ଜାତୀୟ

୨୦୧୯-୨୦ ଆର୍ଥିକ ବଜେଟ ମୁଖ୍ୟାଂଶ: ଘର ଭଡା ପାଇଁ ଆସିବ ନୂଆ ଆଇନ୍‌

ନୂଆଦିଲ୍ଲୀ ୫।୭: ୨୦୧୯-୨୦ ଆର୍ଥିକ ବର୍ଷ ନିମନ୍ତେ ଶୁକ୍ରବାର ସଂସଦରେ ସାଧାରଣ ବଜେଟ ଉପସ୍ଥାପନ ଚାଲିଛିି। ପୂର୍ବାହ୍ନ ୧୧ଟା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବଜେଟ ଆଗତ କରିଛନ୍ତି। ବଜେଟ୍‌ ମୁଖ୍ୟାଂଶ -‘ଓ୍ବାନ୍‌ ନେଶନ୍‌, ଓ୍ବାନ୍‌ ଗ୍ରୀଡ୍‌କୁ ଗୁରୁତ୍ୱ’ -ଖୁବ୍‌ଶିଘ୍ର...

ଦୀର୍ଘ ୪୯ବର୍ଷ ପରେ ସଂସଦରେ ବଜେଟ ଉପସ୍ଥାପନ କଲେ ଜଣେ ମହିଳା

ନୂଆଦିଲ୍ଲୀ, ୫।୭: ସ୍ବର୍ଗତ ଇନ୍ଦିରା ଗାନ୍ଧୀଙ୍କ ପରେ ପ୍ରଥମ ମହିଳା ଅର୍ଥମନ୍ତ୍ରୀ ଭାବେ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି ନିର୍ମଳା ସାତାରାମନ୍‌। ୧୯୭୦-୭୧ରେ ପ୍ରଧାନମନ୍ତ୍ରୀ ଥିବାବେଳେ ଇନ୍ଦିରା ଗାନ୍ଧୀ ନିଜ ପାଖରେ ଅର୍ଥ ମନ୍ତ୍ରଣାଳୟ ରଖିଥିଲେ। ଫଳରେ ସଂସଦରେ ତାଙ୍କୁ...

ଆଉ କିଛି ସମୟ ପରେ ସଂସଦରେ ଉପସ୍ଥାପନ ହେବ ବଜେଟ୍‌: ରାଷ୍ଟ୍ରପତିଙ୍କୁ ଭେଟିଲେ ସୀତାରାମନ୍‌

ନୂଆଦିଲ୍ଲୀ, ୫।୭: ଆଉ କିଛି ସମୟ ପରେ ସଂସଦରେ ଉପସ୍ଥାପନ ହେବ ପୂର୍ଣ୍ଣାଙ୍ଗ ସାଧାରଣ ବଜେଟ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ନିଜ ପେଡ଼ିରେ କ’ଣ ରଖିଛନ୍ତି ଏବେ ତା’ଉପରେ ସମସ୍ତଙ୍କ ନଜର ରହିଛି। ବଜେଟ ଉପସ୍ଥାପନ କରିବା ପୂର୍ବରୁ...

ଅଗଷ୍ଟ ୫ରେ ଭେଲୋର ଭୋଟ

ଚେନ୍ନାଇ,୫।୭ : ତାମିଲନାଡ଼ୁର ଭେଲୋର ଲୋକ ସଭା ଆସନ ଲାଗି ଅଗଷ୍ଟ ୫ ତାରିଖରେ ଭୋଟଗ୍ରହଣ କରାଯିବ। ଏନେଇ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି। ନିର୍ବାଚନ ପରେ ଅଗଷ୍ଟ ୯ରେ ଭୋଟଗଣତି କରାଯିବ ବୋଲି ଆୟୋଗ ଦର୍ଶାଇଛନ୍ତି। ଆଚରଣବିଧି...

ଆଧାର ସଂଶୋଧନ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ,୫।୭:ଆଧାର ସଂଶୋଧନ ବିଲ୍‌ ଗୁରୁବାର ଲୋକ ସଭାରେ ଗୃହୀତ ହୋଇଛି। ବ୍ୟାଙ୍କରେ ଜମା ଖାତା ଖୋଲିବା, ମୋବାଇଲ ଫୋନ୍‌ ପାଇଁ ସିମ୍‌କାର୍ଡ ସଂଗ୍ରହ ଲାଗି ଆଧାରକୁ ପରିଚୟପତ୍ର ଭାବେ ବ୍ୟବହାର କରିବା ନିମନ୍ତେ ଆଇନଗତ ସ୍ବୀକୃତି ଦେବା ଲାଗି କେନ୍ଦ୍ର...

୩୫୮ ଖଣି ଲିଜ୍‌ ବାତିଲ ଆବେଦନ:କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୫।୭(ପି.ଟି.):ସାନି ମୂଲ୍ୟାୟନ କରା ନ ଯାଇ ଦେଶରେ ୩୫୮ରୁ ଅଧିକ ଲୁହାପଥର ଖଣି ବିଭିନ୍ନ କମ୍ପାନୀକୁ ଆବଣ୍ଟନ କରାଯିବା ଅଥବା ଲିଜ୍‌ ମିଆଦ ବୃଦ୍ଧି କିମ୍ବା ବଳବତ୍ତର ରଖାଯାଇଥିବାରୁ ସେଗୁଡ଼ିକୁ କାହିଁକି ବାତିଲ କରା ନ ଯିବ ୪ ସପ୍ତାହ...

ମାନହାନି ମାମଲା:ରାହୁଲ, ୟେଚୁରୀଙ୍କୁ ଜାମିନ

ମୁମ୍ବାଇ,୫।୭(ପି.ଟି.):ଏକ ମାନହାନି ମାମଲାରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଗୁରୁବାର କୋର୍ଟରେ ହାଜର ହୋଇ ନିଜକୁ ନିର୍ଦ୍ଦୋଷ ବୋଲି କହିଛନ୍ତି। କୋର୍ଟ ସେମାନଙ୍କୁ ଜାମିନ ମଞ୍ଜୁର କରିଛନ୍ତି। ତେବେ ସେମାନଙ୍କ ମାମଲାର...

କଂଗ୍ରେସ ବିଧାୟକଙ୍କ ଗୁଣ୍ଡାଗିରି: ଇଞ୍ଜିନିୟରଙ୍କୁ ଫୋପାଡିଲେ କାଦୁଅ

ମୁମ୍ବାଇ, ୪।୭: ନଗର ନିଗମ ଅଧିକାରୀଙ୍କୁ ବ୍ୟାଟ୍‌ରେ ପିଟି ଭାଜପା ବିଧାୟକ ଜେଲ୍‌ ଯିବାକଥା ମନରୁ ନ ଲିଭୁଣୁ ପୁଣି ଜଣେ କଂଗ୍ରେସ ବିଧାୟକ ଇଞ୍ଜିନିୟରଙ୍କୁ କାଦୁଅ ଫୋପାଡି ଚର୍ଚ୍ଚାକୁ ଆସିଛନ୍ତି। ବିଧାୟକ ନିତେଶ ରାଣେ ଜଣେ ଇଞ୍ଜିନିୟରଙ୍କୁ ନିଜ...

ଡାକ୍ତରଙ୍କୁ ଆକ୍ରମଣ କରୁଥିବା ବ୍ୟକ୍ତିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଉ: ହେମା

ନୂଆଦିଲ୍ଲୀ,୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ପ୍ରଥମ ବଜେଟ୍‌ ଶୁକ୍ରବାର ଉପସ୍ଥାପିତ ହେବ। ହେଲେ ଗୁରୁବାର ମଥୁରାର ଭାଜପା ଏମ୍‌ପି ତଥା ବଲିଉଡ୍‌ ଅଭିନେତ୍ରୀ ହେମା ମାଳିନୀ ଦେଶରେ କାର୍ଯ୍ୟରତ ଡାକ୍ତରଙ୍କ ସୁରକ୍ଷା କଥା ଉଠାଇଛନ୍ତି। ସେ...

ଭାଜପା ଏମ୍‌ପିଙ୍କ ବିବାଦୀୟ ମନ୍ତବ୍ୟ:ଦଳୀୟ ସ୍ବାର୍ଥ ଦୃଷ୍ଟିରୁ ଜେଡିୟୁ ସହ ମେଣ୍ଟ ହୋଇଛି

ପାଟନା, ୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରୀମଣ୍ଡଳର ଆବଣ୍ଟନକୁ ନେଇ ବିବାଦ ଦେଖା ଦେବା ପରେ ମନ୍ତ୍ରୀମଣ୍ଡଳରେ ସାମିଲ ହୋଇ ନ ଥିଲା ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଦଳ ଜେଡିୟୁ। ଏହି ଘଟଣା ପରେ ଭାଜପା ଏବଂ ଜେଡିୟୁ...

ଡିଏମ୍‌କେ ଯୁବଶାଖାର ସମ୍ପାଦକ ହେଲେ ଷ୍ଟାଲିନଙ୍କ ପୁଅ ଉଦୟନିଧି

ଚେନ୍ନାଇ,୪।୭: ଡିଏମ୍‌କେ ମୁଖ୍ୟ ଏମ୍‌ କେ ଷ୍ଟାଲିନଙ୍କ ପୁଅ ତଥା ଅଭିନେତା ଉଦୟନିଧି ଡିଏମ୍‌କେର ଯୁବଶାଖା ସମ୍ପାଦକ ଭାବେ ନିଯୁକ୍ତ ହୋଇଛନ୍ତି। ୪୨ ବର୍ଷୀୟ ଉଦୟନିଧି ହେଉଛନ୍ତି କରୁଣାନିଧିଙ୍କ ପରିବାରର ୪ର୍ଥ ସଦସ୍ୟ ଯେ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ...

ରଥଟାଣି ପୁଣି ବିବାଦରେ ନୁସରତ

କୋଲକାତା,୪।୭: ଅଭିନେତ୍ରୀରୁ ଏମ୍‌ପି ହୋଇଥିବା ନୁସରତ ଜହାଁ ଏବେ ପୁଣି ଆସିଛନ୍ତି ଚର୍ଚ୍ଚାକୁ। ଗୁରୁବାର ଶ୍ରୀଗୁଣ୍ଡିଚା ଅବସରରେ ସେ କୋଲକତାରେ ଆୟୋଜିତ ରଥଯାତ୍ରା ଉତ୍ସବରେ ମୁଖ୍ୟ ଅତିଥି ହୋଇଛନ୍ତି। କେବଳ ସେତିକି ନୁହେଁ ମଥାରେ ସିନ୍ଦୁର ପିନ୍ଧି ଓଢଣା ଦେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri