ଜୟପୁର, ୧୬।୫: ଭାରତୀୟ ବାୟୁସେନାର ଓିଙ୍ଗ କମାଣ୍ଡର ଅଭିନନ୍ଦନ ବଥର୍ର୍ମାନଙ୍କ ବାହାଦୂରୀକୁ ଏବେ ଛାତ୍ରୀଛାତ୍ର ପାଠ ବହିରେ ପଢିବେ ବୋଲି ରାଜସ୍ଥାନ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ବୁଧବାର ଶିକ୍ଷା ମନ୍ତ୍ରୀ ଗୋବିନ୍ଦ ସିଂହ ଡୋଟାସରଙ୍କ ପକ୍ଷରୁ ଏକ ପ୍ରସ୍ତାବ...
ନୂଆଦିଲ୍ଲୀ, ୧୬।୫: ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମହିଳା ସ୍ବାମୀଙ୍କ ଭୟରେ ୫ମହଲା ଛାତରୁ ଡେଇଁ ପ୍ରାଣ ହରାଇଛନ୍ତି। ମୃତ ମହିଳା ଜଣଙ୍କ ସ୍ବାମୀଙ୍କ ଅନୁପସ୍ଥିତିରେ ଅନ୍ୟ ଜଣେ ପୁରୁଷଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଧରାପଡିଯିବାରୁ...
ହାଇଦ୍ରାବାଦ୍, ୧୬।୫: ଦେଶର ପତାକା ପ୍ରତି ସମସ୍ତ ନାମରିକଙ୍କ ସମ୍ମାନ ଭାବ ଥାଏ। ଏହାର ନିଚ୍ଛକ ଉଦାହରଣ ଦେଖିବାକୁ ମିଳିଛି ଆନ୍ଧ୍ର ପ୍ରଦେଶରେ। ଏଠାରେ ଜଣେ ବ୍ୟକ୍ତି ତ୍ରିରଙ୍ଗା ପାଇଁ ନିଜ ଘର ବିକ୍ରି କରିଦେଇଛନ୍ତି। ବ୍ୟକ୍ତିଙ୍କ ନାମ ଆର୍...
Page 4,722 of 4,753« First«...102030...4,7204,7214,7224,7234,724...4,7304,7404,750...»Last »
Archives
Model This Week
ପିଲାଙ୍କ ଧରିତ୍ରୀ