ଜାତୀୟ

ମୁକୁଳିଲେ ଭାଜପା ବିଧାୟକ ଆକାଶ

ଇନ୍ଦୋର,୩୦।୬: ଭୋପାଳ ସ୍ପେଶାଲ କୋର୍ଟରୁ ଶନିବାର ଜାମିନ ମିଳିବା ପରେ ଭାଜପା ବିଧାୟକ ଆକାଶ ବିଜୟଭର୍ଗିୟ ରବିବାର ଜେଲରୁ ମୁକୁଳିଛନ୍ତି। ତେବେ ଜେଲ୍‌ରେ ସେ ଭଲ ସମୟ କାଟିଥିବା ବାହାରିବା ପରେ କହିଛନ୍ତି। ତାଙ୍କୁ ନେବା ପାଇଁ ଭାଇ ଅଳ୍ପେଶ...

ଜମ୍ମୁ ଛାଡିଲେ ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ

ଶ୍ରୀନଗର,୩୦।୬: ଅମରନାଥ ତୀର୍ଥଯାତ୍ରୀଙ୍କ ପ୍ରଥମ ଦଳ ରବିବାର ଜମ୍ମୁ ଛାଡିଛନ୍ତି। ସେମାନେ କଶ୍ମୀରରେ ପହଞ୍ଚିବା ପରେ ସୋମବାରଠାରୁ ୪୫ ଦିନିଆ ଅମରନାଥ ଯାତ୍ରା ଆରମ୍ଭ ହେବ। ଏହି ଯାତ୍ରା ଅଗଷ୍ଟ ୧୫ ଶ୍ରାବଣ ପୂର୍ଣ୍ଣିମାରେ ଶେଷ ହେବ। ପ୍ରଥମ ତୀର୍ଥଯାତ୍ରୀ...

ବଡଗାମ୍‌ରେ ସୁରକ୍ଷାର୍କମୀଙ୍କ ସର୍ଚ୍ଚ ଅପରେଶନ

ଶ୍ରୀନଗର,୩୦।୬: ଜମ୍ମୁ-କଶ୍ମୀର ବଡଗାମ୍‌ ଜିଲାରେ ରବିବାର ସକାଳେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଚଦୁରା ଅଞ୍ଚଳରେ ୩ ଜଣ ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ...

ପେହଲୁଙ୍କ ବିରୋଧରେ ମରଣୋତ୍ତର ଚାର୍ଜଶିଟ୍‌

ନୂଆଦିଲ୍ଲୀ,୩୦ା୬(ଆଇଏଏନ୍‌ଏସ୍‌): ଗୋରୁ ଚୋରାଚାଲାଣ ଅଭିଯୋଗରେ ରାଜସ୍ଥାନ ପୋଲିସ ଶନିବାର ମୃତ ପେହଲୁ ଖାନ୍‌ଙ୍କ ସମେତ ତାଙ୍କର ଦୁଇପୁଅଙ୍କ ନାଁରେ ଚାର୍ଜଶିଟ୍‌ ଦାଖଲ କରିଥିବା ଖବର ପ୍ରକାଶ ପାଇବା ପରେ ବିବାଦ ସୃଷ୍ଟି ହୋଇଛି। ଚାର୍ଜଶିଟ୍‌ରେ ମୃତ ପେହଲୁଙ୍କ ନାଁ ଥିବା...

ମାଲୟାଲମ୍‌ ଫିଲ୍ମ ନିର୍ମାତା ବାବୁ ନାରାୟଣନ୍‌ଙ୍କ ପରଲୋକ

ଥ୍ରିସୁର(କେରଳ),୩୦ା୬(ପି.ଟି.): ଜନପ୍ରିୟ ମାଲୟାଲମ୍‌ ଫିଲ୍ମ ନିର୍ମାତା ବାବୁ ନାରାୟଣନ୍‌ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୫୯ବର୍ଷ ହୋଇଥିଲା। ସେ କିଛିଦିନ ହେଲା କ୍ୟାନ୍‌ସର ପୀଡିତ ହୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଥିଲେ ପରିବାର ପକ୍ଷରୁ କୁହାଯାଇଛି। କିମ୍ବଦନ୍ତୀ ନିର୍ଦ୍ଦେଶକ ହରିହରନ୍‌ଙ୍କ ସହିତ...

କଂଗ୍ରେସ ନେତା ବିକାଶ ଚୌଧୁରୀ ହତ୍ୟା ମାମଲା : ୟୁପିରେ ୩୫ କଂଗ୍ରେସ ନେତାଙ୍କ ଇସ୍ତଫା

ଚଣ୍ଡିଗଡ଼, ୩୦ା୬ (ପି.ଟି.): ହରିୟାଣା କଂଗ୍ରେସ ନେତା ବିକାଶ ଚୌଧୁରୀ ହତ୍ୟା ମାମଲାରେ ଶନିବାର ପୋଲିସ ୨ଜଣଙ୍କୁ ଗିରଫ କରିଛି। ଗିରଫଙ୍କ ମଧ୍ୟରେ ଗ୍ୟାଙ୍ଗଷ୍ଟର କୌଶଲ୍‌ଙ୍କ ସ୍ତ୍ରୀ ରୋଶ୍‌ନୀ ଓ ତାଙ୍କ ଚାକର ନରେଶ ଅଛନ୍ତି । ରୋଶ୍‌ନୀ ଓ...

‘ଜୟ ଶ୍ରୀରାମ’ ନ କହିବାରୁ ମୁସଲ୍‌ମାନ ଯୁବକଙ୍କୁ ମାଡ଼

କାନପୁର, ୩୦ା୬ (ପି.ଟି.) ; ଉତ୍ତରପ୍ରଦେଶର କାନପୁରଠାରେ ଜଣେ ୧୬ ବର୍ଷୀୟ ନାବାଳକଙ୍କୁ କେତେକ ଯୁବକ ଘେରିଯାଇ ‘ଜୟ ଶ୍ରୀରାମ’ ଉଚ୍ଚାରଣ କରିବାକୁ କହିଥିଲେ। ନାବାଳକ ଜଣକ ଏହା ନ କହିବାରୁ ତାଙ୍କୁ ଦୁର୍ବୃତ୍ତମାନେ ନିସ୍ତୁକ ମାଡ଼ ମାରିଥିବା ପୋଲିସ...

ବିଚାରପତିଙ୍କୁ ଜୋତା ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ, ୩୦ା୬ (ପି.ଟି.) : ଜଣେ ହତ୍ୟା ଅଭିଯୁକ୍ତ ତାଙ୍କ ପାଇଁ ନୂଆ ଓକିଲ ନିଯୁକ୍ତି ନେଇ କୋର୍ଟ ନିଷ୍ପତ୍ତି ଉପରେ ଅସନ୍ତୁଷ୍ଟ ହୋଇ ବିଚାରପତିଙ୍କୁ ଜୋତା ଫିଙ୍ଗିଛନ୍ତି। ଜିଲା ସେସନ୍ସ ଜଜ୍‌୍‌ ରାଜେଶ ଗୁପ୍ତାଙ୍କ କୋର୍ଟରେ ଶୁକ୍ରବାର ଏହି...

ଜିଦ୍‌ରେ ଅଟଳ ରାହୁଲ: ୟୁପିରେ ୩୫ କଂଗ୍ରେସ ନେତାଙ୍କ ଇସ୍ତଫା

ଲକ୍ଷ୍ନୌ, ୩୦ା୬ : ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରଠାରୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିଜ ପଦରୁ ଇସ୍ତଫା ଦେବା ଲାଗି ଅଡ଼ି ବସିଛନ୍ତି। ପଛକୁ ଫେରିବାର ପ୍ରଶ୍ନ ଉଠୁନାହିଁ ବୋଲି ସେ କହିଛନ୍ତି। ହେଲେ ଦଳୀୟ...

୪ ଶହ ବର୍ଷ ହେଲା ଗାଁରେ ହୋଇନି କୌଣସି ଶିଶୁଙ୍କ ଜନ୍ମ…

ମଧ୍ୟପ୍ରଦେଶ ରାଜଗଡ଼ ଜିଲା ସଙ୍କ୍‌ ଶ୍ୟାମ୍‌ ଜୀ ଗାଁରେ ଗତ ୪ ଶହ ବର୍ଷ ଧରି କୌଣସି ଶିଶୁଙ୍କ ଜନ୍ମ ହୋଇନି। ଭୋପାଳଠାରୁ ଏହି ଗାଁର ଦୂରତା ପ୍ରାୟ ୧୩୦ କିଲୋମିଟର। ପ୍ରସବ ସମୟ ହେଲେ ଗର୍ଭବତୀ ମହିଳାଙ୍କୁ ଗାଁ...

ଭାରତ-ଫ୍ରାନ୍ସ ଯୁଦ୍ଧାଭ୍ୟାସରେ ସାମିଲ ହେବ ୪ ଏସ୍‌ୟୁ-୩୦ଏମ୍‌କେଆଇ ଜେଟ୍‌

ନୂଆଦିଲ୍ଲୀ,୨୯।୬: ଆସନ୍ତା ଜୁଲାଇ ୧ରୁ ୧୪ ମଧ୍ୟରେ ଫ୍ରାନ୍ସର ମଣ୍ଟ-ଡି-ମାର୍ସନ ଏୟାରବେସ୍‌ରେ ଅନୁଷ୍ଠିତ ହେବାକୁ ଥିବା ଭାରତ-ଫ୍ରାନ୍ସ ଯୁଦ୍ଧାଭ୍ୟାସରେ ୪ ଏସ୍‌ୟୁ-୩୦ଏମ୍‌କେଆଇ ଜେଟ୍‌, ଗୋଟିଏ ଆଇଏଲ୍‌-୭୮ ଟ୍ୟାଙ୍କର ଓ ୨ଟି ସି-୧୭ ଗ୍ଲୋବାଲ ମାଷ୍ଟର ସାମିଲ ହେବ। ଏନେଇ ଭାରତୀୟ...

୩ ଦିନ ପର୍ଯ୍ୟନ୍ତ ନିସ୍ତାର ନାହିଁ

ମୁମ୍ବାଇ,୨୯।୬: ଲଗାଣ ବର୍ଷାରେ ବେହାଲ୍‌ ହୋଇଥିବା ମାୟାନଗରୀକୁ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ନିସ୍ତାର ନାହିଁ। କାରଣ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ସୋମବାର ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ଏପର୍ଯ୍ୟନ୍ତ ମୁମ୍ବାଇର ଅଧିକାଂଶ ଅଞ୍ଚଳରେ ପ୍ରାୟ ୨ଶହ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri