ଜାତୀୟ

ମୁଖ୍ୟମନ୍ତ୍ରୀଙ୍କୁ ଟ୍ରୋଲ୍‌ ପଡିଲା ମହଙ୍ଗା: ୧୩୮ଜଣଙ୍କ ନାଁରେ କେସ୍‌ ରୁଜୁ

ଥିରୁଭାନନ୍ତପୁରମ୍‌, ୧୩।୬: ଆଜିକାଲି ସୋସିଆଲ ମିଡିଆରେ ସରକାର, ନେତା ଏବଂ ମନ୍ତ୍ରୀଙ୍କ ନାଁରେ ଆପତ୍ତିଜନକ ଟିପ୍ପଣୀ ଅଭିଯୋଗରେ ଲୋକଙ୍କ ବିରୋଧରେ କେସ୍‌ ରୁଜୁ ହେବା ଚର୍ଚ୍ଚାର ବିଷୟ ହୋଇଛି। କେରଳ ମୁଖ୍ୟମନ୍ତ୍ରୀ ପିନରଇ ବିଜୟନ ଏବଂ ଏଲଡିଏଫର ଅନ୍ୟ ନେତାଙ୍କୁ...

ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛି ଭାଜପା

ନୂଆଦିଲ୍ଲୀ,୧୩।୬: ଲୋକ ସଭା ନିର୍ବାଚନରେ ବିପୁଳ ବିଜୟ ପରେ ଏବେ ଭାଜପା ଆସନ୍ତା ବିଧାନସଭା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ପାର୍ଟି ମୁଖ୍ୟାଳୟରେ ଗୁରୁବାର ଏକ ବୈଠକ ଆୟୋଜିତ ହୋଇଛି। ଏଥିରେ...

ଇଶ୍ୱରଙ୍କ ନୁହେଁ, ମୁଖ୍ୟମନ୍ତ୍ରୀଙ୍କ ନାମରେ ଶପଥ ନେଲେ ବିଧାୟକ

ବିଜୟଓ୍ବାଡା, ୧୩।୬: ଆନ୍ଧ୍ରପ୍ରଦେଶର ଜଣେ ନବନିର୍ବାଚିତ ବିଧାୟକ ଇଶ୍ୱରଙ୍କ ନାମରେ ନୁହେଁ, ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ନାମରେ ଶପଥ ନେଇ ଚର୍ଚ୍ଚାକୁ ଆସିଛନ୍ତି। ନେଲ୍ଲୋରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିବା କୋଟାମରେଡ୍ଡୀ ଶ୍ରୀଧର ରେଡ୍ଡୀ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞ ହେବା...

ବାତ୍ୟା ବାୟୁର ପ୍ରଭାବ: ସୋମନାଥ ମନ୍ଦିରର ୧୧୫ ଫୁଟ ଉଚ୍ଚ ଶିଖରକୁ ଛୁଇଁଲା ଅଶାନ୍ତ ଜୁଆର

ଅହମ୍ମଦାବାଦ୍‌, ୧୩।୬: ବାତ୍ୟା ବାୟୁ ଗୁଜରାଟ ଉପକୂଳ ସୌରାଷ୍ଟ୍ରରେ ତାଣ୍ଡବ ରଚିଛି। ବାୟୁର ପ୍ରଭାବରେ ଏଠାରେ ସମୁଦ୍ର ଅଶାନ୍ତ ହୋଇ ଉଠିଛି। ଫଳରେ ଜୁଆର ସ୍ଥାନୀୟ ସୋମନାଥ ମନ୍ଦିରର ୧୫୫ ଉଚ୍ଚ ଶିଖରକୁ ଛୁଇଁଥିବା କୁହାଯାଉଛି। ପାହାଡ଼ ଉଚ୍ଚା ଜୁଆର...

ପଶ୍ଚିମବଙ୍ଗ ହିଂସାକୁ ନେଇ ରାଜ୍ୟପାଳ ଡାକିଲେ ସର୍ବଦଳୀୟ ବୈଠକ

କୋଲକାତା,୧୩।୬: ଲୋକ ସଭା ନିର୍ବାଚନ ସମୟରୁ ପଶ୍ଚିମବଙ୍ଗରେ ଲାଗି ରହିଥିବା ରାଜନୈତୀକ ହିଂସା ଥିମିବାର ନାଁ ନେଉନି। ଏହା ବେଳକୁ ବେଳ ଉଗ୍ର ହେଉଥିବାରୁ ରାଜ୍ୟପାଳ କେଶରି ନାଥ ତ୍ରିପାଠୀ ପ୍ରମୁଖ ରାଜନୈତୀକ ଦଳଙ୍କର ଏକ ବୈଠକ ଡକାଇଛନ୍ତି। ପତ୍ର...

ଭୋକିଲା ଗାଈ ଶବାଧାରରେ ସାମିଲ ହେଲେ ସାଧୁସନ୍ଥ

ଜୟପୁର, ୧୩।୬: ରାଜସ୍ଥାନ ବାରମେର ଜିଲାରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ଭୋକିଲା ଗାଈର ମୃତ୍ୟୁକୁ ବିରୋଧ ପ୍ରଦର୍ଶନ କରି ବହୁ ସାଧୁସନ୍ଥ ରାଜରାସ୍ତାକୁ ଓହ୍ଲାଇଛନ୍ତି। ବାରମେର ଏବଂ ଜାସଲମେର ଜିଲାରେ ଘାସ ଚାରା ଅଭାବ ଥିବାରୁ ଗାଈ...

ସୋନିଆ-ପ୍ରିୟଙ୍କାଙ୍କ ହେଲିକପ୍ଟରକୁ ଉଡାଇବାକୁ ମନାକଲେ ପାଇଲଟ

ନୂଆଦିଲ୍ଲୀ,୧୩।୬: ଲୋକ ସଭା ନିର୍ବାଚନ ପରେ ପ୍ରଥମ ଥର ଲାଗି ରାୟବରେଲି ପହଞ୍ଚିଥିଲେ ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା। ସେଠାରେ ସେମାନେ ଭୋଟରଙ୍କୁ ଧନ୍ୟବାଦ ଦେବାକୁ ପହଞ୍ଚିଥିଲେ। ବୁଧବାର ଉଭୟେ କାର୍ଯ୍ୟକ୍ରମ...

ସୁଧୁରୁନି ପାକିସ୍ତାନ: ୧୧ ମାସରେ କଶ୍ମୀରରେ ବଡ଼ ଧରଣର ୪ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୩।୬: ପାକିସ୍ତାନ ଭାରତ ଉପରେ ଦାଉ ସାଧୁଛି। ଭାରତ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ପାଇଁ ପାକିସ୍ତାନ ପଟୁ କୌଣସି ଆନ୍ତରିକତା ନାହିଁ। ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ଓ ବାଲାକୋଟ୍‌ ଏୟାର ଷ୍ଟାଇକ୍‌ ପରେ ମଧ୍ୟ ପାକିସ୍ତାନ ସୁଧୁରି ପାରିନାହିଁ। ପୂର୍ବରୁ ପୁଲାଓ୍ବାମାରେ...

ହ୍ବିଲ୍‌ ଚେୟାରରେ ବସି କନ୍ୟା ସହ ଆହତ ବର ନେଲେ ସାତ ଫେରା

ଭୋପାଳ,୧୩।୬: ମଧ୍ୟପ୍ରଦେଶରେ ଏକ ବିବାହରେ ଅଜବ ଦୃଶ୍ୟ ଦେଖିବାକୁ ମିଳିିଛି। ସ୍ଥାନୀୟ ବ୍ୟାବରାଠାରେ ଥିବା ବିଠଲ୍‌ ବାଟିକାରେ ଅନୁଷ୍ଠିତ ବିବାହରେ ଆହତ ଅବସ୍ଥାରେ ବର ହ୍ବିଲ୍‌ ଚେୟାରରେ ବସି କନ୍ୟା ସହିତ ସାତ ଫେରା ନେଇଛନ୍ତି। ବର ଦିଲ୍ଲୀପ୍‌ଙ୍କର କନ୍ୟା...

ମୁସଲମାନ୍‌ ଯୁବକଙ୍କୁ ବିବାହ କଲେ ଆର୍‌ଏସ୍‌ଏସ୍‌ କର୍ମକର୍ତ୍ତାଙ୍କ ଝିଅ: ସୁରକ୍ଷା ପାଇଁ କୋର୍ଟରେ ଆବେଦନ

ଚଣ୍ଡିଗଡ଼,୧୩।୬: ହରିୟାଣା ଯମୁନାନଗରରେ ଜଣେ ଆର୍‌ଏସ୍‌ଏସ୍‌ କର୍ମକର୍ତ୍ତାଙ୍କ ଝିଅ ପଡ଼ୋଶୀ ମୁସଲମାନ୍‌ ଯୁବକଙ୍କୁ ବିବାହ କରିଛନ୍ତି। ଏନେଇ ପିତାଙ୍କ ପକ୍ଷରୁ ତାଙ୍କ ଝିଅକୁ ଅପହରଣ କରାଯାଇଥିବା ମାମଲା ଦାଏର କରାଯାଇଛି। ତେବେ ଇତିମଧ୍ୟରେ ସ୍ଥାନୀୟ ପଞ୍ଜାବ-ହରିୟାଣା ହାଇକୋର୍ଟରେ ଯୁବତୀଙ୍କ ସୁରକ୍ଷା...

୧୭୨ ଦେଶ ଗୋଟିଏ ଦିନରେ କରିବେ ଯୋଗ

ନୂଆଦିଲ୍ଲୀ,୧୩।୬: ଆସନ୍ତା ୨୧ ତାରିଖରେ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପାଳନ କରାଯାଉଛି। ଏଥିପାଇଁ ପ୍ରସ୍ତୁତି ମଧ୍ୟ ଜୋରସୋରରେ ଚାଲିଛି। ଚଳିତ ବର୍ଷ କିଛି ମୁସଲିମ୍‌ ଦେଶ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ତେବେ ବିଦେଶରେ ଯୋଗ ଦିବସରେ ହେଉଥିବା ପ୍ରମୁଖ...

ମା’ଙ୍କ ଦ୍ୱିତୀୟ ବିବାହରେ ଶୁଭେଚ୍ଛା ଜଣାଇଲେ ପୁଅ: ଭାବପ୍ରବଣ ହୋଇ ଲେଖିଲେ ଏମିତି

ଥିରୁଭାନନ୍ତପୁରମ୍‌, ୧୩।୬: ମା’ଙ୍କ ଦ୍ୱିତୀୟ ବିବାହରେ ତାଙ୍କୁ ଶୁଭେଚ୍ଛା ଜଣାଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି କେରଳର ଜଣେ ଯୁବକ। ଗୋକୁଲ ଶ୍ରୀଧର ନାମକ ଏହି ଯୁବକ ଫେସବୁକରେ ନିଜ ମା’ଙ୍କ ପାଇଁ ଲେଖିଥିବା ଭାବପ୍ରବଣ ସନ୍ଦେଶ ଏବେ ବେଶ୍‌ ଭାଇରାଲ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri