ଜାତୀୟ

ସୋସିଆଲ ମିଡିଆ ପ୍ରଭାବ: ଲତାଙ୍କ ଗୀତ ଗାଇ ଚର୍ଚ୍ଚାକୁ ଆସିଥିବା ରାନୁଙ୍କ ଭାଗ୍ୟ ବଦଳିଲା, ମିଳୁଛି ଅନେକ ଶୋ’ର ଅଫର୍‌

ମୁମ୍ବାଇ: ଆଜିର ଅତ୍ୟାଧୁନିକ ସମାଜରେ ସୋସିଆଲ ମିଡିଆର ପ୍ରଭାବ ଅଧିକ।ଏଥିରେ କୌଣସି ଘଟଣା ଥରେ ଭାଇରାଲ ହେବା ପରେ ରାତାରାତି ଷ୍ଟାର ପାଲଟିଯାଆନ୍ତି ଅନେକେ। ଏପରି କିଛି ଘଟିଛି ପଶ୍ଚିମବଙ୍ଗର ରାନୁଙ୍କ କ୍ଷେତ୍ରରେ। ନିକଟରେ କୋକିଳ କଣ୍ଠି ଲତା ମଙ୍ଗେସକରଙ୍କ...

ଶାନ୍ତି ଆଶାରେ କଶ୍ମୀରବାସୀ: ମହିଳା ସୁରକ୍ଷାକର୍ମୀଙ୍କ ସହ ହାତ ମିଳାଇଲେ କଶ୍ମୀର ବାଳକ, ଫଟୋ ଭାଇରାଲ

ଶ୍ରୀନଗର,୯।୮: ଜମ୍ମୁ କଶ୍ମୀରରେ ଧାରା ୩୭୦କୁ ଅଚଳ କରିଦିଆଯିବା ପୂର୍ବରୁ ହିଁ ସେଠାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଜମ୍ମୁ ଓ ଶ୍ରୀନଗରରେ ଧାରା ୧୪୪ ଲାଗୁ କରାଯିବା ସହ ବ୍ୟାପକ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଇତିମଧ୍ୟରେ ଏକ ସୁନ୍ଦର...

ଜମ୍ମୁ-କଶ୍ମୀରରେ ଖୋଲିଲା ସ୍କୁଲ, ହଜ୍‌ ଯାତ୍ରା ସାରି ଫେରୁଥିବା ଯାତ୍ରୀଙ୍କୁ ମିଳିବ ପାସ୍‌

ନୂଆଦିଲ୍ଲୀ, ୯।୮: ଜମ୍ମୁ-କଶ୍ମୀରରେ ୧୪୪ ଧାରା ଲାଗୁ ହୋଇଥିବା ସତ୍ତ୍ୱେ ଶୁକ୍ରବାର ସମସ୍ତ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନ ଖୋଲିଛିି। ଜମ୍ମୁ-କଶ୍ମୀର ମୁଖ୍ୟ ଶାସନ ସଚିବ ମଧ୍ୟ ଏକ ବିଜ୍ଞପ୍ତି ଜାରି କରି ଆସନ୍ତାକାଲି ସମସ୍ତ କର୍ମଚାରୀଙ୍କୁ କାର୍ଯ୍ୟରେ ଯୋଗଦେବାକୁ...

କଶ୍ମୀର ଘାଟିରେ ମୁତୟନ ଯବାନଙ୍କ ପାଇଁ ଫୋନର ବ୍ୟବସ୍ଥା କଲେ ଡୋଭାଲ

ଶ୍ରୀନଗର,୯।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବା ପୂର୍ବରୁ ସହରରେ ଧାରା ୧୪୪ ଲାଗୁ ହୋଇଥିବା ବେଳେ ଘାଟିରେ ୪୦ରୁ ଊର୍ଦ୍ଧ୍ୱ ସୁରକ୍ଷାକର୍ମୀ ମୁତୟନ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ମୋବାଇଲ ଓ ଇଣ୍ଟରନେଟ ସେବାକୁ ଏବେ ବି ବନ୍ଦ...

ଅଗଷ୍ଟ ୧୫ରେ ଲଦାଖରେ ପତାକା ଉଡାଇବେ ଧୋନୀ

ଶ୍ରୀନଗର, ୧।୮:ଟିମ ଇଣ୍ଡିଆର ୱିକେଟକିପର ମହେନ୍ଦ୍ର ସିଂହ ଧୋନୀ ତଥା ଲେଫ୍ଟନାଣ୍ଟ କର୍ଣ୍ଣେଲ ପାରାସୁଟ ରେଜିମେଣ୍ଟ ବାଟାଲିଅନର ଟ୍ରେନିଂ ଆରମ୍ଭ କରିଛନ୍ତି। ଧୋନୀ ୧୦୬ ଟେରିଟୋରିୟଲ ଆର୍ମି ବାଟାଲିୟନର କମାଣ୍ଡର ୟୁନିଟରେ ନିୟୋଜିତ ରହିଛନ୍ତି। ସ୍ବାଧୀନତା ଦିବସ ଅବସରରେ ଲଦାଖରେ ...

କେରଳରେ ବନ୍ୟା,: ୧୪ ମୃତ, ଅଗଷ୍ଟ ୧୧ ପର୍ଯ୍ୟନ୍ତ ବିମାନସେବା ବନ୍ଦ

ଥିରୁଭାନନ୍ତପୁରମ୍‌, ୯।୮: କେରଳରେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀରେ ବନ୍ୟା ଆସିଛି। ଏର୍ନାକୁଲମ, ତ୍ରିଶୁର, ପଠାନମଥିଟ୍ଟା, ମଲ୍ଲପୁରମ ଆଦି ଜିଲାରେ ବନ୍ୟା ପରିସ୍ଥିତି ଭୟଙ୍କର ହୋଇଛି। ବର୍ଷା ପାଣି ଘରେ ପଶିଯିବାର ଲୋକେ ନାହିଁ ନ ଥିବା ଅସୁବିଧାର...

ମହାରାଷ୍ଟ୍ରରେ ପ୍ରବଳ ବନ୍ୟା: ୨୭ ମୃତ, ୨ ଲକ୍ଷ ଲୋକ ବିସ୍ଥାପିତ

ପୁଣେ, ୯।୮: ମହାରାଷ୍ଟ୍ରରେ ପ୍ରବଳ ବନ୍ୟା ପରିସ୍ଥିତି ଦେଖାଦେଇଛି। ଏପର୍ଯ୍ୟନ୍ତ ବନ୍ୟାରେ ୨୭ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାିଛି। କୋହ୍ଲାପୁର, ସାଙ୍ଗଲୀ, ସତାରା ଏବଂ ପୁଣେ ଆଦି ଜିଲା ବନ୍ୟା ଯୋଗୁ ପ୍ରଭାବିତ ହୋଇଛି।...

୭୬ ଭାରତୀୟ, ୪୧ ପାକିସ୍ତାନ ନାଗରିକଙ୍କୁ ଆଣି ଦିଲ୍ଲୀରେ ପହଞ୍ଚିଲା ସମଝୌତା ଏକ୍ସପ୍ରେସ୍‌

ନୂଆଦିଲ୍ଲୀ, ୯।୮: ୭୬ ଭାରତୀୟ, ୪୧ ପାକିସ୍ତାନ ନାଗରିକଙ୍କୁ ଆଣି ଦିଲ୍ଲୀ ପହଞ୍ଚିଛି ସମଝୌତା ଏକ୍ସପ୍ରେସ୍‌। ଗୁରୁବାର ପାକିସ୍ତାନ ଟ୍ରେନକୁ ଅଟାରି ରେଳ ଷ୍ଟେଶନରେ ଛାଡି ପାକିସ୍ତାନ ଡ୍ରାଇଭର ଏବଂ କର୍ମଚାରୀ ପାକିସ୍ତାନ ପଳାଇଥିଲେ। ବିଳମ୍ବିତ ରାତି ୧.୩୦ରେ ଭାରତୀୟ...

ଜମ୍ମୁ-କଶ୍ମୀରରେ ଆଜି ଖୋଲିବ ସ୍କୁଲ

ଶ୍ରୀନଗର,୯।୮:ସମ୍ବିଧାନ ଅନୁଚ୍ଛେଦ ୩୭୦କୁ ବିଦାୟ ଦେଇ ଜମ୍ମୁ-କଶ୍ମୀର ଓ ଲଦାଖ ନାମରେ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ ପରେ ଜମ୍ମୁ-କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଶୁକ୍ରବାର ରାଜ୍ୟରେ ସମସ୍ତ ସ୍କୁଲ ଖୋଲିବାକୁ ଥିବାବେଳେ ଏହାକୁ ନେଇ ଦଙ୍ଗା ହଜାର...

ପ୍ରଣବ, ନାନାଜୀ, ଭୂପେନଙ୍କୁ ଭାରତ ରତ୍ନ

ନୂଆଦିଲ୍ଲୀ,୯।୮(ପି.ଟି.):ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ, ସ୍ବର୍ଗତ ଭାରତୀୟ ଜନସଂଘ ନେତା ନାନାଜୀ ଦେଶମୁଖ ଏବଂ ସ୍ବର୍ଗତ ଗାୟକ ଭୂପେନ ହଜାରିକାଙ୍କୁ ଗୁରୁବାର ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପ୍ରଦାନ କରାଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ରାଷ୍ଟ୍ରପତି ଭବନରେ...

ଭାରତଛାଡ଼ ଆନ୍ଦୋଳନର ୭୭ ବର୍ଷ ପୂର୍ତ୍ତି

ନୂଆଦିଲ୍ଲୀ,୯।୮: ଭାରତଛାଡ଼ ଆନ୍ଦୋଳନ ତଥା ଅଗଷ୍ଟ କ୍ରାନ୍ତି ଦିବସର ୭୭ତମ ବାର୍ଷିକୀ ଗୁରୁବାର ପାଳିତ ହୋଇଛି। ଭାରତର ସ୍ବାଧୀନତା ଆନ୍ଦୋଳନରେ ଏହା ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଥିଲା। ୧୯୪୨ ଅଗଷ୍ଟ ୮ରେ ମୁମ୍ବାଇରେ ଅନୁଷ୍ଠିତ ଭାରତୀୟ ଜାତୀୟ କଂଗ୍ରେସ ବୈଠକରେ...

ଲଦାଖ ଏମ୍‌ପି ସୋସିଆଲ ମିଡିଆ ଷ୍ଟାର:ଲୋକ ସଭାରେ ପ୍ରଭାବୀ ମତ ରଖି ପ୍ରଶଂସିତ

ନୂଆଦିଲ୍ଲୀ, ୯।୮:ଲୋକ ସଭାର ଶେଷ ବେଞ୍ଚରେ ବସୁଥିବା ଲଦାଖର ଯୁବ ଏମ୍‌ପି ଜାମ୍‌ୟାଙ୍ଗ ସେରିଙ୍ଗ ନମ୍ବୟାଲ୍‌ ରାତାରାତି ସୋସିଆଲ ମିଡିଆର ଷ୍ଟାର୍‌ ପାଲଟି ଯାଇଛନ୍ତି। ଏବେ ଟୁଇଟରରେ ତାଙ୍କ ଅନୁଗାମୀଙ୍କ ସଂଖ୍ୟା ଦ୍ରୁତଗତିରେ ବଢିଚାଲିଛି। ମଙ୍ଗଳବାର ସୁଦ୍ଧା ଏହା ୪...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri