ଜାତୀୟ

କମଲ ହାସନଙ୍କୁ ମିଳିଲା ଆଗୁଆ ଜାମିନ

ଚେନ୍ନାଇ,୨୦।୫: ଅଭିନେତାରୁ ରାଜନେତା ହୋଇଥିବା କମଲ ହାସନ କିଛିଦିନ ହେବ ବିବାଦ ଘେରରେ ରହିଛନ୍ତି। ମାହତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ପ୍ରଥମ ହିନ୍ଦୁ ଆତଙ୍କବାଦୀ କହିବାରୁ ତାଙ୍କ ନାଁରେ କୋର୍ଟରେ ମାମଲା ଦାୟର କରାଯାଇଥିଲା। ଏହି ମାମଲରେ ସୋମବାର...

ପୋଲିସ ସବ୍‌-ଇନ୍ସପେକ୍ଟରଙ୍କୁ ପିଟିପିଟି ହତ୍ୟା

ନୂଆଦିଲ୍ଲୀ, ୨୦।୫: ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ପୋଲିସ ସବ୍‌-ଇନ୍ସପେକ୍ଟରଙ୍କୁ ପିଟିପିଟି ହତ୍ୟା କରାଯାଇଛି। ପୂର୍ବ ଦିଲ୍ଲୀର ବିବେକ ବିାହର ଥାନାରେ କାର୍ଯ୍ୟରତ ଥିବା ରାଜକୁମାର ଅବୈଧ ଗଞ୍ଜେଇ ଏବଂ ମଦ ବେପାର ରୋକିବା ପାଇଁ...

ବହୁ କେନ୍ଦ୍ରମନ୍ତ୍ରୀ ବଙ୍ଗଳା ଭଡ଼ା ବାକି ରଖିଛନ୍ତି

ନୂଆଦିଲ୍ଲୀ,୨୦।୫: ବହୁ କେନ୍ଦ୍ରମନ୍ତ୍ରୀ ସେମାନେ ରହୁଥିବା ସରକାରୀ ବଙ୍ଗଳାର ଭଡ଼ା ବାକି ରଖିଥିବା ଜଣାପଡ଼ିଛି। କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡ଼େକର, ନିର୍ମଳା ସୀଥାରମଣ, ସୁଷମା ସ୍ବରାଜ, ବିଜୟ ଗୋଏଲ୍‌, ମୁକ୍ତାର ଆବାସ୍‌ ନକଭି, ଜିତେନ୍ଦ୍ର ସିଂ ପ୍ରମୁଖ ସରକାରୀ ବଙ୍ଗଳା ଭଡ଼ା...

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ଦିନରେ ସ୍ବପ୍ନ ଦେଖିବା ଠିକ୍‌ ନୁହେଁ କହିଲେ ପ୍ରକାଶ ରାଜ

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ସରିଥିବା ବେଳେ ଏବେ ଅପେକ୍ଷା ଫଳାଫଳକୁ । ରବିବାର ଶେଷ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଏବେ ପ୍ରାୟ ସବୁ ଟେଲିଭିଜନ୍‌ ଚ୍ୟାନେଲରେ ଦେଖିବାକୁ ମିଳୁଛି ଏକ୍‌ଜିଟ୍‌ ପୋଲ୍‌। ଏହାକୁ ନେଇ କିଏ କେତେ...

ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ: ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୦।୫: ରବିବାର ପ୍ରକାଶ ପାଇଥିବା ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ ବୋଲି ଉପରାଷ୍ଟ୍ରପତି ଭେଙ୍କିଆ ନାଇଡ଼ୁ। ‘ଆମକୁ ବୁଝିବା ଦରକାର ଯେ, ଏକ୍‌ଜିଟ୍‌ ପୋଲ ବାସ୍ତବିକ ପରିଣାମ ନୁହେଁ’। ୧୯୯୯ରୁ ଆସିଥିବା ଏକ୍‌ଜିଟ୍‌ ପୋଲ ଅଧିକତର ଭୁଲ ହୋଇଛି...

ସବୁ ଏକ୍‌ଜିଟ୍‌ ପୋଲ୍‌ ଭୁଲ୍‌: ଶଶି ଥରୁର

ନୂଆଦିଲ୍ଲୀ,୨୦।୫: ବରିଷ୍ଠ କଂଗ୍ରେସ ନେତା ଶଶି ଥରୁର ସୋମବାର ସମସ୍ତ ଏକ୍‌ଜିଟ୍‌ ପୋଲ୍‌ର ଆକଳନକୁ ଭୁଲ୍‌ ବୋଲି କହିଛନ୍ତି। ସେ କହିଛନ୍ତି, ମେ ୨୩ ପର୍ଯ୍ୟନ୍ତ ଅପେକ୍ଷା କଲେ ପ୍ରକୃତ ଫଳାଫଳ ଜଣାପଡିବ। ଥରୁର ଟୁଇଟ୍‌ କରି କହିଛନ୍ତି କି...

ମୋହନ ଭାଗବତଙ୍କ ସହ ସାକ୍ଷାତ କରିପାରନ୍ତି ମୋଦି

ନୂଆଦିଲ୍ଲୀ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କ ସହ ସାକ୍ଷାତ କରିପାରନ୍ତି ବୋଲି ସୂଚନା ମିଳିଛି। ମୋଦି ନାଗପୁର ସ୍ଥିତ ସଂଘ ମୁଖ୍ୟ କାର୍ଯ୍ୟାଳୟରେ ପହଞ୍ଚିବା ସହ ବିଭିନ୍ନ ବିଷୟରେ ଆଲୋଚନା କରାଯିବ। ଆସନ୍ତା ୨୩ରେ...

ମୋଦି ଧ୍ୟାନ କରୁଥିବା ଗୁମ୍ଫାରେ ରହିବାକୁ ଚାହିଁଲେ ଗୋଟିଏ ରାତି ପାଇଁ ଦେବାକୁ ପଡିବ ୯୯୦ଟଙ୍କା

ଡେରାଡୁନ,୨୦।୫: ଗେରୁଆ ବସ୍ତ୍ରପିନ୍ଧି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଦାରନାଥର ଯେଉଁ ଗୁମ୍ଫାରେ ଧ୍ୟାନ କରୁଥିଲେ ତାହା ଏବେ ବେଶ୍‌ ଚର୍ଚ୍ଚିତ। ଶନିବାର ଏହି ଫଟୋଟି ସୋସିଆଲ ମିଡିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଥିଲା। ହେଲେ ଏହି ଗୁମ୍ଫାକୁ ଲାଗି ରହିଥିବା...

ଏନ୍‌ଡିଏକୁ ବହୁମତ

ନୂଆଦିଲ୍ଲୀ,୨୦।୫(ଆଇଏଏନ୍‌ଏସ୍‌): ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହ ପୁଣିଥରେ କେନ୍ଦ୍ରରେ ସରକାର ଗଠନ କରିବାକୁ ଯାଉଛି। ଏହି କ୍ଷମତାସୀନ ମେଣ୍ଟକୁ ପ୍ରାୟ ୨୯୬ ଆସନରେ ସଫଳତା ମିଳିବ ଏବଂ କଂଗ୍ରେସ ନେତୃତ୍ୱାଧୀନ ସଂଯୁକ୍ତ ପ୍ରଗତିଶୀଳ...

ନିର୍ବାଚନ ବେଳେ ୩,୪୪୯ କୋଟି ଟଙ୍କା ଜବତ

ନୂଆଦିଲ୍ଲୀ,୨୦।୫(ପି.ଟି.): ଲୋକ ସଭା ନିର୍ବାଚନ ଲାଗି ତାରିଖ ଘୋଷଣା ହେବା ପରେ ଦେଶର ବିଭିନ୍ନ ସ୍ଥାନରୁ ମୋଟ ୩୪୪୯.୧୨ କୋଟି ଟଙ୍କା ମୂଲ୍ୟର ନଗଦ ଅର୍ଥ, ଡ୍ରଗ୍ସ, ମଦ ଓ ଅନ୍ୟାନ୍ୟ ଦାମୀ ସାମଗ୍ରୀ ଜବତ ହୋଇଥିବା ନିର୍ବାଚନ କମିଶନ...

ଲୋକ ସଭା ନିର୍ବାଚନ ଲାଗି ଏକ୍‌ଜିଟ ପୋଲ୍‌ ଠିକ୍‌ ନୁହେଁ

ନୂଆଦିଲ୍ଲୀ,୨୦।୫(ଆଇଏଏନ୍‌ଏସ୍‌): ସାତ ପର୍ଯ୍ୟାୟ ବିଶିଷ୍ଟ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିଭିନ୍ନ ଗଣମାଧ୍ୟମ ପକ୍ଷରୁ ଏକ୍‌ଜିଟ ପୋଲ୍‌ (ବୁଥ୍‌ଫେରନ୍ତା ଜନମତ ସର୍ଭେ) ରିପୋର୍ଟ ପ୍ରକାଶ ପାଇଛି। ଏହାକୁ ଯଦି ବିଶ୍ୱାସକୁ ନିଆଯାଏ ତେବେ ନରେନ୍ଦ୍ର ମୋଦି ସରକାର...

‘ସବୁ ଏକ୍‌ଜିଟ୍‌ ପୋଲ୍‌ ମିଛ ନୁହେଁ’

ଶ୍ରୀନଗର,୨୦।୫: ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟକୁ ଜାମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ସମର୍ଥନ କରିଛନ୍ତି। ସେ କହିଛନ୍ତି ଯେ, ସବୁ ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ କେବେହେଲେ ମିଛ ହୋଇପାରିବ ନାହିଁ। ୨୩ ତାରିଖରେ କ’ଣ ଫଳାଫଳ ଆସୁଛି ତାକୁ ସମସ୍ତେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri