ଜାତୀୟ

ରାଜନାଥ-ଶାହ ନେଲେ ଦାୟିତ୍ୱ

ନୂଆଦିଲ୍ଲୀ,୧।୬: ପ୍ରତିରକ୍ଷା ମନ୍ତ୍ରୀ ଭାବେ ରାଜନାଥ ସିଂ ଶନିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ତାଙ୍କୁ କାର୍ଯ୍ୟାଳୟରେ ବରିଷ୍ଠ ଅଧିକାରୀମାନେ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଛନ୍ତି। ସେହିପରି ଅମିତ ଶାହ ସ୍ବରାଷ୍ଟ୍ର ମନ୍ତ୍ରୀ ଭାବେ ପୂର୍ବାହ୍ନରେ କାର୍ଯ୍ୟାଳୟରେ ପହଞ୍ଚି ଭାର ଗ୍ରହଣ...

ସୁଷମାଙ୍କ ପଦାଙ୍କ ଅନୁସରଣ କରିବା ଗର୍ବର କଥା: ଜୟଶଙ୍କର

ନୂଆଦିଲ୍ଲୀ,୧।୬: ମୋଦି ସରକାରରେ ପୂର୍ବରୁ ବିଦେଶ ସଚିବ ଥିବା ସୁବ୍ରମଣ୍ୟମ୍‌ ଜୟଶଙ୍କରଙ୍କୁ ଏଥର ମିଳିଛି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ। ଶନିବାର ସେ ଏହି ଦାୟିତ୍ୱ ନେବା ପରେ ପ୍ରଥମ କରି ଟୁଇଟ୍‌ କରିଛନ୍ତି। ଯେଉଁଥିରେ ସେ ପୂର୍ବତନ ବୈଦେଶିକ ବ୍ୟାପାର...

୯୦ ବର୍ଷରେ ଡେକାନ୍‌ କୁଇନ୍‌

ପୁଣେ,୧।୬: ମହାରାଷ୍ଟ୍ରର ପୁଣେଠାରୁ ମୁମ୍ବାଇ ଯାଉଥିବା ଡେକାନ୍‌ କୁଇନ୍‌ ରେଳଗାଡ଼ିକୁ ଶନିବାର ୯୦ ବର୍ଷ ରେ ପାଦଦେଇଛି। ୧୯୩୦ ଜୁନ୍‌ ୧ରେ ଏହା ଯାତ୍ରା ଆରମ୍ଭ କରିଥିଲା। ୮୯ ବର୍ଷର ଐତିହାସକ ଯାତ୍ରା ସମ୍ପନ୍ନ କରି ଏବେ ଏହା ୯୦...

ୟେଦୁରପ୍ପାଙ୍କୁ ମୋଦି-ଶାହଙ୍କ ନିର୍ଦ୍ଦେଶ: ରାଜ୍ୟ ସରକାରରେ ଅସ୍ଥିରତା ସୃଷ୍ଟି ନ କରନ୍ତୁ

ବେଙ୍ଗାଲୁର,୧।୬: ମଳିନ ପଡିଯାଇଛି କର୍ନାଟକ ଭାଜପା ଅଧ୍ୟକ୍ଷ ବିଏସ୍‌ ୟେଦୁରପ୍ପାଙ୍କ ଆଶା। ତାଙ୍କୁ ଲାଗିଛି ଏକ ଶକ୍ତ ଧକ୍କା। କାରଣ ଶୁକ୍ରବାର ମୋଦିଙ୍କ ମନ୍ତ୍ରିମଣ୍ଡଳର ଭାଗ ବଣ୍ଟାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ୟେଦୁରପ୍ପାଙ୍କୁ କହିଛନ୍ତି...

ଟ୍ରେନରେ ନେତାଙ୍କ ମିମିକ୍ରି କରି ଗିରଫ ହେଲେ ଯୁବକ

ସୁରଟ,୧।୬: ଗୁଜରାଟର ସୁରଟରୁ ଅବିନାଶ ଦୁବେ ନାମକ ଜଣେ ଯୁବକଙ୍କୁ ରେଲଓ୍ବେ ପୋଲିସ ଗିରଫ କରିଛି। ଅବିନାଶ ଉପରେ ଟ୍ରେନରେ ଅବୈଧ ଢ଼ଙ୍ଗରେ ପଶିବା, ଜୋରରେ ଶବ୍ଦ କରିବା ଓ ଅଭଦ୍ର ଭାଷାର ପ୍ରୟୋଗ କରିବା ସହ ଅନ୍ୟାନ୍ୟ ମାମଲାରେ...

ପ୍ରତିଯୋଗିତାରେ ପାରା ଜିତିନେଲେ କାର୍‌ ଓ ବାଇକ୍‌

ଲକ୍ଷ୍ନୌ,୧।୬: ଖେଳ ପ୍ରତିଯୋଗିତାରେ ବିଜେତାଙ୍କୁ ବିଭିନ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ। ତେବେ ପାରା ଏଭଳି ପ୍ରତିଯାଗିତାରେ ଅଂଶଗ୍ରହଣ କରି କାର ଓ ବାଇକ୍‌ ଜିଣିବା ଶୁଣିଲେ ଯେ କେହି ଚକିତ ହେବା ନିଶ୍ଚିତ। ଉତ୍ତରପ୍ରଦେଶ ମୁଜାଫରନଗର ଜିଲାରେ ଘଟିଛି ଏଭଳି...

୩୦୩ ସମ୍ମୁଖରେ ୫୨ ରହିବ ଅଧିକ ଓଜନଦାର୍‌: ରାହୁଲ

ନୂଆଦିଲ୍ଲୀ, ୧।୬: ସଂସଦରେ ଭାଜପାର ୩୦୩ ସଦସ୍ୟ ରହିଛନ୍ତି। ଅପରପକ୍ଷରେ କଂଗ୍ରେସ ସଦସ୍ୟ ସଂଖ୍ୟା ୫୨ ରହିଛି। ୩୦୩ ସମ୍ମୁଖରେ ୫୨ ଅଧିକ ଓଜନଦାର୍‌ ରହିବ ବୋଲି କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ପ୍ରକାଶ କରିଛନ୍ତି। ସଂସଦର...

ସ୍ମୃତି ଇରାନୀଙ୍କ ମୁଖ୍ୟ ସହଯୋଗୀଙ୍କ ହତ୍ୟାକାରୀ ଗିରଫ

ଆମେଥି,୧।୬: ଉତ୍ତର ପ୍ରଦେଶ ଆମେଥି ଲୋକ ସଭା ଆସନର ଭାଜପା ନେତ୍ରୀ ସ୍ମୃତି ଇରାନିଙ୍କ ମୁଖ୍ୟ ସହଯୋଗୀ ସୁରେନ୍ଦ୍ର ସିଂଙ୍କୁ ହତ୍ୟା କରିଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଏକ ଏନ୍‌କାଉଣ୍ଟ ମାଧ୍ୟମରେ ଅଭିଯୁକ୍ତଙ୍କୁ ପୋଲିସ ଧରିଥିବା ସୂଚନା...

ଆବଶ୍ୟକ ସଦସ୍ୟ ନ ଥାଇ ବି ସରକାରଙ୍କୁ ଜଗିବେ ସୋନିଆ: ସଂସଦୀୟ ଦଳ ନେତ୍ରୀ ନିର୍ବାଚିତ

ନୂଆଦିଲ୍ଲୀ,୧।୬: କଂଗ୍ରେସର ସଂସଦୀୟ ଦଳ ନେତ୍ରୀ ଭାବେ ପୁଣି ଥରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନିର୍ବାଚିତ ହୋଇଛନ୍ତି। ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ଶନିବାର ପୂର୍ବାହ୍ନରେ ବସିଥିବା ବୈଠକରେ କଂଗ୍ରେସ ସଦସ୍ୟ ଯୋଗଦେଇ ସୋନିଆଙ୍କ ହାତରେ ପୁଣିଥରେ ସରକାରଙ୍କୁ ଜଗିବା...

ପ୍ରତିରକ୍ଷା ବିଭାଗ ସମ୍ଭାଳିବା ପୂର୍ବରୁ ଓ୍ବାର ମେମୋରିୟାଲ ପହଞ୍ଚିଲେ ରାଜନାଥ

ନୂଆଦିଲ୍ଲୀ,୧।୬: ମୋଦି ସରକାରରେ ପ୍ରତିରକ୍ଷା ବିଭାଗ ମିଳିଛି ବରିଷ୍ଠ ନେତା ରାଜନାଥ ସିଂଙ୍କୁ। ଶୁକ୍ରବାର ତାଙ୍କୁ ଏହି ଦାୟିତ୍ୱ ମିଳିଛି। ଶନିବାର ଦାୟିତ୍ୱ ଗ୍ରହଣ ପୂର୍ବରୁ ରାଜନାଥ ପ୍ରଥମେ ନ୍ୟାଶନାଲ ଓ୍ବାର ମେମୋରିଆଲ୍‌ ପହଞ୍ଚିଥିଲେ। ସେଠାରେ ସେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି...

ଟଏଲେଟ୍‌ ପାଣିରେ ଉଡ୍‌ଲି ଚଟ୍‌ଣି ତିଆରି କରୁଥିଲେ ଦୋକାନୀ: ଭିଡ଼ିଓ ହେଲା ଭାଇରାଲ

ମୁମ୍ବାଇ,୧।୬: ଜଣେ ଜଳଖିଆ ଦୋକାନି ଇଡ୍‌ଲି ସହିତ ଖିଆ ଯାଉଥିବା ଚଟ୍‌ଣି ଟଏଲେଟ୍‌ ପାଣିରେ ତିଆରି କରୁଥିବାର ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓ ଦେଖିବାପରେ ମୁମ୍ବାଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ପୋଲିସକୁ...

ଅପରେଶନ୍‌ ଅଲ୍‌ ଆଉଟ୍‌: ୫ ମାସରେ ୧୦୧ ଆତଙ୍କବାଦୀ ନିହତ

ଶ୍ରୀନଗର, ୧।୬: ଜମ୍ମୁ-କଶ୍ମୀରକୁ ଆତଙ୍କବାଦ ମୁକ୍ତ କରାଯିବା ପାଇଁ ସେନା ପକ୍ଷରୁ ଅପରେଶନ୍‌ ଅଲ୍‌ଆଉଟ୍‌ ଜାରି ରହିଛି। ଗତ ୫ ମାସ ମଧ୍ୟରେ ସର୍ଚ୍ଚ ଅପରେଶନ୍‌ ସମୟରେ ଏନ୍‌କାଉଣ୍ଟରରେ ୧୦୧ ଆତଙ୍କବାଦୀ ନିହତ ହୋଇଥିବା ପ୍ରତିରକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri