ଜାତୀୟ

କାନ୍ଦିଲେ ୯୬ ବର୍ଷୀୟ ଧର୍ମପାଲ ଗୁଲାଟୀ

ନୂଆଦିଲ୍ଲୀ, ୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପାର୍ଥିବ ଶରୀର ଦେଖି କାନ୍ଦି ପକାଇଛନ୍ତି ଏମଡିଏଚ୍‌ କମ୍ପାନୀର ମାଲିକ ମହାଶୟ ଧର୍ମପାଲ ଗୁଲାଟୀ। ୯୬ବର୍ଷୀୟ ଗୁଲଟୀ ସୁଷମାଙ୍କ ଶେଷ ଦର୍ଶନ ପାଇଁ ଭାଜପା କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ତାଙ୍କୁ...

ପଞ୍ଚଭୂତରେ ବିଲୀନ ହେଲେ ସୁଷମା, ଝିଅ ଦେଲେ ମୁଖାଗ୍ନିି

ନୂଆଦିଲ୍ଲୀ,୭।୮: ବଧୂ ବେଶରେ ସଜେଇ ହୋଇ ପଞ୍ଚଭୂତରେ ଲୀନ ହୋଇଛନ୍ତି ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ରାଜକୀୟ ଢଙ୍ଗରେ ତାଙ୍କୁ ବିଦାୟ ଦିଆଯାଇଛି। ଝିଅ ବାଂଶୁରୀ ତାଙ୍କୁ ମୁଖାଗ୍ନି ଦେଇଥିଲେ। ତାଙ୍କ ଅବର୍ତ୍ତମାନରେ ଭାରତୀୟ ରାଜନୀତିର ଏକ ଯୁଗର...

ସୁଷମାଙ୍କ ମୃତ୍ୟୁରେ ଭାଙ୍ଗିପଡିଛନ୍ତି ସ୍ବାମୀ କୌଶଳ, ଝିଅ ବାଂଶୁରୀ

ନୂଆଦିଲ୍ଲୀ, ୭।୮:ସବୁଦିନ ପାଇଁ ଆଖି ବୁଜିଛନ୍ତି ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ଏ ଘଟଣା ଅନେକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଦଳମତ ନିର୍ବିଶେଷରେ ସମସ୍ତ ନେତା ତାଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ସବୁଠୁ ଅଧିକ ଭାଙ୍ଗି ପଡିଛନ୍ତି...

ଶେଷକୃତ୍ୟ ପୂର୍ବରୁ ବଧୂ ବେଶରେ ସଜେଇ ହେଲେ ସୁଷମା

ନୂଆଦିଲ୍ଲୀ, ୭।୮: ଅନ୍ତିମ ଯାତ୍ରାରେ ବାହାରିବା ପୂର୍ବରୁ ବଧୂ ବେଶରେ ସଜେଇ ହୋଇଛନ୍ତି ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜ୍‌। ମଥାରେ ବଡ ବିନ୍ଦି, ଲାଲ ଓଢଣୀରେ ତାଙ୍କୁ ସଜେଇ ଦେଇଛନ୍ତି ଏକମାତ୍ର ଝିଅ ବାଂଶୁରୀ। ସୁଷମା ସବୁବେଳେ ଭାରତୀୟ...

ଶ୍ରୀନଗରରେ ସୁଧୁରୁଛି ସ୍ଥିତି

ଶ୍ରୀନଗର,୭।୮: ଜମ୍ମୁ-କଶ୍ମୀରକୁ ନେଇ କେନ୍ଦ୍ର ସରକାରଙ୍କ ଐତିହାସିକ ନିଷ୍ପତ୍ତିକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ମଞ୍ଜୁରୀ ମଧ୍ୟ ମିଳିଯାଇଛି। ଏହାପରେ କଶ୍ମୀରରେ ଧାରା ୩୭୦କୁ ଅଚଳ କରି ଦିଆଯାଇଛି। ଏଥିସହ ଜମ୍ମୁ-କଶ୍ମୀର ଓ ଲଦାଖ ଦୁଇ କେନ୍ଦ୍ର ଶାସିତ ରାଜ୍ୟ ଭାବେ...

ସୁଷମାଙ୍କ ଅନ୍ତିମ ଯାତ୍ରା ଆରମ୍ଭ, ରାଜନାଥ-ନଡ୍ଡା ଦେଲେ କାନ୍ଧ

ନୂଆଦିଲ୍ଲୀ, ୭।୮: ଭାଜପାର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କର ପରଲୋକ ହୋଇଯାଇଛି। ତାଙ୍କ ମୃତ୍ୟୁରେ ଚାରିଆଡେ ଶୋକର ଛାୟା ଖେଳିଯାଇଛି। ଭାଜପା କାର୍ଯ୍ୟାଳୟରୁ ତାଙ୍କ ମୃତ୍ୟୁ ଶରୀରକୁ ଅନ୍ତିମ ଯାତ୍ରାରେ ନିଆଯାଇଛି। ତାଙ୍କ ମୃତଦେହକୁ କାନ୍ଧ ଦେଇଛନ୍ତି ଭାଜପା ନେତା...

ଉନ୍ନାଓ ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ବି ଗମ୍ଭୀର, ଓକିଲ କୋମାରେ

ନୂଆଦିଲ୍ଲୀ,୭।୮: ଦିଲ୍ଲୀ ଏମ୍ସରେ ଜୀବନ ସହ ସଂଘର୍ଷ କରୁଛନ୍ତି ଉନ୍ନାଓ ବଳାତ୍କାର ପୀଡ଼ିତା। ଏବେ ବି ତାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଛି ବୋଲି ଦିଲ୍ଲୀ ଏମ୍ସ ପକ୍ଷରୁ ଜାରି କରାଯାଇଥିବା ମେଡିକାଲ ବୁଲେଟିନ୍‌ ଜାରି କରାଯାଇଛି। ପୀଡ଼ିତାଙ୍କ ରକ୍ତଚାପ ମଧ୍ୟ...

ମୋଦିଙ୍କ ଦ୍ୱାରା ପ୍ରଶଂସିତ ହୋଇଥିବା କୃଷକଙ୍କ ଆତ୍ମହତ୍ୟା ଉଦ୍ୟମ

ବାଲାପୁର,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ବର୍ଷ ପୂର୍ବରୁ ଯେଉଁ କୃଷକଙ୍କୁ ପ୍ରଶଂସା କରିଥିଲେ ସେ ସୋମବାର ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଅକୋଲାର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ବାଲାପୁର...

ସୁଷମାଙ୍କୁ ଭାଜପା ଦେଲା ଅନ୍ତିମ ବିଦାୟ: ଦଳୀୟ ପତାକା ଢ଼ାଙ୍କିଲେ ଶାହ

ନୂଆଦିଲ୍ଲୀ,୭।୮: ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କୁ ଭାଜପା କାର୍ଯ୍ୟାଳୟରେ ଅନ୍ତିମ ବିଦାୟ ଦିଆଯାଇଛି। ଏହି ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୁଷମାଙ୍କ ମରଶରୀର ଉପରେ ଦଳୀୟ ପତାକା ଢ଼ାଙ୍କିଛନ୍ତି। ଉପସ୍ଥିତ ସମସ୍ତ ଦଳୀୟ ସଦସ୍ୟ ସୁଷମାଙ୍କୁ ଅଶ୍ରୁଳ...

ରାମ ରାଜ୍ୟ ସ୍ବପ୍ନ ଦେଖାଇ ମୋଦି ନିର୍ମାଣ କରୁଛନ୍ତି ରାବଣ ରାଜ୍ୟ: ସିଦ୍ଧାରମେୟା

ବେଙ୍ଗାଲୁରୁ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେକ୍‌ ଇନ୍‌ ଇଣ୍ଡିଆ ଏବଂ ରାମ ରାଜ୍ୟର ସ୍ବପ୍ନ ଦେଖାଇ ପ୍ରକୃତପକ୍ଷେ ରାବଣ ରାଜ୍ୟର ନିର୍ମାଣ କରୁଛନ୍ତି ବୋଲି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧାରମେୟା ଅଭିଯୋଗ କରିଛନ୍ତି। ଦେଶରେ ବେକାରିଙ୍କ ସଂଖ୍ୟା ବଢୁଥିବାବେଳେ ଆବଶ୍ୟକ...

ମହାରାଷ୍ଟ୍ରରେ ୨୦୪ ଗାଁ ବନ୍ୟା ପ୍ରଭାବିତ: ଫଡ଼ନଭୀସ୍‌

ମୁମ୍ବାଇ,୭।୮: ମହାରାଷ୍ଟ୍ରର ୨୦୪ ଗାଁ ବନ୍ୟା ପ୍ରଭାବିତ। ଏସବୁ ଗାଁରେ ଅଧିକ କ୍ଷୟକ୍ଷତି ହୋଇଥିବା ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନଭୀସ୍‌ ବୁଧବାର ସୂଚନା ଦେଇଛନ୍ତି। ଏସବୁ ଗାଁରେ ଅଧିକ କ୍ଷୟକ୍ଷତି ହୋଇଥିବା ସେ କହିଛନ୍ତି। ଏହି ଗାଁ ଗୁଡ଼ିକର ୧୧ ହଜାର...

ଭାଜପା ଅଫିସ୍‌କୁ ଅଣାଗଲା ସୁଷମାଙ୍କ ମରଶରୀର

ନୂଆଦିଲ୍ଲୀ, ୭।୮:ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତ୍ରୀ ସୁଷମା ସ୍ବରାଜଙ୍କ ୬୭ବର୍ଷରେ ପରଲୋକ ଘଟିଛି। ଦିଲ୍ଲୀ ଏମ୍ସଠାରେ ପରଲୋକ ହେବା ପରେ ସୁଷମାଙ୍କ ମରଶରୀର ପ୍ରଥମେ ତାଙ୍କ ଦିଲ୍ଲୀସ୍ଥିତ ବାସଭବନକୁ ନିଆଯାଇଥିଲା। ଏଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ରାମନାଥ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri