ଜାତୀୟ

କେଜରିଓ୍ବାଲଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ୨ ଶହ ୟୁନିଟ୍‌ ପର୍ଯ୍ୟନ୍ତ ବିଦ୍ୟୁତ୍‌ ବିଲ୍‌ ମାଗଣା

ନୂଆଦିଲ୍ଲୀ,୧।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ବଡ଼ ଘୋଷଣା କରିଛନ୍ତି। ଏବେ ଦିଲ୍ଲୀର ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ୨ଶହ ୟୁନିଟ୍‌ ପର୍ଯ୍ୟନ୍ତ ବିଲ୍‌ ମାଗଣାରେ ମିଳିବ। ତେବେ ଏହାଠାରୁ ଅଧିକ ୟୁନିଟ୍‌ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଦ୍ୟୁତ୍‌ ବିଲ୍‌ ପୈଠ କରିବାକୁ ପଡ଼ିବ।...

ଆଗକୁ ସ୍ବାଧୀନତା ଦିବସ: ନିୟନ୍ତ୍ରଣ ରେଖାରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗ ଅପେକ୍ଷାରେ

ଶ୍ରୀନଗର, ୧।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଥିବା ପାକିସ୍ତାନ ଲଞ୍ଚ୍‌ପ୍ୟାଡ୍‌ରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଜାରି ରହିଥିବା ଅପରେଶନ୍‌...

ବେଧଡ଼କ ଦେହବେପାର: ଚେର ଲମ୍ବିଛି ବାଂଲାଦେଶରୁ ଦିଲ୍ଲୀ

ନୂଆଦିଲ୍ଲୀ,୧।୮: ଦେଶର କେତେକ ଅଞ୍ଚଳରେ ବେଧଡ଼କ ଦେହ ବେପାର ଜାରି ରହିଛି। ଏଥିରେ ଏକ ବଡ଼ ର଼୍ୟାକେଟ୍‌ କାମ କରୁଥିବା ପୋଲିସ କହିଛି। ବାଂଲାଦେଶରୁ ଏହାର ଚେର ଦିଲ୍ଲୀ ପର୍ଯ୍ୟନ୍ତ ଲମ୍ବିଛି। ବାଂଲାଦେଶରୁ ତରୁଣୀମାନଙ୍କୁ ଅଣାଯାଇ ବିହାର, ଗୁଡଗାଓ୍ବଁ ତଥା...

ୟୁପି ପୋଲିସକୁ ଛାତ୍ରୀଙ୍କ ପ୍ରଶ୍ନ: ଅଭିଯୋଗ କଲେ ଆମକୁ ଉନ୍ନାଓ ପୀଡିତାଙ୍କ ଭଳି ଦୁର୍ଘଟଣାର ଶିକାର ହେବାକୁ ପଡିବନି ତ

ବାରବାଙ୍କି,୧।୮: ବାଳିକା ସୁରକ୍ଷା ଅଭିଯାନ କାର୍ଯ୍ୟକ୍ରମ ଜରିଆରେ ଉତ୍ତର ପ୍ରଦେଶ ପୋଲିସ ପକ୍ଷରୁ ଆୟୋଜିତ ହେଉଛି ସତେଚନତା କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମ ଜରିଆରେ ବୁଧବାର ଉତ୍ତର ପ୍ରଦେଶ ପୋଲିସ ବାରବାଙ୍କିରେ ଥିବା ଏକ ସ୍କୁଲରେ ଛାତ୍ରୀମାନଙ୍କୁ ସୁରକ୍ଷା ସମ୍ପର୍କରେ ସଚେତନ...

ଉନ୍ନାଓ ମାମଲା: ୧୨ଟା ସୁଦ୍ଧା ସୁପ୍ରିମକୋର୍ଟରେ ହାଜର ହେବାକୁ ସିବିଆଇ ଅଧିକାରୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧।୮: ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣାକୁ ନେଇ ଗୁରୁବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ହେଲେ ଦିନ ୧୨ଟା ସୁଦ୍ଧା ଏହି ଘଟଣା ସହ ଜଡିତ ଥିବା ସିବିଆଇ ଅଧିକାରୀଙ୍କୁ ହାଜର ହେବାକୁ କୋର୍ଟ କହିଛନ୍ତି। କାରଣ ଏମାନେ ମାମଲାର...

ଅବସର ଗ୍ରହଣ ଦିନ ଖୁସିରେ ହେଲିକପ୍ଟରରେ ଉଡ଼ିଲେ ଚତୁର୍ଥ ଶ୍ରେଣୀ କର୍ମଚାରୀ

ଫରିଦାବାଦ୍‌,୧।୮: ଚାକିରିରୁ ଅବସର ନେବା ଦିନ ଏକ ସ୍କୁଲରେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଭାବେ କାମ କରୁଥିବା ଜଣେ ବ୍ୟକ୍ତି ଏକ ନିଆରା ପଦକ୍ଷେପ ନେଇଛନ୍ତି। ତାଙ୍କର କାର୍ଯ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ହରିୟାଣା ଫରିଦାବାଦ୍‌ର ନିମକା ଗାଁ...

ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ଶତ୍ରୁଘ୍ନ

ନୂଆଦିଲ୍ଲୀ,୧।୮: ଲୋକ ସଭା ନିର୍ବାଚନ ପୂର୍ବରୁ ଭାଜପା ଛାଡି କଂଗ୍ରେସରେ ଯୋଗ ଦେଇଥିବା ବଲିଉଡ୍‌ ଅଭିନେତା ଶତ୍ରୁଘ୍ନ ସିହ୍ନା ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିଛନ୍ତି। ବୁଧବାର ରାଜ୍ୟ ସଭାରେ ତିନ୍‌ ତଲାକ୍‌ ବିଲ୍‌ ଅନୁମୋଦନ ହେବା ପରେ...

୨୦୨୧ ନିର୍ବାଚନ: ଦିଦିଙ୍କ ରାଗ ଶାନ୍ତ କରିବାକୁ ଚେଷ୍ଟା କରିବେ ପ୍ରଶାନ୍ତ କିଶୋର

କୋଲକାତା,୧।୮: ଆସନ୍ତା ୨୦୨୧ରେ ପଶ୍ଚିମବଙ୍ଗ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏବେଠାରୁ ଏହାକୁ ନେଇ ସଜବାଜ ହେଲାଣି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ ତ୍ରୁଣମୂଳ କଂଗ୍ରେସ। ତେବେ ଗତ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାସ୍ତ ପରେ...

ବର୍ଷକୁ ୨ ହଜାର ଜୀବନ ନେଉଛି ବର୍ଷା

ନୂଆଦିଲ୍ଲୀ,୧ା୮ :୨୦୧୬ରୁ ବର୍ଷାଜନିତ ବିପର୍ଯ୍ୟୟ ବର୍ଷକୁ ୨ ହଜାର ଭାରତୀୟଙ୍କ ଜୀବନ ନେଉଛି। ମୃତକମାନଙ୍କ ମଧ୍ୟରୁ ୫୧% ହେଉଛନ୍ତି ବିହାର, କେରଳ, ପଶ୍ଚିମବଙ୍ଗ, ମହାରାଷ୍ଟ୍ର ଓ ହିମାଚଳ ପ୍ରଦେଶର। ଗତ ୩ ବର୍ଷରେ ଭାରତରେ ବର୍ଷା, ବାତ୍ୟା, ବନ୍ୟା ଓ...

ନାବାଳକ ପାଟିରେ ୫୨୬ ଦାନ୍ତ

ଚେନ୍ନାଇ,୧ା୮: ଚେନ୍ନାଇରେ ରହୁଥିବା ୭ ବର୍ଷର ପିଲା ପାଟିରୁ ଡାକ୍ତରମାନେ ୫୨୬ଟି ଦାନ୍ତକୁ ହଟାଇଦେଇଛନ୍ତି। ରବୀନ୍ଦ୍ରନାଥ ନାମକ ଏହି ପିଲାର ଡାହାଣ ଗାଲ ଫୁଲିବା ପରେ ଦାନ୍ତ ସମସ୍ୟା ଥିବା ପରିବାର ଲୋକେ ଭାବିଥିଲେ। ହସ୍ପିଟାଲ ନେବା ପରେ ତାଙ୍କର...

ତିନି ତଲାକ୍‌ ବିଲ୍‌କୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି: ୨୦୧୮ ସେପ୍ଟେମ୍ବର ୧୯ରୁ ଲାଗୁ

ନୂଆଦିଲ୍ଲୀ,୧।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ତିନି ତଲାକ୍‌ ବିଲ୍‌କୁ ମଞ୍ଜୁରୀ ଦେଇଛନ୍ତି। ଫଳରେ ଏବେ ଏହା ଆଇନରେ ପରିଣତ ହୋଇଛି। ଏହା ୨୦୧୮ ସେପ୍ଟେମ୍ବର ୧୯ରୁ ଲାଗୁ ହେବ। ମଙ୍ଗଳବାର ତିନି ତଲାକ୍‌ ବିଲ୍‌ ରାଜ୍ୟ ସଭାରେ ପାସ୍‌...

ବିଧାୟକଙ୍କ ନାଁରେ ହତ୍ୟା ମାମଲା ରୁଜୁ କଲା ସିବିଆଇ

ନୂଆଦିଲ୍ଲୀ,୧ା୮(ପି.ଟି.): ଉନ୍ନାଓ ବଳାତ୍କାର ପୀଡିତାଙ୍କ ଗାଡ଼ି ଦୁର୍ଘଟଣାକୁ ନେଇ ସିବିଆଇ ଭାଜପା ବିଧାୟକ କୁଲ୍‌ଦୀପ ସିଂ ସେନ୍‌ଗାର ଓ ଜଣେ ମନ୍ତ୍ରୀଙ୍କ ସମ୍ପର୍କୀୟ ସମେତ ୧୦ ଜଣଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରିଛି। ସିବିଆଇ ଅଧିକାରୀମାନେ ଦୁର୍ଘଟଣାସ୍ଥଳ ପରିଦର୍ଶନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri