ଜାତୀୟ

ମହାକାଶ ଅଭିଯାନ: ଚନ୍ଦ୍ର ପରେ ଏବେ ସୂର୍ଯ୍ୟ, ଶୁକ୍ର ଓ ମଙ୍ଗଳ ଉପରେ ଭାରତର ନଜର

ନୂଆଦିଲ୍ଲୀ,୧୧।୭: ଭାରତ ପକ୍ଷରୁ ଚନ୍ଦ୍ର ମିଶନ ଅନ୍ତର୍ଗତ ଚନ୍ଦ୍ରାୟନ-୨ର ଉତ୍‌କ୍ଷେପଣ ପାଇଁ ଯୋଜନା ଜାରି ରହିଛି। ଜୁଲାଇ ୧୪-୧୫ରେ ଏହାର ଉତ୍‌କ୍ଷେପଣ କରାଯିବ। ତେବେ ଏହାପରେ ଭାରତ ସୂର୍ଯ୍ୟ, ଶୁକ୍ର ଏବଂ ମଙ୍ଗଳ ମିଶନ ଆରମ୍ଭ କରିବ। ଆସନ୍ତା ୫ରୁ...

ନିର୍ବାଚନ ପରେ ଅମେଠିକୁ ରାହୁଲଙ୍କ ପ୍ରଥମ ଗସ୍ତ: ପରାଜୟ ପାଇଁ ସ୍ଥାନୀୟ ନେତାଙ୍କୁ ଦାୟୀ କଲେ

ଅମେଠି,୧୧ା୭(ପି.ଟି.): ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର ପ୍ରଥମ ଥର ପାଇଁ ନିଜ ନିର୍ବାଚନ ମଣ୍ଡଳୀ ଅମେଠି ଗସ୍ତରେ ଯାଇଥିଲେ। ପରାଜୟ ପାଇଁ ସେ ସ୍ଥାନୀୟ ନେତାଙ୍କୁ ଦୋଷ ଦେଇଛନ୍ତି। ସେମାନେ ଲୋକଙ୍କଠାରୁ...

ଆପୋଲୋ ୧୧ ମିଶନ୍‌କୁ ୫୦ବର୍ଷ

ଓ୍ବାଶିଂଟନ୍‌,୧୧ା୭(ଆଇଏଏନ୍‌ଏସ୍‌): ଆମେରିକାର ଆପୋଲୋ ୧୧ ମିଶନ୍‌ ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର ୫୦ବର୍ଷ ପୂର୍ତ୍ତି ପାଳିତ ହେଉଛି। ସ୍ମାରକୀ ସ୍ବରୂପ ଏହି ମହାକାଶ ଯାନକୁ ଓ୍ବାଶିଂଟନ୍‌ ମନୁମେଣ୍ଟ୍‌ର ପୂର୍ବଭାଗରେ ପ୍ରଦର୍ଶିତ କରାଯିବ। ୩୬୩ ଫୁଟ ବିଶିଷ୍ଟ ଏହି ସଟର୍ନ ଭି ରକେଟ୍‌...

ଋତୁପର୍ଣ୍ଣାଙ୍କୁ ଇଡି ସମନ

କୋଲକାତା,୧୧ା୭(ପି.ଟି.): ରୋଜଭ୍ୟାଲି ଚିଟ୍‌ଫଣ୍ଡ ନୁର୍ଦୀନି ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୁପରଷ୍ଟାର ପ୍ରୋସେନ୍‌ଜିତ ଚାଟାର୍ଜିଙ୍କକୁ ସମନ କରିବାର ଦିନକ ପରେ ବୁଧବାର ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଋତୁପର୍ଣ୍ଣା ସେନଗୁପ୍ତଙ୍କୁ ସମନ ଜାରି କରିଛି। ଋତୁପର୍ଣ୍ଣା ରୋଜଭ୍ୟାଲି ଗ୍ରୁପ୍‌...

ପ୍ରଜାପତି, ୪ ଆଇଏଏସ୍‌ ଅଧିକାରୀଙ୍କ ନାଁରେ ସିବିଆଇ ମାମଲା ରୁଜୁ

ନୂଆଦିଲ୍ଲୀ,୧୧ା୭(ପି.ଟି.): ଉତ୍ତରପ୍ରଦେଶ (ୟୁପି) ଖଣି ଦୁର୍ନୀତି ଘଟଣାରେ ସିବିଆଇ ପୂର୍ବତନ ମନ୍ତ୍ରୀ ଗାୟତ୍ରୀ ପ୍ରଜାପତି ଏବଂ ୪ ଜଣ ଆଇଏଏସ୍‌ ଅଫିସରଙ୍କ ବିରୋଧରେ ମାମଲା ରୁଜୁ କରିଛି। ଯେଉଁମାନଙ୍କୁ ଏତଲାରେ ଅଭିଯୁକ୍ତ ଦର୍ଶାଯାଇଛି, ସେମାନେ ହେଲେ ସମାଜବାଦୀ ପାର୍ଟି ସରକାରରେ...

ବିଧାନସଭା ବାହାରେ ଭାଜପାର ବିକ୍ଷୋଭ:‘କୁମାରସ୍ବାମୀ ଗାଦି ଛାଡ଼’

ବେଙ୍ଗାଲୁରୁ,୧୧ା୭(ପି.ଟି.): କର୍ନାଟକର ଭାଜପା ସଭାପତି ବି.ଏସ୍‌. ୟେଦୁରପ୍ପାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବୁଧବାର ରାଜଭବନରେ ରାଜ୍ୟପାଳ ଭଜୁଭାଇ ଭାଲାଙ୍କୁ ସାକ୍ଷାତ୍‌ କରିଛି। ରାଜ୍ୟପାଳଙ୍କ ପରେ ଭାଜପା ନେତାମାନେ ବାଚସ୍ପତି କେ.ଆର୍‌. ରମେଶ କୁମାରଙ୍କୁ ବିଧାନସଭାରେ ଭେଟିଛନ୍ତି। ଏହା ପୂର୍ବରୁ...

ପାର୍ଲାମେଣ୍ଟ ସରଗରମ: ବିରୋଧୀଙ୍କ କକ୍ଷତ୍ୟାଗ

ନୂଆଦିଲ୍ଲୀ,୧୧ା୭(ପି.ଟି.): କର୍ନାଟକର ରାଜନୈତିକ ଘଟଣାକ୍ରମକୁ ନେଇ କ୍ରମାଗତ ତୃତୀୟ ଦିନ ଧରି ପାର୍ଲାମେଣ୍ଟର ଉଭୟ ଗୃହ ସରଗରମ ହୋଇଛି। ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଶୂନ୍ୟକାଳରେ କହିଥିଲେ, କର୍ନାଟକରେ ଗଣତନ୍ତ୍ରକୁ ହତ୍ୟା କରାଯାଉଛି। ଏହାସହ ସରକାରର...

ଆର୍ବିଟ୍ରେଶନ୍‌ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୧୧ା୭(ପି.ଟି.): ଆନୁଷ୍ଠାନିକ ଘରୋଇ ତଥା ଅନ୍ତର୍ଜାତୀୟ ମଧ୍ୟସ୍ଥତା ପାଇଁ ଏକ ସ୍ବାଧୀନ ତଥା ସ୍ବୟଂଚାଳିତ ସଂସ୍ଥା ଗଠନ ଲାଗି ଅଣାଯାଇଥିବା ବିଲ୍‌ ଲୋକ ସଭାରେ ବୁଧବାର ଗୃହୀତ ହୋଇଯାଇଛି। ନୂଆଦିଲ୍ଲୀ ଅନ୍ତର୍ଜାତୀୟ ଆର୍ବିଟ୍ରେଶନ୍‌ ସେଣ୍ଟର (ଏନ୍‌ଡିଆଇଏସି) ବିଲ୍‌, ୨୦୧୯ ଆଇନରେ...

ହୋଟେଲରେ ହାଇଡ୍ରାମା: ୧୪୪ ଧାରା

ବେଙ୍ଗାଲୁରୁ/ମୁମ୍ବାଇ,୧୧ା୭(ପି.ଟି.): କର୍ନାଟକର ବିଦ୍ରୋହୀ ବିଧାୟକମାନେ ରହିଥିବା ମୁମ୍ବାଇର ଏକ ବିଳାସପୂର୍ଣ୍ଣ ହୋଟେଲ ବାହାରେ ବୁଧବାର ହାଇଡ୍ରାମା ଦେଖିବାକୁ ମିଳିଛି। ମନ୍ତ୍ରୀ ଡି.କେ. ଶିବକୁମାରଙ୍କୁ ବିଧାୟକଙ୍କ ସହ ସାକ୍ଷାତ୍‌ କରାଇ ଦିଆ ନ ଯାଇ ଅଟକ ରଖାଯାଇଛି। ସେହିପରି ବେଙ୍ଗାଲୁରୁରେ ରାଜଭବନ...

ଗୋଆରେ କଂଗ୍ରେସକୁ ଝଟକା

ପଣଜୀ,୧୧ା୭: ଜାତୀୟସ୍ତରରେ ନେତୃତ୍ୱ ସଙ୍କଟ ଦେଇ ଗତି କରୁଥିବା କଂଗ୍ରେସ ଆକାଶରେ ଯେମିତି କଳାବାଦଲ ଘୋଟି ଆସିଛି। କର୍ନାଟକ କଂଗ୍ରେସ ବିଧାୟକମାନେ ଇସ୍ତଫା ଦେଇ କୁମାରସ୍ବାମୀ ସରକାରଙ୍କ ସମ୍ଭାବ୍ୟ ପତନର କାରଣ ସାଜିଥିବାବେଳେ ଗୋଆରେ ମଧ୍ୟ ଏବେ ସମାନ ପରିସ୍ଥିତି...

ପରାଜୟରେ ମୋଦି ନିରାଶ

ନୂଆଦିଲ୍ଲୀ, ୧୧।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ହାଇଭୋଲଟେଜ ସେମିଫାଇନାଲ ମ୍ୟାଚ୍‌ରେ ବୁଧବାର ଭାରତୀୟ ଦଳ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇ ପ୍ରତିଯୋଗିତାରୁ ବିଦାୟ ନେଇଛି। ଭାରତୀୟ ଦଳର ପରାଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

କଂଗ୍ରେସର ଆଉ ୨ ବିଧାୟକ ଦେଲେ ଇସ୍ତଫା

ବେଙ୍ଗାଲୁର,୧୦।୭: କର୍ନାଟକରେ କଂଗ୍ରେସ ଓ ଜେଡି(ଏସ୍‌) ମେଣ୍ଟ ସରକାରକୁ ପୁଣି ଥରେ ଝଟକା ଲାଗିଛି। ବୁଧବାର କଂଗ୍ରେସର ଆଉ ୨ ଜଣ ବିଧାୟକ ଇସ୍ତଫା ଦେଇଛନ୍ତି। ବିଧାୟକ ଏମ୍‌.ଟି.ବି. ନାଗରାଜ ଓ କେ.ସୁଧାକର ବିଧାନସଭା ବାଚସ୍ପତିଙ୍କୁ ନିଜର ଇସ୍ତଫା ପତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri