ଜାତୀୟ

ରାଫାଲରେ ଉଡିଲେ ଭାଇସ୍‌ ଚିଫ୍‌ ଏୟାର ମାର୍ଶଲ

ନୂଆଦିଲ୍ଲୀ, ୧୨।୭: ଭାରତୀୟ ବାୟୁ ସେନାର ଭାଇସ୍‌ ଚିଫ୍‌ ଏୟାର ମାର୍ଶଲ ଆର୍‌କେଏସ୍‌ ଭଦୌରିଆ ଭାରତ ଆସିବାକୁ ଥିବା ଯୁଦ୍ଧ ବିମାନ ରାଫାଲରେ ପରୀକ୍ଷା ମୂଳକ ଉଡାଣ କରିଛନ୍ତି। ଫ୍ରାନ୍ସରେ ସେ ଏହି ବିମାନରେ ଉଡିଛନ୍ତି। ଏହାପରେ ସେ କହିଛନ୍ତି,...

ନିଜ ଦଳକୁ ନେଇ କଟାକ୍ଷ କଲେ ସୁବ୍ରମଣ୍ୟମ

ନୂଆଦିଲ୍ଲୀ,୧୨।୭: ଭାଜପାର ବରିଷ୍ଠ ନେତା ସୁବ୍ରମଣ୍ୟମ ସ୍ବାମୀ ନିଜ ଦଳକୁ ନେଇ କଟାକ୍ଷ କରିଛନ୍ତି। ଶୁକ୍ରବାର ସେ ଟୁଇଟ୍‌ କହିଛନ୍ତି, ଗୋଆ ଓ କଶ୍ମୀରକୁ ଦେଖିଲେ ଲାଗୁଛି ଯଦି ଆମେ ଗୋଟିଏ ଦଳ ଭାବେ ଭାଜପା ସହ ରହିଯିବା ତେବେ...

ସିକ୍କିମ, ଆସାମ, ବିହାରରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୨।୭: ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶୁକ୍ରବାର ସିକ୍କିମ, ଆସାମ ଓ ବିହାରରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏହାସହ କୋଙ୍କଣ, ଗୋଆ, ଉତ୍ତରାଖଣ୍ଡ, ହିମାଚଳପ୍ରଦେଶ, ପୂର୍ବ ଉତ୍ତର ପ୍ରଦେଶ ଓ ଅରୁଣାଚଳ ପ୍ରଦେଶରେ ପ୍ରବଳରୁ...

କର୍ନାଟକ ରାଜନୈତିକ ଅସ୍ଥିରତା ମଧ୍ୟରେ ଆରମ୍ଭ ହେବ ମୌସୁମୀ ଅଧିବେଶନ

ବେଙ୍ଗାଲୁରୁ,୧୨।୭: କର୍ନାଟକରେ ରାଜନୈତିକ ଅସ୍ଥିରତା ଲାଗି ରହିଥିବା ବେଳେ ଶୁକ୍ରବାର ଏହାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। କିଛିଦିନ ହେବ ଲାଗି ରହିଥିବା ଇସ୍ତଫାକୁ ଦେଖି ଭାଜପା କହିଛି କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ଏବେ ବହୁମତ ହରାଇ...

ବିଧାୟକଙ୍କୁ ମମତାଙ୍କ ପରାମର୍ଶ: ଲୋକଙ୍କୁ କ୍ଷମା ମାଗ

କୋଲକାତା, ୧୨।୭: ଲୋକ ସଭା ନିର୍ବାଚନରେ ତୃଣମୂଳ କଂଗ୍ରେସ(ଟିଏମସି)ର ଖରାପ ପ୍ରଦର୍ଶନ ପରେ ଦଳର କିଛି ନେତା ଦଳ ଛାଡି ଭାଜପାରେ ଯୋଗଦେଇଥିଲେ। ଏହାକୁ ନେଇ ଟିଏମସି ସୁପ୍ରିମୋ ମମତା ବାନାର୍ଜୀଙ୍କ ଚିନ୍ତା ବଢିଯାଇଛି। ସେ ଦଳର ସବୁ ବିଧାୟକଙ୍କୁ...

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୧୨।୭: ଜମ୍ମୁ-କଶ୍ମୀରର ପୁଞ୍ଚ ସେକ୍ଟରରେ ପାକିସ୍ତାନ ପକ୍ଷରୁ ଶୁକ୍ରବାର ସକାରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଏହାର ଯବାବରେ ଭାରତୀୟ ସେନା ପକ୍ଷରୁ ମଧ୍ୟ ଗୁଳିମାଡ କରାଯାଇଛି। ଏପର୍ଯ୍ୟନ୍ତ ଏଥିରେ କେହି ମୃତାହତ ହେବାର ସୂଚନା ମିଳନାହିଁ। ସୂଚନାଯୋଗ୍ୟ, ବୁଧବାର ରାତିରେ...

ଚେନ୍ନାଇ ଜଳ ସଙ୍କଟ: ଭେଲୋରରୁ ଆସିଲା ପ୍ରଥମ ପାଣି ବୋଝେଇ ଟ୍ରେନ୍‌

ଭେଲୋର,୧୨।୭: ଚଳିତ ବର୍ଷ ଗ୍ରୀଷ୍ମ ଋତୁରେ ଚେନ୍ନାଇରେ ଦେଖା ଦେଇଥିଲା ଉତ୍କଟ ଜଳ ସଙ୍କଟ। ଏହାକୁ ଦୂର କରିବା ପାଇଁ ତାମିଲନାଡୁରୁ ଟ୍ରେନ୍‌ ଯୋଗେ ପାଣି ଆଣିବାକୁ ଯୋଜନା କରାଯାଇଥିଲା। ପ୍ରଥମଥର ଲାଗି ତାମିଲନାଡୁର ଭେଲୋର ଜିଲା ଜୋଲାରପେଟ ଷ୍ଟେଶନରୁ...

‘୨ରୁ ଅଧିକ ପିଲା ଥିବା ଦମ୍ପତିଙ୍କୁ ମତାଧିକାରରୁ ବଞ୍ଚିତ କରାଯାଉ’

ପାଟନା,୧୨।୭(ପି.ଟି.):ଜନସଂଖ୍ୟା ବୃ୍‌ଦ୍ଧିକୁ ନେଇ କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ଗୁରୁବାର ଉଦ୍‌ବେଗ ପ୍ରକାଶ କରିବା ସହ ଯେଉଁମାନଙ୍କର ୨ରୁ ଅଧିକ ପିଲା ଅଛନ୍ତି ସେମାନଙ୍କୁ ମତାଧିକାରରୁ ବଞ୍ଚିତ କରିବା ସପକ୍ଷରେ ମତ ଦେଇଛନ୍ତି। ବିବାଦୀୟ ମନ୍ତବ୍ୟ ପାଇଁ ଜଣାଶୁଣା ଏହି ଭାଜପା...

୮ ଦିନ ଭିତରେ ତୃତୀୟ ମାନହାନି ମାମଲା ସାମ୍ନା: ଆଜି ଅହମହଦାବାଦ କୋର୍ଟରେ ହାଜର ହେବେ ରାହୁଲ

ନୂଆଦିଲ୍ଲୀ, ୧୨।୭: ଲାଗୁଛି ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସମୟ ଏବେ ଭଲ ନାହିଁ। ଗୋଟିଏ ପରେ ଗୋଟିଏ ଖରାପ ଖବରର ତାଙ୍କୁ ସାମ୍ନା କରିବାକୁ ପଡୁଛି। ଲୋକସଭା ନିର୍ବାଚନରେ ଦଳର ଶୋଚନୀୟ ପରାଜୟ ପରେ ଏବେ ଅନେକ...

ଆସାମରେ ବନ୍ୟା ପରିସ୍ଥିତି: ୪.୨୩ ଲକ୍ଷ ଲୋକ ବିସ୍ଥାପିତ

ଗୁଆହାଟି,୧୨।୭: ଉତ୍ତର ଭାରତରେ ଅନେକ ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ଦେଖାଦେଇଛି। ବିହାର, ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ, ଉତ୍ତରାଖଣ୍ଡ ଏବଂ ଆସାମ ସମେତ ଅନେକ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ଉପୁଜିଛି। ଆସାମର ୩୩ଜିଲା ମଧ୍ୟରୁ ୧୭ଟି...

ପାକ୍‌ରେ ଟ୍ରେନ ଦୁର୍ଘଟଣା: ୧୪ ମୃତ

ଇସଲାମାବାଦ୍‌,୧୨।୭(ଆଇଏଏନ୍‌ଏସ୍‌):ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଏକ ଯାତ୍ରୀବାହୀ ଟ୍ରେନ ଏକ ମାଲବାହୀ ଟ୍ରେନ ସହ ଦୁର୍ଘଟଣାର ସମ୍ମୁଖୀନ ହେବାରୁ ୧୪ ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବାବେଳେ ୭୯ ଜଣ ଆହତ ହୋଇଥିବା ଜଣାପଡ଼ିଛି। ସାଦିକାବାଦ୍‌ସ୍ଥିତ ଓ୍ବାଲ୍‌ହର ରେଲଓ୍ବେ ଷ୍ଟେଶନରେ ଗୁରୁବାର ଭୋର୍‌...

ମଧ୍ୟସ୍ଥତାରେ ସମାଧାନ ସମ୍ଭବ ନ ହେଲେ:୨୫ରୁ ଅଯୋଧ୍ୟା ଶୁଣାଣି

ନୂଆଦିଲ୍ଲୀ,୧୨।୭(ପି.ଟି.):ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଆପୋସ ସମାଧାନ ପାଇଁ ଗଠିତ ମଧ୍ୟସ୍ଥ କମିଟି ଆସନ୍ତା ୧୮ ତାରିଖରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିବା ପରେ ସୁପ୍ରିମକୋର୍ଟ ଏହି ପ୍ରସଙ୍ଗରେ ନିଷ୍ପତ୍ତି ନେବେ। ଯଦି ଉକ୍ତ ମାମଲାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri