ଜାତୀୟ

ଅନନ୍ତନାଗରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧୭।୬: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସୋମବାର ସକାଳେ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲେ ମଧ୍ୟ ସେମାନେ ପ୍ରଥମେ...

ବିଚ୍ଛିନ୍ନତାବାଦୀ ନେତାଙ୍କୁ ଅର୍ଥ ଯୋଗାଉଛି ପାକ୍‌: ଏନ୍‌ଆଇଏ

ନୂଆଦିଲ୍ଲୀ,୧୭ା୬(ପି.ଟି.): ଜମ୍ମୁ-କଶ୍ମୀର କଠୋରପନ୍ଥୀ ବିଚ୍ଛିନ୍ନତାବାଦୀ ନେତାମାନଙ୍କୁ ପାକିସ୍ତାନ ବିପୁଳ ଅର୍ଥ ଯୋଗାଇ ଦେଉଛି। ସେହି ଅର୍ଥକୁ ସେମାନେ ନିଜର ବ୍ୟକ୍ତିଗତ ସ୍ବାର୍ଥ ଲାଗି ବ୍ୟୟ କରୁଛନ୍ତି। ସେମାନେ ନିଜ ପାଇଁ ସମ୍ପତ୍ତି ଠୁଳ କରିବା ସହ ପିଲାମାନଙ୍କୁ ବିଦେଶରେ ପାଠ...

୨,୩୦୦ ଜଣଙ୍କୁ ସ୍ବଦେଶ ଫେରାଇ ଆଣିଥିଲା ଭାରତ

ନୂଆଦିଲ୍ଲୀ,୧୭ା୬ (ପି.ଟି.): ୨୦୦୬ରେ ଇସ୍ରାଏଲ୍‌-ଲେବାନନ୍‌ ଯୁଦ୍ଧବେଳେ ଭାରତ ସରକାର ନିଜର ୨୩୦୦ ନାଗରିକଙ୍କୁ ନିରାପଦରେ ସ୍ବଦେଶ ଫେରାଇ ଆଣିଥିଲେ। ‘ଚ୍ୟାଲେଞ୍ଜସ୍‌ ଅଫ୍‌ ଗଭର୍ନାନ୍ସ: ଆନ୍‌ ଇନ୍‌ସାଇଡର୍ସ ଭିଉ’ ପୁସ୍ତକରେ ପୂର୍ବତନ କ୍ୟାବିନେଟ୍‌ ସେକ୍ରେଟାରି ବି.କେ. ଚତୁର୍ବେଦୀ ଉକ୍ତ ଯୁଦ୍ଧବେଳର ଅନୁଭୂତି...

ଗୋଟିଏ ଦେଶ, ଏକ ନିର୍ବାଚନ ପାଇଁ ମୋଦିଙ୍କ ଆହ୍ବାନ: ୧୯ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୧୭ା୬(ପି.ଟି./ଆଇଏଏନ୍‌ଏସ୍‌): ଦେଶରେ ଏକକାଳୀନ ନିର୍ବାଚନ କରାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱ ଦେଇଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ସପ୍ତଦଶ ଲୋକ ସଭା ବଜେଟ ଅଧିବେଶନର ଅବ୍ୟବହିତ ପୂର୍ବରୁ ରବିବାର ପ୍ରଧାନମନ୍ତ୍ରୀ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଆସନ୍ତା ୧୯ ତାରିଖରେ...

ବିହାରରେ ଘାତକ ସାଜିଛି ମସ୍ତିସ୍କ ଜ୍ୱର: ଗଲାଣି ୮୪ ଶିଶୁଙ୍କ ଜୀବନ

ପାଟନା,୧୬ା୬: ବିହାରରେ ଘାତକ ସାଜିଛି ମସ୍ତିସ୍କଜ୍ୱର। ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗରେ ଏପର୍ଯ୍ୟନ୍ତ ୮୪ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ସ୍ଥିତି ଉଦବେଗଜନକ ଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ରବିବାର ଦୁଇ ହସ୍ପିଟାଲକୁ ପରିଦର୍ଶନରେ...

ମମତାଙ୍କ ସହ ଆଲୋଚନା ପାଇଁ ରାଜି ହେଲେ ଡାକ୍ତର: ରଖିଲେ ସର୍ତ୍ତ

କୋଲକାତା, ୧୬।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା ପାଇଁ ଶେଷରେ ରାଜି ହୋଇଛନ୍ତି ଆନ୍ଦୋଳନରତ ଜୁନିୟର ଡାକ୍ତର। ସେମାନଙ୍କ ଆନ୍ଦୋଳନ ରବିବାର ଷଷ୍ଠ ଦିନରେ ପହଞ୍ଚତ୍ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପାଇଁ ପ୍ରସ୍ତୁତ ଥିବା ଡାକ୍ତରମାନେ ପ୍ରକାଶ...

ସର୍ବଦଳୀୟ ବୈଠକ ଡାକିଲେ ମୋଦି: ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ଉପରେ ହେବ ଚର୍ଚ୍ଚା

ନୂଆଦିଲ୍ଲୀ, ୧୬।୬: ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ମୁଦ୍ଦାକୁ ନେଇ ସର୍ବଦଳୀୟ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜୁନ୍‌ ୧୯ତାରିଖରେ ସଂସଦ ଭବନରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି...

ଝିଅ ପଢିବାକୁ ଚାହୁଁଥିବାରୁ ତାଙ୍କୁ ପିଟିପିଟି କେନାଲରେ ଫୋପାଡିଦେଲେ ପିତା

ଲକ୍ଷ୍ନୌ, ୧୬।୫: ଉତ୍ତର ପ୍ରଦେଶର ଶାହଜାହଁପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ୧୫ବର୍ଷୀୟ ଝିଅ ପାଠପଢା ଜାରି ରଖିବାକୁ କହିବାରୁ ତାଙ୍କୁ ପିଟିପିଟି କେନାଲରେ ଫୋପାଡି ଦେଇଛନ୍ତି ପିତା। ସୌଭାଗ୍ୟବଶତଃ ଝିଅକୁ ଜୀବିତ ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ...

ମସ୍ତିଷ୍କ ଜ୍ୱର ପରେ ଦାଉ ସାଧିଲା ଗ୍ରୀଷ୍ମ ପ୍ରବାହ: ଗୋଟିଏ ଦିନରେ ୪୪ ମୃତ

ପାଟନା,୧୬।୬: ବିହାରରେ ମସ୍ତିଷ୍କ ଜ୍ୱର ଏବେ ଚିନ୍ତାର କାରଣ ପାଲଟିଛି। ଏବେ ସୁଦ୍ଧା ଏଥିରେ ଆକ୍ରାନ୍ତ ହୋଇ ପାଖାପାଖି ଶହେ ଜଣଙ୍କ ମୃତ୍ୟୁ ହେଲାଣି। ଏପଟେ ଅସହ୍ୟ ଗରମ ଓ ଗ୍ରୀଷ୍ମ ପ୍ରବାହରେ ଗୋଟିଏ ଦିନରେ ବିହାରରେ ୪୪ ଜଣଙ୍କ...

ସନ୍ନିଙ୍କ କାମକୁ ଦେଖି କମେଣ୍ଟ କଲେ ଧର୍ମେନ୍ଦ୍ର: ଟୁଇଟ୍‌ ହେଲା ଭାଇରାଲ

ନୂଆଦିଲ୍ଲୀ,୧୬।୬: ବଲିଉଡ୍‌ ଅଭିନେତାରୁ ନିକଟରେ ଏମ୍‌ପି ହୋଇଥିବା ସନ୍ନି ଦେଓଲ ଶନିବାର ତାଙ୍କ ନିର୍ବାଚନ ମଣ୍ଡଳୀରେ ପହଞ୍ଚିଥିଲେ। ସେଠାରେ ସେ ଚାଲିଥିବା ବିକାଶ କାର୍ଯ୍ୟର ତଦାରଖ କରିଥିଲେ। ଏହାପରେ ସେ ଟୁଇଟ୍‌ରେ ଲେଖିଥିଲେ କି, ସେ ଆଜି ଶ୍ରୀ କରତାରପୁର...

ଯୋଗ ଦିବସ ଉପଲକ୍ଷେ ସ୍ବତନ୍ତ୍ର କର୍ମଶାଳାର ଆୟୋଜନ କଲା ଏମ୍ସ

ନୂଆଦିଲ୍ଲୀ,୧୬।୬: ରାଜଧାନୀ ଦିଲ୍ଲୀରେ ଥିବା ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌ (ଏଆଇଆଇଏମ୍‌ଏସ୍‌)ରବିବାର ସକାଳୁ ଏକ ଯୋଗ କର୍ମଶାଳାର ଅୟୋଜନ କରିଥିଲା। ଆସନ୍ତା ୨୧ ତାରିଖରେ ୫ମ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସକୁ ଆଖି ଆଗରେ ରଖି ଏହି କର୍ମଶାଳାର...

କଲାମଙ୍କ ଜନ୍ମଦିବସକୁ ‘ନ୍ୟାଶନାଲ ଷ୍ଟୁଡେଣ୍ଟସ୍‌ ଡେ’ ଭାବେ ପାଳନ କରିବାକୁ ପ୍ରସ୍ତାବ ରଖିଲେ ଆନନ୍ଦ ଭାସ୍କର

ନୂଆଦିଲ୍ଲୀ,୧୬।୬: ପୂର୍ବତନ ରାଜ୍ୟ ସଭା ଏମ୍‌ପି ତଥା ଭାଜପା ନେତା ଆନନ୍ଦ ଭାସ୍କର ରାପୋଲୁ ପୂର୍ବତନ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କ ଜନ୍ମଦିବସକୁ ‘ନ୍ୟାଶନାଲ ଷ୍ଟୁଡେଣ୍ଟସ୍‌ ଡେ’ ଭାବେ ପାଳନ କରିବାକୁ ପ୍ରସ୍ତାବ ରଖିଛନ୍ତି। ସେ ଏସମ୍ପର୍କରେ କେନ୍ଦ୍ର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri