ଜାତୀୟ

ଶାକାହାରୀ ଯାତ୍ରୀଙ୍କୁ ମାଂସାହାରୀ ଖ୍ୟାଦ୍ୟ ପରଷି ଅଡ଼ୁଆରେ ଏୟାର ଏସିଆ ବିମାନ: ଲାଗିଲା ଦେଢ଼ଲକ୍ଷ ଟଙ୍କାର ଜରିମାନା

ଅମୃତଶର,୨୭।୫: ଜଣେ ଶାକାହାରୀ ଯାତ୍ରୀଙ୍କୁ ବିମାନରେ ମାଂସାହାରୀ ଖାଦ୍ୟ ଦେଇ ହଇରାଣ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ କନଜ୍ୟୁମର କୋର୍ଟରେ ଅଭିଯୋଗ କରାଯାଇଥିବା ବେଳେ ଏବେ ତା’ର ଶୁଣାଣି ହୋଇଛି। କୋର୍ଟ ଏହି ମାମଲାରଳ ଶୁଣାଣି କରି ଏୟାର ଏସିଆ...

ଭାରତ ଛାଡିବେନି ହଜାର ହଜାର ଗାଈଙ୍କ ‘ମା’

ମଥୁରା, ୨୭।୫: ଭାରତରେ ରହି ଗୋସୁରକ୍ଷା କାର୍ଯ୍ୟ କରୁଥିବା ପଦ୍ମଶ୍ରୀ ଫ୍ରିଡେରିକ ଇରିନା ବୃର୍ନିଂଙ୍କ ଭିସା ଅବଧି ଏକବର୍ଷ ପାଇଁ ବଢାଇ ଦିଆଯାଇଛି। ବୈଦେଶିକ ମନ୍ତ୍ରୀ ସୁଷମା ସ୍ବରାଜଙ୍କ ହସ୍ତକ୍ଷେପ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଜର୍ମାନୀର ୬୧ ବର୍ଷ...

ନିର୍ବାଚନ ଫଳାଫଳ ଆସିବା ପରେ ଖାଇବା ଛାଡିଦେଇଥିଲେ ଲାଲୁ, ଡାକ୍ତର କହିଲେ ଏମିତି

ପାଟନା, ୨୭।୫: ଚାରା ଘୋଟାଲାରେ ଦୋଷୀ ସାବ୍ୟସ୍ତ ହୋଇ ଜେଲ ଦଣ୍ଡାଦେଶ ଭୋଗୁଥିବା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଗତ ୩-୪ ଦିନ ହେବ ଜେଲରେ ମଧ୍ୟାହ୍ନ ଭୋଜନ ଖାଇବା ଛାଡିଦେଇଥିଲେ। ଫଳରେ...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ କମଲ ହାସନଙ୍କୁ ମିଳିଲା ନିମନ୍ତ୍ରଣ

ନୂଆଦିଲ୍ଲୀ,୨୭।୫: ମକଲ ନିଧି ମଇଅମର ଅଧ୍ୟକ୍ଷ ତଥା ଭେଟେରାନ୍‌ ଅଭିନେତା କମଲ ହାସନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ନିମନ୍ତ୍ରଣ ମିଳିଛି। ସୂଚନାଯୋଗ୍ୟ, ଆସନ୍ତା ୩୦ ତାରିଖରେ ମୋଦି ଦ୍ୱିତୀୟ ଥର ଲାଗି ପ୍ରଧାନମନ୍ତ୍ରୀ...

କେମେଷ୍ଟ୍ରୀ ସାମ୍ନାରେ ହାରିଗଲା ପାଟିଗଣିତ: ମୋଦି

ବାରାଣସୀ,୨୭।୫: ଭାଜପାର ବିପୁଳ ବିଜୟ ପରେ ମେ ୩୦ରେ ନୂଆ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ନେବେ। ଦଳର ଏହି ବିଜୟ ପାଇଁ ଭାଜପାକର୍ମୀଙ୍କ ଲୋକ ସମ୍ପର୍କ, ଲୋକ ଶିକ୍ଷା, ଲୋକ ସଂଗ୍ରହ ତଥା ଲୋକ ସମର୍ପଣ ଦାୟୀ...

ମଝି ରାସ୍ତାରେ ଟ୍ୟାଙ୍କରରେ ଲାଗିଲା ନିଆଁ

ମୁମ୍ବାଇ,୨୭।୫: ମହାରାଷ୍ଟ୍ର ଗୁୁରୁଗାଓଁରେ ଏକ ତେଲ ବୋଝେଇ ଟ୍ୟାଙ୍କରରେ ସୋମବାର ନିଆଁଲାଗିଯାଇଛି। ସ୍ଥାନୀୟ ଏକ ବ୍ରିଜ୍‌ ଉପରେ ଯାଉଥିବାବେଳେ ମଝି ରାସ୍ତାରେ ହଠାତ୍‌ ଟ୍ୟାଙ୍କର ଜଳି ଉଠିଥିଲା। ଫଳରେ ରାସ୍ତାରେ ଯାଉଥିବା ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ଖବର ପାଇ...

ପରପାରିରେ ଭେଟେରାନ୍‌ କୋରିଓଗ୍ରାଫର ଭିରୁ ଦେବଗନ

ମୁମ୍ବାଇ,୨୭।୫: ବଲିଉଡ୍‌ ଦୁନିଆର ଭେଟେରାନ୍‌ ଆକ୍ସନ୍‌ କୋରିଓଗ୍ରାଫର ଭିରୁ ଦେବଗନଙ୍କ ସୋମବାର ପରଲୋକ ହୋଇଛି। ସୋମବାର ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମୁମ୍ବାଇ ଶାନ୍ତାକ୍ରୁଜର ସୂର୍ଯ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ହୃଦଘାତ ଯୋଗୁଁ ସେ ପ୍ରାଣ...

ସିକ୍କିମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପ୍ରେମ ସିଂ ତାମଙ୍ଗ

ଗ୍ୟାଙ୍ଗଟକ୍‌,୨୭।୫: ସିକ୍କିମ କ୍ରାନ୍ତିକାରୀ ମୋର୍ଚ୍ଚା(ଏସ୍‌କେଏମ୍‌)ର ଅଧ୍ୟକ୍ଷ ପ୍ରେମ ସିଂ ତାମଙ୍ଗ ବା ପିଏସ୍‌ ଗୋଲେ ଭାବେ ପରିଚିତ ତାମଙ୍ଗ ସୋମବାର ସିକ୍କିମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସିକ୍କିମର ରାଜ୍ୟପାଳ ଗଙ୍ଗା ପ୍ରସାଦ ତାଙ୍କୁ ପାଲିଜୋର ଷ୍ଟାଡିୟମରେ ପଦ...

ନୋବେଲ ପୁରସ୍କାର ପାଇଁ ୧୧ଥର ଆବେଦନ କରିଥିଲେ ନେହେରୁ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ପୁଣ୍ୟ ତିଥି ସୋମବାର ପାଳିତ ହୋଇଛି। ପୃଥିବୀର ସର୍ବଶ୍ରେଷ୍ଠ ପୁରସ୍କାର ନୋବେଲ ପାଇଁ ନେହେରୁ ୧୧ଥର ଆବେଦନ କରିଥିଲେ। ତେବେ କୌଣସି ଥର ସେ ଏଥିରେ ସଫଳ ହୋଇ ନ ଥିଲେ।...

ଦେଶର ବିଭାଜନ ପାଇଁ ନେହେରୁ ନୁହେଁ ଜିନ୍ନା ଓ ସାବରକର ଦାୟୀ

ରାୟପୁର,୨୭।୫: ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲା ଭାରତ ବିଭାଜନ ନେଇ ଦେଇଛନ୍ତି ବିବାଦୀୟ ମନ୍ତବ୍ୟ। ସେ କହିଛନ୍ତି ଦେଶର ବିଭାଜନ ପାଇଁ ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁ ଦାୟୀ ନୁହଁନ୍ତି। ଏଥିପାଇଁ ମହମ୍ମଦ ଅଲ୍ଲୀ ଜିନ୍ନା ଏବଂ ବିନାୟକ ଦାମୋଦର...

ପିଲାଙ୍କୁ ପଢ଼ାନ୍ତି ପାଠ: ଫି ବଦଳରେ ମାସକୁ ୧୮ ଗଛ ଲଗାଇବାକୁ ଦିଅନ୍ତି ପରାମର୍ଶ

ପାଟନା,୨୭।୫: ବିହାର ବେଗୁସରାଇସ୍ଥିତ ସମସ୍ତିପୁରରେ ଜଣେ ଯୁବକ ପରିବେଶ ସଚେତନତା କାର୍ଯ୍ୟକ୍ରମ ଏକ ନିଆରା ଢ଼ଙ୍ଗରେ କରୁଛନ୍ତି। ରାଜେଶ କୁମାର ସୁମନ ନାମକ ଜଣେ ଯୁବକ ପିଲାଙ୍କୁ ପଢ଼ାନ୍ତି। ତେବେ ମାସିକ ଫି ବାବଦରେ ସେ ପିଲାଙ୍କୁ ୧୮ଟି ଗଛ...

ଅନ୍ୟ ମହିଳାଙ୍କ ସହ ଡାନ୍ସ କରିବା ପାଇଁ ମନା କରିବାରୁ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ

ଉଦୟପୁର,୨୭।୫: ରାଜସ୍ଥାନର ଉଦୟପୁରରେ ଜଣେ ୬୦ ବର୍ଷୀୟ ବୃଦ୍ଧ ନିଜ ସ୍ତ୍ରୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ପନଓ୍ବାଡା ପୋଲିସ ଷ୍ଟେଶନ ନିକଟବର୍ତ୍ତି ଅଞ୍ଚଳରେ ବାସ କରନ୍ତି କାଶୁରାମ ଓ ତାଙ୍କ ଭିଖାଲି। ଶୁକ୍ରବାର ପଡ଼ୋଶୀ ପରିବାରଙ୍କ ଏକ ବିବାହ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri