ଜାତୀୟ

ସେଲିବ୍ରିଟିଙ୍କ ମଧ୍ୟରେ ପ୍ରଥମେ ମତଦାନ କଲେ ରେଖା

ମୁମ୍ବାଇ,୨୯।୪: ସୋମବାର ସକାଳୁ ଆରମ୍ଭ ହୋଇଥିବା ଭୋଟ ଗ୍ରହଣ କାର୍ଯ୍ୟକ୍ରମରେ ସମସ୍ତଙ୍କ ନଜର ଥାଏ ମାୟାନଗରୀର ଅଭିନେତା ଅଭିନେତ୍ରୀଙ୍କ ଉପରେ। କାରଣ ମୁମ୍ବାଇବାସୀ ସାଧାରଣତଃ ଭୋଟ୍‌ ଦେବାରେ ଆଗ୍ରହ ପ୍ରକାଶ କରି ନ ଥାଆନ୍ତି। ଏଥର କିନ୍ତୁ ସକାଳୁ ସକାଳୁ...

ଆସାନସୋଲ୍‌ରେ ଭାଜପାକର୍ମୀଙ୍କ ଉପରେ ଲାଠି ଚାର୍ଜ

କୋଲକତା, ୨୯।୪: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଅଶାନ୍ତ ହୋଇଛି ଆସାନସୋଲ୍‌। ଏଠାରେ କେତେକ ବୁଥ୍‌ରେ କେନ୍ଦ୍ରୀୟ ଫୋର୍ସ ମୁତୟନ ହୋଇ ନାହାଁନ୍ତି। ସେ ସବୁ ବୁଥ୍‌ ଗୁଡ଼ିକ ମଧ୍ୟରେ ୧୦୩. ୧୦୪. ୧୦୬ ଏବଂ ୧୦୭ ରହିଛି। ପୂର୍ବରୁ ଏଠାରେ...

ଟ୍ରେନରେ ବଢୁଛି ଯାତ୍ରୀଙ୍କ ସାମଗ୍ରୀ ଚୋରି ୧୦ ବର୍ଷରେ ୧.୭୧ ଲକ୍ଷ ମାମଲା ଦାଏର

ନୂଆଦିଲ୍ଲୀ,୨୯-୪: ଟ୍ରେନରେ ଯାତ୍ରୀଙ୍କ ସାମଗ୍ରୀ ଚୋରି ମାମଲା ଦିନକୁ ଦିନ ବଢ଼ିବାରେ ଲାଗିଛି। ଆର୍‌ପିଏଫ୍‌ ଓ ଜିଆର୍‌ପି ଥାଇ ମଧ୍ୟ ଚୋରି ସଂଖ୍ୟା ବଢ଼ିବା ଚିନ୍ତାର ବିଷୟ ହୋଇଛି। ରେଳ ମନ୍ତ୍ରଣାଳୟ ଦ୍ୱାରା ଜାରି ଆର୍‌ଟିଆଇ ତଥ୍ୟରୁ ଜଣାପଡିଛି ଯେ,...

ଆଇଏସ ସହ ସମ୍ପର୍କ: ୩ ସନ୍ଦିଗ୍ଧଙ୍କୁ ଏନଆଇଏର ଜେରା

ନୂଆଦିଲ୍ଲୀ,୨୯ା୪: ଆଇଏସ ସହ ସମ୍ପର୍କ ସନ୍ଦେହରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ପକ୍ଷରୁ କେରଳର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଛି। ପ୍ରଥମେ ୩ ସନ୍ଦିଗ୍ଧଙ୍କ ମଧ୍ୟରୁ କାସାରଗଡ଼ରେ ରହୁଥିବା ୨ ଜଣ ଓ ପାଲାକାଡ଼ରେ ଥିବା ଜଣଙ୍କ ଘର ଉପରେ...

ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ: ମଇଦାନରେ ୯୪୩ ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନରେ ୯ଟି ରାଜ୍ୟରେ ସୋମବାର ଆରମ୍ଭ ହୋଇଛି ମତଦାନ । ଏସବୁ ମଧ୍ୟରେ ବିହାରର ୫ ଆସନ, ଝାଡଖଣ୍ଡର ୩, ମଧ୍ୟପ୍ରଦେଶର ୬, ମହାରାଷ୍ଟ୍ରର ୧୭, ଓଡିଶାର ୬, ରାଜସ୍ଥାନର ୧୩, ଉତ୍ତରପ୍ରଦେଶର...

୨୦୧୯ ଭୋଟ ଲାଗି ସର୍ବାଧିକ ଫୋର୍ସ: ୨.୭ ଲକ୍ଷ ଯବାନ, ୨୦ ଲକ୍ଷ ପୋଲିସ ମୁତୟନ

ନୂଆଦିଲ୍ଲୀ,୨୯ା୪(ପି.ଟି.): ଭାରତରେ ୭ ପର୍ଯ୍ୟାୟବିଶିଷ୍ଟ ଲୋକ ସଭା ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ଶେଷକରିବା ଲାଗି ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଗୃହ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଏଥିଲାଗି ଦେଶବ୍ୟାପୀ ମୋଟ ୨.୭ ଲକ୍ଷ ପାରାମିଲିଟାରୀ ଫୋର୍ସ, ୨୦...

ନିୟମ ଉଲ୍ଲଂଘନ କରିଛନ୍ତି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯ା୪: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ବିରୋଧରେ ଯୌନଶୋଷଣ ଅଭିଯୋଗ ପରେ ସୁପ୍ରିମକୋର୍ଟ ନିଜ ଆଡୁ ଏହାକୁ ଶୁଣାଣି ପାଇଁ ଗ୍ରହଣ କରିବା ଓ ଖଣ୍ଡପୀଠରେ ନିଜେ ସିଜେଆଇ ରହିବା ସର୍ବୋଚ୍ଚ ଅଦାଲତଙ୍କ ବିଚାର ପ୍ରକ୍ରିୟା ଉପରେ...

ପୋଲିସ ପୋଷ୍ଟ ଉପରେ ଆକ୍ରମଣ କରିଥିବା ଆତଙ୍କବାଦୀ ଗିରଫ

ଶ୍ରୀନଗର,୨୮।୪: ଜମ୍ମୁ-କଶ୍ମୀର ଶ୍ରୀନଗରର ଛାନପୋରା ପୋଲିସ ପୋଷ୍ଟ ଉପରେ ଆକ୍ରମଣ କରିଥିବା ୨ ଆତଙ୍କବାଦୀଙ୍କୁ ପୋଲିସ ଗିରଫ କରିଛି। ବଡଗାମ୍‌ରୁ ଆତଙ୍କବାଦୀଙ୍କୁ ଗିରଫ କରାଯାଇଥିବା କୁହାଯାଉଛି। ଗତ ଶୁକ୍ରବାର ପୋଲିସ ପୋଷ୍ଟ ଉପରେ ଆକ୍ରମଣ ହେବା ପରଠାରୁ ପୋଲିସ ଆତଙ୍କବାଦୀଙ୍କୁ...

ଏ ଯୁଗର ଶ୍ରବଣ କୁମାର: ସ୍କୁଟରରେ କରାଇଲେ ମା’ଙ୍କର ତୀର୍ଥଯାତ୍ରା

ରାୟପୁର,୨୮।୪: ଛତିଶଗଡ଼ରେ ବାସ କରୁଛନ୍ତି କର୍ନାଟକର ମୈସୁରଓ୍ବାଲୀ ଗ୍ରାମ ନିବାସୀ ଡି. କୃଷ୍ଣ କୁମାର। ଗତ ୪ ବର୍ଷ ତଳେ ତାଙ୍କ ପିତାଙ୍କ ମୃତ୍ୟୁ ହୋଇଥିଲା। ଏବେ କୃଷ୍ଣ କୁମାର ୪୦ ବର୍ଷ ପୁରୁଣା ସ୍କୁଟରେ ମା’ଙ୍କୁ ବସାଇ ତୀର୍ଥ...

ଦେଶ ପାଇଁ ଆବଶ୍ୟକ ଜଣେ ଭଲ ପ୍ରଧାନମନ୍ତ୍ରୀ; ଚୌକିଦାର ନୁହେଁ: ପ୍ରକାଶ ରାଜ୍‌

ପାଟନା,୨୮।୪: ଦେଶ ପାଇଁ ଜଣେ ପ୍ରଧାନମନ୍ତ୍ରୀଙ୍କ ଆବଶ୍ୟକ; ଚୌକିଦାର ନୁହେଁ। ଚୌକିଦାର ଖୋଜିବା ଲାଗି କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ନ ଥାଏ। ଚୌକିଦାର ୧୦ ରୁ ୧୫ ହଜାର ଟଙ୍କାରେ ମିଳିଥାନ୍ତି। ଏହାଛଡା ଚୌକିଦାର ବାଛିବା ପାଇଁ...

ପ୍ରେମିକାକୁ ଆଲିଙ୍ଗନ କରି ବୋମା ଲାଗାଇଲେ ପ୍ରେମିକ ଉଭୟଙ୍କ ମୃତ୍ୟୁ

ଥିରୁଭାନନ୍ତପୁରମ,୨୮।୪: କେରଳର ଓ୍ବାୟନାଡରୁ ଆସିଛି ଏକ ଆଶ୍ଚର୍ଯ୍ୟ କରିବା ଭଳି ଖବର। ଏଠାରେ ଏକ ବିବାହିତ ପ୍ରେମି ଯୁଗଳ ବୋମା ବିସ୍ଫୋରଣ କରି ନିଜକୁ ଉଡାଇ ଦେଇଛନ୍ତି। ସୂଚନାଯୋଗ୍ୟ, ଓ୍ବାୟନାଡର ନୟକଟ୍ଟିରେ ରହୁଥିବା ୪୫ ବର୍ଷୀୟ ବେନ୍ନି ସେହି ଗାଁର...

ପରାଧୀନ ଭାରତରେ ବନ୍ଦେ ମାତରମ୍‌ କହିବାକୁ ଭୟ କରୁଥିବା ଲୋକେ ଆଜି ଦେଶର କରୁଛନ୍ତି ବିଭାଜନ: ଜାଭେଦ୍‌ ଅଖତର

ପାଟନା,୨୮।୪: ପରାଧୀନ ଭାରତରେ ବନ୍ଦେ ମାତରମ୍‌ କହିବାକୁ ଭୟ କରୁଥିବା ଲୋକେ ଆଜି ଭାଜପାରେ ରହି ଦେଶରେ ସାମ୍ପ୍ରଦାୟିକ ବିଦ୍ୱେଷ ସୃଷ୍ଟି କରିବା ସହିତ ବିଭାଜନ କରିବାର ପ୍ରୟାସ କରୁଛନ୍ତି। ଭାଜପା ଦେଶରେ ଏକ ଖରାପ ସ୍ଥିତି ସୃଷ୍ଟି ଉତ୍ପନ୍ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri