ଜାତୀୟ

ଅନୁଚ୍ଛେଦ ୩୭୦କୁ ନେଇ ମୁହଁ ଖୋଲିଲେ ମମତା

କୋଲକାତା,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ସେ ସମର୍ଥନ ଜଣାଉ ନାହାଁନ୍ତି। ତାଙ୍କ ଦଳ ଏଥିପାଇଁ ମତ ମଧ୍ୟ ଦେଇ ନାହିଁ। ମମତା ସମସ୍ତ ରାଜନୈତିକ ଦଳ ଓ କଶ୍ମୀରବାସୀଙ୍କୁ କହିଛନ୍ତି ଯଦି ଅନୁଚ୍ଛେଦ...

ପ୍ରଥମଥର ନୂଆବୋହୂ ହାତ ରନ୍ଧା ଖାଇ ଡାକ୍ତରଖାନାରେ ପୂରା ପରିବାର

ଲକ୍ଷ୍ନୌ,୬।୮:ଉତ୍ତର ପ୍ରଦେଶର ମୁରାଦାବାଦ୍‌ରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହ ପରେ ନୂଆବୋହୂର ହାତରନ୍ଧା ପ୍ରଥମଥର ଖାଇ ଡାକ୍ତରଖାନାରେ ପହଞ୍ଚିଛନ୍ତି ପୂରା ପରିବାର। ଖାଦ୍ୟରେ ନିଶା ଔଷଧ ଦେଇ ସମସ୍ତଙ୍କୁ ବେହୋସ୍‌ କରିବା ପରେ ସବୁ ସୁନାଗହଣା, ଟଙ୍କା ନେଇ...

ଦିଲ୍ଲୀ ଭୟାବହ ଅଗ୍ନିକାଣ୍ଡରେ ୬ମୃତ: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୮: ଦିଲ୍ଲୀ ଜାକିର ନଗର ସ୍ଥିତ ଥିବା ୪ମହଲା ବିଶିଷ୍ଟ ଏକ କୋଠା ଘରେ ସୋମବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ରୁ ଊର୍ଦ୍ଧ୍ୱ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ...

ରାହୁଲ ମୁହଁ ଖୋଲିଲେ: ସରକାରଙ୍କ ନିଷ୍ପତ୍ତିି ରାଷ୍ଟ୍ରୀୟ ସୁରକ୍ଷା ପ୍ରତି ସୃଷ୍ଟି କରିଛି ବିପଦ

ନୂଆଦିଲ୍ଲୀ,୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମଙ୍ଗଳବାର ମୁହଁ ଖୋଲିଛନ୍ତି। ସେ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ଏଭଳି ନିଷ୍ପତ୍ତି ରାଷ୍ଟ୍ରୀୟ ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିଛି। ଏହାଦ୍ୱାରା ସାମ୍ବିଧାନିକ ବ୍ୟବସ୍ଥାର ମଧ୍ୟ...

ଧାରା ୩୭୦କୁ ନେଇ ଦ୍ୱନ୍ଦ୍ୱରେ କଂଗ୍ରେସ: ମୋଦି ସରକାରଙ୍କ ପ୍ରଶଂସା କରିବ ନା ସମାଲୋଚନା

ନୂଆଦିଲ୍ଲୀ,୬।୮: ସୋମବାର ଜମ୍ମୁ-କଶ୍ମୀରରେ ଧାରା ୩୭୦ ଓ ୩୫ଏ ଉଚ୍ଛେଦ କରାଯିବା ପରେ ଏହା ମୋଦି ସରକାରଙ୍କ ଏକ ଐତିହାସିକ ପଦକ୍ଷେପ ବୋଲି ଆଲୋଚନା ହୋଇଥିଲା। ରାଜ୍ୟ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଜମ୍ମୁ-କଶ୍ମୀର ପୁନର୍ଗଠନ ବିଲ୍‌ ଉପସ୍ଥାପନ...

ଅନୁଚ୍ଛେଦ ୩୭୦ ଯୋଗୁ ବିବାହ ପରେ ଏହି ଅଭିନେତ୍ରୀ ହରାଇଥିଲେ କଶ୍ମୀର

ଶ୍ରୀନଗର,୬।୮: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ହଟିବା ପରେ ସାରା ଦେଶରେ ମିଶ୍ରିତ ପ୍ରତିକ୍ରିୟା ମିଳିଛି। ଏନେଇ ବଲିଉଡ୍‌ରୁ ଆରମ୍ଭ କରି ଟେଲି କଳାକାରମାନେ ସରକାରଙ୍କ ଏହି ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ଏହି କ୍ରମରେ ଟେଲି ଶୋ‘ମେରେ ଅଙ୍ଗନେ ମେ’ ଫେମ୍‌...

କଶ୍ମୀର ଭାରତର ଅଭିନ୍ନ ଅଙ୍ଗ; ସେଥିପାଇଁ ଜୀବନ ଦେବାକୁ ମଧ୍ୟ ପଛାଇବୁ ନାହିଁ: ଶାହ

ନୂଆଦିଲ୍ଲୀ,୬।୮: କଶ୍ମୀର ଭାରତର ଅଭିନ୍ନ ଅଙ୍ଗ। ସେଥିପାଇଁ ଆବଶ୍ୟକ ପଡ଼ିଲେ ଜୀବନ ଦେବାକୁ ମଧ୍ୟ ପଛାଇବୁ ନାହିଁ। ମଙ୍ଗଳବାର ଲୋକ ସଭାରେ ଏଭଳି କହିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ତେବେ ଏଠାରେ ପାକିସ୍ତାନ ଅଧିକୃତ କଶ୍ମୀର ଏବଂ ଚାଇନାର...

ଏବେ ସମାନ ନାଗରିକ ସଂହିତା ଓ ଅଯୋଧ୍ୟା ପ୍ରସଙ୍ଗ ଉପରେ ମୋଦି ସରକାରଙ୍କ ନଜର !

ନୂଆଦିଲ୍ଲୀ,୬।୮: ତିନି ତଲାକ୍‌ ପରେ ଅନୁଚ୍ଛେଦ ୩୭୦ର ଉଚ୍ଛେଦ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର। ଏବେ ମୋଦି ସରକାର ଦେଶରେ ସମାନ ନାଗରିକ ସଂହିତା ପ୍ରଣୟନ ଏବଂ ଅଯୋଧ୍ୟା ପ୍ରସଙ୍ଗ ଉପରେ ନଜର ରଖିଥିବା କୁହାଯାଉଛି। ଅଯୋଧ୍ୟାରେ ରାମମନ୍ଦିର...

କଂଗ୍ରେସ କିମ୍‌କର୍ତ୍ତବ୍ୟମୂଢ଼

ନୂଆଦିଲ୍ଲୀ, ୬।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ କଂଗ୍ରେସ କିମ୍‌କର୍ତ୍ତବ୍ୟମୂଢ଼ ପାଲଟିଛି। ଏହାର ବିରୋଧରେ ରାଜନୈତିକ ଦଳଙ୍କୁ ଏକାଠି କରିବାକୁ ପ୍ରୟାସ ଜାରି ରଖିଛି। କଂଗ୍ରେସ ପରି ତୃଣମୂଳ, ଜେଡିୟୁ,ଏସ୍‌ପି ଆଦି ୯ଟି ଦଳ ଏହାକୁ ବିରୋଧ କରୁଛନ୍ତି। ଅପରପକ୍ଷରେ...

ସିକ୍ରେଟ୍‌ କାଶ୍ମୀର ମିଶନ୍‌: ବରିଷ୍ଠ ମନ୍ତ୍ରୀଙ୍କୁ ବି ଜଣା ନ ଥିଲା ମୋଦିଙ୍କ ଚାଲ୍‌

ଶ୍ରୀନଗର, ୬।୮: ଜମ୍ମୁ-କଶ୍ମୀରରେ ୩୭୦ ଧାରା ଉଠିବା ନିଷ୍ପତ୍ତି ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୋଦିଙ୍କ ‘ମିଶନ୍‌ କଶ୍ମୀର’ ନିଷ୍ପତ୍ତି ଗୁପ୍ତ ଭାବରେ ନିଆଯାଇଥିଲା, ଏପରିକି ବରିଷ୍ଠ ମନ୍ତ୍ରୀ ଏବଂ ଅଧିକାରୀଙ୍କୁ ମଧ୍ୟ ଏନେଇ କୌଣସି...

ଏମ୍ସ ଗଲେ ଉନ୍ନାଓ ପୀଡିତାଙ୍କ ଓକିଲ

ଲକ୍ଷ୍ନୌ,୬।୮: ଉତ୍ତର ପ୍ରଦେଶ ରାୟବରେଲିରେ ଗତ ମାସରେ ଦୁର୍ଘଟଣାର ଶିକାର ହୋଇଥିବା ଉନ୍ନାଓ ବଳାତ୍କାର ପୀଡିତାଙ୍କ ଓକିଲ ମଙ୍ଗଳବାର ଦିଲ୍ଲୀରେ ଥିବା ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)କୁ ସ୍ଥାନାନ୍ତର ହୋଇଛନ୍ତି। ଉଭୟ ପୀଡିତା ଓ ତାଙ୍କ ଓକିଲ...

ଅଯୋଧ୍ୟା ମାମଲାର ଶୁଣାଣି ଆରମ୍ଭ: ସିଧାପ୍ରସାରଣ ଆବେଦନ ଖାରଜ; ଶହେ ଦିନରେ ଫଇସଲା ସମ୍ଭାବନା

ନୂଆଦିଲ୍ଲୀ,୬।୮: ଅଯୋଧ୍ୟା ମାମଲାର ଶୁଣାଣି ମଙ୍ଗଳବାରଠାରୁ ସୁପ୍ରିମ୍‌କୋର୍ଟରେ ଆରମ୍ଭ ହୋଇଛି। ତେବେ ବିଚାର ପ୍ରକିୟାର ସିଧାପ୍ରସାରଣ ପାଇଁ କରାଯାଇଥିବା ଆବେଦନକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଛନ୍ତି। ଗତ ଶୁକ୍ରବାର ଅଦାଲତ ସୂଚନା ଦେଇଥିଲେ ଯେ, ଏହି ମାମଲାର ଶୁଣାଣି ଅଗଷ୍ଟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri