ଜାତୀୟ

ସାକ୍ଷୀ ମିଶ୍ରାଙ୍କ ପ୍ରେମ ବିବାହକୁ ନେଇ ଝିଅମାନଙ୍କୁ ପରାମର୍ଶ ଦେଲେ ମାଲିନୀ

ବରେଲି,୧୫।୭: ଉତ୍ତର ପ୍ରଦେଶର ଭାଜପା ବିଧାୟକ ରାଜେଶ ମିଶ୍ରାଙ୍କ ଝିଅ ସାକ୍ଷୀ  ଜଣେ ଦଳିତ ଯୁବକଙ୍କୁ ବିବାହ କରିବା ପରେ ଏହାକୁ ନେଇ ପ୍ରତିଦିନ କିଛି ନା କିଛି ନୂଆ ଖବର ଆସୁଛି। ଏହାକୁ ନେଇ ଏବେ ପ୍ରସିଦ୍ଧ ଲୋକ...

ସାକ୍ଷୀ-ଅଜିନେଶ୍‌ଙ୍କୁ ମିଳିବ ପୋଲିସ ସୁରକ୍ଷା: ହାଇକୋର୍ଟ ଦେଲେ ଆଦେଶ

ଲକ୍ଷ୍ନୌ,୧୫।୭: ବରେଲିର ଭାଜପା ବିଧାୟକ ରାଜେଶ ମିଶ୍ରାଙ୍କ କନ୍ୟା ସାକ୍ଷୀ  ଏବଂ ତାଙ୍କ ସ୍ବାମୀଙ୍କୁ ଏଣିକି ପୋଲିସ ସୁରକ୍ଷା ଯୋଗାଇ ଦିଆଯିବ। ସୋମବାର ଆହ୍ଲାବାଦ୍‌ ହାଇକୋର୍ଟ ଏହି ଆଦେଶ ଦେଇଛନ୍ତି। ସାକ୍ଷୀ ମିଶ୍ରା ଏବଂ ତାଙ୍କ ସ୍ବାମୀ ଅଜିନେଶ୍‌ଙ୍କ ଜୀବନ...

ଭାଜପା ବିଧାୟକଙ୍କ ବିବାଦୀୟ ବୟାନ: ୫୦ ମହିଳାଙ୍କୁ ରଖିଲେ ଜନ୍ମନେବେ ୧୦୫୦ ଶିଶୁ

ବଲିଆ,୧୫।୭: ବିଭିନ୍ନ ସମୟରେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ରହୁଥିବା ବଲିଆର ଭାଜପା ବିଧାୟକ ସୁରେନ୍ଦ୍ର ସିଂହ ପୁଣି ବିବାଦ ଘେରକୁ ଚାଲିଆସିଛନ୍ତି। ଏଥର ସେ ମୁସଲିମ ସମ୍ପ୍ରଦାୟକୁ ଟାର୍ଗେଟ କରି ଏକ ଆପତ୍ତିଜନକ ଟିପ୍ପଣୀ ଦେଇଛନ୍ତି। ସେ କହିଛନ୍ତି,...

ଫୁଟବଲ ପ୍ରଶିକ୍ଷଣ ଯୋଗୁ ୮ ପଞ୍ଚାୟତର ୨୦ ଗାଁରେ ହେଉନି ଏବେ ବାଲ୍ୟବିବାହ

ରାଞ୍ଚି,୧୫।୭: ଝାଡ଼ଖଣ୍ଡର ୮ଟି ପଞ୍ଚାୟତର ୨୦ ଗାଁରେ ଏବେ ବାଲ୍ୟ ବିବାହ ବନ୍ଦ ହୋଇଯାଇଛି। ଜନଜାତି ଅଧ୍ୟ୍ୟୁଷିତ ଏହି ଗାଁଗୁଡ଼ିକରେ କମ୍‌ ବୟସର ଝିଅପୁଅଙ୍କୁ ବିବାହ କରି ଦିଆଯାଉଥିଲା। ତେବେ ଏଠାରେ ଏଭଳି ପିଲାଙ୍କୁ ନେଇ ଫୁଟବଲ୍‌ ଦଳ ଗଠନ...

ଗୋଶାଳାରେ ଗାଈଙ୍କ ମୃତ୍ୟୁ: ୮ ସରକାରୀ ଅଧିକାରୀ ନିଲମ୍ବିତ

ଲକ୍ଷ୍ନୌ,୧୫।୭: ଗତ କିଛି ଦିନ ହେବ ଉତ୍ତର ପ୍ରଦେଶରେ ଥିବା ବିଭିନ୍ନ ଗୋଶାଳାରେ ଗାଈଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନ ଉଠୁଥିବା ବେଳେ ଏହାକୁ ନେଇ ଯୋଗୀ ସରକାର ଏକ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ୮ ଜଣ ସରକାରୀ ଅଧିକାରୀଙ୍କୁ...

ଖାଦ୍ୟ ନଷ୍ଟ ନ କରିବା ପାଇଁ ଖାଇବା ଥାଳିରେ ଲେଖା ଯାଉଛି ସଚେତନତା ବାର୍ତ୍ତା

ଜୟପୁର,୧୫।୭: ଖାଦ୍ୟ ନଷ୍ଟ ନ କରିବା ପାଇଁ ରାଜସ୍ଥାନରେ ଏକ ନିଆରା ସଚେତନତା ବାର୍ତ୍ତା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏନେଇ ଯୋଧପୁରର ମାହେଶ୍ୱରୀ ଏବଂ ଘାଞ୍ଚି ସମାଜ ପକ୍ଷରୁ ପ୍ରୟାସ ଜାରି ରହିଛି। ଏହି ସଚେତନତା କାର୍ଯ୍ୟକ୍ରମ ଅନ୍ତର୍ଗତ ପ୍ରତିମାସରେ...

ସୋଲାନରେ କାନ୍ଥ ଭୁଶୁଡ଼ିବାରୁ ୭ଯବାନଙ୍କ ସମେତ ୮ମୃତ: ରେସକ୍ୟୁ ଅପରେଶନ୍‌ ଜାରି

ସୋଲାନ,୧୫।୭: ହିମାଚଳ ପ୍ରଦେଶ ସୋଲାନ ଜିଲାର କୁମାରହାଟିରେ ଏକ ଢ଼ାବାରେ କାନ୍ଥ ଭୁଶୁଡ଼ିବାରୁ ୭ଯବାନ ସମେତ ୮ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ରବିବାର ଏହି ୪ମହଲା ବିଶିଷ୍ଟ କୋଠାଘର ଭୁଶୁଡ଼ି ପଡ଼ିବାରୁ କିଛି ଯବାନଙ୍କ ସମେତ ୩୦ରୁ ଊର୍ଦ୍ଧ୍ୱ ଲୋକ...

୧୮ ହଜାର ଦିଆସିଲି ଖୋଳରେ ତିଆରି ହେଲା ଗାନ୍ଧୀଜିଙ୍କ ପ୍ରତିମୂର୍ତ୍ତି

ଗାନ୍ଧିନଗର,୧୫।୭: ଗୁଜରାଟ ବଦୋଦରାରେ ଜଣେ ବ୍ୟକ୍ତି ପାଖାପାଖି ୧୮ ହଜାର ଅଦରକାରୀ ଦିଆସିଲି ଖୋଳରେ ମାହାତ୍ମା ଗାନ୍ଧୀଙ୍କ ଏକ ମୂର୍ତ୍ତି ତିଆରି କରିଥିବା କହିଛନ୍ତି। ଗାନ୍ଧୀଜିଙ୍କ ୧୫୦ ତମ ଜନ୍ମ ଦିବସ ଅବସରରେ ସେ ଏହାକୁ ତିଆରି କରିଥିବା ପ୍ରକାଶ...

ସଂସ୍କୃତ ସ୍କୁଲରେ ଗାୟତ୍ରୀ ମନ୍ତ୍ରୋଚ୍ଚାରଣ ଶିଖୁଛନ୍ତି ମୁସଲମାନ୍‌ ଛାତ୍ରୀଛାତ୍ର

ଜୟପୁର,୧୫।୭: ଶିକ୍ଷାର କୌଣସି ଧର୍ମ ନାହିଁ। ଏହା ଅଜ୍ଞାନ ରୂପକ ଅନ୍ଧକାର ଦୂର କରି ଜ୍ଞାନର ଜ୍ୟୋତି ଜଳାଇଥାଏ। ଏହାର ଉଦାହରଣ ପାଲଟିଛି ରାଜସ୍ଥାନ ଜୟପୁରରେ ଥିବା ୬ଟି ସଂସ୍କୃତ ସ୍କୁଲ୍‌। ଏଠାରେ ମୁସଲମାନ୍‌ ଛାତ୍ରୀଛାତ୍ରମାନେ ପାଠ ପଢୁଛନ୍ତି। ପାଠ...

କ୍ରିକେଟକୁ ଭଲ ପାଆନ୍ତି ନାହିଁ ଖିଲାଡି ବୟଙ୍କ ପୁଅ

ମୁମ୍ବାଇ,୧୫।୭: କ୍ରିକେଟର କ୍ରେଜ୍‌ ଛୋଟଠାରୁ ବଡ ସମସ୍ତଙ୍କ ପାଖରେ ଥିବା ବେଳେ ଏଥିରୁ କିନ୍ତୁ ବାଦ୍‌ ପଡିଛନ୍ତି ବଲିଉଡ୍‌ ଖିଲାଡି ବୟ ଅକ୍ଷୟଙ୍କ ପୁଅ ଅରବ। ସେ କୁଆଡେ କ୍ରିକେଟକୁ ଭଲ ପାଆନ୍ତି ନାହିଁ ବୋଲି ଅକ୍ଷୟ ପ୍ରକାଶ କରିଛନ୍ତି।...

ବିହାରରେ ବନ୍ୟା ପରିସ୍ଥିତି ଗମ୍ଭୀର: ୨୯ ମୃତ

ପାଟନା, ୧୫।୭: ବିହାରରେ ବନ୍ୟା ପରିସ୍ଥିତି ଗମ୍ଭୀର ହୋଇପଡିଛି। ଅନେକ ଜିଲାରେ ବନ୍ୟା ଆସି ବହୁ ଅଞ୍ଚଳ ପାଣିରେ ବୁଡି ରହିଛି। ଏପର୍ଯ୍ୟନ୍ତ ବନ୍ୟାରେ ୨୯ ଲୋକଙ୍କ ମୃତ୍ୟୁ ହୋଇଛି। ଏବେ ବି ୧୨ ଲକ୍ଷରୁ ଅଧିକ ଲୋକ ବନ୍ୟା...

ପ୍ରେମବିବାହ ପରେ ସୁରକ୍ଷା ପାଇଁ ହାଇକୋର୍ଟ ଯାଇଥିବା ନବମ୍ପତିଙ୍କୁ ବନ୍ଧୁକ ଦେଖାଇ ଅପହରଣ

ଲକ୍ଷ୍ନୌ,୧୫।୭: ପ୍ରେମବିବାହ ପରେ ସୁରକ୍ଷା ପାଇଁ ଆହ୍ଲାବାଦ୍‌ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିବା ନବଦମ୍ପତିଙ୍କୁ କିଛି ଲୋକ ବନ୍ଧୁକ ଦେଖାଇ ଅପହରଣ କରି ନେଇଛନ୍ତି। ସେମାନଙ୍କୁ ସୋମବାର ହାଇକୋର୍ଟ ଗେଟ୍‌ ପାଖରୁ ଅପହରଣ କରାଯାଇଛି। ନବଦମ୍ପତିଙ୍କୁ ଅପେକ୍ଷା କରି କିଛି ଲୋକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri