ଜାତୀୟ

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ପରୀକ୍ଷା ଫଳ

ନୂଆଦିଲ୍ଲୀ,୧୪।୬: ମେ ୨୭ରେ ଅନୁଷ୍ଠିତ ହୋଇଥିବା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ ମହାରାଷ୍ଟ୍ରର କାର୍ତ୍ତିକେୟ ଗୁପ୍ତା ୩୬୦ରୁ ୩୩୭ ନମ୍ବର ରଖି ସର୍ବୋଚ୍ଚ ସ୍ଥାନରେ ଅଛନ୍ତି । ସୂଚନା ଅନୁଯାୟୀ, ଜେଇଇ ମେନ୍‌...

‘ବାୟୁ’ ପାଇଁ ଭୟ ନାହିଁ ଘରକୁ ଫେରିି ପାରିବେ ସୁରକ୍ଷିତ ସ୍ଥାନରେ ଥିବା ଲୋକେ: ରୂପାନି

ଗାନ୍ଧୀନଗର,୧୪।୬: ସାମୁଦ୍ରିକ ଝଡ଼ ‘ବାୟୁ’ ଏବେ ଆଉ ଗୁଜରାଟ ପ୍ରତି ବିପଦ ସୃଷ୍ଟି କରିବ ନାହିଁ। ଏହା ତା’ର ଦିଗ ବଦଳାଇ ସାରିଛି। ଏହା ପଶ୍ଚିମ ମୁହାଁ ହୋଇଥିବାରୁ ଏବେ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେଇଥିବା ଲୋକେ ନିଜ ନିଜ...

‘ବାୟୁ’ ଯୋଗୁ ବିଳମ୍ବ ହେବ ମୌସୁମୀ

ନୂଆଦିଲ୍ଲୀ,୧୪।୬: ସାମୁଦ୍ରିକ ଝଡ଼ ‘ବାୟୁ’ ପ୍ରଭାବରେ ପଶ୍ଚିମ ଭାରତର ଅଧିକାଂଶ ସ୍ଥାନରେ ବର୍ଷା ହୋଇଥିବା ବେଳେ ଏହାର ପ୍ରଭାବ କିନ୍ତୁ ମୌସୁମୀ ଉପରେ ପଡିଛି। ମୌସୁମୀ ନିର୍ଦ୍ଧାରିତ ସମୟଠାରୁ ବିଳମ୍ବରେ ପହଞ୍ଚିବ ବୋଲି ଅନୁମାନ କରିଛି ଜାତୀୟ ପାଣିପାଗ ବିଭାଗ।...

ହେଲ୍‌ମେଟ ପିନ୍ଧି କାମ କଲେ ଡାକ୍ତର

ନୂଆଦିଲ୍ଲୀ,୧୪।୬: ପଶ୍ଚିମବଙ୍ଗରେ ଡାକ୍ତରମାନେ ଅନଶନ କରିବା ଫଳରେ ରୋଗୀ ସେବା ବ୍ୟାହତ ହୋଇଛି। ଏମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ବିରୋଧ କରି ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌ର ରେସିଡେନ୍ସ ଡାକ୍ତରମାନେ ହେଲମେଟ୍‌ ପିନ୍ଧି ରୋଗୀ ସେବା କରୁଥିବା...

ଟ୍ରିପଲ୍‌ ତଲାକ୍‌ ବିଲ୍‌କୁ ବିରୋଧ କରିବ ଜେଡିୟୁ

ପାଟନା, ୧୪।୬: କେନ୍ଦ୍ର କ୍ୟାବିନେଟ ଟ୍ରିପିଲ ତଲାକ ବିଲକୁ ମଞ୍ଜୁରୀ ଦେଇଛି। ଅଗାମୀ ସଂସଦୀୟ ଅଧିବେଶନରେ ଏହି ବିଲ୍‌ ଆସିବ ବୋଲି ପଥ ପରିଷ୍କାର ହୋଇଛି। ଭାଜପା ନେତୃତ୍ୱାଧୀନ ଏନଡିଏରେ ରହିଥିଲେ ମଧ୍ୟ ଆଗାମୀ ଦିନରେ ଟ୍ରିପିଲ ତଲାକ ବିଲକୁ...

ଚମ୍ପା, ଚମେଲି, ବାଦଲଙ୍କୁ ମିଳିଲା ଇଚ୍ଛାମୃତ୍ୟୁ ଅନୁମତି

ଗୋରଖପୁର,୧୪।୬: ଉତ୍ତର ପ୍ରଦେଶ ଗୋରଖପୁର ଅନ୍ତର୍ଗତ ଘିସାପୁର ଖଜୁର ଗାଁଓରେ ୨ଟି ଘୋଡ଼ି ଓ ଗୋଟିଏ ଘୋଡ଼ାକୁ ଇଚ୍ଛାମୃତ୍ୟୁ ଅନୁମତି ମିଳିଛି। ଘଟଣା ହେଲା ଏହି ତିନୋଟି ପାଳିତ ଜୀବ ଗ୍ଲାଣ୍ଡର୍ସ ଆଣ୍ଡ ଫାର୍ସି ରୋଗରେ ପୀଡିତ ଥିଲେ। ଯେଉଁଥିରେ...

ମମତାଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ: ଆଲୋଚନା କରି ଡାକ୍ତର ଆନ୍ଦୋଳନ ମାମଲା ସମାଧାନ କର

କୋଲକତା, ୧୪।୬: କୋଲକତାରେ ଜୁନିଅର ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ କରିବାକୁ ଚାଲିଥିବା ଆନ୍ଦୋଳନକୁ ସମର୍ଥନ ଜଣାଇ ଦିଲ୍ଲୀ, ମୁମ୍ବାଇ, ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ ଡାକ୍ତରମାନେ ସମର୍ଥନ ଦେଇଛନ୍ତି। ଧିରେ ଧିରେ ଏହି ଆନ୍ଦେଳନ ତୀବ୍ର ହେବାକୁ ଲାଗିଥିବାବେଳେ ଶୁକ୍ରବାର କୋଲକତା...

ଦାଦା-ପୁତୁରା ହେବେନି ଏକାଠି: ଏକାକୀ ନିର୍ବାଚନ ଲଢିବେ ଶିବପାଲ

ଲକ୍ଷ୍ନୌ, ୧୪।୬: ଉତ୍ତର ପ୍ରଦେଶରେ ସମାଜବାଦୀ ପାର୍ଟି ଓ ବହୁଜନ ସମାଜ ପାର୍ଟି ମେଣ୍ଟ ଭାଙ୍ଗିବା ପରେ ସାନ ଭାଇ ଶିବପାଲ ଯାଦବ ଏବଂ ପୁଅ ଅଖିଲେଶକୁ ଏକାଠି କରିବା ପାଇଁ ଅଣ୍ଟା ଭିଡିଥିଲେ ମୁଲାୟମ ସିଂହ ଯାଦବ। କିନ୍ତୁ...

ସମୁଦ୍ରରେ ୪ କି.ମି. ପର୍ଯ୍ୟନ୍ତ ଭାସି ଯାଇଥିବା ଯୁବକଙ୍କୁ ଉଦ୍ଧାର କଲେ କୋଷ୍ଟଗାର୍ଡ

ପଣଜୀ,୧୪।୬: ଗୋଆର ପ୍ରସିଦ୍ଧ କାବୋ ଡେ ରାମା ସମୁଦ୍ରରେ ଭାସିଯାଉଥିବା ଜଣେ ବ୍ୟକ୍ତିଙ୍କ ଜୀବନ ବଞ୍ଚାଇଛନ୍ତି ଭାରତୀୟ ତଟରକ୍ଷୀ ଟିମ୍‌। ଉଦ୍ଧାର ସମୟର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଜଣେ ଯୁବକ(୨୦) ସମୁଦ୍ର...

ଡାକ୍ତର ଆନ୍ଦୋଳନରେ ସାମିଲ ହେଲେ ମମତାଙ୍କ ଭଣଜା

କୋଲକାତା: ପଶ୍ଚିମବଙ୍ଗରେ ଜୁନିୟର ଡାକ୍ତରମାନଙ୍କ ଆନ୍ଦୋଳନ ଯୋଗୁ ରୋଗୀ ସେବା ଗୁରୁତର ବ୍ୟାହତ ହୋଇଛି। ଦିନକୁ ଦିନ ସ୍ଥିତି ବିଗିଡିବାରେ ଲାଗିବା ଦେଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆନ୍ଦୋଳନକାରୀ ଡାକ୍ତରଙ୍କୁ ଖୋଲାଖୋଲି ଧମକ ଦେଇଛନ୍ତି। ଯଦି ଜୁନିୟର ଡାକ୍ତରମାନେ ଆନ୍ଦୋଳନରୁ...

ମା’ଙ୍କୁ ନିଦ ଲାଗିଯାଇଥିବା ବେଳେ ହସ୍ପିଟାଲରେ ଶିଶୁ ସହ ଘଟିଲା ଏଭଳି ଘଟଣା

ମୁମ୍ବାଇ,୧୪।୬: ମୁମ୍ବାଇର ଏକ ହସ୍ପିଟାଲରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ହସ୍ପିଟାଲରେ ଜଣେ ମା’ଙ୍କୁ ନିଦ ଲାଗିଯାଇଥିବା ବେଳେ ଏହାର ସୁଯୋଗ ନେଇ ଜଣେ ଦୁର୍ବୃତ୍ତ ନବଜାତ ଶିଶୁକୁ ଅପହରଣ କରିନେଇଥିବା ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ, ଗୁରୁବାର ସନ୍ଧ୍ୟାରେ ଶୀତଲ...

ଗୁଜରାଟ ମାଡ ହେବା ପୂର୍ବରୁ ଦିଗ ବଦଳାଇଲା ‘ବାୟୁ’: ମୁଖ୍ୟମନ୍ତ୍ରୀ କହିଲେ, ସବୁ ଭଗବାନ କୃଷ୍ଣଙ୍କ କୃପା

ଅହମ୍ମଦାବାଦ, ୧୪।୬:ସାମୁଦ୍ରିକ ବାତ୍ୟା ‘ବାୟୁ’ ଦିଗ ବଳାଇଛି। ଗୁଜରାଟରେ ମାଡ଼ହେବା ପୂର୍ବରୁ ଏହା ପୁଣି ଆରବ ସାଗର ମୁହାଁ ହୋଇଛି। ଭେରେଭାଲ୍‌, ପୋର୍‌ବନ୍ଦର, ଓ ଦ୍ୱାରକା ପାଖଦେଇ ଏହା ଚାଲିଯିବ ବୋଲି ଜଣାପଡ଼ିଛି। ଏନେଇ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ନିଜ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri