ଜାତୀୟ

ନବ ନିର୍ବାଚିତ ଏମ୍‌ପିଙ୍କୁ ଟିପ୍ସ ଦେଲେ ସୋନିଆ, ରାହୁଲ

ନୂଆଦିଲ୍ଲୀ,୯।୭: କଂଗ୍ରେସର ନବ ନିର୍ବାଚିତ ଏମ୍‌ପିଙ୍କୁ ସଂସଦୀୟ କାର୍ଯ୍ୟକାରିଣୀ ଓ ସଂସଦରେ ଭାଗନେବାକୁ ନେଇ ଗ୍ରୁମିଙ୍ଗ କ୍ଲାସ ନେଇଛନ୍ତି ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। କଂଗ୍ରେସର ଓ୍ବାର ରୁମ୍‌ ଅର୍ଥାତ୍‌ ୧୫...

କାମୁଡିଥିବା ସାପକୁ ନେଇ ଡାକ୍ତରଖାନାରେ ପହଞ୍ଚିଲେ ମହିଳା

ମୁମ୍ବାଇ, ୯।୭: ମୁମ୍ବାଇର ସୋନେଇ ବସ୍ତିରେ ଏକ ଅଭାବନୀୟ ଘଟଣା ଘଟିଛି। ରାତିରେ ଶୋଇଥିଲାବେଳେ ଜଣେ ମହିଳା ଏବଂ ତାଙ୍କ ଝିଅକୁ ସାପ କାମୁଡିଦେଇଥିଲା। ଉକ୍ତ ସାପକୁ ଧରି ମହିଳା ଜଣଙ୍କ ଚିକିତ୍ସା ପାଇଁ ଡାକ୍ତରଖାନାରେ ପହଞ୍ଚିଥିଲେ। ଡାକ୍ତର ଜୀଅନ୍ତା...

ବିବାହ ପରେ ବି ପ୍ରେମରେ ପଡିଥିଲେ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ

ବଲିଉଡ୍‌ ପ୍ରେମ କାହାଣୀ ଯେତିକି ରୋଚକପୂର୍ଣ୍ଣ ଭାରତୀୟ ରାଜନେତାଙ୍କ ପ୍ରେମ କାହାଣୀ ମଧ୍ୟ ସେତିକି ରୋମାଞ୍ଚକର। ଏଠି ଅଧିକାଂଶ ନେତା ପ୍ରେମରେ ପଡି ଆସିଛନ୍ତି ଚର୍ଚ୍ଚାକୁ। ସେମିତି ଜଣେ ରାଜନେତା ହେଉଛନ୍ତି ବର୍ତ୍ତମାନ ପଞ୍ଜାବର ମୁଖ୍ୟମନ୍ତ୍ରୀ ଥିବା କ୍ୟାପଟେନ୍‌ ଅମରିନ୍ଦର...

‘ଓପନ’ ହ୍ବାଟସ୍‌ଆପ୍‌ ଗ୍ରୁପ୍‌ରେ ଯୋଗ ନ ଦେବାକୁ ସେନା ଜାରି କଲା ସତର୍କ ସୂଚନା

ନୂଆଦିଲ୍ଲୀ,୯।୭: ଭାରତୀୟ ସେନା ପକ୍ଷରୁ ଏହାର ଯବାନ ଏବଂ ଅଫିସରଙ୍କ ପାଇଁ ଏକ ସତର୍କ ସୂଚନା ଜାରି ହୋଇଛି। ‘ଓପନ’ ହ୍ବାଟସ୍‌ଆପ୍‌ ଗ୍ରୁପ୍‌ରେ ଯୋଗ ନ ଦେବାକୁ ଏଥିରେ ପରାମର୍ଶ ଦିଆଯାଇଛି। ଏଭଳି ଗ୍ରୁପ୍‌ର ସଦସ୍ୟ ସଂଖ୍ୟା ଅଧିକ ରହୁଥିବାବେଳେ...

ଫେବୃୟାରୀରେ ବାୟୁସେନାକୁ ମିଳିବ ୪ ଚିନୁକ୍‌ ହେଲିକପ୍ଟର

ନୂଆଦିଲ୍ଲୀ,୯।୭: ଫେବୃୟାରୀରେ ଭାରତୀୟ ବାୟୁସେନାକୁ ୪ ଶକ୍ତିଶାଳୀ ସିଏଚ୍‌-୪୭ ଚିନୁକ୍‌ ହେଲିକପ୍ଟର ମିଳିବ। ଏନେଇ ଆମେରିକା ପକ୍ଷରୁ ସୂଚନା ଦିଆଯାଇଛି। ଏହା ଗୁଜରାଟର ମୁନ୍ଦ୍ରା ବନ୍ଦରରେ ପହଞ୍ଚିବ। ୨୦୧୫ରେ ଭାରତ ୧୫ ଚିନୁକ୍‌ ସହିତ ୨୨ଟି ଆପାଚେ ହେଲିକପ୍ଟର ପାଇଁ...

‘ଆର୍ଟିକିଲ୍‌ ୧୫’: ଆବେଦନ ଅଗ୍ରାହ୍ୟ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୭: ବଲିଉଡ୍‌ ଫିଲ୍ମ ‘ଆର୍ଟିକିଲ୍‌ ୧୫’ର ପ୍ରମାଣପତ୍ର ବାତିଲ ଲାଗି ହୋଇଥିବା ଆବେଦନକୁ ସୁପ୍ରିମ କୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି। ଜଷ୍ଟିସ ଏସ୍‌.ଏ. ବୋବ୍‌ଡେ ଏବଂ ବି.ଆର. ଗାଭାଇଙ୍କୁ ନେଇ ଗଠିତ ଖଣ୍ଡପୀଠ ପକ୍ଷରୁ କୁହାଯାଇଛି, ଫିଲ୍ମର ଟାଇଟଲ୍‌ ପରିବର୍ତ୍ତନ ଏବଂ...

ପ୍ରଧାନମନ୍ତ୍ରୀଙ୍କ ପାଇଁ ଗୀତ ଗାଇଲେ ଗୀତା ରାବାରୀ

ନୂଆଦିଲ୍ଲୀ,୯ା୭: ଗୁଜରାଟୀ ଲୋକଗାୟିକା ଗୀତା ରାବାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପାର୍ଲାମେଣ୍ଟରେ ସାକ୍ଷାତ୍‌ କରି ଏକ ଲୋକସଂଗୀତ ଗାଇଛନ୍ତି। ଗୀତା ମାଲଧାରୀ ସମ୍ପ୍ରଦାୟର। ସେ କହନ୍ତି, ତାଙ୍କ ପିତା ଏକ ପୋଷ୍ଟକାର୍ଡ ପାଇଥିଲେ, ଯେଉଁଥିରେ ଲେଖାଥିଲା ‘ବେଟି ବଚାଓ, ବେଟି...

୨୫ ଗୋଚାଲାଣକାରୀଙ୍କୁ ଆକ୍ରମଣ

ଖଣ୍ଡଓ୍ବା,୯ା୭ (ପି.ଟି.): ମଧ୍ୟପ୍ରଦେଶର ଖଣ୍ଡଓ୍ବା ଜିଲାରେ ୨୫ ଜଣ ଗୋଚାଲାଣକାରୀଙ୍କୁ ସ୍ଥାନୀୟ ଲୋକେ ବାନ୍ଧି ମାଡ଼ମାରିବା ସହ ସେମାନଙ୍କୁ ଜୋରଜବରଦସ୍ତ ‘ଗୋ ମାତା କି ଜୟ’ କହିବାକୁ ବାଧ୍ୟ କରିଥିବା ଜଣାପଡ଼ିଛି। ଏନେଇ ଭିଡିଓ ଭାଇରାଲ ହେବା ପରେ ପ୍ରଶାସନର...

ସବୁ ଜିଲାରେ ମାନବାଧିକାର କୋର୍ଟ ପ୍ରତିଷ୍ଠା ଆବେଦନ: କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୭(ପି.ଟି.): ପ୍ରତି ଜିଲାରେ ମାନବାଧିକାର ଅଦାଲତ ସ୍ଥାପନ ପାଇଁ କରାଯାଇଥିବା ଏକ ଆବେଦନକୁ ସୁପ୍ରିମକୋର୍ଟ ଶୁଣାଣି ପାଇଁ ଗ୍ରହଣ କରିବା ସହ ଏଥିପାଇଁ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ, ଜଷ୍ଟିସ୍‌ ଦୀପକ ଗୁପ୍ତା ଓ...

ପାର୍ଲାମେଣ୍ଟରେ କର୍ନାଟକ ତାତି:କେନ୍ଦ୍ରକୁ ଦାୟୀ କଲା କଂଗ୍ରେସ

ନୂଆଦିଲ୍ଲୀ,୯ା୭(ପି.ଟି.): କର୍ନାଟକରେ ରାଜନୈତିକ ସଙ୍କଟ ଲାଗି ରହିଥିବାବେଳେ ଏହାକୁ ନେଇ ସୋମବାର ଲୋକ ସଭାରେ ଝଡ଼ ସୃଷ୍ଟି ହୋଇଥିଲା। କର୍ନାଟକ ସ୍ଥିତି ସହ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କର କୌଣସି ସମ୍ପର୍କ ନାହିଁ, ଦଳବଦଳ ପାଇଁ କୌଣସି ବିଧାୟକ କିମ୍ବା...

ଇରାନରେ ‘ର’ ଅଧିକାରୀଙ୍କୁ ବିପଦରେ ପକାଇଥିଲେ ଅନସାରୀ

ନୂଆଦିଲ୍ଲୀ,୯ା୭: ପୂର୍ବତନ ଉପରାଷ୍ଟ୍ରପତି ହମିଦ ଅନସାରୀଙ୍କ ବିରୋଧରେ ରିସର୍ଚ୍ଚ ଆଣ୍ଡ୍‌ ଆନାଲିସିସ୍‌ ଓ୍ବିଙ୍ଗ୍‌ (ର)ର ଜନୈକ ପୂର୍ବତନ ଅଧିକାରୀ ଗୁରୁତର ଅଭିଯୋଗ ଆଣିଛନ୍ତି। ଇରାନରେ ଅନସାରୀ ‘ର’ କାର୍ଯ୍ୟକଳାପକୁ ପଦାରେ ପକାଇ ଏହାର ଅଧିକାରୀମାନଙ୍କ ଜୀବନ ପ୍ରତି ବିପଦ ଆଣିଥିଲେ...

ଆଧାର ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୯ା୭(ପି.ଟି.): ଆଧାର ସଂଶୋଧନ ବିଲ୍‌ ସୋମବାର ପାର୍ଲାମେଣ୍ଟରେ ଗୃହୀତ ହୋଇଛି। ଫଳରେ ଜଣେ ଚାହିଁଲେ ବ୍ୟାଙ୍କ ଖାତା ଖୋଲିବା ଏବଂ ମୋବାଇଲ ସିମ୍‌ କାର୍ଡ କିଣିବାରେ ଆଧାରକୁ ପରିଚୟ ପ୍ରମାଣ ଭାବେ ବ୍ୟବହାର କରିପାରିବେ। ଆଧାର ଓ ଅନ୍ୟାନ୍ୟ ଆଇନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri