ଜାତୀୟ

ଏଚ୍‌ଆଇଭି ପୀଡ଼ିତ ଛାତ୍ରଙ୍କୁ ସରକାରୀ ସ୍କୁଲରେ ମିଳିଲାନି ନାମଲେଖା ଅନୁମତି

ଚେନ୍ନାଇ,୧୨।୭: ତାମିଲନାଡୁର ପେରାମ୍ବୁଲୁର ଜିଲାର ଏକ ସରକାରୀ ହାଇସ୍କୁଲରେ ଜଣେ ଏଚ୍‌ଆଇଭି ପୀଡ଼ିତ ଛାତ୍ରଙ୍କୁ ନାମଲେଖାର ସୁଯୋଗ ଦିଆଯାଇନାହିଁ। ଏହାପରେ ଶୁକ୍ରବାର ତାମିଲନାଡୁ ଶିକ୍ଷା ବିଭାଗ ଏହି ମାମଲାର ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସ୍କୁଲ ଶିକ୍ଷା ନିର୍ଦ୍ଦେଶକ...

୧୮ହଜାର ପକ୍ଷୀଙ୍କୁ ନୂଆ ଜୀବନ ଦେଲେ ସୀମା ସୁରକ୍ଷାକର୍ମୀ

ନୂଆଦିଲ୍ଲୀ,୧୨।୭: ସୀମାରେ ମୁତୟନ ଥିବା ବିଏସ୍‌ଏଫ୍‌ ଯବାନମାନେ ଏକ ନିଆରା ପଦକ୍ଷେପ ଗ୍ରହଣ କରିଛନ୍ତି। ସୀମାରେ ଚୋରା ଚାଲାଣ ହେଉଥିବା ବିରଳ ପ୍ରଜାତିର କଇଁଛ ଓ କଙ୍କଡା ସମେତ ୧୮ହଜାରରୁ ଉର୍ଦ୍ଧ୍ୱ ପକ୍ଷୀଙ୍କୁ ଉଦ୍ଧାର କରି ନୂଆ ଜୀବନ ଦେଇଛନ୍ତି...

କ୍ଷୀର କିଣିବାକୁ ଟଙ୍କା ନ ଥିଲା: ୮ମାସ ଶିଶୁର ତଣ୍ଟି ଚିପି ମାରିଦେଲେ ମା’

କନୌଜ, ୧୨।୭: ଉତ୍ତର ପ୍ରଦେଶର କନୌଜରେ ଏକ ଅଭାବନୀୟ ଘଟଣା ଘଟିଛି। ଭୋକିଲା ଶିଶକୁ କ୍ଷୀର କିଣି ଆଣି ଦେଇ ନ ପାରିବାରୁ ଶେଷରେ ନିଜ ଛୁଆର ତଣ୍ଟି ଚିପି ହତ୍ୟା କରିଛନ୍ତି ମା’। ପୋଲିସ ଘଟଣାରେ ସମ୍ପୃକ୍ତ ମହିଳାଙ୍କୁ...

ଲାଲୁଙ୍କୁ ମିଳିଲା ଜାମିନ

ରାଞ୍ଚି,୧୨।୭: ଗୋଖାଦ୍ୟ ଦୁର୍ନୀତି ମାମଲାରେ ଜେଲରେ ଥିବା ଆର୍‌ଜେଡି ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଜାମିନ ମିଳିଛି। ଝାଡଖଣ୍ଡ ହାଇ କୋର୍ଟ ଶୁକ୍ରବାର ଲାଲୁଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ଦେଓଘର ଟ୍ରେଜେରି ମାମଲାରେ...

ବିବାହର ୧୬ ବର୍ଷ ପରେ ପ୍ରମାଣପତ୍ର ମାଗିବାରୁ କର୍ମଚାରୀ କହିଲେ ପୁଣିଥରେ ବିବାହ କର

କୋଚି,୧୨।୭: କେରଳର ଜଣେ ଦମ୍ପତି ବିବାହର ୧୬ ବର୍ଷ ପରେ ଏହାର ପ୍ରମାଣପତ୍ର ପାଇଁ ବିବାହ ପଞ୍ଜିକରଣ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ଥିବା ୪ ଜଣ କର୍ମଚାରୀ ବେଶ୍‌ କିଛି ଦିନ ତାଙ୍କୁ ଦୌଡାଇବା ପରେ ଶେଷରେ କହିଥିଲେ ପୁଣି...

ବିଶ୍ୱାସ ମତ ପାଇଁ ପ୍ରସ୍ତୁତ କୁମାରସ୍ବାମୀ

ବଙ୍ଗାଲୁରୁ,୧୨।୭: କର୍ନାଟକ ମେଣ୍ଟ ସରକାରକୁ ବଞ୍ଚାଇବାକୁ ଯାଇ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ଏବେ ବିଶ୍ୱାସ ମତ ପାଇଁ ପ୍ରସ୍ତୁତ ଓ ତାଙ୍କୁ ଏଥିପାଇଁ ସମୟ ଦିଆଯାଉ ବୋଲି ସେ କହିଛନ୍ତି। ଶୁକ୍ରବାର କର୍ନାଟକ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭରେ କୁମାରସ୍ବାମୀ...

ଆଶାରାମ ବାପୁଙ୍କ ଜାମିନ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୨।୭: ନାବାଳିକା ବଳାତ୍କାର ଅଭିଯୋଗରେ ଆତ୍ମଘୋଷିତ ବାବା ଆଶାରାମ ବାପୁଙ୍କୁ ପୁଣି ଝଟକା। ତାଙ୍କ ଜାମିନ ଆବେଦନ ଶୁକ୍ରବାର ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ। ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ ଦଣ୍ଡାଦେଶ ଭୋଗୁଥିବା ଆଶାରାମ ଜାମିନ ପାଇଁ...

ମୋବାଇଲ ନିଶାରେ ପଡିଥିବା ବ୍ୟକ୍ତିଙ୍କର ଏଠାରେ ହେବ ଚିକିତ୍ସା

ଅମୃତସର,୧୨।୭: ପଞ୍ଜାବ ଅମୃତସରରେ ଏକ ହସ୍ପିଟାଲରେ ମୋବାଇଲ ଡି-ଆଡିକଶନ ସେଣ୍ଟର ଖୋଲିଛି। ମୋବାଇଲ ନିଶାରୁ ମୁକ୍ତ କରିବା ପାଇଁ ଏହି କେନ୍ଦ୍ର ଖୋଲା ଯାଇଛି। ଏହା ରାଜ୍ୟର ପ୍ରଥମ ମହିଳା ନିଶାମୁକ୍ତି କେନ୍ଦ୍ର ବୋଲି ମଧ୍ୟ କୁହାଯାଉଛି। ଏହି ସେଣ୍ଟରେ...

ଭାଜପା ନେତାଙ୍କ ବୟାନ୍‌, ଖୁବଶୀଘ୍ର ଭାଜପାରେ ଯୋଗଦେବେ ଧୋନୀ

ନୂଆଦିଲ୍ଲୀ, ୧୨।୭: ଆଇସିସ ବିଶ୍ୱକପରେ ଭାରତ ବିଶ୍ୱକପରୁ ବିଦାୟ ନେବାପରେ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏହି ସମୟରେ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସଞ୍ଜୟ ପାଶଓ୍ବାନ୍‌ କହିଛନ୍ତି, ଖୁବଶୀଘ୍ର...

୨୯ ବର୍ଷୀୟ ଯୁବକଙ୍କ ପେଟରୁ ବାହାରିଲା ଗର୍ଭାଶୟ: କେବେବି ହୋଇ ପାରିବେନି ପିତା

ମୁମ୍ବାଇ,୧୨।୭: ମୁମ୍ବାଇର ଜେଜେ ହସ୍ପିଟାଲରେ ଜଣେ ୨୯ ବର୍ଷୀୟ ଯୁବକ ବନ୍ଧ୍ୟାତ୍ୱ ଚିକିତ୍ସା ପାଇଁ ଆସିଥିବା ସମୟରେ ଏମିତି ଘଟଣା ସାମ୍ନାକୁ ଆସିଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଉକ୍ତ ଯୁବକଙ୍କ ଶରୀରରେ ମହିଳାଙ୍କ ଗର୍ଭାଶୟ, ଫେଲୋପିୟନ ଟ୍ୟୁବ...

ଇସ୍ରୋ ବୈଜ୍ଞାନିକଙ୍କ ଦରମା କଟିଲା

ନୂଆଦିଲ୍ଲୀ, ୧୨।୭:ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର (ଇସ୍ରୋ)ରେ କାର୍ଯ୍ୟରତ ବୈଜ୍ଞାନିକ ଏବଂ ଇଞ୍ଜିନିୟରଙ୍କ ଦରମା କାଟିଦେଇଛନ୍ତି କେନ୍ଦ୍ର ସରକାର। ୨୦୧୯, ଜୁନ୍‌ ୧୨ରେ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଏକ ନିର୍ଦ୍ଦେଶରେ କୁହାଯାଇଛି କି ୧୯୯୬ର ମସିହାରୁ ବୈଜ୍ଞାନିକ ଏବଂ ଇଞ୍ଜିନିୟରଙ୍କୁ...

ନେତୃତ୍ୱ ସଙ୍କଟ ଦୂର ନ କଲେ ବୁଡି ଯାଇପାରେ କଂଗ୍ରେସ

ନୂଆଦିଲ୍ଲୀ,୧୨।୭: ଦେଶର ପୂରାତନ ଦଳ ଭାବେ ଏକଦା ଦେଶର ପୂର୍ବରୁ ନେଇ ପଶ୍ଚିମ, ଉତ୍ତରରୁ ନେଇ ଦକ୍ଷିଣ ପର୍ଯ୍ୟନ୍ତ ନିଜର ଏକ ସ୍ବତନ୍ତ୍ରତା ବଜାୟ ରଖିଥିବା ବେଳେ ଆଜି ନିଜର ଅସ୍ତିତ୍ୱ ପାଇଁ ଲଢିବାକୁ ପଡୁଛି। ଲୋକ ସଭା ନିର୍ବାଚନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri