ଜାତୀୟ

ଯୋଗ ଦିବସରେ ୩ ବର୍ଷ ହେଲା ମୋଦି କାନ୍ଧରେ ପକେଇ ଆସୁଛନ୍ତି ଏହି ସ୍ବତନ୍ତ୍ର ଗାମୁଛା: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ, ୨୧।୬: ଆଜି ସାରା ବିଶ୍ୱରେ ପାଳନ କରାଯାଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡଖଣ୍ଡର ରାଜଧାନୀ ରାଞ୍ଚିରେ ୩୦ ହଜାର ଲୋକଙ୍କ ସହ ମିଶି ଯୋଗ କରିଛନ୍ତି। ମୋଦି ୪୫ ମିନିଟରେ ୧୩ଟି...

ପାଣିରେ ଯୋଗାସନ କଲେ ଯବାନ

ଇଟାନଗର,୨୧।୬: ସମଗ୍ର ବିଶ୍ୱରେ ଶୁକ୍ରବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଯୋଗ ଦିବସକୁ ସ୍ମରଣୀୟ କରିବା ଯବାନମାନେ ପାଣି ଓ ପାହାଡ଼ ଉପରେ ଯୋଗ କରୁଥିବା ଦେଖିବାକୁ ମିଳିଛି। ଏହିି ପରିପ୍ରେକ୍ଷୀରେ ଅରୁଣାଚଳ ପ୍ରଦେଶରେ ୯ମ ବାଟାଲିୟନର ଆଇଟିବିପି...

ମନମୋହନ ସିଂଙ୍କ କାର୍ଯ୍ୟକାଳ ସରିଲା: ରାଜ୍ୟ ସଭା ଅଧ୍ୟକ୍ଷ କହିଲେ, ଆମେ ଆପଣଙ୍କୁ ମିସ୍‌ କରିବୁ

ନୂଆଦିଲ୍ଲୀ, ୨୧।୬: ୟୁପିଏ ସରକାରରେ ଦୁଇଦୁଇଥର ପ୍ରଧାନମନ୍ତ୍ରୀ ଥିବା ମନମୋହନ ସିଂଙ୍କର ରାଜ୍ୟ ସଭା କାର୍ଯ୍ୟକାଳ ସମାପ୍ତ ହୋଇଛି। ଶୁକ୍ରବାର ରାଜ୍ୟ ସଭା ଆରମ୍ଭ ହେବା ପରେ ଅଧ୍ୟକ୍ଷ ଭେଙ୍କେୟା ନାଇଡୁ ମନମୋହନଙ୍କ ପ୍ରଶଂସା କରି ସଂସଦରେ ଯୋଗଦାନ ପାଇଁ...

ମୋଦିଙ୍କ ସହ ଯୋଗ କଲେ ମୋଟୁ ପତଲୁ: ଭିଡିଓ ଭାଇରାଲ

ରାଞ୍ଚି,୨୧।୬: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସାରା ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ଦେଶର ମନ୍ତ୍ରୀ, ବଲିଉଡ୍‌ କଳାକାର ଓ ଯବାନ, ସାଧାରଣ ଲୋକେ ଓ ଛୋଟ ପିଲାମାନେ ଯୋଗ କରିଛନ୍ତି। ଝାରଖଣ୍ଡର...

ଲୋକ ସଭାରେ ଆଗତ ହେଲା ଟ୍ରିପଲ୍‌ ତଲାକ୍‌ ବିଲ୍‌: ବିରୋଧୀଙ୍କ ହଙ୍ଗାମା

ନୂଆଦିଲ୍ଲୀ, ୨୧।୬: ଶୁକ୍ରବାର ଲୋକ ସଭାରେ ‘ଟ୍ରିପଲ ତଲାକ’ ବିଲ୍‌ ଆଗତ କରାଯାଇଛି। କେନ୍ଦ୍ର ଆଇନ୍‌ ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହି ସଂସଦରେ ଉପସ୍ଥାପନ କରିଛନ୍ତି। ମହିଳାଙ୍କୁ ନ୍ୟାୟ ଦେବାରେ ଏହା ଏକ ବଡ ପଦକ୍ଷେପ ବୋଲି ଆଇନ୍‌ ମନ୍ତ୍ରୀ...

ମୋଦିଙ୍କୁ ଭେଟିଲେ କେଜରିଓ୍ବାଲ

ନୂଆଦିଲ୍ଲୀ, ୨୧।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସଂସଦ ଭବନରେ ଭେଟିଛନ୍ତି। ଏହି ଅବସରରେ ସେ ଗତ ଲୋକ ସଭା ନିର୍ବାଚନରେ ଭାଜପାର ଐତିହାସିକ ସଫଳତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଦେଶର ରାଜଧାନୀ ଦିଲ୍ଲୀର...

ଦିଲ୍ଲୀ କାଳିନ୍ଦୀ କୁଞ୍ଜ ମେଟ୍ରୋ ଷ୍ଟେସନ ନିକଟରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ, ୨୧।୬: ଦିଲ୍ଲୀର କାଳିନ୍ଦୀ କୁଞ୍ଜ ମେଟ୍ରୋ ଷ୍ଟେସନ ନିକଟରେ ଥିବା ଏକ ଫର୍ଣ୍ଣିଚର ମାର୍କେଟରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ସକାଳେ ଉକ୍ତ ମାର୍କେଟରେ ଲାଗିଥିବା ନିଅଁ। ଏତେ ଭୟଙ୍କର ଥିଲା ଯେ ଏହାକୁ ଆୟତ କରିବା କଷ୍ଟକର ହୋଇପଡ଼ିଥିଲା।...

କର୍ନାଟକରେ ହୋଇପାରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ: ଦେବଗୌଡା

ବେଙ୍ଗାଲୁରୁ.୨୧।୬: କର୍ନାଟକରେ ଯେକୌଣସି ମୂହୁର୍ତ୍ତରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ଘୋଷଣା ହୋଇପାରେ ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜନତା ଦଳ ସିକ୍ୟୁଲାର୍‌(ଜେଡିଏସ) ନେତା ଏଚଡି.ଦେବଗୌଡା ସୂଚନା ଦେଇଛନ୍ତି। କଂଗ୍ରେସ ଦଳର କାର୍ଯ୍ୟକୁ ଜନତା ଦେଖୁଛନ୍ତି ତେଣୁ ଜେଡିଏସ ସହ ମେଣ୍ଟ କେତେଦିନ...

ବିହାରରେ ଘାତକ ସାଜିଛି ମସ୍ତିଷ୍କ ଜ୍ୱର: ଗଲାଣି ୧୪୦ ନିରୀହ ଶିଶୁଙ୍କ ଜୀବନ

ପାଟଣା, ୨୧।୬: ବିହାରରେ ମସ୍ତିଷ୍କ ଜ୍ୱର ବା ଆକ୍ୟୁଟେ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ ଯୋଗୁ ଏଯାଏ ୧୪୦ ଜଣ ନିରୀହ ଶିଶୁଙ୍କ ମୃତ୍ୟୁ ଘଟିଛି। କେବଳ ମୁଜାଫରପୁରରେ ୧୨୨ଜଣ ଶିଶୁ ମୃତ୍ୟୁବରଣ କରିଛନ୍ତି। ଶିଶୁ ମୃତ୍ୟୁ ସଂଖ୍ୟ ଦିନକୁ ଦିନ ବୃଦ୍ଧି...

ହିମାଚଳ ପ୍ରଦେଶ ବସ୍‌ ଦୁର୍ଘଟଣା: ୪୦ ଯାତ୍ରୀଙ୍କ ମୃତଦେହ ଉଦ୍ଧାର

ଶିମଲା, ୨୧।୬:ହିମାଚଳ ପ୍ରଦେଶର କୁଲ୍ଲୁ ଜିଲାରେ ଏକ ଘରୋଇ ବସ୍‌ ୫୦୦ ଫୁଟ ତଳକୁ ଖସିପଡ଼ିଛି। ଏପର୍ଯ୍ୟନ୍ତ ୪୦ଜଣଙ୍କ ଯାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଅନ୍ୟ ୩୫ ଜଣ ଆହତ ହୋଇ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ବସ୍‌ରେ...

ଏନ-୩୨ ବିମାନ ଦୁର୍ଘଟଣା: ୧୮ ଦିନ ପରେ ଆଜି ଘରେ ପହଞ୍ଚିବ ଶହୀଦଙ୍କ ମୃତଦେହ

ନୂଆଦିଲ୍ଲୀ, ୨୧।୬: ଭାରତୀୟ ବାୟୁସେନା ପରିବହନ ବିଭାଗର ବିମାନ ଏନ-୩୨ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୧୩ଜଣଙ୍କ ଶହୀଦଙ୍କ ମୃତଦେହ ଶୁକ୍ରବାର ସେମାନଙ୍କ ଘରେ ପହଞ୍ଚିବ ବୋଲି ଜଣାପଡିଛି। ଗୁରୁବାର ଶହୀଦଙ୍କ ମୃତଦେହ ଦିଲ୍ଲୀ ଅଣାଯାଇଛି। ସେଠାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ...

ବିଯୁକ୍ତ ୨୦ ଡିଗ୍ରୀ ସେଲସିୟସରେ ଯୋଗ କଲେ ଯବାନ

ନୂଆଦିଲ୍ଲୀ, ୨୧।୬: ଆଜି ସାରା ବିଶ୍ୱରେ ପଞ୍ଚମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଦେଶର ବହୁ ସେଲିବ୍ରିଟି ଯୋଗ କରୁଥିବାର ନଜର ଆସିଛନ୍ତି। ଜମ୍ମୁ-କଶ୍ମୀରର ଲଦାଖରେ ଆଇଟିବିପି ଯବାନମାନେ ବିଯୁକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri