ଜାତୀୟ

ଅନିଶ୍ଚିତତାରେ ରାହୁଲଙ୍କ ଟିମ୍‌ ଭବିଷ୍ୟତ

ନୂଆଦିଲ୍ଲୀ,୮ା୭(ପି.ଟି.): ଲୋକ ସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ଏବଂ କ୍ରମାଗତ ଭାବେ ଅନେକ ନେତାଙ୍କ ଇସ୍ତଫା ପରେ ଦଳରେ ଏବେ ଭିନ୍ନ ହାଓ୍ବା ବହୁଛି। ରାହୁଲ ଗାନ୍ଧୀଙ୍କ ଟିମ୍‌ରେ ପ୍ରମୁଖ ଭୂମିକାରେ ଥିବା ଆଗଧାଡ଼ିର ସଦସ୍ୟମାନଙ୍କ ଭବିଷ୍ୟତ ଅନିଶ୍ଚିତତା...

ଅନୁପ୍ରବେଶ ରୋକିବ ଅପରେଶନ ସୁଦର୍ଶନ

ନୂଆଦିଲ୍ଲୀ, ୮ା୭(ପି.ଟି.): ପଞ୍ଜାବ ଓ ଜମ୍ମୁସ୍ଥିତ ପାକିସ୍ତାନ ସୀମାରେ ଅନୁପ୍ରବେଶ ନିରୋଧୀ ଗ୍ରୀଡ୍‌କୁ ଅଧିକ ମଜଭୁତ କରିବା ଲାଗି ବିଏସ୍‌ଏଫ୍‌ ପକ୍ଷରୁ ଅଭିଯାନ ଆରମ୍ଭ ହୋଇଛି। ବିଏସ୍‌ଏଫ ଉକ୍ତ ସୀମାନ୍ତକୁ ଏହାର ସମସ୍ତ ବରିଷ୍ଠ ପଦାଧିକାରୀଙ୍କ ସମେତ ହଜାର ହଜାର...

ଭିଡ଼ହିଂସାରୁ ବର୍ତ୍ତିବା ଲାଗି : ନାମ ବଦଳାଇବେ ମୁସଲ୍‌ମାନ ଅଧିକାରୀ

ଭୋପାଳ,୮ା୭: ଦେଶରେ ଭିଡ଼ହିଂସା ବଢିବାରେ ଲାଗିଛି। ଏଭଳି ହିଂସାକାଣ୍ଡରୁ ନିଜକୁ ରକ୍ଷାକରିବା ଲାଗି ମଧ୍ୟପ୍ରଦେଶର ଜଣେ ମୁସଲମାନ ସମ୍ପ୍ରଦାୟର ସରକାରୀ ଅଧିକାରୀ ନିଜ ନାମ ବଦଳାଇ ଦେବାକୁ ସ୍ଥିର କରିଛନ୍ତି। ବରିଷ୍ଠ ପ୍ରଶାସନିକ ଅଧିକାରୀଭାବେ କାର୍ଯ୍ୟରତ ନିୟାଜ୍‌ ଖାନ ଏନେଇ...

ଭାଜପା ଏମ୍‌ପିଙ୍କ ବିମାନରେ ମୁମ୍ବାଇ ଯାଇଛନ୍ତି ଅସନ୍ତୁଷ୍ଟ ବିଧାୟକ

ବେଙ୍ଗାଲୁରୁ,୮ା୭(ପି.ଟି.): କର୍ନାଟକର ଅସନ୍ତୁଷ୍ଟ କଂଗ୍ରେସ ଏବଂ ଜେଡିଏସ୍‌ ବିଧାୟକମାନେ ଇସ୍ତଫା ଦେବା ପରେ ଯେଉଁ ଚାର୍ଟାର୍ଡ ବିମାନରେ ମୁମ୍ବାଇ ଯାଇଛନ୍ତି, ତାହା ଭାଜପାର ରାଜ୍ୟ ସଭା ସଦସ୍ୟ ରାଜୀବ ଚନ୍ଦ୍ରଶେଖରଙ୍କର ବୋଲି ସୂତ୍ରରୁ ଜଣାପଡ଼ିଛି। ଜୁପିଟର କ୍ୟାପିଟାଲ ପ୍ରାଇଭେଟ ଲିମିଟେଡ୍‌ର...

ଭୟରେ ଛତ୍ରଭଙ୍ଗ

ନୂଆଦିଲ୍ଲୀ,୮ା୭(ପି.ଟି.): ପୁଲ୍‌ଓ୍ବାମାରେ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ଆତଙ୍କବାଦୀଙ୍କ ଆତ୍ମଘାତୀ ଆକ୍ରମଣରେ ୪୦ରୁ ଊର୍ଦ୍ଧ୍ୱ ସିଆର୍‌ପିଏଫ୍‌ ଯବାନ ଶହୀଦ ହେବା ପରେ ଭାରତୀୟ ବାୟୁସେନା ଫେବୃୟାରୀ ୨୬ରେ ବାଲାକୋଟରେ ଥିତ୍ବା ସେମାନଙ୍କ ପ୍ରଶିକ୍ଷଣ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌ କରିଥିଲା। ଏହା ପରେ ପାକିସ୍ତାନୀ...

ପଦରୁ ଇସ୍ତଫା ଦେଲେ ମିଲିନ୍ଦ, ଜ୍ୟୋତିରାଦିତ୍ୟ

ନୂଆଦିଲ୍ଲୀ,୮ା୭(ପି.ଟି.): କଂଗ୍ରେସ ଦଳରେ ନେତୃତ୍ୱ ସଙ୍କଟ ଦେଖାଦେଇଥିବାବେଳେ ରବିବାର ମିଲିନ୍ଦ ଦେଓରା ଏବଂ ଜ୍ୟୋତିରାଦିତ୍ୟ ସିନ୍ଧିଆ ସାଂଗଠନିକ ପଦରୁ ଇସ୍ତଫା ଦେଇଛନ୍ତି। ମୁମ୍ବାଇ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଇଥିବା ମିଲିନ୍ଦ ଦଳକୁ କେନ୍ଦ୍ରୀୟ ସ୍ତରରେ ମଜଭୁତ କରିବା ଦିଗରେ...

ବାଚସ୍ପତିଙ୍କ କୋର୍ଟରେ ବଲ୍‌

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୮ା୭: କର୍ନାଟକରେ ଶାସକ କଂଗ୍ରେସ ଓ ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ମେଣ୍ଟର ବିଧାୟକମାନେ ଇସ୍ତଫା ଦେବା ପରେ ତେରମାସିଆ ସରକାର ଉପରେ ଘନକଳାବାଦଲ ଉଠିଛି। ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ରବିବାର ରାତିରେ ଆମେରିକାରୁ ଫେରିବା ପରେ ଏହି ସଙ୍କଟକୁ...

ଆମେରିକାଠାରୁ ତୋପ କିଣିବ ଭାରତ

ନୂଆଦିଲ୍ଲୀ,୭।୭: ପାକିସ୍ତାନ ଲଗାତର ଜମ୍ମକଶ୍ମୀରରେ ସୀମା ଉଲ୍ଲଂଘନ କରୁଥିବା ନଜିର ରହିଛି। ଏବେ ପାକିସ୍ତାନକୁ ଉଚିତ୍‌ ଜବାବ ଦେବା ପାଇଁ ଭାରତ ପ୍ରସ୍ତୁତି ଆରମ୍ଭ କରିଛି। ନିୟନ୍ତ୍ରଣ ରେଖାରେ ପ୍ରୟୋଗ ପାଇଁ ଭାରତ ଆମେରିକାଠାରୁ ତୋପ କିଣିବ ବୋଲି ସୂଚନା...

ମେଣ୍ଟ ସରକାର ବଞ୍ଚାଇବାକୁ କୁମାରସ୍ବାମୀଙ୍କ କସରତ: ଡାକିଲେ ବୈଠକ

ବେଙ୍ଗାଲୁରୁ,୭।୭: କଂଗ୍ରେସ-ଜେଡିଏସର ୧୧ ବିଧାୟକ ଶନିବାର ଇସ୍ତଫା ଦେବା ପରେ ଅଡ଼ୁଆରେ ପଡିଯାଇଛି କର୍ନାଟକର ମେଣ୍ଟ ସରକାର। ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ ଆମେରିକା ଗସ୍ତରେ ଥିବାବେଳେ ଏଭଳି ଘଟଣା ଘଟିଛି। ଫଳରେ ସରକାର ଗଢ଼ିବା ପାଇଁ ରାଜନୀତି ଆରମ୍ଭ ହୋଇଛି।...

ଅମରନାଥ ଯାତ୍ରା ନାଁରେ କଶ୍ମୀର ଲୋକଙ୍କୁ ହଇରାଣ କରା ନ ଯାଉ: ମେହବୁବା ମୁଫତି

ଶ୍ରୀନଗର, ୭।୭: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ଅମରନାଥ ଯାତ୍ରାକୁ ନେଇ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଅମରନାଥ ଯାତ୍ରାକୁ ମୁଁ ସମର୍ଥନ କରୁଛି। କିନ୍ତୁ ଏହି ଯାତ୍ରାର ସୁରକ୍ଷା ନାଁରେ କଶ୍ମୀର ଲୋକଙ୍କୁ ପ୍ରବଳ...

ପଦ ଛାଡିଲେ ଜ୍ୟୋର୍ତିଆଦିତ୍ୟ ସିନ୍ଧିଆ

ଭୋପାଳ, ୭।୭: ଗତ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସରେ ଜାରି ରହିଥିବା ଇସ୍ତଫା କ୍ରମରେ ସାମିଲ ହୋଇଛନ୍ତି ଜ୍ୟୋର୍ତିଆଦିତ୍ୟ ସିନ୍ଧିଆ। କଂଗ୍ରେସ ଜାଜୀୟ ସାଧାରଣ ସଚିବ ପଦରୁ ସେ ରବିବାର ଇସ୍ତଫା ଦେଇଛନ୍ତି। ଟୁଇଟ୍‌ କରି...

ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଆତଙ୍କ: ଗଲାଣି ୫୦ ଜଣଙ୍କ ଜୀବନ

ଗୁଆହାଟି,୭ା୭: ଆସାମରେ ଜାପାନିଜ୍‌ ଏନ୍‌ସେଫାଲାଇଟିସ୍‌ ଆତଙ୍କ ଦେଖାଦେଇଛି। ଏଥିଯୋଗୁ ୫୦ ଜଣଙ୍କ ଜୀବନ ଗଲାଣି ବୋଲି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା ପ୍ରକାଶ କରିଛନ୍ତି। ଜୁଲାଇ ୫ ତାରିଖ ସୁଦ୍ଧା ମୋଟ ୧୯୦ ଏଭଳି ମାମଲା ହସ୍ତଗତ ହୋଇଥିବା ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri