ଜାତୀୟ

୧୦% ସଂରକ୍ଷଣ ମହାରାଷ୍ଟ୍ରର ପିଜି ମେଡିକାଲ ପାଠ୍ୟକ୍ରମରେ ଲାଗୁ ହୋଇପାରିବନି

ନୂଆଦିଲ୍ଲୀ,୩୧।୫ :(ପି.ଟି.):ସାଧାରଣ ବର୍ଗ ଗରିବ (ଇଡବ୍ଲ୍ୟୁଏସ୍‌)ଙ୍କ ଲାଗି ଉଦ୍ଦିଷ୍ଟ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ସୁବିଧା ୨୦୧୯-୨୦ ଶିକ୍ଷାବର୍ଷ ଲାଗି ମହାରାଷ୍ଟ୍ରରେ ପିଜି ମେଡିକାଲ ପାଠ୍ୟକ୍ରମରେ ଲାଗୁ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିନ୍ତି। କାରଣ କୋଟା ବ୍ୟବସ୍ଥା କାର୍ଯ୍ୟକାରୀ...

ଟିଭିରେ ଦେଖିଲେ ମୋଦିଙ୍କ ମା’

ଅହମଦାବାଦ,୩୧।୫ :ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାବେଳେ ତାଙ୍କ ମା’ ହୀରାବେନ୍‌ ନୂଆଦିଲ୍ଲୀରୁ ୯୦୦ କିଲୋମିଟର ଦୂର ଅହମଦାବାଦର ରାଇସାନ୍‌ସ୍ଥିତ ଘରେ ବସି ଟିଭିରୁ ଶପଥ ଗ୍ରହଣ ଉତ୍ସବ ଦେଖିଥିଲେ। ଲୋକ ସଭା ନିର୍ବାଚନରେ...

ଶପଥ ଗ୍ରହଣ ଉତ୍ସବରେ ସିନେ ଷ୍ଟାର୍‌ଙ୍କ ଭିଡ଼

ନୂଆଦିଲ୍ଲୀ, ୩୧।୫ :ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ତାଙ୍କ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବରେ ସିନେ ଷ୍ଟାର୍‌ଙ୍କ ଭିଡ଼ ଦେଖିବାକୁ ମିଳିଛି। ବଲିଉଡ୍‌ରୁ କରଣ ଜୋହର୍‌, ରଜନୀକାନ୍ତ, ବୋନି କପୁର୍‌, କଙ୍ଗନା ରାଣାଓ୍ବତ୍‌ ପ୍ରମୁଖ ଏଥିରେ ଯୋଗଦେଇଛନ୍ତି।...

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ୧୧ ନୂଆ ମୁହଁ:ବାଦ୍‌ ପଡ଼ିଲେ ୧୧ ମନ୍ତ୍ରୀ

ନୂଆଦିଲ୍ଲୀ,୩୧।୫:ନରେନ୍ଦ୍ର ମୋଦିଙ୍କ ପୂର୍ବ ସରକାରରେ ମନ୍ତ୍ରୀ ଥିବା କେତେଜଣ ନେତା ଏଥର ମନ୍ତ୍ରିମଣ୍ଡଳରୁ ବାଦ୍‌ ପଡିଛନ୍ତି। ଏଥିସହିତ କେତେଜଣ ନୂଆ ମୁହଁକୁ ଦ୍ୱିତୀୟ ପାଳି ସରକାରରେ ସାମିଲ କରାଯାଇଛି। ବାଦ୍‌ ପଡିଥିବା ୧୦ ଜଣ ପୂର୍ବତନ ମନ୍ତ୍ରୀଙ୍କ ମଧ୍ୟରେ ଅଛନ୍ତି...

ମୋଦିଙ୍କ ମନ୍ତ୍ରିମଣ୍ଡଳ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଦାମୋଦରଦାସ ମୋଦି କ୍ୟାବିନେଟ ମନ୍ତ୍ରୀ ୧- ରାଜନାଥ ସିଂ ୨- ଅମିତ୍‌ ଶାହ ୩- ନୀତିନ୍‌ ଗଡ଼କରୀ ୪- ଡି.ଭି. ସଦାନନ୍ଦ ଗୌଡ଼ା ୫- ନିର୍ମଳା ସୀତାରାମନ୍‌ ୬- ରାମବିଳାସ ପାଶ୍ୱାନ ୭- ନରେନ୍ଦ୍ର ସିଂ ତୋମାର...

ମୋଦି ସରକାର ୨.୦: କେଉଁମାନେ ବାଦ୍‌ ପଡିଲେ

ନୂଆଦିଲ୍ଲୀ,୩୦ା୫: ନରେନ୍ଦ୍ର ମୋଦିଙ୍କ ପୂର୍ବ ସରକାରରେ ମନ୍ତ୍ରୀ ଥିବା କେତେଜଣ ନେତା ଏଥର ମନ୍ତ୍ରିମଣ୍ଡଳରୁ ବାଦ୍‌ ପଡିଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ସୁଷମା ସ୍ବରାଜ, ସୁରେଶ ପ୍ରଭୁ, ମହେଶ ଶର୍ମା, ଜୟନ୍ତ ସିହ୍ନା, ରାଧାମୋହନ ସିଂ, ମାନେକା ଗାନ୍ଧୀ ଏବଂ...

ମୋଦିଙ୍କ ମା’ ଟିଭିରେ ଦେଖିଲେ ଶପଥ ଉତ୍ସବ

ଅହମଦାବାଦ,୩୦ା୫: ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାବେଳେ ତାଙ୍କ ମା’ ହୀରାବେନ୍‌ ନୂଆଦିଲ୍ଲୀରୁ ୯୦୦ କିଲୋମିଟର ଦୂର ଅହମଦାବାଦର ରାଇସାନ୍‌ସ୍ଥିତ ଘରେ ବସି ଟିଭିରୁ ଶପଥ ଗ୍ରହଣ ଉତ୍ସବ ଦେଖିଥିଲେ। ଲୋକ ସଭା...

ଶପଥ ଗ୍ରହଣ ଉତ୍ସବରେ ବିମ୍‌ଷ୍ଟେକ୍‌ ନେତା

ନୂଆଦିଲ୍ଲୀ,୩୦ା୫:(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ବିମ୍‌ଷ୍ଟେକ୍‌ (ବେ ଅଫ୍‌ ବେଙ୍ଗଲ୍‌ ଇନିସିଏଟିଭ୍‌ ଫର ମଲ୍ଟି-ସେକ୍ଟରାଲ ଟେକ୍‌ନିକାଲ ଆଣ୍ଡ ଇକୋନୋମିକ୍‌ କୋଅପରେଶନ)ର ସଦସ୍ୟ ରାଷ୍ଟ୍ର ବାଂଲାଦେଶ, ମ୍ୟାନ୍‌ମାର, ଶ୍ରୀଲଙ୍କା, ଥାଇଲାଣ୍ଡ, ନେପାଳ ଓ ଭୁଟାନର ନେତାମାନେ ଯୋଗଦେଇଛନ୍ତି।...

କ୍ୟାବିନେଟ୍‌ ମନ୍ତ୍ରୀଭାବେ ଶପଥ ନେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩୦।୫(ବ୍ୟୁରୋ)-ଭାଜପା ନେତା ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ସ୍ଥାନ ପାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଧର୍ମେନ୍ଦ୍ରଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଧର୍ମେନ୍ଦ୍ର ନରେନ୍ଦ୍ର ମୋଦିଙ୍କ ପ୍ରଥମ ପାଳିରେ ମଧ୍ୟ ମନ୍ତ୍ରୀ...

ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ମୋଦି

ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ସନ୍ଧ୍ୟା ୭ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ଓ ତାଙ୍କ ମନ୍ତ୍ରୀ ପରିଷଦର ସଦସ୍ୟମାନଙ୍କୁ...

ମୋଦି ସରକାରରେ ସାମିଲ ହେବନି ଜେଡିୟୁ

ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦି ସରକାରରେ ସାମିଲ ହେବନି ଜେଡିୟୁ। ଜେଡିୟୁ ସୁପ୍ରିମୋ ନୀତିଶ କୁମାର ଏହା ଘୋଷଣା କରିଛନ୍ତି। ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ମୋଦି ଶପଥ ନେବାକୁ ଯାଉଥିବା ବେଳେ ନୀତିଶ କୁମାରଙ୍କ ଏଭଳି ଘୋଷଣା ନେଇ...

ରାହୁଲ ଗାନ୍ଧୀଙ୍କୁ ନିଜ ରକ୍ତରେ ଲେଖିଲେ ଚିଠି, ‘ଦୟାକରି ଇସ୍ତଫା ଦିଅନ୍ତୁ ନାହିଁ ’

ଲକ୍ଷ୍ନୌ, ୩୦।୫: ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପାଇଁ ଅଡି ବସିଛନ୍ତି ରାହୁଲ ଗାନ୍ଧୀ। ତାଙ୍କୁ ମନାଇବା ପାଇଁ ଭଉଣୀ ପ୍ରିୟଙ୍କା ଗାନ୍ଧୀଙ୍କ ସମେତ କଂଗ୍ରେସର ବଡ ବଡ ନେତା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri