ଜାତୀୟ

ଏଏନ୍‌-୩୨ ବିମାନର ଭଗ୍ନାବଶେଷ ମିଳିବା ପରେ ଏବେ ୧୩ ନିଖୋଜ ବ୍ୟକ୍ତିଙ୍କ ସର୍ଚ୍ଚ ଅପରେଶନ ଆରମ୍ଭ

ଇଟାନଗର,୧୨।୬: ଜୁନ ୩ରେ ନିଖୋଜ ହୋଇଥିବା ବାୟୁସେନା ବିମାନ ଏଏନ-୩୨ର କିଛି ଭଗ୍ନାଂଶକୁ ଏମ୍‌ଆଇ-୧୭ ହେଲିକେପ୍ଟର ମଙ୍ଗଳବାର ଠାବ କରିବା ପରେ ବାୟୁସେନା ପକ୍ଷରୁ ଏବେ ବଡ଼ ଧରଣର ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଛି। ବିମାନଟି ଦୁର୍ଘଟଣାଗ୍ରସ୍ତ ହେବା ପରେ...

ଶ୍ରୀଲଙ୍କା ବିସ୍ଫୋରଣ ଘଟଣା: ତାମିଲନାଡୁର ୭ଟି ସ୍ଥାନରେ ଏନଆଇଏ ଚଢାଉ

କୋଏମ୍ବାଟୁର, ୧୨।୬: ଶ୍ରୀଲଙ୍କା ଇଷ୍ଟର ବିସ୍ଫୋରଣ ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହରେ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) କୋଏମ୍ବାଟୁରର ୭ଟି ସ୍ଥାନରେ ବୁଧବାର ଚଢ଼ାଉ କରିଛି। ଅଝାରୁଦ୍ଦିନ, ସଦ୍ଦାମ ଆକବର ଏବଂ ଆବୁ ବାକର ସିଦ୍ଦିକି ନାମକ ୩ଜଣ ବ୍ୟକ୍ତି ଏନଆଇଏ...

ଅଶାନ୍ତ ପଶ୍ଚିମବଙ୍ଗ: ବିକ୍ଷୋଭବେଳେ ଭାଜପା କର୍ମକର୍ତ୍ତାଙ୍କ ଉପରେ ଲୁହ ବୁହା ଗ୍ୟାସ ପ୍ରୟୋଗ

କୋଲକାତା,୧୨।୬: ପଶ୍ଚିମବଙ୍ଗରେ ହିଂସା ଥମିବାର ନା ନେଉନି। ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଓ ଭାଜପା ମଧ୍ୟରେ ଏବେ ରାଜନୈତିକ ଯୁଦ୍ଧ ତେଜିବାରେ ଲାଗିଛି। ବୁଧବାର ଟିଏମ୍‌ସିି ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ଭାଜପା ଓ ପୋଲିସ ମୁହାଁମୁହିଁ...

ପ୍ରତୀକ୍ଷାର ଅନ୍ତ: ଜୁଲାଇ ୧୫ରେ ଲଞ୍ଚ୍‌ ହେବ ଚନ୍ଦ୍ରଯାନ-୨

ବେଙ୍ଗାଲୁରୁ, ୧୨।୬: ଜୁଲାଇ ୧୫ ତାରିଖରେ ଚନ୍ଦ୍ରଯାନ-୨ ଲଞ୍ଚ କରାଯିବ ବୋଲି ଭାରତୀୟ ଗବେଷଣା କେନ୍ଦ୍ର(ଇସ୍ରୋ) ପକ୍ଷରୁ ଘୋଷଣା କରାଯାଇଛି। ଗତ ୧୦ବର୍ଷ ଭିତରେ ଦ୍ୱିତୀୟଥର ଚନ୍ଦ୍ରକୁ ଯିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ବୋଲି ବୁଧବାର ଇସ୍ରୋ...

ପାକିସ୍ତାନ ରୁଟ ଦେଇ ଯିବନାହିଁ ମୋଦିଙ୍କ ବିମାନ

ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିମାନ ପାକିସ୍ତାନ ରାସ୍ତାରୁ କିର୍ଗିଜ୍‌ସ୍ତାନ ଯିବ ନାହିଁ। ଭିଭିଆଇପି ବିମାନ ଓମାନ, ଇରାନ ଓ ମଧ୍ୟ ଏସିଆ ଦେଶ ଦେଇ କିର୍ଗିଜ୍‌ସ୍ତାନର ବିଶକେକ ଯିବ ବୋଲି ପ୍ରଶାସନିକ ଅଧିକାରୀ ସୂଚନା ଦେଇଛନ୍ତି। ଜୁନ ୧୩...

ରାହୁଲଙ୍କ ବିକଳ୍ପ: କାର୍ଯ୍ୟକାରୀ ଅଧ୍ୟକ୍ଷ ପାଇଁ ଦୌଡ଼ରେ ୪ ସଦସ୍ୟ

ନୂଆଦିଲ୍ଲୀ,୧୨।୬: କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଦରୁ ଇସ୍ତଫା ଦେବା ନେଇ ଅଡ଼ି ବସିଛନ୍ତି। ତେବେ ରାହୁଲଙ୍କ ବିକଳ୍ପ ଭାବେ କାହାକୁ ଚୟନ କରାଯିବ ସେ ନେଇ ଚିନ୍ତାରେ ପଡ଼ିଛନ୍ତି କଂଗ୍ରେସର ବରିଷ୍ଠ ନେତୃତ୍ୱ। ତେବେ କାର୍ଯ୍ୟକାରୀ ଅଧ୍ୟକ୍ଷ...

୮ ମହଲାରୁ ୨ଟି ପୋଷା କୁକୁର ଛୁଆକୁ ଫୋପାଡି ମାଲିକ ଗିରଫ

ଗୁରୁଗ୍ରାମ, ୧୨।୬: ୮ ମହଲାରୁ ୨ଟି ପୋଷା କୁକୁର ଛୁଆକୁ ଫୋପାଡି ଗିରଫ ହୋଇଛନ୍ତି ମାଲିକ। ଦିଲ୍ଲୀର ଗୁରୁଗ୍ରାମରେ ଏଭଳି ଘଟଣା ଘଟିଛି। ସେକ୍ଟର ୬୫ରେ ରହୁଥିବା ଅଜହର ଅବଦୁଲ ହୁସେନ ନିଜର ଦୁଇଟି ପୋଷା କୁକୁର ଛୁଆକୁ ୮...

ଗାୟତ୍ରୀ ପ୍ରଜାପତିଙ୍କ ଘର ସମେତ ୨୨ଟି ସ୍ଥାନରେ ସିବିଆଇ ଚଢ଼ାଉ

ଲକ୍ଷ୍ନୌ,୧୨।୬: ଉତ୍ତରପ୍ରଦେଶ ଅଖିଳେଶ ଯାଦବଙ୍କ ସରକାରରେ ମନ୍ତ୍ରୀ ଥିବା ଗାୟତ୍ରୀ ପ୍ରଜାପତିଙ୍କ ଘର ସମେତ ୨୨ଟି ସ୍ଥାନରେ ସିବିଆଇ ଚଢ଼ାଉ ଜାରି ରହିଛି। ତାଙ୍କ ନାମରେ ଆୟବହିର୍ଭୁତ ସମ୍ପତ୍ତି ଠୁଳ କରିବା ଅଭିଯୋଗ ହୋଇଥିଲା। ଅମେଠି ବିକାଶ କଲୋନୀସ୍ଥିତ ତାଙ୍କ...

ପାକିସ୍ତାନ ଧୂଳିଝଡ଼ ଭାରତ ମୁହାଁ: ଉତ୍ତର ଭାରତରେ ଆଲର୍ଟ ଜାରି

ଇସଲାମାବାଦ୍‌/ନୂଆଦିଲ୍ଲୀ,୧୨।୬: ପାକିସ୍ତାନ ଏବଂ ଆଫଗାନୀସ୍ତାନରୁ ଧୂଳିଝଡ଼ ଭାରତ ମୁହାଁ ହୋଇଛି। ଏହା ବୁଧବାର ଅପରାହ୍ନ ସୁଦ୍ଧା ଉତ୍ତରଭାରତରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ ଉତ୍ତରଭାରତରେ ଆଲର୍ଟ ଜାରି ହୋଇଛି। ଧୂଳିଝଡ଼ ଯୋଗୁ ଆଗାମୀ ୨-୩ଦିନ...

ଡରାଉଛି ବାତ୍ୟା ‘ବାୟୁ’: ୩ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଗଲା

ଗାନ୍ଧୀନଗର, ୧୨।୬: ଧିରେ ଧିରେ ଭୟଙ୍କର ରୂପ ନେଉଛି ବାତ୍ୟା ‘ବାୟୁ’। ଦକ୍ଷିଣ ପୂର୍ବ ଆରବସାଗରରୁ ସୃଷ୍ଟ ଲଘୁଚାପ ଧିରେ ଧିରେ ସାଇକ୍ଲୋନିକ ଷ୍ଟର୍ମର ରୂପ ନେଉଛି। ଜୁନ ୧୩ ତାରିଖ ସକାଳେ ଏହା ଗୁଜରାଟ ଉପକୂଳ ଅତିକ୍ରମ କରିବ...

‘ଚନ୍ଦ୍ରଯାନ-୨’ର ପ୍ରଥମ ଚିତ୍ର ଜାରି କଲା ଇସ୍ରୋ

ହାଇଦ୍ରାବାଦ୍‌, ୧୨।୬: ଗତ ୧୦ବର୍ଷ ଭିତରେ ଦ୍ୱିତୀୟଥର ଚନ୍ଦ୍ରକୁ ଯିବା ପାଇଁ ପ୍ରସ୍ତୁତି ଚଳାଇଛି ଭାରତ। ଆସନ୍ତା ୯ରୁ ୧୬ ତାରିଖ ମଧ୍ୟରେ ଇସ୍ରୋ ଚନ୍ଦ୍ରକୁ ଏହାର ଦ୍ୱିତୀୟ ଅଭିଯାନ ଚନ୍ଦ୍ରଯାନ-୨ ପଠାଇବ। ଏହା ପୂର୍ବରୁ ମଡ୍ୟୁଲ୍ସଗୁଡିକର ପ୍ରଥମ ଚିତ୍ର...

୨୦୧୮ରେ ଆସିଛି ଅଧିକ ସାମୁଦ୍ରିକ ଝଡ଼: ୭ ବାତ୍ୟା ନେଇଛି ୩ଶହ ୪୩ ଜୀବନ

ନୂଆଦିଲ୍ଲୀ,୧୨।୬: ଦେଶରେ ୧୯୬୭ଠାରୁ ବର୍ତ୍ତମାନ ସୁଦ୍ଧା ୫୨ ବର୍ଷ ମଧ୍ୟରେ ୧୨୧ ସାମୁଦ୍ରିକ ଝଡ଼ ଆସିଛି। ସେଥିମଧ୍ୟରୁ ୨୦୧୮ରେ ଅଧିକ ଝଡ଼ ହୋଇଛି। ଏଥିରେ ୩ ଶହ୪୩ ଲୋକଙ୍କ ମୃତ୍ୟୁ ଘଟିଥିବା ଭାରତୀୟ ପରିସଂଖ୍ୟାନ ବିଭାଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri