ଜାତୀୟ

ପ୍ରିୟଙ୍କା କଂଗ୍ରେସ ଅଧ୍ୟକ୍ଷ ପାଇଁ ଜଣେ ଆଦର୍ଶ ପ୍ରାର୍ଥୀ: ଅମରିନ୍ଦର

ଚଣ୍ଡିଗଡ଼,୨୯।୭: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ଅଙ୍କକଷା ଛିଣ୍ଡି ପାରି ନ ଥିବା ବେଳେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ହିଁ ଏହି ପଦ ପାଇଁ ଜଣେ ଆଦର୍ଶ ପ୍ରାର୍ଥୀ ବୋଲି ସୋମବାର ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର...

ଏହି ସବୁ କାରଣରୁ ଅଟକି ରହିଥାଏ ଆପଣଙ୍କ ସଫଳତା, ଆଉ ପିଛା ଛାଡିନଥାଏ ଦୁର୍ଭାଗ୍ୟ

ଅଧିକାଂଶ ସମୟରେ ଅନେକ ବ୍ୟକ୍ତିମାନେ ବାରମ୍ବାର ପ୍ରୟାସ ଜାରି କରିବା ସତ୍ତ୍ବେ ମଧ୍ୟ ସଫଳତା ପାଇ ନ ଥାନ୍ତି। କିନ୍ତୁ ଆପଣମାନେ ଜାଣିଛନ୍ତି କି ଘରର ବାସ୍ତୁ ଦୋଷରୁ ମଧ୍ୟ ଏପରି ବାରମ୍ବାର ଅସଫଳତାର ସାମ୍ନା କରିବାକୁ ପଡ଼ିଥାଏ। ଯଦି...

ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଶପଥ ନେଲେ ଲାଲଜି ଟଣ୍ଡନ

ଭୋପାଳ,୨୯।୭: ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଲାଲଜି ଟଣ୍ଡନ ସୋମବାର ଶପଥ ଗ୍ରହଣ କରିଛନ୍ତି। ମଧ୍ୟପ୍ରଦେଶର ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ରବି ଶଙ୍କର ଝା ରାଜଭବନରେ ଲାଲଜି ଟଣ୍ଡନଙ୍କୁ ରାଜ୍ୟପାଳ ପଦ ପାଇଁ ଶପଥ ଗ୍ରହଣ କରାଇଥିଲେ। ଏହା ପୂର୍ବରୁ...

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ: ଆଖି ବୁଜିଲେ ୧୫ ଦିନର ଶିଶୁ

ଶ୍ରୀନଗର,୨୯।୭: ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରିବା ଫଳରେ ସୀମାରେ ଥିବା ଲୋକେ ବିନା ଦୋଷରେ ଜୀବନ ହାରୁଛନ୍ତି। ରବିବାର ବିଳମ୍ବିତ ରାତିରେ ପାକିସ୍ତାନ ପକ୍ଷରୁ ମୋର୍ଟାର ଓ ଗୁଳିମାଡ କରାଯିବାରୁ ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ୩ ଜଣ ନାଗରିକ...

ଦେଓଘର ପହଞ୍ଚି ବାବା ବୈଦନାଥଙ୍କୁ ଦର୍ଶନ କଲେ ତେଜ ପ୍ରତାପ

ରାଞ୍ଚି,୨୯।୭: ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଝାଡ଼ଖଣ୍ଡର ଦେଓଘରରେ ଥିବା ବାବା ବୈଦନାଥ ମନ୍ଦିରରେ ଶ୍ରଦ୍ଧାଳୁମାନେ ପୂଜାର୍ଚ୍ଚନା କରିଛନ୍ତି। ଏହି କ୍ରମରେ ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ମୁଖ୍ୟ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ...

ଭାଜପାକୁ ଟାର୍ଗେଟ କଲେ ମମତା

କୋଲକାତା,୨୯।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନ ପ୍ରକ୍ରିୟାରେ ସୁଧାର ଆଣିବାକୁ ଚେଷ୍ଟା କରୁଛନ୍ତି। ଏଥିପାଇଁ ସେ ସୋମବାର କହିଛନ୍ତି କି ସବୁ ରାଜନୈତୀକ ଦଳ ଭାଜପା ଭଳି ନୁହେଁ। ତ୍ରୁଣମୂଳ କଂଗ୍ରେସ ଏକ ଗରିବ ଦଳ ବୋଲି ସେ...

ସାହସିକତା ପୁରସ୍କାର ପ୍ରାପ୍ତ ଯବାନ ପଞ୍ଜାବ ପୋଲିସରେ ଭର୍ତ୍ତି ହୋଇ ପାରିବେ: ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୯।୭: ସାହସିକତା ପୁରସ୍କାର ପାଇଥିବା ଯବାନମାନେ ଏବେ ଚାହିଁଲେ ପଞ୍ଜାବ ପୋଲିସରେ ଯୋଗ ଦେଇ ପାରିବେ ବୋଲି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ସୋମବାର ପ୍ରକାଶ କରିଛନ୍ତି। ସେ କହିଛନ୍ତି ଏମାନେ ସେନାରେ ଯେଉଁ ପଦବୀରେ ଥିବେ ତା’ଠାରୁ ଆଉ...

ଦୁଇ ସପ୍ତାହ ହେବ ଉଦିତ ନାରାୟଣଙ୍କୁ ମିଳୁଛି ପୋଲିସ ସୁରକ୍ଷା

ମୁମ୍ବାଇ: ବଲିଉଡ୍‌ ପ୍ଲେବ୍ୟାକ୍‌ ସିଙ୍ଗରଙ୍କୁ ପ୍ରାୟ ଏକ ମାସ ହେବ ହତ୍ୟା ଧମକ ମିଳୁଛି। ଏହାକୁ ନେଇ ସେ ଗତ ୨ ସପ୍ତାହ ତଳେ ପୋଲିସରେ ଅଭିଯୋଗ କରିବା ପରେ ସେବେଠାରୁ ତାଙ୍କୁ ପୋଲିସ ସୁରକ୍ଷା ଦିଆଯାଉଛି। ଉଦିତଙ୍କ ଅଭିଯୋଗ...

ଉନ୍ନାଓ ପୀଡିତାଙ୍କ ଦୁର୍ଘଟଣାକୁ ନେଇ ଆରମ୍ଭ ହେଲା ରାଜନୀତି

ରାଏ ବରେଲି,୨୯।୭: ଉନ୍ନାଓ ବଳାତ୍କାର ପୀଡିତା ଓ ତାଙ୍କ ପରିବାର ସଦସ୍ୟଙ୍କ ସମେତ ଜଣେ ଆଇନଜୀବୀ କାର୍‌ରେ ଯାଉଥିବାବେଳେ ଏକ ଦ୍ରୁତଗାମୀ ଟ୍ରକ ଧକ୍କା ଦେବାରୁ ରବିବାର ଜଣଙ୍କ ମୃତ୍ୟୁ ଘଟିଛି। ସମ୍ପୃକ୍ତ ପୀଡିତା ଏବଂ ଅନ୍ୟ ଦୁଇଜଣ ଆହତ...

ଓଡ଼ିଶା ରସଗୋଲାକୁ ଜିଆଇ ମାନ୍ୟତା

ନୂଆଦିଲ୍ଲୀ/ଭୁବନେଶ୍ୱର,୨୯।୭: ଓଡ଼ିଶା ରସଗୋଲାକୁ ଜିଆଇ (ଭୌଗୋଳିକ ସାଙ୍କେତିକ)ଟ୍ୟାଗ୍‌ ମାନ୍ୟତା ମିଳିଛି। ଏହାଅନୁସାରେ ରସଗୋଲା ଓଡ଼ିଶାର ଭୌଗୋଳିକ ସ୍ଥିତି ସହିତ ଜଡ଼ିତ ରହିଛି ବୋଲି ସ୍ବୀକୃତି ମିଳିଛି। ଓଡ଼ିଶାର ଶ୍ରୀଜଗନ୍ନାଥ ସଂସ୍କୃତି ସହିତ ରସଗୋଲାର ନିବିଡ଼ ସମ୍ପର୍କ ରହିଛି। ଓଡ଼ିଶାର ପରମ୍ପରା...

ଆର୍‌ଏସ୍‌ଏସ୍‌ ଖୋଲିବ ସୈନିକ ସ୍କୁଲ

ନୂଆଦିଲ୍ଲୀ,୨୯।୭: ଆର୍‌ଏସ୍‌ଏସ୍‌ ପକ୍ଷରୁ ଉତ୍ତରପ୍ରଦେଶରେ ସୈନିକ ସ୍କୁଲ ଖୋଲାଯିବା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଛି। ଏଠାରେ ଶିକ୍ଷାର୍ଥୀଙ୍କୁ ସେନା ଅଧିକାରୀ ହେବା ପାଇଁ ତାଲିମ୍‌ ଦିଆଯିବ। ଏହି ସ୍କୁଲର ନାମ ରଜ୍ଜୁ ଭୈୟା ସୈନିକ ବିଦ୍ୟାମନ୍ଦିର ରଖାଯିବ। ଏଠାରେ ପ୍ରଥମଠାରୁ...

ପିଲା ଚୋରି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ପିଟିପିଟି ମାରିଦେଲେ ଲୋକେ

କୋଲକାତା,୨୯।୭: ଦେଶରେ ଦିନକୁ ଦିନ ଭିଡ଼ ହିଂସା ବୃଦ୍ଧି ପାଇବାରେ ଲାଗିଛି। ଲୋକମାନଙ୍କ ଭିତରେ ସଚେତନତା ଅଭାବରୁ ଏଭଳି ଘଟଣା ଘଟିବାରେ ଲାଗିଛି। ଏହି କ୍ରମରେ ପଶ୍ଚିମ ବଙ୍ଗର ଅଲୀପୁରଦ୍ୱାର ଜିଲାରେ ପିଲା ଚୋର ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ସ୍ଥାନୀୟ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri