ଜାତୀୟ

କର୍ନାଟକରେ ଏକାକି ନିର୍ବାଚନ ଲଢିବ କଂଗ୍ରେସ

ବେଙ୍ଗାଲୁରୁ,୨୪।୬: ଗତ ଲୋକ ସଭା ନିର୍ବାଚନରେ କର୍ନାଟକରେ ଶୋଚନୀୟ ପରାଜୟ ପରେ ଏବେ ଆତ୍ମମନ୍ଥନ କରୁଛି କଂଗ୍ରେସ। ଏହି ପରାଜୟ ପାଇଁ ଦଳ ରାଜ୍ୟରେ ଜନତା ଦଳ ସେକ୍ୟୁଲାର(ଜେଡିଏସ୍‌) ସହ ମେଣ୍ଟକୁ ଦାୟୀ କରୁଛି। ବିରପ୍ପା ମୋଇଲିଙ୍କ ପରେ କେ...

ସଂସଦରେ ଆଗତ ହେଲା ଜମ୍ମୁ-କଶ୍ମୀର ଆରକ୍ଷଣ ସଂଶୋଧନ ବିଲ୍‌

ନୂଆଦିଲ୍ଲୀ,୨୪।୬: ସଂସଦରେ ଜମ୍ମୁ-କଶ୍ମୀର ଆରକ୍ଷଣ ସଂଶୋଧନ ବିଲ୍‌ ସମେତ ଆଧାର ସଂଶୋଧନ ତଥା ଅନ୍ୟ ବିଲ୍‌ ଆଗତ ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ପକ୍ଷରୁ ଜମ୍ମୁ-କଶ୍ମୀର ଆରକ୍ଷଣ ସଂଶୋଧନ ବିଲ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ କିଶନ ରେଡ୍ଡୀ ଆଗତ କରିଥିଲେ। ସେହିପରି...

ବର୍ଷା ପାଇଁ ସ୍ବତନ୍ତ୍ର ନମାଜ ପଢିଲେ ମଦୁଲାଇ ମୁସଲମାନ

ମଦୁରାଇ,୨୪।୬: ତାମିଲନାଡୁରେ ଲୋକେ ଏବେ ଉତ୍କଟ ଜଳ ସମସ୍ୟା ଦେଇ ଗତି କରୁଛନ୍ତି। ଦେଶର କେତେକ ସ୍ଥାନରେ ମୌସୁମୀ ପ୍ରବେଶ କରିଥିବା ବେଳେ ତାମିଲନାଡୁରେ କିନ୍ତୁ ବର୍ଷା ହୋଇନାହିଁ। ଏଥିପାଇଁ ମୁସଲମାନମାନେ ଏକ ସ୍ବତନ୍ତ୍ର ନମାଜ ପାଠର ଆୟୋଜନ କରିଛନ୍ତି।...

ବାଲାକୋଟ୍‌ ଷ୍ଟ୍ରାଇକ୍‌ ପରେ ଭାରତ ସୀମାରେ ପ୍ରବେଶ କରିନି ପାକିସ୍ତାନ ବିମାନ: ଧନୋଓ୍ବା

ନୂଆଦିଲ୍ଲୀ, ୨୪।୬: ବାଲାକୋଟ ଷ୍ଟ୍ରାଇକ୍‌ ପରେ ଫେବୃୟାରୀ ୨୭ରେ ଭାରତୀୟ ସୀମାରେ ପାକିସ୍ତାନ ଯୁଦ୍ଧ ବିମାନ ପ୍ରବେଶ କରି ନ ଥିଲା ବୋଲି ଏୟାର ଚିଫ୍‌ ମାର୍ଶାଲ ବି.ଏସ୍‌. ଧନୋଓ୍ବା ସୂଚନା ଦେଇଛନ୍ତି। ଭାରତୀୟ ବାୟୁସେନା ସୀମାରେ ଥିବା ଆତଙ୍କବାଦୀ...

ଭାଙ୍ଗିବ ଚନ୍ଦ୍ରାବାବୁଙ୍କ ବିଳାସମୟ କୋଠା: ମୁଖ୍ୟମନ୍ତ୍ରୀ ଜଗନ ମୋହନ ଦେଲେ ନିର୍ଦ୍ଦେଶ

ହାଇଦ୍ରାବାଦ,୨୪।୬: ଆନ୍ଧ୍ରପ୍ରଦେଶ ଅମରାବତୀରେ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ବାସଭବନ ‘ପ୍ରଜା ବେଦିକା’ ଏବେ ଭାଙ୍ଗିବାକୁ ଯାଉଛି। ଏନେଇ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡୀ। ମଙ୍ଗଳବାରଠାରୁ ଏହି କୋଠା ଭାଙ୍ଗିବା କାର୍ଯ୍ୟ...

ଦିଦିଙ୍କ ବଙ୍ଗାଳି ଛବି ବିଗାଡିବାକୁ ପଶ୍ଚିମବଙ୍ଗରେ ଦୁର୍ଗାପୂଜା ଆୟୋଜନ କରିପାରେ ଭାଜପା

କୋଲକାତା,୨୪।୬: ପଶ୍ଚିମବଙ୍ଗରେ ଗତ ଲୋକ ସଭା ନିର୍ବାଚନରେ ଭଲ ପ୍ରଦର୍ଶନ କରିଥିବା ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ଖୁବ୍‌ ଉତ୍ସାହିତ ଥିବା ଦେଖାଯାଇଛି। କାରଣ ଏଥର ଦୁର୍ଗାପୂଜାରେ ଭାଜପା ରାଜ୍ୟର ସବୁ ସ୍ଥାନରେ ଭାଗ ନେବାକୁ ଆଗଭର ହୋଇଥିବା ଲକ୍ଷ୍ୟ...

କାରଗୀଲ୍‌ ବିଜୟ ଦିବସକୁ ପୂରିଲା ୨୦ ବର୍ଷ: ମିରାଜ୍‌ ଯୁଦ୍ଧ ବିମାନର ପ୍ରଦର୍ଶନ କଲା ଭାରତୀୟ ବାୟୁସେନା

ଗ୍ବାଲିୟର,୨୪।୬: କାରଗୀଲ୍‌ ବିଜୟ ଦିବସକୁ ସୋମବାର ୨୦ ବର୍ଷ ପୂରିଛି। ଏହି ଅବସରରେ ମଧ୍ୟପ୍ରଦେଶ ଗ୍ବାଲିୟରସ୍ଥିତ ଭାରତୀୟ ବାୟୁସେନାର ମହାରାଜପୁର ଏୟାରବେସ୍‌ଠାରେ ଯୁଦ୍ଧରେ ଅଂଶଗ୍ରହଣ କରିଥିବା ମିରାଜ୍‌ ଯୁଦ୍ଧ ବିମାନର ପ୍ରଦର୍ଶନ କରାଯାଇଥିଲା। ଏହା ସହିତ ମିଗ୍‌ ଓ ସୁଖୋଇ...

ତାମିଲନାଡୁ ଜଳ ସଙ୍କଟକୁ ନେଇ ସରକାରଙ୍କ ବିରୋଧରେ ଡିଏମ୍‌କେର ପ୍ରଦର୍ଶନ

ଚେନ୍ନାଇ,୨୪।୬: ତାମିଲନାଡୁ ଏବେ ଉତ୍କଟ ଜଳ ସମସ୍ୟାର ସମ୍ନା କରୁଛି। ସବୁଠାରୁ ବେଶୀ ଜଳ ସଙ୍କଟର ସାମ୍ନା କରୁଛନ୍ତି ଚେନ୍ନାଇବାସୀ। ଏହି ସମସ୍ୟାକୁ ନେଇ ଦ୍ରାଭିଡ ମୁନେତ୍ର କଡଗମ(ଡିଏମ୍‌କେ)ର ନେତା ଓ କର୍ମୀ ସରକାରଙ୍କ ବିରୋଧରେ ପ୍ରଦର୍ଶନ ଜାରି ରଖିଛନ୍ତି।...

କବରସ୍ତାନରୁ ଉଦ୍ଧାର ହେଲା ଚୋରି ହୋଇଥିବା ୨୨ ଜୈନ ମୂର୍ତ୍ତି

ଭୋପାଳ,୨୪।୬: ମଧ୍ୟପ୍ରଦେଶ ଭିଣ୍ଡ ଜିଲାର ଶାନ୍ତିନାଥ ଦିଗମ୍ବର ଜୈନ ମନ୍ଦିରରୁ ଚୋରି ରବିବାର ହୋଇଥିବା ମୂର୍ତ୍ତି ସୋମବାର ସକାଳେ ସ୍ଥାନୀୟ କବରସ୍ତାନରୁ ଉଦ୍ଧାର ହୋଇଛି। ମନ୍ଦିରରେ ଥିବା ୩୩ଟି ଜୈନ ମୂର୍ତ୍ତି ମଧ୍ୟରୁ ୨୨ ମୂର୍ତ୍ତି ଚୋରି ହୋଇଥିଲା। ଅନ୍ୟ...

ବିବାହରେ ବ୍ୟସ୍ତ ଥିବା ଯୋଗୁ ସଂସଦ ପହଞ୍ଚିଲେନି ନୁସରତ: ଟ୍ରୋଲର କହିଲେ କେବେ ନେବ ଶପଥ

କୋଲକାତା,୨୪।୬: ଅଭିନେତ୍ରୀରୁ ଏମ୍‌ପି ହୋଇଥିବା ନୁସରତ ଜହାଁ କୋଲକାତାର ବ୍ୟବସାୟୀ ନିଖିଲ ଜୈନଙ୍କୁ ଜୁନ ୧୯ରେ ତୁର୍କୀର ବୋଡ୍ରମ ସହରରେ ବିବାହ କରିଛନ୍ତି। ବିବାହ ସମୟର କିଛି ଫଟୋ ନୁସରତ ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିଲେ। ସୋସିଆଲ ମିଡିଆରେ ଭାଇରାଲ...

ପୁଅ ମୃତ୍ୟୁ ପରେ ବି ଭାଙ୍ଗିପଡିଲେନି ପିତା: ସ୍ମୃତିରେ ଆରମ୍ଭ କଲେ ଫ୍ରି ଆମ୍ବୁଲାନ୍ସ ସେବା

ନୂଆଦିଲ୍ଲୀ, ୨୪।୬: ଡେଙ୍ଗୁରେ ପୁଅର ମୃତ୍ୟୁ ହେବା ପରେ ଭାଙ୍ଗି ନ ପଡି ଲୋକଙ୍କ ସେବାରେ ନିଜକୁ ଉତ୍ସର୍ଗ କରିଦେଇଛନ୍ତି ବବି ସହଗଲ। ପୁଅ ସ୍ମୃତିରେ ଫ୍ରି ଆମ୍ବୁଲାନ୍ସ ସେବା ସେ ଆରମ୍ଭ କରି ଗରିବ ଲୋକଙ୍କ ସେବାରେ ସେ...

ରାହୁଲଙ୍କ ନାଁରେ ଅଭିଯୋଗ ଆଣିଲେ ଆଇନଜୀବି

ମୁମ୍ବାଇ,୨୪।୬: ଅଡୁଆରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ। ମୁମ୍ବାଇର ଆଇନଜୀବି ଅଟଳ ବିହାରି ଦୁବେ ରାହୁଲଙ୍କ ନାଁରେ ଏକ ଅଭିଯୋଗ କରିଛନ୍ତି। ଅନ୍ତର୍ଜାତୀୟ ଯୋଗ ଦିବସରେ ସେନାର ଡଗ୍‌ ସ୍କାର୍ଡ ଯୋଗ କରିବାକୁ ନେଇ ରାହୁଲ ଯେଉଁ ଟୁଇଟ୍‌ କରିଥିଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri