ଜାତୀୟ

ମେଡିକାଲ ଶିକ୍ଷାର୍ଥୀଙ୍କ ଫିଟନେସ୍‌ ପାଇଁ ପିଡୋମିଟର ସଫ୍ଟଓ୍ବେରରେ ହେବ ମନିଟରିଂ

ଜୟପୁର,୬।୬: ମେଡିକାଲ ଶିକ୍ଷାର୍ଥୀଙ୍କ ଫିଟନେସ୍‌ ପାଇଁ ରାଜସ୍ଥାନର କେତେକ ମେଡିକାଲ କଲେଜ୍‌ରେ ଶିକ୍ଷାର୍ଥୀଙ୍କ ମନିଟରିଂ ପିଡୋମିଟର ସଫ୍ଟଓ୍ବେର ଦ୍ୱାରା ସମ୍ପନ୍ନ ହେବ। ଏଥିରେ ଅଜମେର, ଯୋଧପୁର, ଉଦୟପୁର, ବିକାନେର. କୋଟା, ଝାଳାଓ୍ବାଡ୍‌ ଆଦି ଠାରେ ଥିବା ମେଡିକାଲ କଲେଜର ଶିକ୍ଷାର୍ଥୀ...

କେରଳରେ ପୁଣି ୨ ନିପା ରୋଗୀ ଚିହ୍ନଟ

ଥିରୁଭାନନ୍ତପୁରମ, ୬।୬: କେରଳକୁ ପୁଣି ଫେରିଛି ନିପା ଭାଇରସ। ନିପା ଆକ୍ରାନ୍ତ ସନ୍ଦେହରେ ପୁଣି ଦୁଇଜଣ ରୋଗୀଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରୀକ୍ଷା ପରେ ତାଙ୍କର ରିପୋଟ ପଜେଟିଭ ଆସିଛି। ଏନେଇ ବିଧିବଦ୍ଧ ଭାବେ ସୂଚନା ଦେଇଛନ୍ତି କେରଳ...

ଏନ୍‌ଆଇଏ କୋର୍ଟରେ ହାଜର ପୂର୍ବରୁ ପ୍ରଜ୍ଞା ଠାକୁର ହସ୍ପିଟାଲରେ ଭର୍ତ୍ତି

ଭୋପାଳ,୬।୬: ଏନ୍‌ଆଇଏ କୋର୍ଟରେ ହାଜର ହେବା ପୂର୍ବରୁ ମଧ୍ୟପ୍ରଦେଶ ଭୋପାଳ ଏମ୍‌ପି ପ୍ରଜ୍ଞା ଠାକୁରଙ୍କୁ ସ୍ବାସ୍ଥ୍ୟଗତ କାରଣରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜୁନ୍‌ ୩ରେ ତାଙ୍କୁ ଗୁରୁବାର କୋର୍ଟରେ ହାଜର ପାଇଁ ନିର୍ଦ୍ଦେଶ ଜାରି ହୋଇଥିଲା। ପ୍ରଜ୍ଞାଙ୍କ ରକ୍ତଚାପ ବଢ଼ିବା...

ଗେହଲଟଙ୍କୁ ହଟାଇବା ପାଇଁ କଂଗ୍ରେସ ବିଧାୟକଙ୍କ ଦାବି

ଜୟପୁର,୬ା୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କୁ ହଟାଇ ସଚିନ୍‌ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ କଂଗ୍ରେସ ବିଧାୟକ ପୃଥ୍ବୀରାଜ ମୀନା ଦାବି କରିଛନ୍ତି। ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟକୁ ନେଇ ଗେହଲଟଙ୍କ ବିରୋଧରେ ତୋଡା ଭୀମ ଆସନର ବିଧାୟକ...

ବାଂଲାଦେଶ ସୀମାରେ ମିଠା ଦିଆନିଆ

ଅଗରତାଲା/ଅଜଓ୍ବଲ,୬ା୬(ପି.ଟି.): ପବିତ୍ର ଇଦ୍‌-ଉଲ୍‌-ଫିତର ପାଳନ ଅବସରରେ ବୁଧବାର ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ଏବଂ ବାଂଲାଦେଶ ସୀମା ଗାର୍ଡ (ବିଜିବି) ମଧ୍ୟରେ ମିଷ୍ଟାନ୍ନ ଆଦାନ ପ୍ରଦାନ କରାଯାଇଛି। ଉଭୟ ପକ୍ଷ ମିଠା ଓ ଫୁଲ ଦେଇ ପରସ୍ପରକୁ ଅଭିନନ୍ଦନ ଜଣାଇଛନ୍ତି।...

ପଶ୍ଚିମବଙ୍ଗରେ ସ୍ଲୋଗାନ ଯୁଦ୍ଧ

କୋଲକାତା,୬ା୬: ଲୋକ ସଭା ନିର୍ବାଚନ ଶେଷ ହୋଇଥିଲେ ମଧ୍ୟ ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ ଭାଜପା ମଧ୍ୟରେ ବିବାଦ ଶେଷ ହେବାର ନାଁ ନେଉନାହିଁ। ଏବେ ସ୍ଲୋଗାନକୁ ନେଇ ଦୁଇ ଦଳ ମୁହାଁମୁହିଁ ହୋଇଛନ୍ତି। ଭାଜପାର ଜୟ ଶ୍ରୀରାମ...

ଟିଏମ୍‌ସି ନେତାଙ୍କୁ ହତ୍ୟା

କୋଲକାତା,୬ା୬: ଉତ୍ତର କୋଲକାତାର ନିମଟାଠାରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ଜଣେ ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଏହି ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ହତ୍ୟାକାଣ୍ଡ ଲାଗି ଭାଜପା ଓ ଟିଏମ୍‌ସି ପରସ୍ପରକୁ ଦୋଷ ଦେଇଛନ୍ତି। ମଙ୍ଗଳବାର ରାତି ସାଢ଼େ ୭ଟା...

ଥମୁନି ଭାଷା ବିବାଦ

ଲକ୍ଷ୍ନୌ,୬ା୬(ପି.ଟି.): କେନ୍ଦ୍ର ସରକାରଙ୍କ ତ୍ରିଭାଷୀ ସୂତ୍ରକୁ ଜୋରଦାର ବିରୋଧ ପରେ ସମସ୍ତ କେନ୍ଦ୍ରୀୟ ସରକାରୀ କାର୍ଯ୍ୟାଳୟରେ ତାମିଲକୁ ସରକାରୀ ଭାଷା ଭାବେ ବ୍ୟବହାର କରିବା ଲାଗି ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନ ବୁଧବାର ଦାବି କରିଛନ୍ତି। ଅନ୍ୟପକ୍ଷରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ...

ଭାରତରେ ବଢ଼ୁଛି ବାୟୁ ପ୍ରଦୂଷଣ: ବର୍ଷକୁ ନେଉଛି ଲକ୍ଷେ ଶିଶୁଙ୍କ ଜୀବନ

ନୂଆଦିଲ୍ଲୀ,୬ା୬: ବାୟୁ ପ୍ରଦୂଷଣର ମାତ୍ରା ବୃଦ୍ଧି ଏବେ ପରିବେଶକୁ ବିଗାଡ଼ିଦେଲାଣି। ଏଥିଯୋଗୁ ପ୍ରତିବର୍ଷ ଭାରତରେ ୫ ବର୍ଷରୁ କମ୍‌ ବୟସର ପ୍ରାୟ ୧ ଲକ୍ଷ ଶିଶୁ ପ୍ରାଣ ହରାଉଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଦେଶରେ ୧୨.୫ ପ୍ରତିଶତ ମୃତ୍ୟୁ ଏଥିଯୋଗୁ...

୩ ନୂଆ କ୍ୟାବିନେଟ କମିଟି ଗଠିତ: ବିକାଶ, ନିଯୁକ୍ତି, ସୁରକ୍ଷାକୁ ଗୁରୁତ୍ୱ

ନୂଆଦିଲ୍ଲୀ,୬ା୬ : ଦେଶରେ ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରି ନୂତନ କର୍ମନିଯୁକ୍ତି ସୃଷ୍ଟି କରିବା ଉଦ୍ଦେଶ୍ୟରେ ପଦକ୍ଷେପ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସରକାର। ଏଥିସହ ଜାତୀୟ ନିରାପତ୍ତାକୁ ମଧ୍ୟ ସରକାର...

ପରଲୋକରେ ଉତ୍ତରାଖଣ୍ଡ ଅର୍ଥମନ୍ତ୍ରୀ

ଡେରାଡୁନ,୫।୬: ଉତ୍ତରାଖଣ୍ଡର ଅର୍ଥମନ୍ତ୍ରୀ ପ୍ରକାଶ ପନ୍ତଙ୍କ ବୁଧବାର ପରଲୋକ ଘଟିଛି। ଦୀର୍ଘ ଦିନରୁ ଅସୁସ୍ଥ ଥିବା ପ୍ରକାଶ ଆମେରିକାର ୟୁନିଭର୍ସିଟି ଅଫ୍‌ ଟେକ୍ସାସ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ବେଳେ ତାଙ୍କର ମୃତ୍ୟୁ ହୋଇଛି। ପନ୍ତଙ୍କ ମୃତ୍ୟୁକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

୩ଶହ ଟନର ବିଶାଳକାୟ ବିଷ୍ଣୁଙ୍କ ପ୍ରତିମା

ବେଙ୍ଗାଲୁରୁ,୫।୬: ବେଙ୍ଗାଲୁରୁର ବିବେକାସ୍ବାମୀ ନଗରରେ ଥିବା କୋଠାନ୍ଦ୍ରମାସ୍ବାମୀ ମନ୍ଦିର ପରିସରରେ ଖୁବ ଶୀଘ୍ର ସ୍ଥାପନ କରାଯିବ ବିଷ୍ଣୁଙ୍କର ବିଶାଳ ପ୍ରତିମା। ମୂର୍ତ୍ତିଟିର ଉଚ୍ଚତା ୬୪ ଫୁଟ ରହିଥିବା ବେଳେ ଏହାର ଲମ୍ବ ୨୬ ଫୁଟ ରହିଛି। ଆଉ ଏହାର ଓଜନ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri