ଜାତୀୟ

ଏନ୍‌ଡିଏ ନେତା ଭାବେ ମୋଦି ନିର୍ବାଚିତ

ନୂଆଦିଲ୍ଲୀ,୨୫ା୫: ନବନିର୍ବାଚିତ ଏନ୍‌ଡିଏ ଏମ୍‌ପିମାନେ ସର୍ବସମ୍ମତିକ୍ରମେ ନରେନ୍ଦ୍ର ମୋଦିଙ୍କୁ ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ କରିଛନ୍ତି। ସଂସଦର କେନ୍ଦ୍ରୀୟ ସଭାଗୃହରେ ଅନୁଷ୍ଠିତ ବୈଠକରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ, ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଓ୍ବାନୀ, ମୁରଲୀ ମନୋହର...

ଓ୍ବାଇଏସ୍‌ ଜଗନମୋହନ ରେଡ୍ଡୀ ବିଧାୟକ ଦଳର ନେତା ନିର୍ବାଚିତ

ଅମରାବତୀ,୨୫ା୫: ଓ୍ବାଇଏସ୍‌ଆର୍‌ କଂଗ୍ରେସ ସଭାପତି (YSRCP) ୱାଇଏସ୍‌ ଜଗନ ମୋହନ ରେଡ୍ଡୀ ଶନିବାର ସର୍ବସମ୍ମତିକ୍ରମେ ଆନ୍ଧ୍ରପ୍ରଦେଶ ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ତାଡ଼େପଲ୍ଲୀସ୍ଥିତ ଦଳୀୟ ରାଜ୍ୟ ଶାଖା କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ବୈଠକରେ ଦଳର ବରିଷ୍ଠ ନେତା...

ରାହୁଲଙ୍କ ଇସ୍ତଫା ନାଟକ: ଅଗ୍ରାହ୍ୟ କଲା କଂଗ୍ରେସ ଓ୍ବାର୍କିଂ କମିଟି

ନୂଆଦିଲ୍ଲୀ,୨୫।୫: ଲୋକ ସଭା ନିର୍ବାଚନରେ କଂଗ୍ରେସର ବିଫଳତା ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବେ ବୋଲି କୁହାଯାଉଥିଲା। ଶନିବାର କଂଗ୍ରେସ ଓ୍ବାର୍କିଂ କମିଟି ପକ୍ଷରୁ ଅନୁଷ୍ଠିତ ବିଚାର ବିମର୍ଷ ବୈଠକରେ ରାହୁଲ ଅଧ୍ୟକ୍ଷ ପଦରୁ...

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହେବ ଅଧିକ ସଶକ୍ତ: ମୋଦି

ନୂଆଦିଲ୍ଲୀ,୨୫।୫: ଏଣିକି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଧିକ ସକ୍ରିୟ ଭାବେ କାର୍ଯ୍ୟ କରିବ। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ସୂଚନା ଦେଇଛନ୍ତି। ମୋଦି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଧିକାରୀଙ୍କ ସହିତ ସାକ୍ଷାତ୍‌ କରି ଏପରି କହିଛନ୍ତି। ନିଜ କାର୍ଯ୍ୟକାଳ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ...

ମୋଦିଙ୍କ ବିଜୟ ଖୁସି: ହୋଟେଲରେ ୩ ଘଣ୍ଟା ମିଳିଲା ମାଗଣା ଜଳଖିଆ

ବିଳାସପୁର,୨୫।୫: ଛତିଶଗଡ଼ ବିଳାସପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଜୟରେ ଆନନ୍ଦିତ ହୋଇ ଜଣେ ଭାଜପା କର୍ମକର୍ତ୍ତା ଏକ ଜଳଖିଆ ଦୋକାନରେ ୩ ଘଣ୍ଟା ଖାଦ୍ୟ ସାମଗ୍ରୀ ଦେବାକୁ ଘୋଷଣା କରିଥିଲେ। ଏହି ସମୟ ମଧ୍ୟରେ ୨୦ ହଜାର ଟଙ୍କାର ଜଳଖିଆ...

ଋଣ ଭାର ସହି ନ ପାରି କୋଲ୍ଡ ଡ୍ରିଙ୍କସ୍‌ରେ ଜହର ମିଶାଇ ପିଇଲେ ପରିବାର ସଦସ୍ୟ: ୩ ଜଣଙ୍କ ମୃତ୍ୟୁ

ଭୋପାଳ,୨୫।୫: ଋଣ ଭାର ସହି ନ ପାରି ଜହର ମିଶା କୋଲ୍ଡ ଡ୍ରିଙ୍କସ୍‌ ପିଇ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶ ରଓ୍ବୋ ଜିଲା ଘୁମା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା। ଅଶୋକ ପ୍ରଜାପତି...

ନବ ନିର୍ବାଚିତ ଏମ୍‌ପିଙ୍କୁ ଶୀଘ୍ର ମିଳିବ ସରକାରୀ ଘର: ପରାଜିତ ଏମ୍‌ପି ମାସକ ମଧ୍ୟରେ ଛାଡିବେ ଆବାସ

ନୂଆଦିଲ୍ଲୀ,୨୫।୫: ଦେଶର୧୭ତମ ଲୋକ ସଭା ନିର୍ବାଚନରେ ବିଜୟ ହାସଲ କରିଥିବା ଏମ୍‌ପିମାନଙ୍କୁ ଖୁବ୍‌ ଶୀଘ୍ର ସରକାରୀ ଘର ଯୋଗାଇ ଦିଆଯିବ। ଏଥିଲାଗି ପରାଜିତ ଏମ୍‌ପିମାନଙ୍କୁ ଏକମାସ ମଧ୍ୟରେ ସେମାନଙ୍କର ସରକାରୀ ଆବାସ ଖାଲି କରିବାକୁ କୁହାଯାଇଛି। ଷ୍ଟେଟ ଅଫ୍‌ ଡିପାର୍ଟମେଣ୍ଟ...

ନାଳରେ କାର ପଡ଼ି ଗୋଟିଏ ପରିବାରର ୫ଜଣ ମୃତ୍ୟୁ

ମିରଟ,୨୫।୫: ଉତ୍ତରପ୍ରଦେଶର ମିରଟ ସହରର ଜଟପୁରା ଗଁ।ରେ ଶନିବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଉକ୍ତ ଗଁ। ନିକଟରେ କାରଟି ଭାରସାମ୍ୟ ହରାଇ ଏକ ନାଳରେ ପଶିଯାଇଥିଲା। ଏହି ଦୁର୍ଘଟଣାରେ ୨ଶିଶୁ ସମେତ ୫ଜଣଙ୍କ ମୃତ୍ୟୁ ହୋଇଛି। କାରରେ...

ବର୍ଷାଋତୁ ପୂର୍ବରୁ ବୁଢ଼ା ପାହାଡ଼ ହେବ ମାଓମୁକ୍ତ: ଆରମ୍ଭ ହେବ ଅପରେଶନ୍‌ ଅଲ୍‌ଆଉଟ୍‌

ରାଞ୍ଚି ୨୫।୫: ବର୍ଷାଋତୁ ପୂର୍ବରୁ ଛତିଶଗଡ଼ ଏବଂ ଝାଡ଼ଖଣ୍ଡ ମଧ୍ୟରେ ଥିବା ବୁଢ଼ା ପାହାଡ଼ ଅଞ୍ଚଳକୁ ମାଓମୁକ୍ତ କରାଯିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ଏଠାରେ ମାଓବାଦୀମାନେ ସକ୍ରିୟ ଥିବାରୁ ଅପରେଶନ୍‌ ଅଲ୍‌ଆଉଟ୍‌ ଯୋଜନା ଆରମ୍ଭ କରାଯିବ। ଏଥିରେ ଦୁଇ...

ବିଧବା ବୋହୂଙ୍କ ବିବାହ କରାଇଲେ ଶାଶୁ: ଝିଅ ପରି କଲେ ବିଦା

ରାୟପୁର, ୨୫।୫: ବିଧବା ବୋହୂଙ୍କର ପୁଣିଥରେ ବିବାହ କରାଇ ଜଣେ ଶାଶୁ ତାଙ୍କୁ ଝିଅପରି ବିଦା କରିଛନ୍ତି। ଛତିଶଗଡ଼ ବାଲୋଦ ଜିଲାରେ ଘଟିଛି ଏପରି ଘଟଣା। ଏହା ସାଧାରଣରେ ଏକ ଉଦାହରଣ ସୃଷ୍ଟି କରିଛି। ସ୍ଥାନୀୟ ହୀରାପୁର ଗାଁରେ ବାସ...

ଆଣ୍ଡାମାନରେ ଗୋଟିଏ ରାତିରେ ୨ ଥର ଭୂକମ୍ପ

ପୋର୍ଟବ୍ଲେୟାର,୨୫।୫: ଆଣ୍ଡାମାନ ନିକୋବରରେ ୨ଥର ଭୂକମ୍ପ ଅନୁଭୁତ ହୋଇଛି। ପ୍ରଥମ ଭୂକମ୍ପ ରାତି ୨ଟା ୫୨ରେ ହୋଇଥିବାବେଳେ ଦ୍ୱିତୀୟ ଭୂକମ୍ପ ଭୋର ୫ଟାରେ ହୋଇଛି। ପ୍ରଥମ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୦ ଥିବାବେଳେ ଦ୍ୱିତୀୟର ତୀବ୍ରତା ୪.୮ ଥିବା...

ପେଟରୁ ବାହାରିଲା ଚାମୁଚ, ସ୍କୃ-ଡ୍ରାଇଭର, ଟୁଥ୍‌ ବ୍ରସ୍‌ ଓ ଛୁରୀ

ଶିମଲା,୨୫।୫: ହିମାଚଳପ୍ରଦେଶ ହୈରତ୍‌ଗଞ୍ଜ ଅଞ୍ଚଳରେ ଜଣେ ଲୋକଙ୍କ ପେଟରୁ ୮ ଷ୍ଟିଲ୍‌ ଚାମୁଚ, ୨ ସ୍କୃ-ଡ୍ରାଇଭର, ୨ ଟୁଥ୍‌ ବ୍ରସ୍‌ ଏବଂ ଗୋଟିଏ ଛୁରୀ ଅପରେଶନ୍‌ କରି ବାହାର କରାଯାଇଛି। ସ୍ଥାନୀୟ ମଣ୍ଡି ସ୍ଥିତ ଲାଲ୍‌ ବାହାଦୂର ଶାସ୍ତ୍ରୀ ମେଡିକାଲ୍‌ରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri