ଜାତୀୟ

ଆଇଟିବିପିର ୫୦୦ଘଣ୍ଟାର ମିଶନ: ୮ ପର୍ବତାରୋହୀଙ୍କ ମୃତଦେହ ଉଦ୍ଧାର

ପିଥୋରାଗଡ/ ନୂଆଦିଲ୍ଲୀ,୪ା୭(ପି.ଟି.): ନନ୍ଦାଦେବୀ ପୂର୍ବ ଶିଖର ଆରୋହଣ କରୁଥିବା ୮ ପର୍ବତାରୋହୀଙ୍କ ମୃତଦେହ ଦୀର୍ଘ ୫୦୦ ଘଣ୍ଟାର ଅପରେଶନ୍‌ ପରେ ଉଦ୍ଧାର କରାଯାଇ ବୁଧବାର ତଳକୁ ଓହ୍ଲାଇ ଅଣାଯାଇଛି। ଏଭଳି ଏକ ଦୁଃସାହସିକ ଏବଂ ଚ୍ୟାଲେଞ୍ଜିଂ କାର୍ଯ୍ୟରେ ନିୟୋଜିତ ଥିଲେ...

୨୧ ବର୍ଷ ପରେ କଂଗ୍ରେସକୁ ମିିଳିବ ଅଣଗାନ୍ଧୀ ଅଧ୍ୟକ୍ଷ: ସିନ୍ଧେ, ଖାର୍ଗେଙ୍କ ମଧ୍ୟରୁ ଜଣେ

ନୂଆଦିଲ୍ଲୀ,୪ା୭: ରାହୁଲ ଗାନ୍ଧୀଙ୍କ ଇସ୍ତଫା ପରେ ବରିଷ୍ଠ ନେତା ସୁଶୀଲ କୁମାର ସିନ୍ଧେ କିମ୍ବା ମଲ୍ଲିକାର୍ଜୁନ ଖାର୍ଗେଙ୍କୁ କଂଗ୍ରେସ ଏହାର ନୂଆ ଅଧ୍ୟକ୍ଷ ଚୟନ କରିପାରେ ବୋଲି ଆଲୋଚନା ହେଉଛି। ପି.ଭି. ନରସିଂହ ରାଓ ଏବଂ ସୀତାରାମ କେଶରୀଙ୍କ ପରେ...

ଧାନର ଏମ୍‌ଏସ୍‌ପି ୬୫ ଟଙ୍କା ବଢ଼ିଲା

ନୂଆଦିଲ୍ଲୀ,୪।୭: ବିଳମ୍ବିତ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଯୋଗୁ ଦେଶରେ ଦୃଷ୍ଟିପାତ ହ୍ରାସ ପାଇଥିବାବେଳେ କୃଷକଙ୍କୁ ଆଶ୍ୱସ୍ତ କରିବା ପାଇଁ ବୁଧବାର କେନ୍ଦ୍ର କ୍ୟାବିନେଟ୍‌ ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ତଦନୁଯାୟୀ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଧାନ ସମେତ...

ମୋତିଲାଲ ଭୋରା ହୋଇପାରନ୍ତି କଂଗ୍ରେସର କାମଚଳା ଅଧ୍ୟକ୍ଷ

ନୂଆଦିଲ୍ଲୀ, ୩।୭: କଂଗ୍ରେସର ଅଧ୍ୟକ୍ଷ ପଦରୁ ବୁଧବାର ରାହୁଲ ଗାନ୍ଧୀ ଇସ୍ତଫା ଦେବାପରେ ତାଙ୍କ ସ୍ଥାନ କିଏ ନେବ ସେନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ତେବେ ଦଳର ବରିଷ୍ଠ ନେତା ମୋତିଲାଲ ଭୋରା କାମଚଳା ଅଧ୍ୟକ୍ଷ ଦାୟିତ୍ୱ ତୁଲାଇ ପାରନ୍ତି...

କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୩।୭: ଶେଷରେ କଂଗ୍ରେସ ଅଧ୍ୟକ୍ଷ ପଦରୁ ଆନୁଷ୍ଠାନିକ ଭାବେ ଇସ୍ତଫା ଦେଇଛନ୍ତି ରାହୁଲ ଗାନ୍ଧୀ। ବୁଧବାର ନିଜ ଟୁଇଟରରେ ଇସ୍ତଫା କଥା ଘୋଷଣା କରିଛନ୍ତି ରାହୁଲ। ଗତ ନିର୍ବାଚନରେ ଦଳର ପରାଜୟ ପାଇଁ ସେ ନିଜକୁ ଦାୟୀ କରିଛନ୍ତି।...

ଜଣେ ନିଆରା ପ୍ରଶଂସକଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ, ୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଭାଜପାର ଜଣେ ନିଆରା ପ୍ରଶଂସକଙ୍କୁ ଭେଟିଛନ୍ତି। ସେ ହେଉଛନ୍ତି ଗୁଜରାଟର ଭୀଭୂଭାଇ। ଗତ ଲୋକ ସଭା ନିର୍ବାଚନରେ ଭାଜପା ୩୦୦ରୁ ଅଧିକ ସିଟ୍‌ ଯଦି ଜିତିବ ତେବେ ସେ ଅମରେଲିରୁ ଦିଲ୍ଲୀ...

ସ୍ପଷ୍ଟ କଲେ ରାହୁଲ ଗାନ୍ଧୀ: କହିଲେ, ମୁଁ ଏବେ ଦଳର ଅଧ୍ୟକ୍ଷ ନାହିଁ, କଂଗ୍ରେସ ଯେତେଶୀଘ୍ର ସମ୍ଭବ ଅଧ୍ୟକ୍ଷ ବାଛୁ

ନୂଆଦିଲ୍ଲୀ, ୩।୭: ଗୋଟେ ପଟେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଦେବାପାଇଁ ଜିଦ ଧରିଛନ୍ତି, ଅନ୍ୟପକ୍ଷରେ ପୂରା କଂଗ୍ରେସ ତାଙ୍କୁ ମନାଇବାରେ ଲାଗିଛି। କିନ୍ତୁ ବୁଧବାର ରାହୁଲ କହିଛନ୍ତି, ମୁଁ ଏବେ ଦଳର ଅଧ୍ୟକ୍ଷ ନାହିଁ, ଯେତେଶୀଘ୍ର ସମ୍ଭବ...

ନାଳରୁ ମିଳିଲା ୩୦୦ରୁ ଊର୍ଦ୍ଧ୍ୱ ଏଟିଏମ କାର୍ଡ

ଜୟପୁର, ୩।୭: ରାଜସ୍ଥାନର ବାରା ଜିଲା ଉବଡା ଅଞ୍ଚଳରେ ଥିବା ଏକ ନାଳରେ ୩୦୦ରୁ ଊର୍ଦ୍ଧ୍ୱ ଏଟିଏମ୍‌ କାର୍ଡ ପଡିଥିବାର ଦେଖିବାକୁ ମିଳିଛି। ତିନିବର୍ଷ ତଳେ ଜନଧନ ଯୋଜନାରେ ବ୍ୟାଙ୍କରେ ଗରିବ ଲୋକଙ୍କ ଖାତା ଖୋଲାଯାଇ ଏଟିଏମ୍‌ କାର୍ଡ ଦିଆଯିବାର...

ଏୟାର ଇଣ୍ଡିଆ ବିନିବେଶ ନିଶ୍ଚିତ: ସୂଚନା ଦେଲେ ସରକାର

ନୂଆଦିଲ୍ଲୀ,୩।୭: କ୍ଷତିରେ ଚାଲୁଥିବା ଏଆର ଇଣ୍ଡିଆର ବିନିବେଶ ନିଶ୍ଚିତ। ଏନେଇ ସରକାରଙ୍କ ପକ୍ଷରୁ ରାଜ୍ୟ ସଭାରେ ଦିଆଯାଇଥିବା ଏକ ପ୍ରଶ୍ନର ଉତ୍ତରରୁ ଜଣାପଡ଼ିଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ୍‌ ସିଂ ପୁରୀ କହିଛନ୍ତି ଯେ, ଏୟାର ଇଣ୍ଡିଆକୁ ଏବେ...

ଦେଶଦ୍ରୋହ ଆଇନ ଉଚ୍ଛେଦ କରିବେନି ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୩।୭: ଭାରତୀୟ ଦଣ୍ଡ ସଂହିତା(ଆଇପିସି)ଅନ୍ତର୍ଗତ ଦେଶଦ୍ରୋହ ଆଇନକୁ କେନ୍ଦ୍ର ସରକାର ଉଚ୍ଛେଦ କରିବେ ନାହିଁ। ଏନେଇ ରାଜ୍ୟସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ ଭାବେ ଉତ୍ତର ଉପସ୍ଥାପନ କରାଯାଇଛି। ଦେଶଦ୍ରୋହୀ, ଆତଙ୍କବାଦୀ ତଥା ବିଚ୍ଛିନ୍ନତାବାଦୀଙ୍କଠାରୁ ଦେଶକୁ ଦେଶକୁ ସୁରକ୍ଷିତ ରଖିବା...

ପଶ୍ଚିମବଙ୍ଗ ନାମ ହେବନି ବାଂଲା: ଦାବିକୁ ମୋଦି ସରକାର କଲେ ଅଗ୍ରାହ୍ୟ

ନୂଆଦିଲ୍ଲୀ,୩।୭: ପଶ୍ଚିମବଙ୍ଗ ନାମକୁ ବାଂଲା କରିବା ପାଇଁ କରାଯାଇଥିବା ଦାବିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅଗ୍ରାହ୍ୟ କରିଛନ୍ତି। ବୁଧବାର ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ରୀୟ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ରାଜ୍ୟସଭାରେ ଏସମ୍ପର୍କରେ ସୂଚନା ଦେଇଛନ୍ତି। ରାଜ୍ୟର ନାମ...

ଚଳନ୍ତା ଟ୍ରେନ୍‌ରୁ ଖସିପଡିଲେ ୩ ଯାତ୍ରୀ

ମୁମ୍ବାଇ, ୩।୭: ମୁମ୍ବାଇ ଲୋକାଲ୍‌ ଟ୍ରେନରେ ଏକ ଦୁର୍ଘଟଣା ଘଟିଛି। ଚଳନ୍ତା ଟେନରୁ ଖସି ପଡି ୩ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ତୁରନ୍ତ ଛତ୍ରପତି ଶିବାଜୀ ମହାରାଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଟେନଟି ଠିକ୍‌ ସମୟରେ ପ୍ଲାଟଫର୍ମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri