ଜାତୀୟ

ବିହାରରେ ଏନ୍‌ଡିଏ ଆଗରେ ମେଣ୍ଟ ପଛରେ

ପାଟନା,୨୩।୫: ବିହାରର ୩୫ଟି ଯାଗ ଲୋକ ସଭା ଆସନରେ ଏନ୍‌ଡିଏ ଏବେ ସୁଦ୍ଧା ଅଗାରେ ଥିବା ସୂଚନା ମିଳିଛି। ଏଠାରେ ମେଣ୍ଟ କେବଳ ପାଟଳିପୁତ୍ର ଆସନରେ ଆଗୁଆ ରହିଥିବା ଜଣାପଡିଛି।

ଏଥର ରାହୁଲ ହେବେ ପ୍ରଧାନମନ୍ତ୍ରୀ: ମାକେନ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଫଳଫଳକୁ ଦେଖିଲେ ଏବେ ସୁଦ୍ଧା କଂଗ୍ରେସ ଭାଜପାଠାରୁ ଅଧିକାଂଶ ଆସନରେ ପଛୁଆ ଥିବା ବେଳେ ରାହୁଲ ଗାନ୍ଧୀ କିନ୍ତୁ ଏଥର ପ୍ରଧାନମନ୍ତ୍ରୀ ହେବେ ବୋଲି ବରିଷ୍ଠ କଂଗ୍ରେସ ନେତା ଅଜୟ ମାକେନ କହିଛନ୍ତି। ସେ...

ମାନେକା ପଛରେ, ସୋନିଆ, ବରୁଣ ଆଗରେ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଫଳାଫଳକୁ ନେଇ ସବୁଠି ରାଜନୀତି ସରଗରମ ଥିବା ବେଳେ ଭାଜପା ନେତ୍ରୀ ମାନେକା ଗାନ୍ଧୀ ସୁଲତାନପୁର ଆସନରୁ ପଛରେ ଥିବା ବେଳେ, ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀ କଂଗ୍ରେସର ରାୟବରେଲି ଆସନରୁ ଆଗୁଆ ରହିଛିନ୍ତି।...

ଗାନ୍ଧୀନଗରରେ ଅମିତ ଶାହ ଆଗୁଆ

ନୂଆଦିଲ୍ଲୀ,୨୩।୫: ଗାନ୍ଧୀନଗର ଲୋକ ସଭା ଆସନରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଆଗୁଆ ରହିଛନ୍ତି। ସକାଳ ୯ଟା ୪୫ ସୁଦ୍ଧା ଅମିତ ୬୫ ହଜାର ଭୋଟରେ ଆଗୁଆଥିବା କୁହାଯାଉଛି। ସୂଚନାଯୋଗ୍ୟ, ଲାଲକୃଷ୍ଣ ଆଡଓ୍ବାଣୀଙ୍କ ଏହି ଲୋକ ସଭା ଆସନରୁ...

ରାୟବରେଲୀରେ ସୋନିଆ ପଛରେ

ନୂଆଦିଲ୍ଲୀ,୨୩।୫: ରାୟବରେଲୀ ଲୋକ ସଭା ଆସନରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପଛରେ ଚାଲିଛନ୍ତି। ସେହିପର ଅମେଠିରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଛୁଆ ଥିବା ପ୍ରଥମ ରାଉଣ୍ଡ ଭୋଟ ଗଣତିରୁ ଜଣାପଡ଼ିଛି।

୫୨୭ ଲୋକ ସଭା ଆସନ ଭୋଟ ଗଣତି: ୨୮୬ରେ ଭାଜପା ଏବଂ ୧୨୫ରେ କଂଗ୍ରେସ ଆଗୁଆ

ନୂଆଦିଲ୍ଲୀ, ୨୩।୫: ଲୋକ ସଭା ନିର୍ବାଚନ ପାଇଁ ସକାଳ ସାଢ଼େ ୯ଟା ସୁଦ୍ଧା ୫୨୫ ଆସନର ଗଣତି ଜାରି ରହିଛି। ସେଥିମଧ୍ୟରୁ ୨୮୬ ଆସନରେ ଭାଜପା ଏବଂ ୧୨୫ ଆସନରେ କଂଗ୍ରେସ ୍ରାଗୁଆ ରହିଛି। ସେହିପରି ଅନ୍ୟ ଦଳ ୧୧୬ଟି...

ଅମେଠିରେ ରାହୁଲ ପଛରେ; ବାରାଣସୀରେ ମୋଦି ଆଗୁଆ

ନୂଆଦିଲ୍ଲୀ, ୨୩।୫: ଅମେଠି ଲୋକ ସଭା ଆସନରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଛରେ ଥିବାବେଳେ ବାରାଣସୀ ଲୋକ ସଭା ଆସନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗୁଆ ରହିଛନ୍ତି। ସେହିପରି ବାୟୋନଡ଼ା ଲୋକ ସଭା ଆସନରେ ରାହୁଲ ଆଗରେ...

ଭାଜପା ୧୬୫ ଏବଂ କଂଗ୍ରେସ ୮୬ରେ ଆଗୁଆ

ନୂଆଦିଲ୍ଲୀ, ୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ସକାଳ ୮ଟା ୪୫ ସୁଦ୍ଧା ଭାଜପା ୧୬୫ ଟି ଆସନରେ ଆଗୁଆ ରହିଥିବାବେଳେ କଂଗ୍ରେସ ୮୬ରେ ଆଗରେ ରହିଛି। ସେହିପରି ଅନ୍ୟ...

ଭାଜପାର ଓପନିଂ ବ୍ୟାଟିଂରେ ଚଉକା ଛକା: କଂଗ୍ରେସ ପଛରେ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ଓପନିଂ ବ୍ୟାଟିରେ ଭାଜପା ଚଉକା ଛକା ବର୍ଷା କରୁଥିବା ନିର୍ବାଚନ ଫଳାଫଳରୁ ଜଣାପଡ଼ିଛି। କଂଗ୍ରେସ ପଛରେ ପଡ଼ିଥିବା କୁହାଯାଉଛି। ସକାଳ ୮ଟା ୪୦...

‘ରିସାଟ୍‌-୨ବି’ ଉତ୍‌କ୍ଷେପଣ ସଫଳ

ଶ୍ରୀହରିକୋଟା(ଆନ୍ଧ୍ରପ୍ରଦେଶ),୨୩ା୫: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଏଠାରେ ବୁଧବାର ରିସାଟ୍‌-୨ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ କରାଯାଇଛି। ପୃଥିବୀ ପର୍ଯ୍ୟବେକ୍ଷଣକାରୀ ଏହି ଉପଗ୍ରହ ଲଞ୍ଚ୍‌ କରିବାରେ ଇସ୍ରୋ ଇତିହାସ ସୃଷ୍ଟି କରିଛି। ପୋଲାର ସାଟେଲାଇଟ୍‌ ଲଞ୍ଚ୍‌ ଭେଇକିଲ (ପିଏସ୍‌ଏଲ୍‌ଭି-ସି୪୬)...

ଦିଲ୍ଲୀ, ମେଘାଳୟ ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୨୩ା୫(ପି.ଟି.): ଜଷ୍ଟିସ୍‌ ଧିରୁଭାଇ ନାରାନଭାଇ ପଟେଲଙ୍କୁ ଦିଲ୍ଲୀ ହାଇକୋର୍ଟ ଓ ଜଷ୍ଟିସ୍‌ ଅଜୟ କୁମାର ମିତ୍ତଲଙ୍କୁ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ଜଷ୍ଟିସ୍‌ ପଟେଲ ଏବେ ଝାଡ଼ଖଣ୍ଡ ହାଇକୋର୍ଟରେ ଥିବାବେଳେ ଜଷ୍ଟିସ୍‌ ମିତ୍ତଲ ପଞ୍ଜାବ ଓ...

ଭାଜପା ୯୨ ଆସନରେ ଆଗୁଆ; କଂଗ୍ରେସ ୪୧ ଆସନରେ ଆଗରେ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗଣତି ଗୁରୁବାର ସକାଳ ୮ଟାରୁ ଆରମ୍ଭ ହୋଇଛି। ଭାଜପା ୯୨ଟି ଆସନରେ ଆଗୁଆ ରହିଥିବାବେଳେ କଂଗ୍ରେସ ୪୧ରେ ଆଗରେ ରହିଛି। ସେହିପରି ଅନ୍ୟ ଦଳ ୧୧ଟି ଲୋକ ସଭା ଆସନରେ ଆଗୁଆ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri