ଜାତୀୟ

ଗୋଟିଏ ବର୍ଷରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ, ୭।୮: ଗୋଟିଏ ବର୍ଷ ମଧ୍ୟରେ ଦିଲ୍ଲୀ ଏହାର ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ହରାଇଛି। ୨୦୧୮ ଅକ୍ଟୋବରରୁ ବର୍ତ୍ତମାନ ସୁଦ୍ଧା ଏପରି ଘଟିଛି। ମଙ୍ଗଳବାର ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପୂର୍ବ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ପରଲୋକ ହୋଇଛି।...

ଜମ୍ମୁ-କଶ୍ମୀରରେ ଲାଗୁହେବ ୧୦୬ କେନ୍ଦ୍ରୀୟ ଆଇନ

ନୂଆଦିଲ୍ଲୀ ,୭ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରରୁ କେନ୍ଦ୍ର ସରକାର ସମ୍ବିଧାନର ଧାରା ୩୭୦, ୩୫ଏ ହଟାଇବା ସହ ଏହାକୁ ଏକ କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିଛନ୍ତି। ତେଣୁ ଜମ୍ମୁ-କଶ୍ମୀର ଲାଗି ଭାରତ ସମ୍ବିଧାନର ସମସ୍ତ ବ୍ୟବସ୍ଥା ଲାଗୁ କରାଯିବ। ସମ୍ବିଧାନର ପଞ୍ଚମ ଅନୁଚ୍ଛେଦ...

୩୭୦କୁ ନେଇ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୭ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ଦୁଇଭାଗ କରିବା ସହ କେନ୍ଦ୍ର ସରକାର ସମ୍ବିଧାନର ଧାରା ୩୭୦କୁ ଉଚ୍ଛେଦ କରିବା ଘଟଣାକୁ ନେଇ କଂଗ୍ରେସ ଦୁଇ ଭାଗ ହୋଇଯାଇଛି। କଂଗ୍ରେସର ବରିଷ୍ଠ ନେତାମାନେ କେନ୍ଦ୍ର ସରକାରଙ୍କ ପଦକ୍ଷେପକୁ ବିରୋଧ କରିଥିବାବେଳେ ଦଳର ଅନେକ ନେତା...

ଶାହ ମିଛ କହୁଛନ୍ତି: ଫାରୁକ୍‌

ଶ୍ରୀନଗର/ନୂଆଦିଲ୍ଲୀ, ୭ା୮(ପି.ଟି./ଆଇଏଏନ୍‌ଏସ୍‌): ସମ୍ବିଧାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲା ମଙ୍ଗଳବାର କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ଶ୍ରୀନଗରସ୍ଥିତ ତାଙ୍କ ବାସଭବନରେ ଖବରଦାତାଙ୍କୁ ସମ୍ବୋଧିତ କରି ଫାରୁକ୍‌ କହିଛନ୍ତି, କେନ୍ଦ୍ର ଆମକୁ ହତ୍ୟା କରିବାକୁ...

‘ପାକିସ୍ତାନଠାରୁ କଶ୍ମୀରକୁ ରକ୍ଷାକରିବା ଲାଗି ବିଜୁ ବାବୁ ଯୁଦ୍ଧବିମାନ ଉଡ଼ାଇଥିଲେ’

ନୂଆଦିଲ୍ଲୀ,୭ା୮(ପି.ଟି.): ଜମ୍ମୁ-କଶ୍ମୀରକୁ ପାକିସ୍ତାନ କବଳରୁ ରକ୍ଷାକରିବା ଲାଗି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଯୁଦ୍ଧବିମାନ ଉଡ଼ାଇଥିଲେ ବୋଲି ଲୋକ ସଭାରେ ବିଜେଡି ସଂସଦୀୟ ଦଳ ନେତା ପିନାକୀ ମିଶ୍ର କହିଛନ୍ତି। ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉେଚ୍ଛେଦକୁ ବିଜେଡି ପୂର୍ଣ୍ଣ...

ରାଷ୍ଟ୍ରପତିଙ୍କ ଅଧିସୂଚନାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୭ା୮(ପି.ଟି. ): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟ ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ରାଷ୍ଟ୍ରପତିଙ୍କ ଅଧିସୂଚନାକୁ ମଙ୍ଗଳବାର ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଆଇନଜୀବୀ ଏମ୍‌.ଏଲ୍‌. ଶର୍ମା ଏହି ପଦକ୍ଷେପ ବିରୋଧରେ ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଷ୍ଟ୍ରପତୀୟ...

ପ୍ରଶ୍ନ କରି ଅଧୀର ହଟହଟା: ଜମ୍ମୁ-କଶ୍ମୀର କ’ଣ ଭାରତର ଆଭ୍ୟନ୍ତରୀଣ ପ୍ରସଙ୍ଗ

ନୂଆଦିଲ୍ଲୀ,୭ା୮(ପି.ଟି. ) : ଜମ୍ମୁ-କଶ୍ମୀର ପୁନର୍ଗଠନ ବିଲ୍‌ ଲୋକ ସଭାରେ ଆଗତ ବେଳେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଅଜବ ପ୍ରଶ୍ନ ଉଠାଇ ଅଡ଼ୁଆରେ ଫସିଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହ ଲୋକ ସଭାରେ ବିଲ୍‌ ଆଗତ କରିବା ପରେ...

ମିଶନ କଶ୍ମୀରକୁ ମଞ୍ଜୁରୀ

ନୂଆଦିଲ୍ଲୀ, ୭ା୮ (ପି.ଟି./ ଆଇଏଏନ୍‌ଏସ୍‌): ସମ୍ବିଧାନ ଅନୁଚ୍ଛେଦ ୩୭୦ ସଂକଳ୍ପନାମା ଏବଂ ଜମ୍ମୁ-କଶ୍ମୀରରୁ ଲଦାଖକୁ ଅଲଗା କରି ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ପ୍ରତିଷ୍ଠା ପାଇଁ ଉଦ୍ଦିଷ୍ଟ ବିଲ୍‌କୁ ପାର୍ଲାମେଣ୍ଟର ମଞ୍ଜୁରୀ ମିଳିଛି। ଏ ସଂକ୍ରାନ୍ତ ବିଲ୍‌ ସୋମବାର ରାଜ୍ୟ ସଭାରେ...

ଆଇନଜୀବୀରୁ ବହିର୍ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ, ୭ା୮: ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜଙ୍କ ମଙ୍ଗଳବାର ରାତି ୧୧ଟାରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୁଧବାର ନୂଆଦିଲ୍ଲୀସ୍ଥିତ ଲୋଧିରୋଡ ଶବଦାହ ଗୃହରେ ଅନ୍ତିମ ସଂସ୍କାର କରାଯିବ। ଗାନ୍ଧୀଙ୍କ ପରେ ଦେଶର ଦ୍ୱିତୀୟ...

ସୁଷମା ସ୍ବରାଜଙ୍କ ପରଲୋକ

ନୂଆଦିଲ୍ଲୀ,୭ା୮(ପି.ଟି.)- ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜ ଆଉ ନାହାନ୍ତି। ନୂଆଦିଲ୍ଲୀସ୍ଥିତ ଏମ୍ସରେ ମଙ୍ଗଳବାର ରାତିରେ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି। ୬୭ ବର୍ଷୀୟା ସ୍ବରାଜଙ୍କୁ ଗୁରୁତର ଅବସ୍ଥାରେ ରାତି ୧୦ଟା ୧୫ ମିନିଟରେ...

ମାନସିକ ଚାପରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ମୁଠାଏ…

ସକାଳେ ମୁଠାଏ ସୋଲା ବୁଟ ଗଜା ଚୋବାଇ ଖାଇଲେ ମିଳିଥାଏ ଅନେକ ଫାଇଦା। ଏହା କୋଷ୍ଠକାଠିନ୍ୟରୁ ମୁକ୍ତି ଦିଏ। ଏଥିରେ ଥିବା ଟ୍ରିପ୍ଟାଫେନ୍‌ ମାନସିକ ଚାପ କମ୍‌ କରି ଶାନ୍ତି ପ୍ରଦାନ କରେ ବୋଲି ଜମ୍ମୁ ଆୟୁର୍ବେଦିକ ଇନଷ୍ଟିଚ୍ୟୁଟ୍‌ରେ ହୋଇଥିବା...

ସୁଷମା ସ୍ବରାଜଙ୍କ ପରଲୋକ

ନୂଆଦିଲ୍ଲୀ,୬।୮(ପି.ଟି.)-ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ, ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ସୁଷମା ସ୍ବରାଜ ଆଉ ନାହାନ୍ତି। ନୂଆଦିଲ୍ଲୀସ୍ଥିତ ଏମ୍ସରେ ମଙ୍ଗଳବାର ରାତିରେ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି। ୬୭ ବର୍ଷୀୟା ସ୍ବରାଜଙ୍କୁ ଗୁରୁତର ଅବସ୍ଥାରେ ରାତି ୧୦ଟା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri