ଜାତୀୟ

‘ଜୟ ଶ୍ରୀରାମ’ ନାରାବାଜି ଉପରେ ଭଡ଼କିଲେ ମମତା: ଚିତ୍କାର କରି କହିଲେ, ଛାଲ ଉତାରିଦେବି

କୋଲକାତା୩୧।୫: ଲୋକ ସଭା ନିର୍ବାଚନରେ ପଶ୍ଚିମବଙ୍ଗରୁ ଅନେକ ଆସନ ହାତରୁ ଚାଲିଯିବା ପରେ ଟିଏମସି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ଚିନ୍ତାଗ୍ରସ୍ତ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ ତାଙ୍କର ଏକ ଭିଡିଓ ସାମ୍‌ନାକୁ ଆସିଛି। ଯେଉଁଥିରେ ସେ ରାଲି...

କରମବୀର ସିଂହ ହେଲେ ନୌସେନା ମୁଖ୍ୟ: କହିଲେ, ଭାରତୀୟ ସେନା ହେବ ଆହୁରି ଶକ୍ତିଶାଳୀ

ନୂଆଦିଲ୍ଲୀ, ୩୧।୫: ଆଡମିରାଲ କରମବୀର ସିଂହ ଭାରତୀୟ ନୌସେନାର ୨୪ତମ ମୁଖ୍ୟ ଭାବେ ଦାୟିତ୍ୱ ନେଇଛନ୍ତି। ଆଡମିରାଲ ସୁନୀଲ ଲାମ୍ବାଙ୍କ ସ୍ଥାନ ନେଇଛନ୍ତି କରମବୀର। ମେ ୩୧ରେ ଲାମ୍ବା ଅବସର ଗ୍ରହଣ କରିବା ପରେ ତାଙ୍କ ସ୍ଥାନରେ କରମବୀରଙ୍କୁ ନିଯୁକ୍ତି...

ଅମିତ ଶାହଙ୍କ ପରେ କିଏ ହେବ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ: ଏହି ନେତାଙ୍କ ନାଁ ସବୁଠୁ ଆଗରେ

ନୂଆଦିଲ୍ଲୀ, ୩୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ଅମିତ ଶାହ ସ୍ଥାନ ପାଇବା ପରେ ଏବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ କିଏ ହେବ ତାକୁ ଚର୍ଚ୍ଚା ଜୋର ଧରିଛି। ଏସବୁ ଭିତରେ ଭାଜପାର କିଛି ହେବିଓ୍ବେଟ୍‌ ନେତା ଏହି ପଦ...

ଆଜି କ୍ୟାବିନେଟର ପ୍ରଥମ ବୈଠକ: ହୋଇପାରେ ବିଭାଗ ବଣ୍ଟା

ନୂଆଦିଲ୍ଲୀ, ୩୧।୫: ଲୋକ ସଭା ନିର୍ବାଚନରେ ଭାଜପାର ଐତିହାସିକ ବିଜୟ ପରେ ଲଗାତାର ଦ୍ୱିତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ମୋଦିଙ୍କ ମନ୍ତ୍ରିମଣ୍ଡଳରେ ୫୭ ଜଣ ସଦସ୍ୟ ସ୍ଥାନ ପାଇଥିଲାବେଳେ ଏମାନଙ୍କ ମଧ୍ୟରେ ୨୪...

ସେୟାର ବଜାରରେ ମୋଦି ଲହର୍‌ ଜାରି: ସେନସେକ୍ସ ୪୦ ହଜାର ଟପିଲା

ନୂଆଦିଲ୍ଲୀ, ୩୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ଟିମ୍‌ ଶପଥ ନେବାର ଦିନକ ପରେ ଭାରତୀୟ ଷ୍ଟକ୍‌ ବଜାରରେ ଖୁସିର ଲହରୀ ଖେଳିଯାଇଛି। ଶୁକ୍ରବାର ସକାଳୁ ଷ୍ଟକବଜାର ଖୋଲା ହେବା ମାତ୍ରେ ସେନସେକ୍ସ ୪୦ ହଜାର ଟପିଛି। ସେହିପରି...

ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର, ୩୧।୫: ଜାମ୍ମୁ-କାଶ୍ମୀର ସୋପିଆନରେ ଶୁକ୍ରବାର ଏନକାଉଣ୍ଟରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ଦ୍ରାଗତ ସୁଗାନ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସେନାକୁ ସୂଚନା ମିଳିବା ପରେ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଆରମ୍ଭ କରାଯାଇଥିଲା।...

ଚାଇନାରେ ଏସ ଜୟଶଙ୍କରଙ୍କୁ ଭେଟିଥିଲେ ମୋଦି: ଏବେ କ୍ୟାବିନେଟରେ ଦେଲେ ଯାଗା

ନୂଆଦିଲ୍ଲୀ, ୩୧।୫: ୫୭ ମନ୍ତ୍ରୀଙ୍କ ସହ ଗୁରୁବାର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ମନ୍ତ୍ରୀମଣ୍ଡଳରେ ବହୁ ପୁରୁଣାଙ୍କୁ ନୂଆ ନେତାଙ୍କୁ ସାମିଲ କରାଯାଇଛି। ଏଥର ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇଥିବା ପୂର୍ବତନ ବୈଦେଶିକ ସଚିବ ଏସ ଜୟଶଙ୍କରଙ୍କୁ...

ଲୋକ ସଭାର ଅସ୍ଥାୟୀ ବାଚସ୍ପତି ନିଯୁକ୍ତ ହେଲେ ମାନେକା ଗାନ୍ଧୀ

ନୂଆଦିଲ୍ଲୀ, ୩୧।୫: ୧୭ତମ ଲୋକସଭାରେ ଅସ୍ଥାୟୀ ବାଚସ୍ପତି ଭାବେ ନିଯୁକ୍ତ ହୋଇଛନ୍ତି ଏମ୍‌ପି ମାନେକା ଗାନ୍ଧୀ। ମୋଦି ଦ୍ୱିତୀୟ ପାଳି ସରକାରରେ ମନ୍ତ୍ରୀ ପଦ ପାଇ ନ ଥିବା ମାନେକା ସଂସଦର ନୂଆ ବାଚସ୍ପତି ନିଯୁକ୍ତ ହେବା ଯାଏ ଏହି...

ମୋଦିଙ୍କ ଟିମ୍‌ରେ କମିଗଲେ ମହିଳା: ଥିଲେ ୧୦, ହେଲେ ୬

ନୂଆଦିଲ୍ଲୀ, ୩୧।୫: ନରେନ୍ଦ୍ର ମୋଦି ଲଗାତାର ଦ୍ୱିତୀୟଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୋଦିଙ୍କ ମନ୍ତ୍ରିମଣ୍ଡଳରେ ୫୭ ଜଣ ସଦସ୍ୟ ସ୍ଥାନ ପାଇଥିଲାବେଳେ ଏମାନଙ୍କ ମଧ୍ୟରେ ୨୪ ଜଣ କ୍ୟାବିନେଟ ପାହ୍ୟା, ୨୪ ରାଷ୍ଟ୍ର ପାହ୍ୟା ଏବଂ ୯ଜଣଙ୍କୁ...

ଦ୍ୱିତୀୟ ଥର ମୋଦି ସରକାର:ଶପଥ ନେଲେ ୨୪ କ୍ୟାବିନେଟ, ୯ ସ୍ବାଧୀନ, ୨୪ ରାଷ୍ଟ୍ରମନ୍ତ୍ରୀ

ନୂଆଦିଲ୍ଲୀ,୩୧।୫:ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ର ବିପୁଳ ବିଜୟ ପରେ ଗୁରୁବାର ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳର ଶପଥଗ୍ରହଣ ଉତ୍ସବ ରାଷ୍ଟ୍ରପତି ଭବନ ପରିସରରେ ଅନୁଷ୍ଠିତ ହୋଇଛି। ଏହାସହ ବିଧିବଦ୍ଧ ଭାବେ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟ ପାଳି...

ଭାଜପା ପ୍ରସ୍ତାବକୁ ନୀତୀଶଙ୍କ ପ୍ରତ୍ୟାଖ୍ୟାନ:ସରକାରରେ ସାମିଲ ହେଲାନି ଜେଡିୟୁ

ନୂଆଦିଲ୍ଲୀ, ୩୧।୫ : କେନ୍ଦ୍ର ସରକାରରେ ସାମିଲ ହେବା ପ୍ରସ୍ତାବକୁ ଜେଡିୟୁ ନେତା ନୀତୀଶ କୁମାର ପ୍ରତ୍ୟାଖ୍ୟାନ କରିଛନ୍ତି। ଏଥର ନରେନ୍ଦ୍ର ମୋଦି ନେତୃତ୍ୱାଧୀନ ମନ୍ତ୍ରିମଣ୍ଡଳରେ ଦଳର କୌଣସି ନେତା ସାମିଲ ହେଉ ନ ଥିବା ସେ ପ୍ରକାଶ କରିଛନ୍ତି।...

ଉତ୍ତରପ୍ରଦେଶରେ ପୁଣି ମଦମୃତ୍ୟୁ:୩ ଜଣଙ୍କ ମୁଣ୍ଡ ଗଡ଼ିଲା, ୪ ଗୁରୁତର

ଲକ୍ଷ୍ନୌ, ୩୧।୫:ଉତ୍ତର ପ୍ରଦେଶର ସୀତାପୁରରେ ବିଷାକ୍ତ ମଦ ପିଇ ୩ ଜଣ ବ୍ୟକ୍ତିଙ୍କ ପ୍ରାଣହାନି ଘଟିଥିବାବେଳେ ୪ ଗୁୁରୁତର ହୋଇ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ମହମୁଦାବାଦରେ ଗତ ରବିବାର ରାତିରେ ଏମାନେ ମଦ ପିଇବା ପରେ ବାନ୍ତି, ମୁଣ୍ଡବିନ୍ଧା ସହ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri