ଜାତୀୟ

ବିବାଦ ସତ୍ତ୍ୱେ ବିଜୟୀ

ନୂଆଦିଲ୍ଲୀ,୨୫ା୫(ପି.ଟି.):ନିର୍ବାଚନ ପ୍ରଚାର ବେଳେ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବା ଭାଜପା ପ୍ରାର୍ଥୀ ପ୍ରଜ୍ଞାସିଂ ଠାକୁର ଏବଂ ସମାଜବାଦୀ ପାର୍ଟି ନେତା ଆଜମ୍‌ ଖାନ୍‌ ସେମାନଙ୍କ ଆସନରୁ ବିଜୟୀ ହୋଇଛନ୍ତି। ବିବାଦୀୟ ମନ୍ତବ୍ୟ ଏବଂ ନିର୍ବାଚନ ଆଚରଣ ବିଧି...

ଆସନ ବଞ୍ଚାଇପାରିଲେ ୧୯୭ ଏମ୍‌ପି

ନୂଆଦିଲ୍ଲୀ,୨୫ା୫(ପି.ଟି.): ୨୦୧୪ରେ ନିର୍ବାଚିତ ହୋଇଥିବା ଏମ୍‌ପିଙ୍କ ମଧ୍ୟରୁ ଏଥର ସାଧାରଣ ନିର୍ବାଚନରେ ୧୯୭ ଜଣ ନିଜ ଆସନ ବଞ୍ଚାଇପାରିଛନ୍ତି। ସେମାନଙ୍କ ମଧ୍ୟରେ ୨୭ ମହିଳା ଏମ୍‌ପି ଅଛନ୍ତି। ୭ ପର୍ଯ୍ୟାୟ ଲୋକ ସଭା ନିର୍ବାଚନର ୫୪୨ ଆସନରେ ଭୋଟଗ୍ରହଣ କରାଯାଇଥିଲା।...

ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ମୋଦି: ଲୋକ ସଭା ଭଙ୍ଗ ପାଇଁ ପ୍ରସ୍ତାବ ଗୃହୀତ

ନୂଆଦିଲ୍ଲୀ,୨୪।୫: ଚଳିତ ଲୋକ ସଭା ନିର୍ବାଚନରେ ଭାଜପା ବହୁମତରେ ବିଜୟୀ ହୋଇଛି। ବହୁମତ ପାଇବା ପରେ ଶୁକ୍ରବାର ସାରେ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏଥିସହ ସମସ୍ତ ମନ୍ତ୍ରିପରିଷଦ ସଦସ୍ୟ...

ସୁରଟର କୋଚିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ

ସୁରଟ,୨୪।୫: ଗୁଜରାଟରେ ହୀରା ସହର କୁହାଯାଉଥିବା ସୁରଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୁକ୍ରବାର ସରଥାନା ଅଞ୍ଚଳରେ ଥିବା ତକ୍ଷଶୀଳା କମପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟିଛି। ସେଠାରେ ଥିବା ଏକ କୋଚିଂ ସେଣ୍ଟରରେ ନିଅଁ। ଲାଗିଯାଇ ଧୀରେ ଧୀରେ ଚାରିଆଡେ ବ୍ୟାପିଯାଇଥିଲା। ଏହି...

ପରଦାକୁ ଆସିଲା ମୋଦିଙ୍କ ବାୟୋପିକ

ମୁମ୍ବାଇ,୨୪।୫: ବହୁ ବାଦ ବିବାଦ ପରେ ଶୁକ୍ରବାର ପରଦାରେ ରିଲିଜ୍‌ ହୋଇଛି ମୋଦିଙ୍କ ବାୟୋପିକ ‘ପିଏମ୍‌ ମୋଦି’। ଏହି ଫିଲ୍ମକୁ ଦର୍ଶକଙ୍କ ଭଲ ରେସପନ୍ସ ମିଳିଥିବା ଜଣାପଡ଼ିଛି। ଗୋଟିଏ ପଟେ ମୋଦିଙ୍କ ଦ୍ୱିତୀୟ ବିଜୟକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସାହ...

ମୋଦିଙ୍କ ଶୁଭେଚ୍ଛା ଜଣାଇ ଟ୍ରଲ ହେଲେ ଶବାନା

ମୁମ୍ବାଇ,୨୪।୫: ଲୋକ ସଭା ନିର୍ବାଚନ ଫଳାଫଳ ଆସିବା ପରେ ସୋସିଆଲ ମିଡିଆରେ ମୋଦିଙ୍କ ସମର୍ଥକ ଓ ବିରୋଧୀଙ୍କ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଭଲ ପ୍ରଦର୍ଶନ ଦେଖାଇ ବିଜୟ ହାସଲ କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବଲିଉଡ୍‌ରୁ ମଧ୍ୟ...

ନିର୍ବାଚନ ସରୁ ସରୁ ରବର୍ଟଙ୍କ ବଢ଼ିଲା ସମସ୍ୟା: ଅନ୍ତରୀଣ ଜାମିନ ରଦ୍ଦ ପାଇଁ ହାଇକୋର୍ଟରେ ପହଞ୍ଚିଲା ଇଡି

ନୂଆଦିଲ୍ଲୀ,୨୪।୫: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଲୋକ ସଭା ନିର୍ବାନରେ କଂଗ୍ରେସକୁ ମିଳିଥିବା ଶୋଚନୀୟ ପରାଜୟ ପରେ ଗାନ୍ଧୀ ପରିବାରକୁ ଆଉ ଏକ ଝଟକା ଲାଗିଛି। ବହୁ ଚର୍ଚ୍ଚିତ...

ମାତ୍ର ୧୮୧ ଖଣ୍ଡ ଭୋଟରେ ହାରିଗଲେ ପ୍ରାର୍ଥୀ

ଲକ୍ଷ୍ମୌ, ୨୪।୫: ରାଜନୀତିରେ ବିଜୟ-ପରାଜୟ ତ ଲାଗିରହିଛି, କିନ୍ତୁ ଯଦି ଅଳ୍ପ ବ୍ୟବଧାନରେ ପରାଜୟ ଭୋଗିବାକୁ ପଡେ ତେବେ ମନ କଷ୍ଟ ହେବ ନିଶ୍ଚୟ। ସେମିତି ଏକ ଦୃଶ୍ୟ ଉତ୍ତର ପ୍ରଦେଶରେ ଦେଖିବାକୁ ମିଳିଛି। ଏଠାରେ ବହୁଜନ ସମାଜ ପାର୍ଟି...

ପରାଜୟ ପାଇଁ ଇଭିଏମକୁ ଦାୟୀ କଲେ ମାୟାବତୀ

ଲକ୍ଷ୍ମୌ, ୨୪।୫: ଉତ୍ତର ପ୍ରଦେଶରେ ସମାଜବାଦୀ ପାର୍ଟି-ବହୁଜନ ସମାଜ ପାର୍ଟି-ରାଷ୍ଟ୍ରୀୟ ଲୋକ ଦଳ ମେଣ୍ଟକୁ ଝଟକା ଲାଗିଛି। ୮୦ଟି ଲୋକସଭା ଆସନରୁ ବିଜେପି ଏକାକୀ ୬୨ଟି ଆସନରେ ବିଜୟୀ ହୋଇଥିବା ବେଳେ ତାର ସହଯୋଗୀ ଆପନା ଦଳ ୩ଟି ଆସନରେ...

ରାହୁଲଙ୍କ ପରାଜୟକୁ ନେଇ ମୁହଁ ଖୋଲିଲେ ମାନେକା: କହିଲେ, ‘ରାଜନୀତି ପିଲାଖେଳ ନୁହେଁ’

ନୂଆଦିଲ୍ଲୀ, ୨୪।୫: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିଜ ପରମ୍ପରାଗତ ଆସନ ଅମେଠିରୁ ପରାଜିତ ହୋଇଛନ୍ତି। ଏନେଇ ପ୍ରତିକ୍ରିୟା ଦେଇଛନ୍ତି ତାଙ୍କ ଖୁଡୀ ତଥା ଭାଜପା ଏମ୍‌ପି ମାନେକା ଗାନ୍ଧୀ। ସେ କହିଛନ୍ତି, ରାଜନୀତି ପିଲାଖେଳ ନୁହେଁ, ଏଥର କଂଗ୍ରେସ...

ନିଜ ଅପାରଗତା ପାଇଁ ହାରିଲି ରାଜ ବବର୍‌

ଲକ୍ଷ୍ନୌ, ୨୪।୫: ଲୋକ ସଭା ନିର୍ବାଚନରେ ପରାସ୍ତ ହୋଇଛନ୍ତି ଅଭିନେତାରୁ ରାଜନେତା ପାଲଟିଥିବା ରାଜ ବବର। ଉତ୍ତର ପ୍ରଦେଶର ଫତେପୁର ସିକ୍ରିରୁ ନିର୍ବାଚନ ଲଢୁଥିବା ରାଜ ୫ ଲକ୍ଷ ଭୋଟ ବ୍ୟବଧାନରେ ଭାଜପାର ରାଜ କୁମାର ଚହରଙ୍କଠାରୁ ପରାସ୍ତ ହୋଇଛନ୍ତି।...

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ: ଲୋକ ସଭା ଭଙ୍ଗ ପାଇଁ ରାଷ୍ଟ୍ରପତିଙ୍କୁ ଦିଆଯିବ ପ୍ରସ୍ତାବ

ନୂଆଦିଲ୍ଲୀ, ୨୪।୫: ଶେଷ ହୋଇଛି ଲୋକ ସଭା ନିର୍ବାଚନ। ଫଳାଫଳ ବି ସ୍ପଷ୍ଟ ହୋଇଛି। ଏବେ ୧୬ଶ ଲୋକସଭା ଭଙ୍ଗ ପାଇଁ ଶୁକ୍ରବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ବସିବ। ବୈଠକରେ ବୈଠକରେ ଲୋକ ସଭା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri