ଜାତୀୟ

୩୫ ବର୍ଷ ତଳର କଳା ରବିବାର: ମଝି ଆକାଶରେ ବିମାନ ବିସ୍ଫୋରଣରେ ୩୨୯ ଲୋକଙ୍କ ଘଟିଥିଲା ମୃତ୍ୟୁ

ନୂଆଦିଲ୍ଲୀ, ୨୩।୬: ଆଜିକୁ ୩୫ ବର୍ଷ ତଳେ ଜୁନ୍‌ ୨୩ର କଳା ରବିବାରରେ ମଝି ଆକାଶରେ ବିମାନ ଦୁର୍ଘଟଣାରେ ୩୨୯ ଲୋକଙ୍କ ମୃତ୍ୟୁ ଘଟିଥିଲା। ୩୦୭ ଯାତ୍ରୀ ଏବଂ ୨୨ ଜଣ ବିମାନ କର୍ମଚାରୀଙ୍କର ଏହି ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା।...

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୪ ଆତଙ୍କବାଦୀ ନିହତ

ଶ୍ରୀନଗର,୨୩।୬: ଜମ୍ମୁ-କଶ୍ମୀର ଶୋପିଆନ୍‌ ଜିଲାରେ ରବିିବାର ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୪ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଦକ୍ଷିଣ କଶ୍ମୀରର କିଗମ୍‌ର ଦରମଦୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଭୋର୍‌ ସମୟରେ ଘେରାବନ୍ଦୀ...

ପାକିସ୍ତାନକୁ ଚେତାଇଲା ଭାରତ :ଆତଙ୍କବାଦ ବିରୋଧରେ ଶକ୍ତ ହୁଅ

ନୂଆଦିଲ୍ଲୀ,୨୩ା୬(ପି.ଟି.) : ପାକିସ୍ତାନ ଆତଙ୍କବାଦ ବିରୋଧରେ ଶକ୍ତହୋଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଭାରତ କହିଛି। ଆତଙ୍କବାଦୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ଓ ସେମାନଙ୍କୁ ନିଜ ମାଟିରେ ପ୍ରୋତ୍ସାହନ ଦେବା ବନ୍ଦ ନ କଲେ ପରିଣାମ ଭୟାବହ ହେବ...

ଇ-ବର୍ଜ୍ୟ ଆକଳନ ଲାଗି ବ୍ୟବସ୍ଥା ନାହିଁ: ଭର୍ତ୍ତୃହରିଙ୍କ ପ୍ରଶ୍ନରେ ପରିବେଶ ମନ୍ତ୍ରୀଙ୍କ ଉତ୍ତର

ନୂଆଦିଲ୍ଲୀ,୨୩ା୬: ଦେଶରେ ଇ-ବର୍ଜ୍ୟ ବିପଜ୍ଜନକ ଭାବେ ବୃଦ୍ଧି ପାଉଥିବା ଜାତିସଂଘ ରିପୋର୍ଟରେ ସତର୍କ କରାଇଦିଆଯିବା ସତ୍ତ୍ୱେ ଏହାର ଆକଳନ ପାଇଁ କେନ୍ଦ୍ର ସରକାର ଏପର୍ଯ୍ୟନ୍ତ କୌଣସି ବ୍ୟବସ୍ଥା ଗ୍ରହଣ କରିନାହାନ୍ତି। ଲୋକ ସଭାରେ ଶନିବାର ବିଜେଡି ଏମ୍‌ପି ଭର୍ତ୍ତୃହରି ମହତାବ...

ପିଲାଟସ୍‌ ବିମାନ କିଣାରେ ୩୩୯ କୋଟି ଦୁର୍ନୀତି: ପ୍ରତିରକ୍ଷା ଅଧିକାରୀଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ,୨୩ା୬: ପ୍ରତିରକ୍ଷା ମନ୍ତ୍ରଣାଳୟ ୨୦୦୯ରେ ୭୫ଟି ପିଲାଟସ୍‌ ପ୍ରଶିକ୍ଷଣ ବିମାନ କିଣିଥିଲା, ଯେଉଁଥିରେ ଦୁର୍ନୀତି ଅଭିଯୋଗ ହୋଇଛି। ଏହି ଘଟଣାରେ ସିବିଆଇ ଭାରତୀୟ ବାୟୁସେନା ଏବଂ ପ୍ରତିରକ୍ଷା ମନ୍ତ୍ରଣାଳୟର କେତେଜଣ ଅଧିକାରୀଙ୍କ ସମେତ ବିବାଦୀୟ ଅସ୍ତ୍ର ବ୍ୟବସାୟୀ ସଞ୍ଜୟ ଭଣ୍ଡାରୀଙ୍କ...

ଇନ୍ଦୋରରେ ଅନର୍‌କିଲିଂ:ଭଉଣୀଙ୍କୁ ଗୁଳିକଲେ ସାନଭାଇ

ଇନ୍ଦୋର,୨୩ା୬(ପି.ଟି.): ମଧ୍ୟପ୍ରଦେଶର ଇନ୍ଦୋରରେ ଶନିବାର ଏକ ଅନରକିଲିଂ ଘଟଣା ସାମ୍ନାକୁ ଆସିଛି। ଅନ୍ୟ ଜାତିରେ ବିବାହ କରିଥିବା ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ତାଙ୍କ ସାନଭାଇ ଗୁଳିକରି ହତ୍ୟା କରିଛନ୍ତି। ବୁଲ୍‌ବୁଲ୍‌ ନାମ୍ନୀ ଯୁବତୀ ଜଣକ ପରିବାରର ବିରୋଧ ସତ୍ତ୍ୱେ...

ବଳାତ୍କାର ଅଭିଯୁକ୍ତ ଏମ୍‌ପିଙ୍କ ଆତ୍ମସମର୍ପଣ

ବାରାଣସୀ,୨୩ା୬(ପି.ଟି.): ବଳାତ୍କାର ଅଭିଯୁକ୍ତ ବିଏସ୍‌ପିର ନବନିର୍ବାଚିତ ଏମ୍‌ପି ଅତୁଲ ରାଏ ଶନିବାର ଉତ୍ତରପ୍ରଦେଶର ବାରାଣସୀସ୍ଥିତ ଏକ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଜୁଡିସିଆଲ୍‌ ମାଜିଷ୍ଟ୍ରେଟ୍‌ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଦେଇଛନ୍ତି। ଘୋସି ଏମ୍‌ପି ଅତୁଲ ଜଣେ କଲେଜ...

ପ୍ରେମୀ ଯୁଗଳଙ୍କୁ ଖୁଣ୍ଟରେ ବାନ୍ଧି ପିଟିଲେ

ଭୋପାଳ,୨୩ା୬: ଯୁବତୀ ଧନୀ ପରିବାରର ଓ ଯୁବକ ଜଣକ ଗରିବ। ଦୁହେଁ ପରସ୍ପରକୁ ଭଲପାଇ ବାହାହେବାକୁ ଚାହାନ୍ତି। ଭିଲାଲା ଜାତିର ଏହି ପ୍ରେମୀ ଯୁଗଳଙ୍କ ସମ୍ପର୍କ ସାମ୍ନାକୁ ଆସିବା ପରେ ଉଭୟଙ୍କୁ ନିର୍ଯାତନାର ଶିକାର ହେବାକୁ ପଡ଼ିଛି। ୨୦ ବର୍ଷୀୟା...

ଥମୁନି ଲଜ୍ଜା, ବର୍ବରତା

ଲକ୍ଷ୍ନୌ,୨୩ା୬(ପି.ଟି./ ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶ(ୟୁପି)ରେ ମହିଳା ବିରୋଧୀ ହିଂସା ବଢ଼ିବାରେ ଲାଗିଛି। ଉନ୍ନାଓ ଜିଲାରେ ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ଇଟାରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସାଫିପୁର ଥାନା ଅଞ୍ଚଳରେ ଶୁକ୍ରବାର ଘଟିଥିବା ଏହି ଘଟଣାକୁ ନେଇ ଉନ୍ନାଓ...

ଗୋଟିଏ ମିନିଟ୍‌ରେ ୬ହଜାର ୫ ଶହ ଗଛ ଲଗାଇ ଇତିହାସ ରଚିଲା ତ୍ରିପୁରା

ଅଗରତାଲା,୨୨।୬: ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବଙ୍କ ଉପସ୍ଥିତିରେ ଚାଲିଥିବା ବୃକ୍ଷରୋପଣ ଅଭିଯାନରେ ଗୋଟିଏ ମିନିଟ୍‌ରେ ପ୍ରାୟ ୬ ହଜାର ୫ ଶହ ବୃକ୍ଷରୋପଣ କରି ତ୍ରିପୁରା ଇତିହାସ ରଚିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ତ୍ରିପୁରାବାସୀ ଓ ସ୍କୁଲ ଛାତ୍ରୀଛାତ୍ରଙ୍କୁ...

ପରିହାସରେ ପରିଣତ ହେଲା ଭାଜପା କାର୍ଯ୍ୟାଳୟକୁ ବୋମାରେ ଉଡାଇ ଦେବା ଖବର

ନୂଆଦିଲ୍ଲୀ,୨୨।୬: ଦିଲ୍ଲୀର ଦିନ ଦୟାଲ ଉପାଧ୍ୟାୟ ମାର୍ଗରେ ଥିବା ଭାରତୀୟ ଜନତା ପାର୍ଟି(ଭାଜପା)କାର୍ଯ୍ୟାଳୟରେ ବୋମା ଥିବାର ଖବର ଶନିବାର ସକାଳେ ଜଣେ ବ୍ୟକ୍ତି ଫୋନ୍‌ କରି ଜଣାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ସେଠାରେ କୌଣସି ବୋମାର ସନ୍ଧାନ...

ଜନସାଧାରଣଙ୍କ ସହ ସମ୍ପର୍କ ବଢ଼ାଇବାକୁ ଯୁବ କଂଗ୍ରେସକୁ ପ୍ରିୟଙ୍କାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୨।୬: ଜନସାଧାରଣଙ୍କ ସହ ସମ୍ପର୍କ ବଢ଼ାଇବାକୁ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଯୁବକର୍ମୀଙ୍କୁ ଆହ୍ବାନ ଦେଇଛନ୍ତି। ଏହାଦ୍ୱାରା ତୃଣମୂଳସ୍ତରରେ ସଂଗଠନ ମଜବୁତ ହୋଇପାରିବ ବୋଲି ସେ ଉତ୍ତରପ୍ରଦେଶ ଯୁବ କଂଗ୍ରେସ ଉଦ୍ଦେଶ୍ୟରେ କହିଛନ୍ତି। ଜନସାଧାରଣଙ୍କ ପାଖରେ ପହଞ୍ଚି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri