ଜାତୀୟ

ଚୁପ୍‌ ରହିଛନ୍ତି ସିଦ୍ଧୁ

ଚଣ୍ଡିଗଡ଼,୧୩।୬: ପଞ୍ଜାବର କ୍ୟାବିନେଟ ମନ୍ତ୍ରୀ ନବଜୋତ ସିଂ ସିଦ୍ଧୁ ନିଜ ବିବାଦୀୟ ବୟାନ ପାଇଁ ସବୁବେଳେ ଚର୍ଚ୍ଚାରେ ରହୁଥିବା ବେଳେ ଏବେ କିନ୍ତୁ ପୁରା ଚୁପ୍‌ ହୋଇ ଯାଇଛନ୍ତି। ତାଙ୍କ ବିଭାଗରେ ପରିବର୍ତ୍ତନ ପାଇଁ ସେ ଅରାଜି ହୋଇ ମୁଖ୍ୟମନ୍ତ୍ରୀ...

ଆଇଏସ୍‌ଆଇର ନୂଆ ଯୋଜନା: ନେପାଳ ସୀମାରେ ଲଶ୍କର ମଡ୍ୟୁଲରେ ତିଆରି ହେଉଛନ୍ତି ସ୍ଲିପର ସେଲ୍‌

ନୂଆଦିଲ୍ଲୀ/କାଠମାଣ୍ଡୁ, ୧୩।୬: ଆତଙ୍କବାଦ ବିରୋଧରେ ଭାରତ ସ୍ବତନ୍ତ୍ର ଯୋଜନା ଉପରେ କାର୍ଯ୍ୟଧାରା ଜାରି ରଖିଛି। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏବେ ଜମ୍ମୁ-କଶ୍ମୀର ବାଟେ ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ ନ କରି ନେପାଳ ସୀମାରେ ଲଶ୍କର...

ପୋରବନ୍ଦର, ଦ୍ୱାରକାରେ ‘ବାୟୁ’ ତାଣ୍ଡବ ରଚିବା ଆଶଙ୍କା !

ଅହମ୍ମଦାବାଦ୍‌ ୧୩।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ଉପକୂଳରେ ଲାଣ୍ଡଫଲ କରିବନି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହା ପୋରବନ୍ଦର, ଦ୍ୱାରକା ଏବଂ ବେରାଓ୍ବଲ ନିକଟ ଦେଇ ଯିବାର...

ମୋଦି ନେତା, ରାଜନାଥ ଉପନେତା

ନୂଆଦିଲ୍ଲୀ,୧୩ା୬(ପି.ଟି.): ଭାଜପା ସଂସଦୀୟ ଦଳ କାର୍ଯ୍ୟକାରିଣୀ କମିଟି ବୁଧବାର ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭାରେ ଏହାର ନେତା ହୋଇଥିବାବେଳେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କୁ ଉପନେତା ନିଯୁକ୍ତ କରାଯାଇଛି। ସେହିପରି ରାଜ୍ୟ ସଭାରେ କେନ୍ଦ୍ରମନ୍ତ୍ରୀ ଥାଓ୍ବର ଚାନ୍ଦ୍‌...

ପ୍ରିୟଙ୍କାଙ୍କୁ ୟୁପି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି

ନୂଆଦିଲ୍ଲୀ,୧୩ା୬: କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ଆଗାମୀ ୨୦୨୨ ବିଧାନସଭା ନିର୍ବାଚନରେ ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବା ଲାଗି କର୍ମୀମାନେ ଦାବି କରିଛନ୍ତି। ୧୨ ଆସନ ଲାଗି ହେବାକୁ ଥିବା ଉପନିର୍ବାଚନରେ ଦଳ କଡ଼ା ମୁକାବିଲା...

‘ବାୟୁ’ ଉଠାଇବ ୧୦ ଫୁଟ ଜୁଆର

ନୂଆଦିଲ୍ଲୀ, ୧୩ା୬ :ଆରବ ସାଗରରେ ବାତ୍ୟା ‘ବାୟୁୁ’ ଉଗ୍ରରୂପ ଧାରଣ କରିବା ସହ ଗୁଜରାଟ ଉପକୂଳ ଆଡ଼କୁ ମୁହାଁଇବାରେ ଲାଗିଛି। ଗୁରୁବାର ସକାଳେ ଏହା ଉପକୂଳ ଅଞ୍ଚଳରେ ମାଡ଼ହୋଇ ତାଣ୍ଡବ ରଚିବ ବୋଲି କୁହାଯାଉଛି। ଘଣ୍ଟାକୁ ୧୫୫ରୁ ୧୭୦ କିମି...

ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ ୬ ମାସ ବଢ଼ିଲା

ନୂଆଦିଲ୍ଲୀ,୧୩ା୬: ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନ ଆଉ ୬ ମାସ ବଢ଼ାଇବା ଲାଗି କେନ୍ଦ୍ର କ୍ୟାବିନେଟ ବୁଧବାର ନିଷ୍ପତ୍ତି ନେଇଛି। ଏହା ଜୁନ୍‌ ୨୦ରୁ ଆରମ୍ଭ ହେବାକୁ ଯାଉଥିବା କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି। ୨୦୧୮ ଜୁନ୍‌ ୨୦ରୁ ଜମ୍ମୁ-କଶ୍ମୀରରେ ରାଜ୍ୟପାଳ...

କଂଗ୍ରେସ କୋର୍‌ କମିଟି ଭାଙ୍ଗିଲା

ନୂଆଦିଲ୍ଲୀ,୧୩ା୬(ଆଇଏଏନ୍‌ଏସ୍‌): ରାହୁଲ ଗାନ୍ଧୀ କଂଗ୍ରେସ ଦଳର ଅଧ୍ୟକ୍ଷ ରହିବେ ବୋଲି ଦଳ ପକ୍ଷରୁ ବୁଧବାର କୁହାଯାଇଛି। ଲୋକ ସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଦଳର କୋର୍‌ କମିଟିକୁ ଭାଙ୍ଗିଦିଆଯାଇଛି। ବୁଧବାର କୋର୍‌ କମିଟି ସଦସ୍ୟମାନଙ୍କ ବୈଠକରେ ଝାଡଖଣ୍ଡ,...

ଆଧାର ସଂଶୋଧନ ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୩ା୬: ଆସନ୍ତା ୧୭ରୁ ପାର୍ଲାମେଣ୍ଟ ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ସେଥିରେ ଆଧାର ଏବଂ ଅନ୍ୟାନ୍ୟ ଆଇନ (ସଂଶୋଧନ) ବିଲ୍‌, ୨୦୧୯ ଆଗତ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକ ବସି ଆଧାର ସଂଶୋଧନ...

ଆଉ ୬ ମାସ ଭାଜପା ମଙ୍ଗ ସମ୍ଭାଳିବେ ଶାହ

ନୂଆଦିଲ୍ଲୀ,୧୩ା୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ଭାଜପା ଅଧ୍ୟକ୍ଷ ପଦରେ ଆଉ ଅନ୍ତତଃ ୬ ମାସ ରହିବା ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଦଳର ସାଂଗଠନିକ ନିର୍ବାଚନ ହୋଇ ନୂଆ ଅଧ୍ୟକ୍ଷ ନିଯୁକ୍ତ କରାଯିବ। ଏହି ନିର୍ବାଚନ କେବେ...

କୋର୍ଟ ପରିସରରେ ବାର କାଉନସିଲର ମୁଖ୍ୟଙ୍କୁ ହତ୍ୟା

ଆଗ୍ରା,୧୨।୬: ଦୁଇ ଦିନ ତଳେ ଉତ୍ତର ପ୍ରଦେଶ ବାର କାଉନସିଲର ମୁଖ୍ୟ ଭାବେ ନିର୍ବାଚିତ ହୋଇଥିବା ଦରଭେଶ ଯାଦବଙ୍କୁ ବୁଧବାର ସର୍ବସମ୍ମୁଖରେ ଗୁଳି କରି ହତ୍ୟା କରାଯାଇଛି। ଆଗ୍ରା ଜିଲ୍ଲା କୋର୍ଟ ପରିସରରେ ଶ୍ରୀମତି ଯାଦବଙ୍କ ସ୍ବାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ...

ଜମ୍ମୁ କଶ୍ମୀର ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୧୨।୬: ଜାମ୍ମୁ କାଶ୍ମୀରର ଅନ୍ତନାଗ କେପି ରୋଡ଼ରେ ବୁଧବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ସିଆରପିଏଫର ୫ଜଣ ଯବାନ ଶହୀଦ ହୋଇଛନ୍ତି। ଏଥିସହ ଯବନାଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏବେ ବି ଆତଙ୍କବାଦୀ ଓ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri