ଜାତୀୟ

ପ୍ରବଳ ତାତି: ତେଲେଙ୍ଗାନାରେ ଅଂଶୁଘାତ ମୃତ୍ୟୁ ସଂଖ୍ୟା ୮୮ରେ ପହଞ୍ଚିଲା

ହାଇଦ୍ରାବାଦ୍‌, ୨।୬:ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ଦିନକୁ ଦିନ ତାପମାତ୍ରା ବୃଦ୍ଧିଯୋଗୁ ଦେଶରେ ଅଂଶୁଘାତ ଜନିତ ମୃତ୍ୟୁସଂଖ୍ୟା ବଢିବାରେ ଲାଗିଛି। ଏଯାବତ୍‌ ତେଲେଙ୍ଗାନାରେ ଅଂଶୁଘାତ ମୃତ୍ୟୁସଂଖ୍ୟା ସର୍ବାଧିକ ୮୮ରେ ପହଞ୍ଚିଥିବାବେଳେ ଆନ୍ଧ୍ରପ୍ରଦେଶରେ ୬୭, କେରଳରେ ୧୫ ଏବଂ ମହାରାଷ୍ଟ୍ର ୭ଜଣଙ୍କ ମୃତ୍ୟୁ...

ବିବାହ ବେଦୀରେ ବିଷ ପିଇଲେ କନ୍ୟା

କନୌଜ,୨।୬: ଉତ୍ତର ପ୍ରଦେଶର କନୌଜରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିବାହ ବେଦୀରେ କନ୍ୟା ବିଷ ପିଇବା ଓ ବର ପକ୍ଷ ଲୋକଙ୍କୁ ପୋଲିସ ବାନ୍ଧିନେବା ଭଳି ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। କନୌଜ ଧିରପୁର ଗାଁର ବିପିନ...

ଦେବୀ ସରସ୍ବତୀଙ୍କୁ ଅପମାନ କରି ପ୍ରିନ୍ସପାଲ୍‌ ଗିରଫ

ଭୋପାଳ, ୨।୬: ମଧ୍ୟ ପ୍ରଦେଶର ଭୋପାଳରେ ଦେବୀ ସରସ୍ବତୀଙ୍କୁ ଅପମାନ କରିବା ଅଭିଯୋଗରେ ଏକ ସରକାରୀ କଲେଜର ପ୍ରିନ୍ସପାଲ୍‌ଙ୍କୁ ଗିରଫ କରିଛି ପୋଲିସ। ପ୍ରିନ୍ସପାଲ୍‌ ଏସଏସ ଗୌତମ କଲେଜ କ୍ୟାମ୍ପସ କିମ୍ବା ଶ୍ରେଣୀ ଗୃହରେ ସରସ୍ବତୀଙ୍କ ଫଟୋ ଲଗାଇବା ଉପରେ...

ବିଳମ୍ବିତ ପ୍ରାକ୍‌ ମୌସୁମୀ: ୬୫ ବର୍ଷରେ ଦ୍ୱିତୀୟ ଥର ପାଇଁ ଭାରତରେ ଏଭଳି ସ୍ଥିତି

ନୂଆଦିଲ୍ଲୀ,୨।୬: ଭାରତ ଭଳି କୃଷି ପ୍ରଧାନ ଦେଶ ପ୍ରାକ୍‌ ମୌସୁମୀ ବର୍ଷା ଉପରେ ନିର୍ଭର କରିଥାଏ। ପ୍ରାକ୍‌ ମୌସୁମୀ ବିଳମ୍ବିତ ହେଲେ ଚାଷ କାମ ଉପରେ ନାକାରାତ୍ମକ ପ୍ରଭାବ ପଡ଼ିଥାଏ। ପ୍ରାକ୍‌ ମୌସୁମୀ ଚାଷ କାମ ସହିତ ଭୂତଳ ଜଳସ୍ତର...

ନାଥୁରାମ ଗଡ୍‌ସେଙ୍କୁ ପ୍ରଶଂସା କରିଥିବା ଆଇଏଏସ୍‌ ଅଧିକାରୀଙ୍କ ଉପରେ ଖପ୍ପା ହେଲା କଂଗ୍ରେସ

ନୂଆଦିଲ୍ଲୀ,୨।୬: କଂଗ୍ରେସ ପ୍ରବକ୍ତା ରଣଦୀପ ସିଂ ସୁରଜଓ୍ବୋଲା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶଙ୍କୁ ଆଇଏଏସ୍‌ ଅଧିକାରୀ ନିଧି ଚୌଧୁରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି। ନୀଧିଙ୍କ ଭୁଲ୍‌ ହେଲା ସେ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କର ପ୍ରଶଂସା...

୨୦୨୦ ସୁଦ୍ଧା ଦେଶର ୮୪ ବିମାନ ବନ୍ଦରରେ ଲାଗିବ ବଡ଼ି ସ୍କାନର

ନୂଆଦିଲ୍ଲୀ,୨।୬: ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ଖୁବ୍‌ ଶୀଘ୍ର ବଡ଼ିସ୍କାନର ଲଗାଯିବାର ଯୋଜନା କରାଯାଇଛି। ୨୦୨୦ ସୁଦ୍ଧା ଦେଶର ୮୪ ବିମାନ ବନ୍ଦରରେ ଏହି ସୁବିଧା ଉପଲବ୍ଧ ହେବ। ସମ୍ପ୍ରତି ବିମାନ ବନ୍ଦରରେ ଥିବା ମେଟାଲିକ୍‌...

ଭାରତରେ ୫-ଜି ସୁବିଧା ମିଳିବାରେ ହେବ ବିଳମ୍ବ !

ନୂଆଦିଲ୍ଲୀ,୨।୬: ଭାରତରେ ୫-ଜି ସୁବିଧା ମିଳିବାରେ ବିଳମ୍ବ ହେବାର ସମ୍ଭାବନା ରହିଛି। ଦେଶରେ ମୋବାଇଲ୍‌ ଇନଫ୍ରାଷ୍ଟକଚର କାର୍ଯ୍ୟ ଧୀରେ ଧୀରେ ହେଉଥିବାରୁ ୨୦୨୦ ସୁଦ୍ଧା ମଧ୍ୟ ଭାରତରେ ୫-ଜି ସୁବିଧା ମିଳି ପାରିବ ନାହିଁ ବୋଲି କୁହାଯାଉଛି। ମୋଦି ସରକାର...

୧୦ଲକ୍ଷ ପୋଷ୍ଟକାର୍ଡରେ ‘ଜୟ ଶ୍ରୀରାମ’ ଲେଖି ମମତାଙ୍କ ପାଖକୁ ପଠାଇବ ଭାଜପା

କୋଲକାତା,୨।୬: ପଶ୍ଚିମ ବଙ୍ଗରେ ‘ଜୟ ଶ୍ରୀରାମ’ ସ୍ଲୋଗନକୁ ନେଇ ବିବାଦ ଚରମ ସୀମାରେ ପହଞ୍ଚିଛି। ଶନିବାର ଉତ୍ତର ୨୪ ପ୍ରଗଣାଠାରେ ତ୍ରୁଣମୂଳ କଂଗ୍ରେସର ଏକ ସଭା ନିକଟରେ କେତେଜଣ ଭାଜପା କର୍ମୀ ‘ଜୟ ଶ୍ରୀରାମ’ ସ୍ଲୋଗନ ଦେବାରୁ ହିଂସା ପରିସ୍ଥିତି...

ବାଚସ୍ପତି ନିର୍ବାଚନ ଲାଗି ପୁଡୁଚେରୀ ମୁଖ୍ୟମନ୍ତ୍ରୀଙ୍କ ରୁଦ୍ଧଦ୍ୱାର ବୈଠକ

ପୁଡୁଚେରୀ,୨।୬: ବାଚସ୍ପତି ନିର୍ବାଚନ ଲାଗି ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି. ନାରାୟଣସ୍ବାମୀଙ୍କ ଅଧ୍ୟକ୍ଷତାରେ ରବିବାର ଏକ ବୈଠକ ଅନୁଷ୍ଠିତ ହୋଇଛି। ଜୁନ୍‌ ୩ରେ ପୁଡୁଚେରୀ ବିଧାନସଭାରେ ବାଚସ୍ପତି ପଦବୀ ଲାଗି ନିର୍ବାଚନ କରାଯିବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ବିଧାୟକମାନଙ୍କ ସହିତ ଏନେଇ...

ଇୟର ଫୋନ୍‌ ହେଲା କାଳ: ଦୁର୍ଘଟଣା ପରେ ପତ୍ନୀଙ୍କୁ ଭିଡିଓ କଲ୍‌ କରି ମୃତ୍ୟୁ କୋଳରେ ଶୋଇଗଲେ ଯୁବକ

ପାଟନା,୨।୬: ବିହାରର ବେଗୁସରାଇରେ ଇୟର ଫୋନ୍‌ ଲଗାଇ ବାଇକ୍‌ ଚଲାଇବା ଜଣେ ଯୁବକଙ୍କୁ ମହଙ୍ଗା ପଡିଛି। ଜାତୀୟ ରାଜପଥ ୨୮ରେ ରାଜାରାମ ପଣ୍ଡିତ ନାମକ ଜଣେ ଯୁବକ କାନରେ ଇୟରଫୋନ୍‌ ଲଗାଇ ବାଇକ୍‌ ଚଲାଇ ଯାଉଥିଲେ। ଏହି ସମୟରେ ଏକ...

ଜୀବନକୁ ବାଜି ଲଗାଇ ଜହର ଖାଇଥିବା ସାପକୁ ବଞ୍ଚାଇଲେ ଆଇଟି ଅଧିକାରୀ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଇନ୍ଦୋର,୨।୬: ମଣିଷ ଏବଂ ପ୍ରାଣୀଙ୍କ ମଧ୍ୟରେ ସମ୍ପର୍କ ନିଆରା। ପରିବେଶ ସନ୍ତୁଳନରେ ପ୍ରାଣୀଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ଜୀବେଦୟାକୁ ଭାରତୀୟ ସମାଜ ଅତିପୁରାତନ କାଳରୁ ଗୁରୁତ୍ୱ ଦେଇଥାଏ। ମଧ୍ୟପ୍ରଦେଶର ଜଣେ ଆଇଟି ଅଧିକାରୀ ନିଜ ଜୀବନକୁ ବାଜି ଲଗାଇ...

ଦାୟିତ୍ୱ ନେବା ପରେ ପ୍ରଥମେ ସିଆଚେନ୍‌ ଗ୍ଲାସିୟର ଯିବେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳର ଭାଗ ବଣ୍ଟା ପରେ ଏବେ କାମ ଆରମ୍ଭ ହୋଇଯାଇଛି। ସମସ୍ତେ ନିଜ ନିଜ ଦାୟିତ୍ୱ ବହନ କରିଛନ୍ତି। ଏହି କ୍ରମରେ ପ୍ରତିରକ୍ଷା ବିଭାଗ ମିଳିଥିବା ପୂର୍ବତନ ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂ ଦାୟିତ୍ୱ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri