ଜାତୀୟ

ସନ୍ଦିଗ୍ଧ ଅବସ୍ଥାରେ ଘରୁ ମିଳିଲା ପୂରା ପରିବାରର ମୃତଦେହ: ମୁହଁରେ ଲାଗିଥିଲା କଳା ଟେପ୍‌

ଗାଜିଆବାଦ,୫।୭: ଗାଜିଆବାଦ ମସୁରୀରେ ଏକ ଲୋମଟାଙ୍କୁରା ଦୃଶ୍ୟ ସାମ୍ନାକୁ ଆସିଛି। ଗୋଟିଏ ପରିବାରର ୫ଜଣ ସଦସ୍ୟଙ୍କ ସନ୍ଦିଗ୍ଧ ଅବସ୍ଥାରେ ମୃତ୍ୟୁ ହୋଇଛି। ଶୁକ୍ରବାର ସକାଳେ ନ୍ୟୁ ଶତାବ୍ଦୀପୁରମ୍‌ର ଏକ ଘରେ ସ୍ବାମୀ ଓ ତାଙ୍କ ୩ଟି ପିଲାଙ୍କ ମୃତଦେହ ମିଳିଥିବା...

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ୫ ଲକ୍ଷରୁ କମ ଆୟ ପାଇଁ ଆୟକର ସମ୍ପୂର୍ଣ୍ଣ ଛାଡ ଘୋଷଣା

ନୂଆଦିଲ୍ଲୀ ୫।୭: ଶୁକ୍ରବାର ସଂସଦରେ ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌। -୫ ଲକ୍ଷରୁ କମ୍‌ ଆୟ ପାଇଁ ଆୟକର ଛାଡ -କପୋରେଟ୍‌ ଟିକସ କ୍ଷେତ୍ରରେ କୋହଳ ମନୋଭାବ ପୋଷଣ -ଇଲେକ୍ଟ୍ର୍ରିକାର୍‌...

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ୧ କୋଟି ଯୁବକଙ୍କ ପାଇଁ ଆସିବ ସ୍କିଲ ଯୋଜନା

ନୂଆଦିଲ୍ଲୀ, ୫।୭: ଶିକ୍ଷା ପାଇଁ ଚଳିତ ବଜେଟରେ କେନ୍ଦ୍ର ସରକାର ନୂଆ ଯୋଜନାମାନ ଆପଣାଇଛନ୍ତି। ବଜେଟ୍‌ ମୁଖ୍ୟାଂଶ -ଉଚ୍ଚଶିକ୍ଷା ପାଇଁ ୪୦୦ କୋଟିର ବ୍ୟୟ ବରାଦ, କୌଶଳ ବିକାଶ ଯୋଜନାରେ ୧ କୋଟି ଯୁବକଙ୍କୁ ତାଲିମ -୧ କୋଟି ଯୁବକଙ୍କ...

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ଦୁଇଗୁଣା ହେବ ଚାଷୀଙ୍କ ଆୟ

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ହୋଇଛି। ପୂର୍ବାହ୍ନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ ଆଗତ କରିଛନ୍ତି। ବଜେଟ୍‌ ମୁଖ୍ୟାଂଶ -ସହରରେ ଆହୁରି ୮୧ ଲକ୍ଷ ଘର ନିର୍ମାଣ...

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ୩ କୋଟି ଛୋଟ ଏବଂ ଉଠା ଦୋକାନୀଙ୍କୁ ମିଳିବ ପେନଶନ୍‌

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌। ବଜେଟ୍‌ ମୁଖ୍ୟାଂଶ -୩ କୋଟି ଛୋଟ ଏବଂ ଉଠା ଦୋକାନୀଙ୍କୁ ମିଳିବ ପେନଶନ୍‌ -ଛୋଟ ଦୋକାନୀଙ୍କୁ ୫୯ ମିନିଟରେ...

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ଘର ଭଡା ପାଇଁ ଆସିବ ନୂଆ ଆଇନ୍‌

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ଚାଲିଛିି। ପୂର୍ବାହ୍ନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ ଆଗତ କରିଛନ୍ତି। ବଜେଟ୍‌ ମୁଖ୍ୟାଂଶ -‘ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ଗ୍ରୀଡ୍‌କୁ ଗୁରୁତ୍ୱ’ -ଖୁବ୍‌ଶିଘ୍ର...

ଦୀର୍ଘ ୪୯ବର୍ଷ ପରେ ସଂସଦରେ ବଜେଟ ଉପସ୍ଥାପନ କଲେ ଜଣେ ମହିଳା

ନୂଆଦିଲ୍ଲୀ, ୫।୭: ସ୍ବର୍ଗତ ଇନ୍ଦିରା ଗାନ୍ଧୀଙ୍କ ପରେ ପ୍ରଥମ ମହିଳା ଅର୍ଥମନ୍ତ୍ରୀ ଭାବେ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି ନିର୍ମଳା ସାତାରାମନ୍‌। ୧୯୭୦-୭୧ରେ ପ୍ରଧାନମନ୍ତ୍ରୀ ଥିବାବେଳେ ଇନ୍ଦିରା ଗାନ୍ଧୀ ନିଜ ପାଖରେ ଅର୍ଥ ମନ୍ତ୍ରଣାଳୟ ରଖିଥିଲେ। ଫଳରେ ସଂସଦରେ ତାଙ୍କୁ...

ଆଉ କିଛି ସମୟ ପରେ ସଂସଦରେ ଉପସ୍ଥାପନ ହେବ ବଜେଟ୍‌: ରାଷ୍ଟ୍ରପତିଙ୍କୁ ଭେଟିଲେ ସୀତାରାମନ୍‌

ନୂଆଦିଲ୍ଲୀ, ୫।୭: ଆଉ କିଛି ସମୟ ପରେ ସଂସଦରେ ଉପସ୍ଥାପନ ହେବ ପୂର୍ଣ୍ଣାଙ୍ଗ ସାଧାରଣ ବଜେଟ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ନିଜ ପେଡ଼ିରେ କ’ଣ ରଖିଛନ୍ତି ଏବେ ତା’ଉପରେ ସମସ୍ତଙ୍କ ନଜର ରହିଛି। ବଜେଟ ଉପସ୍ଥାପନ କରିବା ପୂର୍ବରୁ...

ଅଗଷ୍ଟ ୫ରେ ଭେଲୋର ଭୋଟ

ଚେନ୍ନାଇ,୫।୭ : ତାମିଲନାଡ଼ୁର ଭେଲୋର ଲୋକ ସଭା ଆସନ ଲାଗି ଅଗଷ୍ଟ ୫ ତାରିଖରେ ଭୋଟଗ୍ରହଣ କରାଯିବ। ଏନେଇ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି। ନିର୍ବାଚନ ପରେ ଅଗଷ୍ଟ ୯ରେ ଭୋଟଗଣତି କରାଯିବ ବୋଲି ଆୟୋଗ ଦର୍ଶାଇଛନ୍ତି। ଆଚରଣବିଧି...

ଆଧାର ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୫।୭:ଆଧାର ସଂଶୋଧନ ବିଲ୍‌ ଗୁରୁବାର ଲୋକ ସଭାରେ ଗୃହୀତ ହୋଇଛି। ବ୍ୟାଙ୍କରେ ଜମା ଖାତା ଖୋଲିବା, ମୋବାଇଲ ଫୋନ୍‌ ପାଇଁ ସିମ୍‌କାର୍ଡ ସଂଗ୍ରହ ଲାଗି ଆଧାରକୁ ପରିଚୟପତ୍ର ଭାବେ ବ୍ୟବହାର କରିବା ନିମନ୍ତେ ଆଇନଗତ ସ୍ବୀକୃତି ଦେବା ଲାଗି କେନ୍ଦ୍ର...

୩୫୮ ଖଣି ଲିଜ୍‌ ବାତିଲ ଆବେଦନ:କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୫।୭(ପି.ଟି.):ସାନି ମୂଲ୍ୟାୟନ କରା ନ ଯାଇ ଦେଶରେ ୩୫୮ରୁ ଅଧିକ ଲୁହାପଥର ଖଣି ବିଭିନ୍ନ କମ୍ପାନୀକୁ ଆବଣ୍ଟନ କରାଯିବା ଅଥବା ଲିଜ୍‌ ମିଆଦ ବୃଦ୍ଧି କିମ୍ବା ବଳବତ୍ତର ରଖାଯାଇଥିବାରୁ ସେଗୁଡ଼ିକୁ କାହିଁକି ବାତିଲ କରା ନ ଯିବ ୪ ସପ୍ତାହ...

ମାନହାନି ମାମଲା:ରାହୁଲ, ୟେଚୁରୀଙ୍କୁ ଜାମିନ

ମୁମ୍ବାଇ,୫।୭(ପି.ଟି.):ଏକ ମାନହାନି ମାମଲାରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଗୁରୁବାର କୋର୍ଟରେ ହାଜର ହୋଇ ନିଜକୁ ନିର୍ଦ୍ଦୋଷ ବୋଲି କହିଛନ୍ତି। କୋର୍ଟ ସେମାନଙ୍କୁ ଜାମିନ ମଞ୍ଜୁର କରିଛନ୍ତି। ତେବେ ସେମାନଙ୍କ ମାମଲାର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri