚିଛନ୍ତି। ସେଠାରେ ସେ ଦେଶକୁ ସମ୍ବେଧିତ କରିବାର କାର୍ଯ୍ୟକ୍ରମ ରହିଛି।...

ମାନସିକ ଚିନ୍ତାରୁ ଦୂରେଇ ରହିବା ପାଇଁ କରନ୍ତୁ ଏପରି…

ପ୍ରାତଃ ଭ୍ରମଣ ଦ୍ୱାରା ଅସ୍ଥି ଶକ୍ତିଶାଳୀ ହୋଇଥାଏ। ଚାଲିବା ଦ୍ୱାରା କେବଳ ଶାରିରୀକ ନୁହେଁ ବରଂ ମାନସିକ କ୍ଷମତା ମଧ୍ୟ ବୃଦ୍ଧି ହୁଏ। ଏହା ଦ୍ୱାରା ଚିନ୍ତା ଦୂରେଇ ଯାଏ। ଅତିକମ୍‌ରେ ପ୍ରତିଦିନ ୩ କିଲୋମିଟର ଏବଂ ସପ୍ତାହକୁ ୫...

ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ, ୧୫।୮: ଆଜି ୭୩ତମ ସ୍ବାଧୀନତା ଦିବସ। ଏଥିପାଇଁ ସାରା ଦେଶରେ ଉତ୍ସବ ମୁଖର ହୋଇପଡିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହାପରେ ସେ ଲଲ୍କିଲ୍ଲା ଅଭିମୁଖେ...

‘ଏମିତି ହୁଏନି ଭାଇ’ କହି ସୁଷମାଙ୍କୁ ମନେପକାଇଲେ ମୋଦି

ନୂଆଦିଲ୍ଲୀ,୧୪।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତ୍ରୀ ସୁଷମା ସ୍ବରାଜ ଓ ତାଙ୍କ କାର୍ଯ୍ୟଶୈଳୀକୁ ମନେପକାଇଛନ୍ତି। ଦିଲ୍ଲୀର ଜବାହାରଲାଲ ନେହେରୁ ଷ୍ଟାଡିୟମ୍‌ରେ ସ୍ବର୍ଗତା ସୁଷମାଙ୍କ ଉପଲକ୍ଷେ ଆୟୋଜିତ ଶ୍ରଦ୍ଧାଞ୍ଜଳି ସଭାରେ ମୋଦି...

କଂଗ୍ରେସ ମୁଖ୍ୟାଳୟରୁ ରାହୁଲଙ୍କ ପୋଷ୍ଟର ଉଭାନ

ନୂଆଦିଲ୍ଲୀ,୧୪।୮: ଦିଲ୍ଲୀର କଂଗ୍ରେସ ମୁଖ୍ୟାଳୟରୁ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ପୋଷ୍ଟରକୁ ହଠାତ୍‌ ହଟାଇ ଦିଆଯାଇଛି। ସେହି ସ୍ଥାନରେ ଏବେ ନବ ନିର୍ବାଚିତ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ପୋଷ୍ଟର ଲଗାଯିବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, ଲୋକ...

ସ୍ବାଧୀନତା ଦିବସରେ ଓ୍ବାଘା ବର୍ଡରରେ ମିଠା ଦିଆନିଆ ହେଲାନି

ନୂଆଦିଲ୍ଲୀ, ୧୪।୮: ଜମ୍ମୁ କଶ୍ମୀରରୁ ଧାରା ୩୭୦ ହଟେଇ ଦିଆଯିବା ପରେ ବିଚଳିତ ହୋଇପଡିଛି ପାକିସ୍ତାନ। ବୁଧବାର ପାକିସ୍ତାନ ସ୍ବାଧୀନତା ଦିବସ ଅବସରରେ ଅଟ୍ଟାରୀ-ଓ୍ବାଘା ବର୍ଡରରେ କୌଣସି ମିଠା ଦିଆନିଆ ହୋଇନାହିଁ। ଗତ ଇଦ-ଉଲ-ଜୁହା ଅବସରରେ ଅଟ୍ଟାରି ୱାଘା ସୀମାରେ...

ପାକିସ୍ତାନର ସ୍ବାଧୀନତା ଦିବସରେ ଭାରତୀୟ ଟୁଇଟର ବ୍ୟବହାରକାରୀ ଟ୍ରୋଲ କରି ଲେଖିଲେ ‘# ହାପି ବାର୍ଥଡେ ବେଟା’

ନୂଆଦିଲ୍ଲୀ,୧୪।୮: ପାକିସ୍ତାନ ଅଗଷ୍ଟ ୧୪ ବୁଧବାର ନିଜର ୭୩ତମ ସ୍ବାଧୀନତା ଦିବସ ପାଳନ କରୁଛି। ଏହି ଅବସରରେ ଭାରତୀୟ ଟୁଇଟର ବ୍ୟବହାରକାରୀ ପଡୋଶୀ ଦେଶକୁ ଟୁଇଟରରେ ‘# ହାପି ବାର୍ଥଡେ ବେଟା’ ଲେଖି ଟ୍ରୋଲ କରିଥିବା ଦେଖିବାକୁ ମିଳିଛି। ୧୯୪୭...

ନାମାଙ୍କନ ପତ୍ର ଦାଖଲ କଲେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପୁଅ ନୀରଜ ଶେଖର

ଲକ୍ଷ୍ନୌ, ୧୪।୮:ଉତ୍ତର ପ୍ରଦେଶର ଏକ ସିଟ୍‌ରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖର ପୁଅ ନୀରଜ ଶେଖର। ନାମାଙ୍କନବେଳେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଅନ୍ୟ ଭାଜପା ନେତା ଉପସ୍ଥିତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri