ଜାତୀୟ

୧୩୫ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ କଂଗ୍ରେସର ଅସ୍ଥିତ୍ୱ ସଙ୍କଟଗ୍ରସ୍ତ!

ନୂଆଦିଲ୍ଲୀ,୧୭।୬: ସୋମବାରଠାରୁ  ଲୋକ ସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଚଳିତ ଥର ଲୋକସଭାରେ କଂଗ୍ରେସ ଦଳର ୫୨ ଜଣ ସଦସ୍ୟ ରହିଛନ୍ତି। ଏହା ପୂର୍ବରୁ ୨୦୧୪ରେ ଦଳର ସଦସ୍ୟ ସଂଖ୍ୟା ୪୪ ଥିଲା। ଲୋକ ସଭାରେ ବିରୋଧୀ ଆସନରେ...

ସୁପ୍ରିମକୋର୍ଟ ପହଞ୍ଚିଲା ଜୁନିୟର ଡାକ୍ତରଙ୍କ ଆନ୍ଦୋଳନ ମାମଲା: ମଙ୍ଗଳବାର ହେବ ଶୁଣାଣି

ନୂଆଦିଲ୍ଲୀ,୧୭।୬: ପଶ୍ଚିମବଙ୍ଗରେ ଜୁନିୟର ଡାକ୍ତରଙ୍କ ଉପରକୁ ହୋଇଥିବା ଆକ୍ରମଣକୁ ନେଇ ଆରମ୍ଭ ହୋଇଛି ଆନ୍ଦୋଳନ। ଗତ ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନ ଏବେ ତୀବ୍ର ରୂପ ନେଲାଣି। ଏହାକୁ ନେଇ ସାରା ଦେଶରେ ଡାକ୍ତରମାନେ କାର୍ଯ୍ୟବନ୍ଦ ଡାକରା ଦେବାରୁ...

ଦିଲ୍ଲୀରେ ଅଟୋ ଡ୍ରାଇଭର-ପୋଲିସ ମୁହାଁମୁହିଁ: ନିରପେକ୍ଷ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୭।୬: ଦିଲ୍ଲୀର ମୁଖାର୍ଜୀ ନଗର ଅଞ୍ଚଳରେ ଏକ ଭିଡିଓ ଭାଇରାଲ ହୋଇଛି। ଯେଉଁଥିରେ କିଛି ପୋଲିସ କିଛି ବ୍ୟକ୍ତିଙ୍କୁ ମାଡ଼ ମାରୁଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ରବିବାର ସନ୍ଧ୍ୟାରେ ଏକ ଅଟୋ ପୋଲିସ ଗାଡ଼ି ସହ ଧକ୍କା ହୋଇଥିଲା। ହଠାତ୍‌...

ଆସିଲା ମୋଦିଙ୍କର ଆଉ ଏକ ଯୋଗ ଭିଡିଓ

ନୂଆଦିଲ୍ଲୀ,୧୭।୬: ଅନ୍ତର୍ଜାତୀୟ ଯୋଗ ଦିବସ ପାଖେଇ ଆସୁଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ସୋମବାର ପ୍ରଧାନମନ୍ତ୍ରୀଙ୍କ ଟୁଇଟରରେ ଏହି ଭିଡିଓକୁ ଅପଲୋଡ କରାଯାଇଛି। ଏଥିରେ ମୋଦି ‘ଶଲଭାସନ’ ବା ‘ଦ ଲୋକୋଷ୍ଟ ପୋଶ୍ଚର’...

ପିତାଙ୍କୁ ମୁଖାଗ୍ନି ଦେଇ ୧୨ ବର୍ଷର ଝିଅ କାନ୍ଦି କାନ୍ଦି କହିଲେ ‘ହାପି ଫାଦର୍ସ ଡେ’

ଇନ୍ଦୋର,୧୭।୬: ମଧ୍ୟପ୍ରଦେଶ ଇନ୍ଦୋରର ରିଜିଓନାଲ ପାର୍କ ମୁକ୍ତିଧାମ ଶ୍ମଶାନରେ ଦେଖିବାକୁ ମିଳିଛି ଏକ କରୁଣ ଦୃଶ୍ୟ। ଏଠାରେ ୩୮ ବର୍ଷ ବୟସ୍କ ବ୍ୟବସାୟୀ ଜୟ ଓ୍ବାଟଓ୍ବାନୀଙ୍କ ଅନ୍ତିମ ସଂସ୍କାର ସମୟରେ ତାଙ୍କ ୧୨ ବର୍ଷ ବୟସ୍କା ଝିଅ ଖୁସି ମୁଖାଗ୍ନି...

ମସ୍ତିଷ୍କ ଜ୍ୱରକୁ ନେଇ ଝାଡ଼ଖଣ୍ଡରେ ହାଇ ଆଲର୍ଟ ଜାରି

ରାଞ୍ଚି,୧୭।୬: ବିହାରରେ ଏବେ ମସ୍ତିଷ୍କ ଜ୍ୱର ମହାମାରୀର ରୂପ ନେଲାଣି। ଏବେ ସୁଦ୍ଧା ପାଖାପାଖି ଶହେ ଶିଶୁଙ୍କର ମସ୍ତିଷ୍କ ଜ୍ୱର ଯୋଗୁ ମୃତ୍ୟୁ ହୋଇସାରିଲାଣି। ତେବେ ଏହି ଭୟଙ୍କର ଜ୍ୱରକୁ ଦେଖି ପଡୋଶୀ ରାଜ୍ୟ ଝାଡ଼ଖଣ୍ଡରେ ମଧ୍ୟ ସରକାରଙ୍କ ତରଫରୁ...

ଗଛରେ ଆର୍ବିଭାବ ହେଲା ଭଗବାନଙ୍କ ଆକୃତି: ଲୋକେ ଏହାକୁ କରିଦେଲେ ମନ୍ଦିର

କୋଏମ୍ବାଟୁର,୧୭।୬: ତାମିଲନାଡୁର କୋଏମ୍ବାଟୁରରେ ଏକ ରାସ୍ତାକଡ଼ରେ ଥିବା ଗୁଲମୋହର ଗଛରେ ଭଗବାନଙ୍କ ଗଣେଷଙ୍କ ଆକୃତି ଦେଖି ଲୋକେ ଏହାକୁ ପୂଜା କରୁଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଗଛର କାଣ୍ଡରେ ଗଣେଷଙ୍କ ଏକ ଆକୃତି ହେବା ପରେ ସ୍ଥାନୀୟ ଲୋକେ ସେଠାରେ...

ପାକିସ୍ତାନ ବିପକ୍ଷରେ ଭାରତର ବିଜୟ: ଅମିତ ଶାହ କହିଲେ, ଆଉ ଏକ ସର୍ଜିକାଲ ଷ୍ଟ୍ରାଇକ୍‌

ନୂଆଦିଲ୍ଲୀ, ୧୭।୬: ବିଶ୍ୱକପର ଏକ ହେଭିଓ୍ବେଟ ମୁକାବିଲାରେ ଭାରତ ୮୯ ରନରେ ପାକିସ୍ତାନକୁ ପରାସ୍ତ କରିଛି। ଏହି ମହାବିଜୟ ପରେ ଭାରତକୁ ଶୁଭେଚ୍ଛା ଜଣାଇଛନ୍ତି ବହୁ ରାଜନେତା। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଭାରତୀୟ ଦଳର ବିଜୟରେ ଖୁସି ବ୍ୟକ୍ତ...

ଏମ୍‌ପି ଭାବେ ଶପଥ ନେଲେ ମୋଦି

ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର ବଜେଟ ଅଧିବେଶନର ପ୍ରଥମଦିନରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପି ଭାବେ ଶପଥ ନେଇଛନ୍ତି। କାମଚଳା ବାଚସ୍ପତି ବୀରେନ୍ଦ୍ର କୁମାର ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମୋଦିଙ୍କ ପରେ ରାଜନାଥ...

ଲୋକ ସଭା ବାଚସ୍ପତି ଦୌଡ଼ରେ ୫ ବରିଷ୍ଠ ସଦସ୍ୟ

ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର ବାଚସ୍ପତି ନିର୍ବାଚନ ଜୁନ୍‌ ୧୯ରେ ହେବ। ଏହି ପଦବୀ ପାଇଁ ଭାଜପାର ୫ ସଦସ୍ୟଙ୍କ ନାମ ନେଇ ବେଶ୍‌ ଚର୍ଚ୍ଚା ହେଉଛି। ସେମାନଙ୍କ ମଧ୍ୟରେ ରହିଛନ୍ତି ମାନେକା ଗାନ୍ଧୀ, ରାଧାମୋହନ ସିଂ, ଏସ୍‌ଏସ୍‌ ଆଲୁଓ୍ବାଲିଆ,...

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୧୭।୬: ନିଜ କାର୍ଯ୍ୟରୁ ବାଦ୍‌ ଆସୁନି ପାକିସ୍ତାନ। ଗୋଟିଏ ପଟେ ପାକିସ୍ତାନ ସରକାର ଭାରତ ସହ ଆଲୋଚନା ପାଇଁ ଉଦ୍ୟମ କରୁଥିବା ବେଳେ ଅନ୍ୟପଟେ ସୀମାରେ ପାକ୍‌ ସେନା ଲଗାତାର ଭାବେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ସୋମବାର ସକାଳେ ଜମ୍ମୁ...

ବିହାରରେ ବ୍ୟାପୁଛି ମସ୍ତିଷ୍କଜ୍ୱର:୧୦୦ ଊର୍ଦ୍ଧ୍ୱ ଶିଶୁଙ୍କ ପ୍ରାଣ ଗଲାଣି

ପାଟନା,୧୭ା୬: ବିହାରର ମୁଜାଫରପୁରରେ ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗର ପ୍ରକୋପ ଜାରି ରହିଛି। ଗତ ୨୪ ଘଣ୍ଟାରେ ଏଠାରେ ୨୦ଜଣ ଶିଶୁଙ୍କ ପ୍ରାଣ ନେଇଛି ଏହି ରୋଗ। ସ୍ଥିତି ଉଦବେଗଜନକ ଥିବାରୁ କେନ୍ଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri