ଜାତୀୟ

୨୫ ଗୋଚାଲାଣକାରୀଙ୍କୁ ଆକ୍ରମଣ

ଖଣ୍ଡଓ୍ବା,୯ା୭ (ପି.ଟି.): ମଧ୍ୟପ୍ରଦେଶର ଖଣ୍ଡଓ୍ବା ଜିଲାରେ ୨୫ ଜଣ ଗୋଚାଲାଣକାରୀଙ୍କୁ ସ୍ଥାନୀୟ ଲୋକେ ବାନ୍ଧି ମାଡ଼ମାରିବା ସହ ସେମାନଙ୍କୁ ଜୋରଜବରଦସ୍ତ ‘ଗୋ ମାତା କି ଜୟ’ କହିବାକୁ ବାଧ୍ୟ କରିଥିବା ଜଣାପଡ଼ିଛି। ଏନେଇ ଭିଡିଓ ଭାଇରାଲ ହେବା ପରେ ପ୍ରଶାସନର...

ସବୁ ଜିଲାରେ ମାନବାଧିକାର କୋର୍ଟ ପ୍ରତିଷ୍ଠା ଆବେଦନ: କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୭(ପି.ଟି.): ପ୍ରତି ଜିଲାରେ ମାନବାଧିକାର ଅଦାଲତ ସ୍ଥାପନ ପାଇଁ କରାଯାଇଥିବା ଏକ ଆବେଦନକୁ ସୁପ୍ରିମକୋର୍ଟ ଶୁଣାଣି ପାଇଁ ଗ୍ରହଣ କରିବା ସହ ଏଥିପାଇଁ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇ, ଜଷ୍ଟିସ୍‌ ଦୀପକ ଗୁପ୍ତା ଓ...

ପାର୍ଲାମେଣ୍ଟରେ କର୍ନାଟକ ତାତି:କେନ୍ଦ୍ରକୁ ଦାୟୀ କଲା କଂଗ୍ରେସ

ନୂଆଦିଲ୍ଲୀ,୯ା୭(ପି.ଟି.): କର୍ନାଟକରେ ରାଜନୈତିକ ସଙ୍କଟ ଲାଗି ରହିଥିବାବେଳେ ଏହାକୁ ନେଇ ସୋମବାର ଲୋକ ସଭାରେ ଝଡ଼ ସୃଷ୍ଟି ହୋଇଥିଲା। କର୍ନାଟକ ସ୍ଥିତି ସହ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରଙ୍କର କୌଣସି ସମ୍ପର୍କ ନାହିଁ, ଦଳବଦଳ ପାଇଁ କୌଣସି ବିଧାୟକ କିମ୍ବା...

ଇରାନରେ ‘ର’ ଅଧିକାରୀଙ୍କୁ ବିପଦରେ ପକାଇଥିଲେ ଅନସାରୀ

ନୂଆଦିଲ୍ଲୀ,୯ା୭: ପୂର୍ବତନ ଉପରାଷ୍ଟ୍ରପତି ହମିଦ ଅନସାରୀଙ୍କ ବିରୋଧରେ ରିସର୍ଚ୍ଚ ଆଣ୍ଡ୍‌ ଆନାଲିସିସ୍‌ ଓ୍ବିଙ୍ଗ୍‌ (ର)ର ଜନୈକ ପୂର୍ବତନ ଅଧିକାରୀ ଗୁରୁତର ଅଭିଯୋଗ ଆଣିଛନ୍ତି। ଇରାନରେ ଅନସାରୀ ‘ର’ କାର୍ଯ୍ୟକଳାପକୁ ପଦାରେ ପକାଇ ଏହାର ଅଧିକାରୀମାନଙ୍କ ଜୀବନ ପ୍ରତି ବିପଦ ଆଣିଥିଲେ...

ଆଧାର ସଂଶୋଧନ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୯ା୭(ପି.ଟି.): ଆଧାର ସଂଶୋଧନ ବିଲ୍‌ ସୋମବାର ପାର୍ଲାମେଣ୍ଟରେ ଗୃହୀତ ହୋଇଛି। ଫଳରେ ଜଣେ ଚାହିଁଲେ ବ୍ୟାଙ୍କ ଖାତା ଖୋଲିବା ଏବଂ ମୋବାଇଲ ସିମ୍‌ କାର୍ଡ କିଣିବାରେ ଆଧାରକୁ ପରିଚୟ ପ୍ରମାଣ ଭାବେ ବ୍ୟବହାର କରିପାରିବେ। ଆଧାର ଓ ଅନ୍ୟାନ୍ୟ ଆଇନ...

ତେଜସ୍‌ ହେବ ଦେଶର ପ୍ରଥମ ପ୍ରାଇଭେଟ ଟ୍ରେନ

ନୂଆଦିଲ୍ଲୀ,୯ା୭: ଦେଶରେ ଦୌଡ଼ିବ ପ୍ରଥମ ପ୍ରାଇଭେଟ ଟ୍ରେନ। ଦିଲ୍ଲୀ ଓ ଲକ୍ଷ୍ନୌ ମଧ୍ୟରେ ଚାଲିବାକୁ ଥିବା ତେଜସ୍‌ ଏକ୍ସପ୍ରେସକୁ ଘରୋଇ କମ୍ପାନୀ ହାତକୁ ଟେକି ଦିଆଯିବ। ବିମାନରେ ମିଳୁଥିବା ସମସ୍ତ ପ୍ରକାର ସୁବିଧା ଏଥିରେ ଉପଲବ୍ଧ ହେବ। ସରକାରଙ୍କ ୧୦୦...

କର୍ନାଟକରେ ସରକାର ବଞ୍ଚାଇବାକୁ କସରତ: କ୍ୟାବିନେଟ୍‌ରୁ ସବୁ ମନ୍ତ୍ରୀଙ୍କ ଇସ୍ତଫା

ବେଙ୍ଗାଲୁରୁ,୯ା୭(ପି.ଟି.): କର୍ନାଟକ ବିଧାନସଭାରୁ କଂଗ୍ରେସ ଓ ଜେଡିଏସ୍‌ର ୧୪ ବିଧାୟକ ଇସ୍ତଫା ଦେବା ପରେ ଏଚ୍‌.ଡି. କୁମାରସ୍ବାମୀ ସରକାରରେ ଦେଖାଦେଇଥିବା ସଙ୍କଟ ଟାଳିବା ପାଇଁ ଦୁଇ ଦଳ ପକ୍ଷରୁ ଜୋରଦାର କସରତ ଚାଲିଛି। ଉଭୟ ଦଳର ସମସ୍ତ ମନ୍ତ୍ରୀ କୁମାରସ୍ବାମୀଙ୍କ...

ଆଇସିସି ବିଶ୍ୱକପ ପ୍ରଥମ ସେମିଫାଇନାଲ: ଭାରତ-ନ୍ୟୁଜିଲାଣ୍ଡ ଟକ୍କର

ମାଞ୍ଚେଷ୍ଟର, ୯।୭: ଚଳିତ ଆଇସିସି ବିଶ୍ୱକପର ଲିଗ୍‌ ପର୍ଯ୍ୟାୟ ପରେ ଏବେ ଆସିଛି ଅସଲ ପରୀକ୍ଷାର ବେଳ। ସେମିଫାଇନାଲରେ ପ୍ରବେଶ କରିଛନ୍ତି କ୍ରିକେଟ ଜଗତର ୪ ଶ୍ରେଷ୍ଠ ଦଳ ଭାରତ, ଅଷ୍ଟ୍ରେଲିଆ, ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ। ମଙ୍ଗଳବାର ହେବ ପ୍ରଥମ...

୧୩୫ ବହି ଲେଖି ସାରିଲେଣି ୧୨ ବର୍ଷର ବାଳକ

ଅଯୋଧ୍ୟା,୮।୭: କଳା ସଂସ୍କୃତି ଓ ପ୍ରସିଦ୍ଧ ବ୍ୟକ୍ତିତ୍ୱଙ୍କୁ ନେଇ ୧୨ ବର୍ଷର ବାଳକ ୧୩୫ଟି ବହି ରଚନା କରି ସାରିଲେଣି। ଉତ୍ତର ପ୍ରଦେଶର ମ୍ରିଗେନ୍ଦ୍ର ରାଜ ମାତ୍ର ୬ବର୍ଷ ବୟସରୁ ଲେଖାଲେଖି ଆରମ୍ଭ କରିଥିଲେ। ତାଙ୍କର ପ୍ରଥମ ପୁସ୍ତକ ଥିଲା...

ନିର୍ବାଚନରେ ପରାସ୍ତ ହେବାପରେ ପ୍ରଥମଥର ପାଇଁ ଜୁଲାଇ ୧୦ରେ ଆମେଠି ଯିବେ ରାହୁଲ

ନୂଆଦିଲ୍ଲୀ, ୮।୭:ଗତ ନିର୍ବାଚନରେ ଉତ୍ତର ପ୍ରଦେଶର ଆମେଠି ଲୋକ ସଭା ଆସନରୁ ପରାଜୟର ସ୍ବାଦ ଚାଖିଥିବା ରାହୁଲ ଗାନ୍ଧୀ ଜୁଲାଇ ୧୦ରେ ଆମେଠି ଯିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ରାହୁଲ କଂଗ୍ରେସ କାର୍ଯ୍ୟକର୍ତ୍ତାଙ୍କୁ ଭେଟି ପରାଜୟର ସମୀକ୍ଷା କରିବେ। ରାହୁଲ...

ମୁଜଫରନଗରରେ ଘର ଭୁଷୁଡ଼ି ୩ ଶିଶୁ ମୃତ

ମୁଜଫରନଗର,୮।୭: ଉତ୍ତରପ୍ରଦେଶ ମୁଜଫରନଗରର ସିଖେଡା ଗଁ।ରେ ସୋମବାର ଘରର ଛାତ ଭୁଷୁଡ଼ିଯାଇଛି। ଏହି ଦୁର୍ଘଟଣାରେ ୩ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ବାପା ଆହତ ହୋଇଛନ୍ତି। ସହରରେ ମୌସୁମୀ ବର୍ଷା ଲାଗି ରହିଥିବାରୁ ସକାଳେ ଦୁର୍ବଳ ଥିବା ଘରର କାନ୍ଥ ଭାଙ୍ଗିଯିବାରୁ...

୪୨ ପିଏସ୍‌ୟୁରେ ପୁଞ୍ଜି ପ୍ରତ୍ୟାହାର ନିଷ୍ପତ୍ତି: ତୃଣମୂଳ ଏମ୍‌ପିଙ୍କ ଧାରଣା

ନୂଆଦିଲ୍ଲୀ,୮।୭: ଦେଶର ୪୨ଟି ପିଏସ୍‌ୟୁ(ପବ୍ଲିକ୍‌ ସେକ୍ଟର ଅଣ୍ଡରଟେକିଂ)ରେ ପୁଞ୍ଜିପ୍ରତ୍ୟାହାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହାକୁ ବିରୋଧ କରି ସୋମବାର ତୃଣମୂଳ ଏମ୍‌ପି ବିଭିନ୍ନ ସ୍ଲୋଗାନ୍‌ ଦେବା ସହିତ ସଂସଦ ପରିସରରେ ଥିବା ମହାତ୍ମା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri