ଜାତୀୟ

ବିଶ୍ୱକପ୍‌କୁ ନେଇ ଉତ୍ସାହିତ ଯବାନ

ଶ୍ରୀନଗର,୧୬।୬: ବିଶ୍ୱ କପ୍‌ କ୍ରିକେଟକୁ ନେଇ ସବୁଆଡେ ଚର୍ଚ୍ଚା। ବିଶେଷ କରି ଭାରତ ପାକିସ୍ତାନ ମ୍ୟାଚକୁ ଯେମିତି କେହି ହାତଛଡା କରିବାକୁ ଚାହାଁନ୍ତି ନାହିଁ। ରବିବାର ଭାରତ-ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ମ୍ୟାଚ ପୂର୍ବରୁ ଜମ୍ମୁ-କଶ୍ମୀର ସୀମାରେ ଥିବା...

ଓ୍ବାର୍ଲଡ କପ୍‌ ପ୍ରେମ: ସୁନାରେ ବ୍ୟାଟ, ବଲ ତିଆରି କଲେ ଯୁବକ

ଅହମ୍ମଦାବାଦ,୧୬।୬: ଗୁଜରାଟ ଅହମ୍ମଦାବଦର ମନିଷ ସୋନୀ ନାମକ ଜଣେ ଯୁବକ ଏବେ ଖୁବ୍‌ ଚର୍ଚ୍ଚାରେ। କ୍ରିକେଟ ଓ୍ବାର୍ଲଡ କପ୍‌ ଚାଲିଥିବା ସମୟରେ ସେ ସୁନାରେ କ୍ରିକେଟ ବ୍ୟାଟ, ବଲ୍‌, ଷ୍ଟମ୍ପ, ବେଲ୍‌ ଆଦି ତିଆରି କରିଛନ୍ତି। କ୍ରିକେଟର ହେବାକୁ ପିଲାବେଳୁ...

ରାମମନ୍ଦିର ନିର୍ମାଣ ପାଇଁ ସରକାର ଆଣନ୍ତୁ ଅଧ୍ୟାଦେଶ: ଉଦ୍ଧବ ଠାକ୍‌ରେ

ଅଯୋଧ୍ୟା,୧୬।୬: ରାମମନ୍ଦିର ନିର୍ମାଣ ପାଇଁ ସରକାର ଅଧ୍ୟାଦେଶ ଆଣନ୍ତୁ ବୋଲି ଶିବସେନା ପ୍ରମୁଖ ଉଦ୍ଧବ ଠାକ୍‌ରେ ରବିବାର କହିଛନ୍ତି। ସେ ଦଳର ନବନିର୍ବାଚିତ ୧୮ ଜଣ ଏମ୍‌ପି ସହିତ ଅଯୋଧ୍ୟାରେ ରାମଲାଲାଙ୍କୁ ଦର୍ଶନ କରି ଏଭଳି କହିଛନ୍ତି। ରାମମନ୍ଦିର କୌଣସି...

ମନମୋହନଙ୍କୁ ରାଜ୍ୟ ସଭାକୁ ଆଣିବା ପାଇଁ କଂଗ୍ରେସର ଉଦ୍ୟମ ଆରମ୍ଭ

ନୂଆଦିଲ୍ଲୀ,୧୬।୬: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ରାଜ୍ୟ ସଭା ସଦସ୍ୟତା କାର୍ଯ୍ୟକାଳ ଜୁନ୍‌ ୧୪ରେ ଶେଷ ହୋଇଛି। ସେ ୧୯୯୧ଠାରୁ ଆସାମରୁ ରାଜ୍ୟ ସଭାକୁ ଗତ ୨୮ ବର୍ଷ ଧରି ନିର୍ବାଚିତ ହୋଇ ଆସୁଥିଲେ। ତେବେ ମନମୋହନଙ୍କ ଭଳି ଅନୁଭବି...

ବଜେଟ୍‌ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ: ବିରୋଧୀଙ୍କ ସହଯୋଗ ଲୋଡିଲେ ସରକାର

ନୂଆଦିଲ୍ଲୀ,୧୬।୬: ସୋମବାରଠାରୁ ସଂସଦର ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅଧିବେଶନରେ ତିନି ତଲାକ୍‌ ବିଲ୍‌ ସମେତ ଅନ୍ୟ କେତେକ ବିଲ୍‌ ପାସ୍‌ ପାଇଁ ସରକାର ବିରୋଧୀ...

ଜୋକ ଦ୍ୱାରା ରୋଗ ଚିକିତ୍ସା ୧୦ ବର୍ଷରେ ୧୩ ଗୁଣା ମହଙ୍ଗା: ବର୍ଷକୁ ୧୨ କୋଟି ଟଙ୍କାର ଜୋକ ବିକ୍ରି

ନାଗପୁର,୧୬।୬: ଆଧୁନିକ ଚିକିତ୍ସା ସତ୍ତ୍ୱେ କେତେକ ଜୋକ ଦ୍ୱାରା ରୋଗ ଚିକିତ୍ସା ପଦ୍ଧତି ପ୍ରତି ବେଶ୍‌ ଆକର୍ଷିତ ହେଉଛନ୍ତି। ଏହି ପଦ୍ଧତି ସମ୍ପର୍କରେ ଆୟୁର୍ବେଦରେ ମଧ୍ୟ ଉଲ୍ଲେଖ ରହିଛି। ମହାରାଷ୍ଟ୍ରରେ ଏଭଳି ଚିକିତ୍ସା ପ୍ରତି ଲୋକଙ୍କ ମଧ୍ୟରେ ବେଶ୍‌ ଆଗ୍ରହ...

ଝିଅ ବିବାହର ଗୋଟିଏ ଦିନ ପୂର୍ବରୁ ୨୫ ବର୍ଷ ଧରି ଲିଭ୍‌ଇନ୍‌ରେ ରହୁଥିବା ମାତାପିତା କଲେ ବିବାହ

ଭୋପାଳ, ୧୬।୬: ମଧ୍ୟପ୍ରଦେଶରେ ଘଟିଛି ଏକ ନିଆରା ଘଟଣା। ଏଠାରେ ଝିଅ ବିବାହର ଗୋଟିଏ ଦିନ ପୂର୍ବରୁ ୨୫ ବର୍ଷ ଧରି ଲିଭ୍‌ଇନ୍‌ରେ ରହୁଥିବା ମାତାପିତା ବିବାହ କରିଛନ୍ତି। ଏହାକୁ ନେଇ ଏବେ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି...

ରାଜସ୍ଥାନର ସୁମନ ରାଓ ପିନ୍ଧିଲେ ‘ମିସ୍‌ ଇଣ୍ଡିଆ ୨୦୧୯’ ମୁକୁଟ

ମୁମ୍ବାଇ,୧୬।୬: ଚଳିତ ବର୍ଷର ଫେମିନା ମିସ୍‌ ଇଣ୍ଡିଆ ୨୦୧୯ର ବିଜୟିନୀ ହୋଇଛନ୍ତି ରାଜସ୍ଥାନର ସୁମର ରାଓ। ଶନିବାର ମୁମ୍ବାଇର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଇଣ୍ଡୋର ଷ୍ଟାଡିୟମରେ ଅନୁଷ୍ଠିତ ଏକ ଉତ୍ସବରେ ‘ମିସ୍‌ ଇଣ୍ଡିଆ ୨୦୧୯’ ମୁକୁଟ ପିନ୍ଧିଛନ୍ତି ସୁମନ। ୨୦୧୮ର...

୧୭ ପେଶାଦାରଙ୍କ ସହାୟତାରେ ନିଜର ପ୍ରଚାର କରିବ ରେଲଓ୍ବେ: ପ୍ରତି ଜୋନ୍‌ ପିଛା ବାର୍ଷିକ ଖର୍ଚ୍ଚ ହେବ ୨ କୋଟି

ନୂଆଦିଲ୍ଲୀ,୧୬।୬: ଭାରତୀୟ ରେଲଓ୍ବେ ନିଜର ପ୍ରଚାର ପାଇଁ ଅଣ୍ଟାଭିଡ଼ିଛି। ଏଥିରେ ୧୭ ପେଶାଦାର ମଙ୍ଗ ଧରିବେ। ପେଶାଦାରମାନେ ଫେସ୍‌ବୁକ୍‌, ଟୁଇଟର, ଇନଷ୍ଟାଗ୍ରାମ୍‌ ଆଦି ପ୍ଲାଟଫର୍ମରେ ପ୍ରଚାର ଅଭିଯାନ କରିବେ। ସେମାନେ ନିଜ ନି ଜୋନ୍‌ ଲୋକସମ୍ପର୍କ ଅଧିକାରୀଙ୍କୁ ପ୍ରଚାର ଅଭିଯାନ...

ପ୍ରତି ଘରେ ପାଣି ପାଇପ୍‌ ଲାଇନ୍‌ ପହଞ୍ଚାଇବେ ମୋଦି ସରକାର

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ପ୍ରଥମ ପାଳିରେ ‘ସ୍ବଚ୍ଛ ଭାରତ ମିଶନ’କୁ ଫ୍ଲାଗସିପ୍‌ ସ୍କିମ କରିଥିଲେ। ଏବେ ଦ୍ୱିତୀୟ ପାଳିରେ ଗଁା ଗହଳିର ପ୍ରତି ଘରେ ପାଣି ପାଇପ୍‌ ଲାଇନ୍‌ ଯୋଗାଇ ଦେବାକୁ କାମ ଆରମ୍ଭ କରିଥିବା ସୂଚନା...

ଯୋଗୀଙ୍କ ରାସ୍ତାରେ କମଳନାଥ: ୫ ବର୍ଷରେ ନିର୍ମାଣ ହେବ ୩ ଶହ ସ୍ମାର୍ଟ ଗୋଶାଳା

ଭୋପାଳ,୧୬।୬: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଳନାଥ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପଦ ଚିହ୍ନ ଅନୁସରଣ କରିବା ଆରମ୍ଭ କରିଛନ୍ତି। ଏହି ମର୍ମରେ ରାଜ୍ୟରେ ଗୋବଂଶର ସୁରକ୍ଷା ପାଇଁ ୫ ବର୍ଷରେ ୩ ଶହ ସ୍ମାର୍ଟ ଗୋଶାଳା ନିର୍ମାଣ ଲାଗି ଯୋଜନା...

ଦୁଇ ବ୍ୟକ୍ତିଙ୍କ କଳି ଭିତରେ ଗାଈ ଗଲା କୋର୍ଟ

ଯୋଧପୁର,୧୬।୬: ରାଜସ୍ଥାନ ଯୋଧପୁରର ଲୋକାଲ କୋର୍ଟରେ ଆଶ୍ଚର୍ଯ୍ୟ ହେବା ଭଳି ଏକ ମାମଲା ଦେଖିବାକୁ ମିଳିଛି। ଶନିବାର ଏହି କୋର୍ଟରେ ଏକ ଗାଈକୁ ହାଜର ହେବାକୁ ପଡିଛି। କାରଣ ଏହାର ମାଲିକାନାକୁ ନେଇ ବିବାଦ ଉଠିବାରୁ ଗାଈଟିକୁ କୋର୍ଟ ପର୍ଯ୍ୟନ୍ତ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri