ଜାତୀୟ

ସାଇକେଲ-ହାତୀ ଗଲେ ଦୂରେଇ: ୧୧୨ ଦିନରେ ମେଣ୍ଟରେ ଫାଟ

ଲକ୍ଷ୍ନୌ୍‌,୪।୬: ଏସ୍‌ପି-ବିଏସ୍‌ପି ମେଣ୍ଟକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭବିଷ୍ୟବାଣୀ ସତ ହୋଇଛି। ମାତ୍ର ୧୧୨ ଦିନର ମେଣ୍ଟରେ ଫାଟ ବଢ଼ିବାରେ ଲାଗିଛି। ଆଗକୁ ଉତ୍ତରପ୍ରଦେଶରେ ହେବାକୁଥିବା ୧୧ଟି ବିଧାନସଭା ଉପନିର୍ବାଚନରେ ଏସ୍‌ପି ଏବଂ ବିଏସ୍‌ପି ଅଲଗା ଅଲଗା ଲଢ଼ିବେ...

ହସ୍ପିଟାଲରେ ରୋଗୀଙ୍କୁ ପିଟିଲେ ଡାକ୍ତର: ଭିଡିଓ ଭାଇରାଲ

ଜୟପୁର,୪।୬: ରାଜସ୍ଥାନ ଜୟପୁରର ସଓ୍ବାଇ ମାନସିଂ ହସ୍ପିଟାଲରେ ଜଣେ ଡାକ୍ତର ରୋଗୀଙ୍କୁ ପିଟିବାର ଭିଡିଓ ଭାଇରାଲ ହୋଇଛି। ସୋମବାର ଏହି ଭିଡିଓ ଭାଇରାଲ ହେବାପରେ ରାଜସ୍ଥାନ ମାନବାଧିକାର ଆୟୋଗ ୨୫ ଜୁନ୍‌ ମଧ୍ୟରେ ଏହାର ରିପୋର୍ଟ ଦେବାକୁ ହସ୍ପିଟାଲ ପ୍ରଶାସନକୁ...

ଅପରେଶନ୍‌ ଅଲ୍‌ଆଉଟ୍‌: ହିଟ୍‌ ଲିଷ୍ଟ୍‌ରେ ୧୦ ଆତଙ୍କବାଦୀ

ଶ୍ରୀନଗର,୪।୬: ଜମ୍ମୁ-କଶ୍ମୀରକୁ ଆତଙ୍କବାଦ ମୁକ୍ତ କରାଇବା ପାଇଁ ନୂଆ ସରକାର ଆରମ୍ଭ କରିଛନ୍ତି ଯୋଜନା। ଏହି ମର୍ମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ମଧ୍ୟ ହୋଇଛି। ଅପରେଶନ୍‌ ଅଲ୍‌ଆଉଟ୍‌ ଅନ୍ତର୍ଗତ ୧୦ ଆତଙ୍କବାଦୀଙ୍କ ହିଟ୍‌ ଲିଷ୍ଟ...

କଂଗ୍ରେସରେ ଅନ୍ତଃକନ୍ଦଳ: ନିଜ ପୁଅର ପରାଜୟ ପାଇଁ ପାଇଲଟଙ୍କୁ ଦାୟୀ କଲେ ଗେହଲଟ

ଜୟପୁର,୪।୬: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ରାଜସ୍ଥାନ କଂଗ୍ରେସରେ ଅନଃକନ୍ଦଳ ଦେଖାଦେଇଛି। କଂଗ୍ରେସ ରାଜସ୍ଥାନରେ ବିଧାନସଭା ଆସନରୁ ବିଜୟ ଲାଭ କରିଥିବା ବେଳେ ଲୋକ ସଭା ପାଇଁ ଗୋଟେ ବି ଆସନ ହାତେଇ ପାରିନାହିଁ। ଯାହାକୁ ନେଇ...

୧୭ତମ ଲୋକ ସଭା ନିର୍ବାଚନ ସବୁଠାରୁ ମହଙ୍ଗା: ଖର୍ଚ୍ଚ ହୋଇଛି ୭୦ ହଜାର କୋଟି ଟଙ୍କା

ନୂଆଦିଲ୍ଲୀ,୪।୬: ଏପର୍ଯ୍ୟନ୍ତ ଯେତେ ଥର ଲୋକ ସଭା ନିର୍ବାଚନ ହୋଇଛି ସେଥିମଧ୍ୟରୁ ୧୭ ତମ ଲୋକ ସଭା ନିର୍ବାଚନ ସବୁଠାରୁ ମହଙ୍ଗା ବୋଲି କୁହାଯାଉଛି। କାରଣ ଏହି ନିର୍ବାଚନରେ ପାଖାପାଖି ୭୦ ହଜାର କୋଟି ଟଙ୍କ ଖର୍ଚ୍ଚ ହୋଇଛି ବୋଲି...

ଆସିଲେ ନାହିଁ ହସ୍ପିଟାଲର କୌଣସି କର୍ମଚାରୀ ଏକେଲା ସନ୍ତାନ ପ୍ରସବ କଲେ ମହିଳା

ନାଗପୁର,୪।୬: ମହାରାଷ୍ଟ୍ର ନାଗପୁରର ସୁକେଶ୍ରୀ ଶ୍ରୀକାନ୍ତ ନାମକ ଜଣେ ୨୩ ବର୍ଷୀୟା ମହିଳା ସନ୍ତାନ ପ୍ରସବ ପାଇଁ ସରକାରୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ହେଲେ ଠିକ୍‌ ଗର୍ଭ ଯନ୍ତ୍ରଣାରେ ସେ ବିକଳ ହୋଇ କାନ୍ଦୁଥିବା ସମୟରେ ହସ୍ପିଟାଲର କୌଣସି ଡାକ୍ତର...

ମାଲିକ ଜୀବନ ବଞ୍ଚାଇବା ପାଇଁ ବାଘ ସହିତ ଲଢ଼ିଲେ ୨ ପୋଷା କୁକୁର

ଭୋପାଳ,୪।୬: ପୋଷା କୁକୁର ମାଲିକ ଜୀବନ ବଞ୍ଚାଇବା ନୂଆ ନୁହେଁ। ଏବେ ମଧ୍ୟପ୍ରଦେଶ ସିବାନି ଜିଲାରେ ଏଭଳି ଏକ ଘଟଣା ଘଟିଛି। ସ୍ଥାନୀୟ ଜାତୀୟ ଅଭୟାରଣ୍ୟ କୁରଇ ଜଙ୍ଗଲକୁ ପଞ୍ଚମ ନାମକ ଜଣେ ଯୁବକ ଶୌଚ ହେବା ପାଇଁ ଯାଇଥିଲେ।...

୨ ମହିଳାଙ୍କୁ ପସନ୍ଦ ଆସିଲା ଗୋଟିଏ ପୋଷାକ: କିିଣିବା ପାଇଁ ଚପଲରେ ପିଟାପିଟି

ଲକ୍ଷ୍ନୌ,୪।୬: ମଣିଷ ଯେ ବେଳେବେଳେ ସାଧାରଣ କତାରେ ତାହାର ମଣିଷ ପଣିଆ ହରାଇ ବସେ ତାହାର ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶରେ। ସ୍ଥାନୀୟ ବିଜନୌରରେସ୍ଥିତ ନାଜିଆବାଦ୍‌ରେ ଏକ ପୋଷାକ ଦୋକାନରେ ୨ ଜଣ ମହିଳା ପରସ୍ପରକୁ ଚପଲରେ ପିଟିଛନ୍ତି।...

କେରଳରେ ପ୍ରଥମ ନିପା ଭାଇରସ୍‌ ରୋଗୀ ଚିହ୍ନଟ

କୋଚି,୪।୬: କେରଳରେ ପୁଣି ଥରେ ପାଦ ଦେଇଛି ନିପା ଭାଇରସ୍‌। କେରଳ ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା ଏହି ସୂଚନା ଦେଇଛନ୍ତି। ୨୩ ବର୍ଷୀୟ ଜଣେ ଛାତ୍ର ଏହି ନିପା ଭାଇରସ୍‌ରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେବେ ସୋସିଆଲ...

ଶୌଚାଳୟରେ ମହାତ୍ମା ଗାନ୍ଧୀଙ୍କ ଫଟୋ ଓ ଅଶୋକ ଚକ୍ର ଚିହ୍ନଥିବା ଟାଇଲ୍ଦ୍‌: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଲକ୍ଷ୍ନୌ,୪।୬: ଉତ୍ତରପ୍ରଦେଶରେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ଥାନୀୟ ବୁଲନ୍ଦସହରରେ ଥିବା ଏକ ସରକାରୀ ଶୌଚାଳୟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫଟୋ ଏବଂ ରାଷ୍ଟ୍ରୀୟ ଚିହ୍ନ ଅଶୋକ ଚକ୍ର ଚିତ୍ର ଥିବା ଟାଇଲ୍ସର ବ୍ୟବହାର କରାଯାଇଛି। ଏହାକୁ ନେଇ...

ଚନ୍ଦ୍ରାୟନ-୨: ସହଜ ନୁହେଁ ଯାତ୍ରା; ରହିଛି ୭ ସମସ୍ୟା

ନୂଆଦିଲ୍ଲୀ, ୪।୬: ଆଗାମୀ ଦିନରେ ଇସ୍ରୋ ପକ୍ଷରୁ ଚନ୍ଦ୍ରାୟନ-୨ ମହାକାଶକୁ ଉତ୍‌କ୍ଷେପଣ କରାଯିବାର ଯୋଜନା ରହିଛି। ତେବେ ଏହାର ସଫଳତା ବାଟରେ ୭ ସମସ୍ୟା ରହିଥିବା କୁହାଯାଉଛି। ଏହା ଜୁଲାଇ ୯ରୁ ୧୬ ମଧ୍ୟରେ ମହାକାଶକୁ ଛଡାଯିବ। ଏହାର ଉତ୍‌...

ପୁଣି ଆସିବ ତିନି ତଲାକ୍‌ ବିଲ୍‌

ନୂଆଦିଲ୍ଲୀ,୪ା୬(ପି.ଟି.)-ତତ୍କାଳ ତିନି ତଲାକ୍‌ ପ୍ରଥାକୁ ନିଷିଦ୍ଧ କରିବା ଲାଗି ସରକାର ପାର୍ଲାମେଣ୍ଟରେ ପୁଣି ଥରେ ବିଲ୍‌ ଆଣିବେ। କେନ୍ଦ୍ର ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ ସୋମବାର ଏହି ସୂଚନା ଦେଇଛନ୍ତି। ପୂର୍ବରୁ ଏହି ବିଲ୍‌ ନିମ୍ନ ସଦନରେ ଗୃହୀତ ହୋଇ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri