ଜାତୀୟ

ଅଗଷ୍ଟ ୬ରୁ ଆରମ୍ଭ ହେବ ଅଯୋଧ୍ୟା ମାମଲାର ଶୁଣାଣି

ନୂଆଦିଲ୍ଲୀ,୨।୮: ବହୁ ଚର୍ଚ୍ଚିତ ରାମ ଜନ୍ମଭୂମି-ବାବ୍ରୀ ମସଜିଦ ଜମି ବିବାଦ ମାମଲାର ଶୁଣାଣି ଆସନ୍ତା ୬ ତାରିଖ ଅର୍ଥାତ୍‌ ମଙ୍ଗଳବାରଠାରୁ ଆରମ୍ଭ ହେବ ବୋଲି ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇ ଶୁକ୍ରବାର କହିଛନ୍ତି। ଏହି ମାମଲାର ଶୁଣାଣି ପ୍ରତିଦିନ...

ନଏଡାରେ ଆରମ୍ଭ ହେଲା ଫିଙ୍କ୍‌ ଟଏଲେଟ

ନଏଡା,୨।୮: ମହିଳାଙ୍କ ସୁବିଧା ପାଇଁ ଦିଲ୍ଲୀର ନଏଡାର ସେକ୍ଟର-୫୦ ସ୍ଥିତ ଏକ ମାର୍କେଟରେ ପିଙ୍କ ଟଏଲେଟ ଆରମ୍ଭ ହୋଇଛି। ଗୁରୁବାର ନଏଡା ପ୍ରଶାସନର ଅଧ୍ୟକ୍ଷ ଆଲୋକ ଟଣ୍ଡନ ଓ ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ରିତୁ ମହେଶ୍ୱରୀ ପ୍ରଥମ ପିଙ୍କ ଟଏଲେଟକୁ...

ଲାଞ୍ଚ ନ ଦେବାରୁ ଗରିବ ବିଧବାଙ୍କୁ କୋଟିପତି ଦର୍ଶାଗଲା

ଅଯୋଧ୍ୟା,୨।୮: ବିକାପୁର ତହସିଲର ତାରାଦେବୀ ଗରିବ ଓ ବିଧବା। ନିକଟରେ ସେ ତାଙ୍କ ପୁଅ ଅମିତର ପାଠପଢା ଓ ଛାତ୍ରବୃତ୍ତି ପାଇଁ ବାର୍ଷିକ ଆୟ ପ୍ରମାଣ ପତ୍ର ବାହାର କରିବାକୁ ତହସିଲ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ବହୁବାର ସେ ସେଠାକୁ ଦୌଡିବା...

କଂଗ୍ରେସ କାର୍ଯ୍ୟାଳୟରେ ମାଡ଼ପିଟ୍‌: ପୋଲିସ ସୁରକ୍ଷାରେ ବୈଠକ କରିଲେ ପ୍ରଦେଶ ଅଧ୍ୟକ୍ଷ

ରାଞ୍ଚି,୨।୮: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ଦଳ ଏବେ ନେତୃତ୍ୱହୀନ ହୋଇପଡ଼ିଛି। ନିର୍ବାଚନର ଫଳାଫଳ ପାଇଁ ପରସ୍ପର ଉପରେ କାଦୁଅଫିଙ୍ଗା ଚାଲିଥିବା ବେଳେ ଝାଡ଼ଖଣ୍ଡ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ଅଜୟ କୁମାରଙ୍କୁ ଦାୟୀ କରି ପ୍ରଦେଶ...

ଆନ୍ଦୋଳନରତ ଡାକ୍ତରଙ୍କୁ ଭେଟିଲେ ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ, ୨।୮: ସଂସଦରେ ଗୃହୀତ ନ୍ୟାସନାଲ ମେଡିକାଲ କମିଶନ (ଏନଏମସି) ବିଧେୟକକୁ ବିରୋଧ କରି ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ପକ୍ଷରୁ ଅନିଶ୍ଚିତ କାଳ ପାଇଁ ବନ୍ଦ ଡାକରା ଦିଆଯାଇଛି। ଦିଲ୍ଲୀରେ ଡାକ୍ତରଙ୍କ ଏକ ପ୍ରତିନିଧିମଣ୍ଡଳ ଶୁକ୍ରବାର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ...

ଦିଲ୍ଲୀ ନୁହେଁ, ଲକ୍ଷ୍ନୌରେ ହେବ ଉନ୍ନାଓ ପୀଡ଼ିତାଙ୍କ ଚିକିତ୍ସା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨।୮: ଉତ୍ତରପ୍ରଦେଶର ବହୁ୍‌ଚର୍ଚ୍ଚିତ ଉନ୍ନାଓ ପୀଡିତା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟ ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ପୀଡିତାଙ୍କ ଚିକିତ୍ସା ଦିଲ୍ଲୀ ନୁହେଁ, ଲକ୍ଷ୍ନୌରେ କରାଯିବ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପୀଡିତାଙ୍କ ପରିବାର ଲକ୍ଷ୍ନୌରେ ଚିକିତ୍ସା ଚାହୁଁଛନ୍ତି...

ଗରିବଙ୍କ ପାଇଁ ୨ ଲକ୍ଷ ବାସଗୃହ ନିର୍ମାଣ କରିବେ କର୍ନାଟକ ସରକାର

ବେଙ୍ଗାଲୁରୁ, ୨।୮: ପୁଣି ଥରେ ସରକାରକୁ ଫେରିବା ପରେ ଗରିବଙ୍କ ପାଇଁ ୨ ଲକ୍ଷ ବାସଗୃହ ନିର୍ମାଣ କରାଯିବ ବୋଲି ଘୋଷଣା କରିଛନ୍ତି। ୨୦୨୨ ଭିତରେ ସମସତ୍କୁ ଘର ଯୋଗଦିଆଯିବ। ଏଥିପାଇଁ ବେଙ୍ଗାଲୁରୁରେ ୧୦୦୦ ଏକ ଜମି ଚିହ୍ନଟ କରାଯାଇଛି...

ତୃତୀୟ ଦିନରେ ଡାକ୍ତରଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ୨।୮: ଦିଲ୍ଲୀରେ ନ୍ୟାଶନାଲ ମେଡିକାଲ କମିଶନ ବିଲ୍‌(ଏନ୍‌ଏମ୍‌ସି) ବିରୋଧରେ ଡାକ୍ତରଙ୍କ ବିରୋଧ ଜାରି ରହିଛି। ଦିଲ୍ଲୀ ଏମ୍ସ ଡାକ୍ତରଙ୍କ ଆନ୍ଦୋଳନ ଶୁକ୍ରବାରକୁ ତୃତୀୟ ଦିନରେ ପହଞ୍ଚିଛି। ଆନ୍ଦୋଳନ ଯୋଗୁ ଡାକ୍ତରମାନେ କାର୍ଯ୍ୟରେ ଯୋଗଦେଉ ନ ଥିବାରୁ ରୋଗୀସେବା ବ୍ୟାହତ ହୋଇଛି।...

ସାମ୍ବାଦିକ ରବୀଶ କୁମାର ମାଗସେସେ ପୁରସ୍କାର ପାଇଁ ମନୋନୀତ

ନୂଆଦିଲ୍ଲୀ, ୨।୮: ଏସିଆର ନୋବେଲ ପୁରସ୍କାର କୁହାଯାଉଥିବା ରମନ ମାଗସେସେ ପୁରସ୍କାର ୨୦୧୯ ପାଇଁ ଭାରତୀୟ ସାମ୍ବାଦିକ ରବୀଶ କୁମାରଙ୍କ ସମେତ ଏସିଆର ୫ଜଣ ମନୋନୀତ ହୋଇଛନ୍ତି। ଦୀର୍ଘ ୧୨ ବର୍ଷ ପରେ ଜଣେ ଭାରତୀୟ ଏହି ପୁରସ୍କାର ପାଇଁ...

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ: ଜଣେ ଯବାନ ଶହୀଦ୍‌

ଶ୍ରୀନଗର, ୨।୮: ଜମ୍ମୁ-କଶ୍ମୀରର ସୋପିୟାଂରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ପକ୍ଷରୁ ଚାଲିଥିବା ଗୁଳିବିନିମୟରେ ଜଣେ ଯବାନ୍‌ ଶହୀଦ ହୋଇଛନ୍ତି ବୋଲି ଜଣାପଡିଛି। ପୁଲଓ୍ବାମାରେ ଆତଙ୍କବାଦୀମାନେ ସେନାର ଏକ ଗାଡିରେ ଆଇଡି ବିସ୍ଫୋରଣ କରିଛନ୍ତି। ଏଥିରେ ଗାଡି...

ବନ୍ୟାରୁ ଏକ ମାସର ଶିଶୁକୁ ‘ବସୁଦେବ’ଙ୍କ ଭଳି ଉଦ୍ଧାର କଲେ ପୋଲିସ ଅଧିକାରୀ

ବଡୋଦରା, ୨।୮: ଗୁଜରାଟର ବଡୋଦରାରେ ବନ୍ୟା ପରିସ୍ଥିତି ସଙ୍ଗୀନ ହୋଇପଡିଛି। ବନ୍ୟା ପାଣି ଘରେ ପଶିଯିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସାମ୍ନା କରୁଛନ୍ତି। ଗୁରୁବାର ବନ୍ୟାଜଳରେ ଭାସିଯାଉଥିବା ଜଣେ ଏକ ମାସର ଶିଶକୁ ‘ବସୁଦେବ’ଙ୍କ ଭଳି ଉଦ୍ଧାର...

ପୋମ୍ପିଓଙ୍କୁ ଭେଟିଲେ ଜୟଶଙ୍କର: କଶ୍ମୀର ପ୍ରସଙ୍ଗରେ ତୃତୀୟ ପକ୍ଷ ଆବଶ୍ୟକତା ନାହିଁ

ବ୍ୟାଙ୍କ୍‌କ, ୨।୮: ଭାରତର ବୈଦେଶିକ ମନ୍ତ୍ରୀ ଏ.ସ. ଜୟଶଙ୍କର ଆମେରିକା ବୈଦେଶିକ ମନ୍ତ୍ରୀ ମାଇକ୍‌ ପୋମ୍ପିଓଙ୍କୁ ଭେଟିଛନ୍ତି। ଶୁକ୍ରବାର ସକାଳୁ ବ୍ୟାଙ୍କ୍‌କରେ ଉଭୟ ରାଷ୍ଟ୍ର ପ୍ରତିନିଧି ଦ୍ୱିପାକ୍ଷୀୟ ଆଲୋଚନା କରିଥିଲେ। ଉଭୟଙ୍କ କଥାବାର୍ତ୍ତା ପରେ ଜୟଶଙ୍କର କହିଛନ୍ତି, କଶ୍ମୀର ପ୍ରସଙ୍ଗରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri