ଜାତୀୟ

ଋତୁପର୍ଣ୍ଣାଙ୍କୁ ଇଡି ସମନ

କୋଲକାତା,୧୧ା୭(ପି.ଟି.): ରୋଜଭ୍ୟାଲି ଚିଟ୍‌ଫଣ୍ଡ ନୁର୍ଦୀନି ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୁପରଷ୍ଟାର ପ୍ରୋସେନ୍‌ଜିତ ଚାଟାର୍ଜିଙ୍କକୁ ସମନ କରିବାର ଦିନକ ପରେ ବୁଧବାର ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଋତୁପର୍ଣ୍ଣା ସେନଗୁପ୍ତଙ୍କୁ ସମନ ଜାରି କରିଛି। ଋତୁପର୍ଣ୍ଣା ରୋଜଭ୍ୟାଲି ଗ୍ରୁପ୍‌...

ପ୍ରଜାପତି, ୪ ଆଇଏଏସ୍‌ ଅଧିକାରୀଙ୍କ ନାଁରେ ସିବିଆଇ ମାମଲା ରୁଜୁ

ନୂଆଦିଲ୍ଲୀ,୧୧ା୭(ପି.ଟି.): ଉତ୍ତରପ୍ରଦେଶ (ୟୁପି) ଖଣି ଦୁର୍ନୀତି ଘଟଣାରେ ସିବିଆଇ ପୂର୍ବତନ ମନ୍ତ୍ରୀ ଗାୟତ୍ରୀ ପ୍ରଜାପତି ଏବଂ ୪ ଜଣ ଆଇଏଏସ୍‌ ଅଫିସରଙ୍କ ବିରୋଧରେ ମାମଲା ରୁଜୁ କରିଛି। ଯେଉଁମାନଙ୍କୁ ଏତଲାରେ ଅଭିଯୁକ୍ତ ଦର୍ଶାଯାଇଛି, ସେମାନେ ହେଲେ ସମାଜବାଦୀ ପାର୍ଟି ସରକାରରେ...

ବିଧାନସଭା ବାହାରେ ଭାଜପାର ବିକ୍ଷୋଭ:‘କୁମାରସ୍ବାମୀ ଗାଦି ଛାଡ଼’

ବେଙ୍ଗାଲୁରୁ,୧୧ା୭(ପି.ଟି.): କର୍ନାଟକର ଭାଜପା ସଭାପତି ବି.ଏସ୍‌. ୟେଦୁରପ୍ପାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବୁଧବାର ରାଜଭବନରେ ରାଜ୍ୟପାଳ ଭଜୁଭାଇ ଭାଲାଙ୍କୁ ସାକ୍ଷାତ୍‌ କରିଛି। ରାଜ୍ୟପାଳଙ୍କ ପରେ ଭାଜପା ନେତାମାନେ ବାଚସ୍ପତି କେ.ଆର୍‌. ରମେଶ କୁମାରଙ୍କୁ ବିଧାନସଭାରେ ଭେଟିଛନ୍ତି। ଏହା ପୂର୍ବରୁ...

ପାର୍ଲାମେଣ୍ଟ ସରଗରମ: ବିରୋଧୀଙ୍କ କକ୍ଷତ୍ୟାଗ

ନୂଆଦିଲ୍ଲୀ,୧୧ା୭(ପି.ଟି.): କର୍ନାଟକର ରାଜନୈତିକ ଘଟଣାକ୍ରମକୁ ନେଇ କ୍ରମାଗତ ତୃତୀୟ ଦିନ ଧରି ପାର୍ଲାମେଣ୍ଟର ଉଭୟ ଗୃହ ସରଗରମ ହୋଇଛି। ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଶୂନ୍ୟକାଳରେ କହିଥିଲେ, କର୍ନାଟକରେ ଗଣତନ୍ତ୍ରକୁ ହତ୍ୟା କରାଯାଉଛି। ଏହାସହ ସରକାରର...

ଆର୍ବିଟ୍ରେଶନ୍‌ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୧୧ା୭(ପି.ଟି.): ଆନୁଷ୍ଠାନିକ ଘରୋଇ ତଥା ଅନ୍ତର୍ଜାତୀୟ ମଧ୍ୟସ୍ଥତା ପାଇଁ ଏକ ସ୍ବାଧୀନ ତଥା ସ୍ବୟଂଚାଳିତ ସଂସ୍ଥା ଗଠନ ଲାଗି ଅଣାଯାଇଥିବା ବିଲ୍‌ ଲୋକ ସଭାରେ ବୁଧବାର ଗୃହୀତ ହୋଇଯାଇଛି। ନୂଆଦିଲ୍ଲୀ ଅନ୍ତର୍ଜାତୀୟ ଆର୍ବିଟ୍ରେଶନ୍‌ ସେଣ୍ଟର (ଏନ୍‌ଡିଆଇଏସି) ବିଲ୍‌, ୨୦୧୯ ଆଇନରେ...

ହୋଟେଲରେ ହାଇଡ୍ରାମା: ୧୪୪ ଧାରା

ବେଙ୍ଗାଲୁରୁ/ମୁମ୍ବାଇ,୧୧ା୭(ପି.ଟି.): କର୍ନାଟକର ବିଦ୍ରୋହୀ ବିଧାୟକମାନେ ରହିଥିବା ମୁମ୍ବାଇର ଏକ ବିଳାସପୂର୍ଣ୍ଣ ହୋଟେଲ ବାହାରେ ବୁଧବାର ହାଇଡ୍ରାମା ଦେଖିବାକୁ ମିଳିଛି। ମନ୍ତ୍ରୀ ଡି.କେ. ଶିବକୁମାରଙ୍କୁ ବିଧାୟକଙ୍କ ସହ ସାକ୍ଷାତ୍‌ କରାଇ ଦିଆ ନ ଯାଇ ଅଟକ ରଖାଯାଇଛି। ସେହିପରି ବେଙ୍ଗାଲୁରୁରେ ରାଜଭବନ...

ଗୋଆରେ କଂଗ୍ରେସକୁ ଝଟକା

ପଣଜୀ,୧୧ା୭: ଜାତୀୟସ୍ତରରେ ନେତୃତ୍ୱ ସଙ୍କଟ ଦେଇ ଗତି କରୁଥିବା କଂଗ୍ରେସ ଆକାଶରେ ଯେମିତି କଳାବାଦଲ ଘୋଟି ଆସିଛି। କର୍ନାଟକ କଂଗ୍ରେସ ବିଧାୟକମାନେ ଇସ୍ତଫା ଦେଇ କୁମାରସ୍ବାମୀ ସରକାରଙ୍କ ସମ୍ଭାବ୍ୟ ପତନର କାରଣ ସାଜିଥିବାବେଳେ ଗୋଆରେ ମଧ୍ୟ ଏବେ ସମାନ ପରିସ୍ଥିତି...

ପରାଜୟରେ ମୋଦି ନିରାଶ

ନୂଆଦିଲ୍ଲୀ, ୧୧।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ର ଏକ ହାଇଭୋଲଟେଜ ସେମିଫାଇନାଲ ମ୍ୟାଚ୍‌ରେ ବୁଧବାର ଭାରତୀୟ ଦଳ ୧୮ ରନରେ ନ୍ୟୁଜିଲାଣ୍ଡ ନିକଟରୁ ପରାସ୍ତ ହୋଇ ପ୍ରତିଯୋଗିତାରୁ ବିଦାୟ ନେଇଛି। ଭାରତୀୟ ଦଳର ପରାଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

କଂଗ୍ରେସର ଆଉ ୨ ବିଧାୟକ ଦେଲେ ଇସ୍ତଫା

ବେଙ୍ଗାଲୁର,୧୦।୭: କର୍ନାଟକରେ କଂଗ୍ରେସ ଓ ଜେଡି(ଏସ୍‌) ମେଣ୍ଟ ସରକାରକୁ ପୁଣି ଥରେ ଝଟକା ଲାଗିଛି। ବୁଧବାର କଂଗ୍ରେସର ଆଉ ୨ ଜଣ ବିଧାୟକ ଇସ୍ତଫା ଦେଇଛନ୍ତି। ବିଧାୟକ ଏମ୍‌.ଟି.ବି. ନାଗରାଜ ଓ କେ.ସୁଧାକର ବିଧାନସଭା ବାଚସ୍ପତିଙ୍କୁ ନିଜର ଇସ୍ତଫା ପତ୍ର...

ପୋଲିସ ହେପାଜତରେ କର୍ନାଟକ ମନ୍ତ୍ରୀ

ମୁମ୍ବାଇ,୧୦।୭: କର୍ନାଟକରେ ରାଜନୈତିକ ସଙ୍କଟ ଥମିବାର ନାଁ ଧରୁନି। ବିଦ୍ରୋହୀ ବିଧାୟକଙ୍କୁ ମନାଇବାକୁ ମୁମ୍ବାଇରେ ପହଞ୍ଚିଥିବା ମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଡି.କେ. ଶିବକୁମାରଙ୍କୁ ପୋଲିସ ହେପାଜତକୁ ନେଇଛି। ସୂଚନାଯୋଗ୍ୟ, ମେଣ୍ଟ ସରକାରରୁ ଇସ୍ତଫା ଦେଇଥିବା କଂଗ୍ରେସ ଓ...

କ୍ଲବରେ ଯୋଗ କରୁଛନ୍ତି ଜେଡିଏସ ନେତା

ନୂଆଦିଲ୍ଲୀ: କର୍ନାଟକରେ ସୃଷ୍ଟି ହୋଇଥିବା କ୍ଷମତା ଯୁଦ୍ଧ ବୁଧବାର ମଧ୍ୟ ଜାରି ରହିଛି। ସରକାର ବଞ୍ଚାଇବା ପାଇଁ କଂଗ୍ରେସ ଓ ଜେଡିଏସ ପ୍ରାଣମୂର୍ଚ୍ଛା ଉଦ୍ୟମ କରୁଥିଲେ ହେଁ ଗୋଟିଏ ପରେ ଗୋଟିଏ ଝଟକା ସେମାନଙ୍କୁ ପୂରା ଦୋହଲାଇ ଦେଇଛି। ପ୍ରତି...

ରାହୁଲଙ୍କ ଟୁଇଟର ଫଲୋଅର୍ସଙ୍କ ସଂଖ୍ୟା ୧ କୋଟିରେ ପହଞ୍ଚିଲା: ଆମେଠି ଲୋକଙ୍କ ସହ ମନାଇବେ ଉତ୍ସବ

ନୂଆଦିଲ୍ଲୀ, ୧୦।୭: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଟୁଇଟର ଫଲୋଅର୍ସ ସଂଖ୍ୟା ୧ କୋଟି ଟପିଛିି। ଲୋକ ସଭା ନିର୍ବାଚନରେ ପରାସ୍ତ ହେବା ପରେ ପ୍ରଥମଥର ପାଇଁ ନିଜ ସଂସଦୀୟ କ୍ଷେତ୍ର ଆମେଠି ଯାଇଛନ୍ତି ରାହୁଲ। ଟୁଇଟରରୁ ଏଭଳି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri