ଜାତୀୟ

ଦରକାର ପଡିଲେ ସବୁ କଂଗ୍ରେସ ବିଧାୟକ ଇସ୍ତଫା ଦେବେ: ପରମେଶ୍ୱର

ବେଙ୍ଗାଲୁରୁ,୮।୭: କର୍ନାଟକରେ ଜେଡିଏସ୍‌ ଓ କଂଗ୍ରେସର ୧୪ ବିଧାୟକ ଇସ୍ତଫା ଦେବା ପରେ ଏବେ ଘୋର ସଙ୍କଟରେ କର୍ନାଟକ ସରକାର। ତେବେ ସରକାରଙ୍କୁ ବଞ୍ଚାଇବାକୁ ଦରକାର ପଡିଲେ ସବୁ କଂଗ୍ରେସ ବିଧାୟକ ଇସ୍ତଫା ଦେବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ଜି...

ସୁରକ୍ଷିତ ନୁହେଁ ଜଙ୍ଗଲ ରାଜା: ୭ ବର୍ଷରେ ଶିକାରୀ ଗୁଳିରେ ୨ ଶହ ୨୨ ମୃତ; ମଧ୍ୟପ୍ରଦେଶରେ ସର୍ବାଧିକ

ନୂଆଦିଲ୍ଲୀ,୮।୭: ଜଙ୍ଗଲର ରାଜା ବାଘକୁ ସୁରକ୍ଷା ମିଳିପାରୁନି। ୨୦୧୨ରୁ ୨୦୧୮ ମଧ୍ୟରେ ଗତ ୭ ବର୍ଷରେ ଦେଶରେ ମୋଟ ୬ ଶହ ୫୭ ବାଘଙ୍କ ମୃତ୍ୟୁ ହୋଇଛି। ସେଥିମଧ୍ୟରୁ ଶିକାରୀ ଗୁଳିରେ ୨ ଶହ ୨୨ ବାଘଙ୍କ ମୃତ୍ୟୁ ଘଟିଛି।...

ବୁରହାନ୍‌ ଓ୍ବାନୀଙ୍କ ଶ୍ରାଦ୍ଧ ବାର୍ଷିକୀ: ଜମ୍ମୁ-କଶ୍ମୀରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀନଗର,୮।୭: ଆତଙ୍କବାଦୀ ସଂଗଠନଗୁଡ଼ିକ ପକ୍ଷରୁ ସୋମବାର ହିଜବୁଲ୍‌ ମୁଜାହିଦ୍ଦିନ୍‌ ସଦସ୍ୟ ବୁରହାନ୍‌ ଓ୍ବାନୀଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ ପାଇଁ ଯୋଜନା କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆବଶ୍ୟକସ୍ଥଳେ ସନ୍ଦିଗ୍ଧ ଯାନବାହନ ତଥା ବ୍ୟକ୍ତି ବିଶେଷଙ୍କ...

ଶିଶୁଜନ୍ମ ହେବା ପରେ ଗଛ ନ ଲଗାଇଲେ ପଞ୍ଚାୟତରେ ହେବ ନାହିଁ ନାମ ପଞ୍ଜିକରଣ

ସୋଲମ,୮।୭: ହିମାଚଳ ସୋଲମ ଜିଲା ଝାହମାଜରିରେ ଥିବା ଭଟୋଲିକଲାଙ୍ଗ ପଞ୍ଚାୟତରେ ପରିବେଶକୁ ବଞ୍ଚାଇବା ଲାଗି ଏକ ନିଆରା ପଦକ୍ଷେପ ଗ୍ରହଣ କରାଯାଇଛି। ରବିବାର ଆୟୋଜିତ ଏକ ବିଶେଷ ଗ୍ରାମସଭାରେ ନିଷ୍ପତ୍ତି ନିଆଯାଇଛି କି ଯେଉଁ ପରିବାରରେ ଶିଶୁ ଜନ୍ମ ହେବ...

ଜ୍ୟୋତିରାଦିତ୍ୟଙ୍କୁ କଂଗ୍ରେସ ସଭାପତି କରିବାକୁ ପୋଷ୍ଟର ମାଧ୍ୟମରେ ଅନୁରୋଧ

ଭୋପାଳ,୮।୭: କଂଗ୍ରେସ ଦଳରେ ଏବେ ଏକ ପ୍ରକାର ଅସ୍ଥିରାବସ୍ଥା ଦେଖାଯାଇଥିବା ବେଳେ ଏଠାରେ ଇସ୍ତଫା ପତ୍ରର ଲାଇନ୍‌ ଲାଗିଛି। କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ ରବିବାର ମୁମ୍ବାଇ କଂଗ୍ରେସ ଅଧ୍ୟକ୍ଷ ପଦରୁ ମିଲିନ୍ଦ ଦେଓରା...

ଯମୁନା ଏକ୍ସପ୍ରେସ୍‌ ହାଇଓ୍ବେରେ ଦୁର୍ଘଟଣା: ନାଳକୁ ଖସିଲା ଯାତ୍ରୀବାହୀ ବସ୍‌; ୨୯ ମୃତ

ଆଗ୍ରା,୮।୭: ଉତ୍ତରପ୍ରଦେଶ ଯମୁନା ଏକ୍ସପ୍ରେସ୍‌ ହାଇଓ୍ବେରେ ସୋମବାର ଭୋର୍‌ ୪ଟା ୩୦ରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଗ୍ରାର ଏତ୍‌ମାଦ୍‌ପୁରସ୍ଥିତ ଝରନା ନାଳରେ ଏକ ଯାତ୍ରୀବାହୀ ବସ୍‌ ନିୟନ୍ତ୍ରଣ ହରାଇ ଖସିପଡ଼ିବାରୁ ୨୯ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ବସ୍‌ଟି...

ଅନିଶ୍ଚିତତାରେ ରାହୁଲଙ୍କ ଟିମ୍‌ ଭବିଷ୍ୟତ

ନୂଆଦିଲ୍ଲୀ,୮ା୭(ପି.ଟି.): ଲୋକ ସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ଏବଂ କ୍ରମାଗତ ଭାବେ ଅନେକ ନେତାଙ୍କ ଇସ୍ତଫା ପରେ ଦଳରେ ଏବେ ଭିନ୍ନ ହାଓ୍ବା ବହୁଛି। ରାହୁଲ ଗାନ୍ଧୀଙ୍କ ଟିମ୍‌ରେ ପ୍ରମୁଖ ଭୂମିକାରେ ଥିବା ଆଗଧାଡ଼ିର ସଦସ୍ୟମାନଙ୍କ ଭବିଷ୍ୟତ ଅନିଶ୍ଚିତତା...

ଅନୁପ୍ରବେଶ ରୋକିବ ଅପରେଶନ ସୁଦର୍ଶନ

ନୂଆଦିଲ୍ଲୀ, ୮ା୭(ପି.ଟି.): ପଞ୍ଜାବ ଓ ଜମ୍ମୁସ୍ଥିତ ପାକିସ୍ତାନ ସୀମାରେ ଅନୁପ୍ରବେଶ ନିରୋଧୀ ଗ୍ରୀଡ୍‌କୁ ଅଧିକ ମଜଭୁତ କରିବା ଲାଗି ବିଏସ୍‌ଏଫ୍‌ ପକ୍ଷରୁ ଅଭିଯାନ ଆରମ୍ଭ ହୋଇଛି। ବିଏସ୍‌ଏଫ ଉକ୍ତ ସୀମାନ୍ତକୁ ଏହାର ସମସ୍ତ ବରିଷ୍ଠ ପଦାଧିକାରୀଙ୍କ ସମେତ ହଜାର ହଜାର...

ଭିଡ଼ହିଂସାରୁ ବର୍ତ୍ତିବା ଲାଗି : ନାମ ବଦଳାଇବେ ମୁସଲ୍‌ମାନ ଅଧିକାରୀ

ଭୋପାଳ,୮ା୭: ଦେଶରେ ଭିଡ଼ହିଂସା ବଢିବାରେ ଲାଗିଛି। ଏଭଳି ହିଂସାକାଣ୍ଡରୁ ନିଜକୁ ରକ୍ଷାକରିବା ଲାଗି ମଧ୍ୟପ୍ରଦେଶର ଜଣେ ମୁସଲମାନ ସମ୍ପ୍ରଦାୟର ସରକାରୀ ଅଧିକାରୀ ନିଜ ନାମ ବଦଳାଇ ଦେବାକୁ ସ୍ଥିର କରିଛନ୍ତି। ବରିଷ୍ଠ ପ୍ରଶାସନିକ ଅଧିକାରୀଭାବେ କାର୍ଯ୍ୟରତ ନିୟାଜ୍‌ ଖାନ ଏନେଇ...

ଭାଜପା ଏମ୍‌ପିଙ୍କ ବିମାନରେ ମୁମ୍ବାଇ ଯାଇଛନ୍ତି ଅସନ୍ତୁଷ୍ଟ ବିଧାୟକ

ବେଙ୍ଗାଲୁରୁ,୮ା୭(ପି.ଟି.): କର୍ନାଟକର ଅସନ୍ତୁଷ୍ଟ କଂଗ୍ରେସ ଏବଂ ଜେଡିଏସ୍‌ ବିଧାୟକମାନେ ଇସ୍ତଫା ଦେବା ପରେ ଯେଉଁ ଚାର୍ଟାର୍ଡ ବିମାନରେ ମୁମ୍ବାଇ ଯାଇଛନ୍ତି, ତାହା ଭାଜପାର ରାଜ୍ୟ ସଭା ସଦସ୍ୟ ରାଜୀବ ଚନ୍ଦ୍ରଶେଖରଙ୍କର ବୋଲି ସୂତ୍ରରୁ ଜଣାପଡ଼ିଛି। ଜୁପିଟର କ୍ୟାପିଟାଲ ପ୍ରାଇଭେଟ ଲିମିଟେଡ୍‌ର...

ଭୟରେ ଛତ୍ରଭଙ୍ଗ

ନୂଆଦିଲ୍ଲୀ,୮ା୭(ପି.ଟି.): ପୁଲ୍‌ଓ୍ବାମାରେ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀଙ୍କ ଆତ୍ମଘାତୀ ଆକ୍ରମଣରେ ୪୦ରୁ ଊର୍ଦ୍ଧ୍ୱ ସିଆର୍‌ପିଏଫ୍‌ ଯବାନ ଶହୀଦ ହେବା ପରେ ଭାରତୀୟ ବାୟୁସେନା ଫେବୃୟାରୀ ୨୬ରେ ବାଲାକୋଟରେ ଥିତ୍ବା ସେମାନଙ୍କ ପ୍ରଶିକ୍ଷଣ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌ କରିଥିଲା। ଏହା ପରେ ପାକିସ୍ତାନୀ...

ପଦରୁ ଇସ୍ତଫା ଦେଲେ ମିଲିନ୍ଦ, ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୮ା୭(ପି.ଟି.): କଂଗ୍ରେସ ଦଳରେ ନେତୃତ୍ୱ ସଙ୍କଟ ଦେଖାଦେଇଥିବାବେଳେ ରବିବାର ମିଲିନ୍ଦ ଦେଓରା ଏବଂ ଜ୍ୟୋତିରାଦିତ୍ୟ ସିନ୍ଧିଆ ସାଂଗଠନିକ ପଦରୁ ଇସ୍ତଫା ଦେଇଛନ୍ତି। ମୁମ୍ବାଇ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଇଥିବା ମିଲିନ୍ଦ ଦଳକୁ କେନ୍ଦ୍ରୀୟ ସ୍ତରରେ ମଜଭୁତ କରିବା ଦିଗରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri