ଜାତୀୟ

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ନିର୍ଦ୍ଦେଶକୁ ଫୁ: ସକାଳ ୯ଟା ସୁଦ୍ଧା କାର୍ଯ୍ୟାଳୟରେ କେହି ପହଞ୍ଚିଲେନି ସରକାରୀ କର୍ମଚାରୀ

ଲକ୍ଷ୍ନୌ,୨୮।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କଡ଼ା ନିର୍ଦ୍ଦେଶ ସତ୍ତ୍ୱେ ମଧ୍ୟ ସରକାରୀ କର୍ମଚାରୀଙ୍କ ଉପରେ ଏହାର କୌଣସି ପ୍ରଭାବ ପଡ଼ିନାହିଁ। ଶୁକ୍ରବାର ସକାଳ ୯ଟା ସୁଦ୍ଧା ଇନ୍ଦିରା ଭବନ ଓ ଜବାହାର ଭବନରେ କୌଣସି ସରକାରୀ କର୍ମଚାରୀ ନଜର...

ଚନ୍ଦ୍ରାବାବୁଙ୍କୁ ଅମରାବତୀ ବାସଭବନ ଖାଲି କରିବାକୁ କହିବା ସହ ୧୭ଟି ବିଲ୍ଡିଂକୁ ନୋଟିସ୍‌ ପଠାଇଲେ ଜଗନ ସରକାର

ହାଇଦ୍ରାବାଦ,୨୮।୬: ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ବିରୋଧରେ ଆଉ ଏକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଅମରାବତୀରେ ଥିବା ନାଇଡୁଙ୍କ ବାସଭବନ ସମେତ ୧୭ଟି ବିଲ୍ଡିଂକୁ ନୋଟିସ୍‌ ଜାରି କରାଯାଇଛି। ଏହି ଘରଗୁଡ଼ିକୁ ବେଆଇନ...

ଆତଙ୍କବାଦୀଙ୍କ ଟାର୍ଗେଟରେ ଅମରନାଥ ଯାତ୍ରୀ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଶ୍ରୀଗନର, ୨୮।୬: ଜୁଲାଇ ୧ରୁ ଆରମ୍ଭ ହେଉଥିବା ଅମରନାଥ ଯାତ୍ରୀଙ୍କ ଉପରେ ଆତଙ୍କବାଦ ଆକ୍ରମଣ ସମ୍ଭାବନା ଥିବା ସୂଚନା ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଜୈଶ-ଏ-ମହମ୍ମଦ ଆତଙ୍କବାଦୀ ସଂଗଠନ ପକ୍ଷରୁ ଆକ୍ରମଣ ଯୋଜନା କରାଯାଇଥିବା ଗୁଇନ୍ଦା ବିଭାଗ...

ଆତଙ୍କବାଦ ଦମନ ପାଇଁ ସବୁ ଦେଶକୁ ଆଗେଇ ଆସିବାକୁ ପଡିବ

ଓସାକା, ୨୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନରେ ଚାଲିଥିବା ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେଇ ଆତଙ୍କବାଦ ବିରୋଧରେ ସବୁ ରାଷ୍ଟ୍ର ଏକ ହେବା ପାଇଁ ଆହ୍ବାନ କରିଛନ୍ତି। ବ୍ରିକ୍ସ ଦେଶର ରାଷ୍ଟ୍ର ପ୍ରତିନିଧି ଉପସ୍ଥିତିରେ ଆୟୋଜିତ ଏକ ବୈଠକରେ...

ଜମ୍ମୁ କଶ୍ମୀର ବଡଗାମରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୬: ଜମ୍ମୁ କଶ୍ମୀରର ବଡଗାମ ଜିଲାରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, କ୍ରାଲପୋରାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ବିଶ୍ୱସ୍ତ ସୂତ୍ରରୁ...

ଝାଡ଼ଖଣ୍ଡ ଭିଡ଼ହିଂସା: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ରିପୋର୍ଟରୁ ଫିଟିଲା ଗୁମର:ତବ୍‌ରେଜ୍‌ଙ୍କୁ ଚିକିତ୍ସା ପାଇଁ ମନାକରିଥିଲା ପୋଲିସ

ନୂଆଦିଲ୍ଲୀ,୨୮।୬:ଝାଡ଼ଖଣ୍ଡ ଭିଡ଼ହିଂସାରେ ପ୍ରାଣ ହରାଇଥିବା ମୁସ୍‌ଲିମ୍‌ ଯୁବକ ତବ୍‌ରେଜ୍‌ ଅନ୍‌ସାରୀଙ୍କୁ ଆକ୍ରମଣ ପରେ ପୋଲିସ ଚିକିତ୍ସା କରାଇ ନ ଥିଲା। ରାତିସାରା ମାଡ଼ଖାଇବା ପରେ ଲହୁଲୁହାଣ ହୋଇଥିବା ତବ୍‌ରେଜ୍‌ଙ୍କୁ ଚିକିତ୍ସା ପାଇଁ ପରିବାର ଲୋକେ ପୋଲିସକୁ ଅନୁରୋଧ କରିଥିଲେ। ହେଲେ...

ଜୟ ଶ୍ରୀରାମ’ ନ କହିବାରୁ ମୁସ୍‌ଲିମ ଡ୍ରାଇଭରଙ୍କୁ ମାଡ଼

ଠାଣେ,୨୮।୬: ମହାରାଷ୍ଟ୍ରରେ ଜଣେ ମୁସଲ୍‌ମାନ ଗାଡ଼ିଚାଳକଙ୍କୁ ‘ଜୟ ଶ୍ରୀରାମ’ ଉଚ୍ଚାରଣ କରିବାକୁ କହି ସ୍ଥାନୀୟ ଯୁବକମାନେ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିବାବେଳେ ଜଣେ ଫେରାର ଥିବା ଜଣାପଡ଼ିଛି। ଅଭିଯୋଗକାରୀ...

‘ଗୋଟିଏ ଦେଶ, ଗୋଟିଏ ରାଶନ କାର୍ଡ’ ବ୍ୟବସ୍ଥା ଲାଗୁ କରିବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୨୮।୬: ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବ୍ୟବସ୍ଥା ଦେଶରେ ଲାଗୁ କରିବା ପାଇଁ ଆଲୋଚନା ଚାଲିଥିଲାବେଳେ ଏବେ ମୋଦି ସରକାର ‘ଗୋଟିଏ ଦେଶ, ଗୋଟିଏ ରାଶନ କାର୍ଡ’ ଲାଗୁ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ଏନେଇ ଖାଉଟି ବ୍ୟାପାର, ଖାଦ୍ୟ...

ଟ୍ରମ୍ପଙ୍କୁ ଭେଟିଲେ ମୋଦି: ଟ୍ରମ୍ପ୍‌ କହିଲେ, ଭାରତ ଏବଂ ଆମେରିକା ଭଲ ବନ୍ଧୁ

ଓସାକା,୨୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଜାପାନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ୍‌ ଅବସରରେ ଦୁଇ ଦେଶ ମଧ୍ୟରେ ବହୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ଜି-୨୦ ସମ୍ମିଳନୀରେ ଭାଗନେବା ପାଇଁ ଜାପାନ ଗସ୍ତରେ ଥିବା ମୋଦି...

କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା:ହରିୟାଣାର ଆଇନଶୃଙ୍ଖଳା ଉପରେ ପ୍ରଶ୍ନ ଉଠାଇଲେ ରାହୁଲ

ଫରିଦାବାଦ/ନୂଆଦିଲ୍ଲୀ,୨୮।୬ (ପି.ଟି.):ହରିୟାଣାର କଂଗ୍ରେସ ନେତା ବିକାଶ ଚୌଧୁରୀଙ୍କୁ ଗୁରୁବାର ଦିବାଲୋକରେ ଗୁଳିକରି ହତ୍ୟା କରାଯାଇଛି। ପ୍ରଦେଶ କଂଗ୍ରେସର ମୁଖପାତ୍ର ଥିବା ବିକାଶ ସେକ୍ଟର ୯ରେ ଥିବା ଏକ ଜିମ୍‌ ନିକଟରେ ନିଜ କାର୍‌କୁ ପାର୍କିଂ କରୁଥିବାବେଳେ ଦୁର୍ବୃତ୍ତମାନେ ଦୁଇପଟୁ ପ୍ରାୟ...

ମରାଠା ସଂରକ୍ଷଣ ବୈଧ, ୧୩%ରେ ସୀମିତ ରଖାଯାଉ: ବମ୍ବେ ହାଇକୋର୍ଟ

ମୁମ୍ବାଇ,୨୮।୬(ପି.ଟି.):ସରକାରୀ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ମରାଠା ସମ୍ପ୍ରଦାୟ ଲାଗି ସ୍ଥାନ ସଂରକ୍ଷଣ ଦାବିର ସାମ୍ବିଧାନିକ ବୈଧତା ରହିଛି ବୋଲି ଗୁରୁବାର ବମ୍ବେ ହାଇକୋର୍ଟ କହିଛନ୍ତି। ତେବେ ୧୬ ପ୍ରତିଶତ କୋଟା ଦାବି କରିବା ଠିକ୍‌ ନୁହେଁ। ଏହାକୁ ୧୨ରୁ...

ଶର୍ଟସର୍କିଟ୍‌ରୁ ଫ୍ରିଜ୍‌ ଫାଟିଲା:ଖବରଦାତାଙ୍କ ସହ ସ୍ତ୍ରୀ, ମା’ଙ୍କ ମୃତ୍ୟୁ

ଚେନ୍ନାଇ,୨୮।୬:ଏକ ରେଫ୍ରିଜରେଟରରେ ବିସ୍ଫୋରଣ ହେବାରୁ ତାମିଲ ଟିଭି ଚ୍ୟାନେଲ୍‌ର ଖବରଦାତା, ତାଙ୍କ ସ୍ତ୍ରୀ ଓ ମାଆଙ୍କର ମୃତ୍ୟୁ ଘଟିଛି। ବିଦ୍ୟୁତ ଶର୍ଟ ସର୍କିଟରୁ ଏଭଳି ବିସ୍ଫୋରଣ ହୋଇଥିବା ପୋଲିସ କହିଛି। ବିସ୍ଫୋରଣ ପରେ ଘରେ ଧୂଆଁ ଭର୍ତ୍ତି ହୋଇଯାଇଥିଲା। ଯାହା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri