ଜାତୀୟ

ଦିଦିଙ୍କ ମନରେ ନାହିଁ ମମତା; ଗରିବଙ୍କୁ ଅଧିକ ଗରିବ କରୁଛନ୍ତି: ମୋଦି

କୋଲକତା, ୨୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗରେ ଏକ ନିର୍ବାଚନୀ ସଭାରେ ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ଦିଦିଙ୍କ ମନରେ ମମତା ନାହିଁ। ସେ ରାଜ୍ୟର ଗରିବଙ୍କୁ ଅଧିକ ଗରିବ କରି ଚାଲିଛନ୍ତି।...

ବ୍ୟାନ୍‌କୁ ବେଖାତିର: ୩ ବର୍ଷରେ ଭାରତରେ ୭ ହଜାର କୋଟି ନିବେଶ କରିବ ଟିକ୍‌ଟକ୍‌

ନୂଆଦିଲ୍ଲୀ,୨୦।୪: ଭାରତରେ ଟିକ୍‌ ଟକ୍‌ ଆପ୍‌କୁ ବ୍ୟାନ୍‌ କରାଯିବା ପରେ ଏହାକୁ ପ୍ରସ୍ତୁତ କରିଥିବା କମ୍ପାନୀ ବାଇଟ୍‌ ଡ୍ୟାନ୍ସ୍‌ ଟେକ୍ନୋଲୋଜି ସୋସିଆଲ ମିଡ଼ିଆ ପ୍ଲାଟଫର୍ମରୁ ଏହାକୁ ହଟାଇ ଦେଇଛି। ତେବେ କମ୍ପାନୀ ପକ୍ଷରୁ କୁହାଯାଇଛି ଯେ, ଭାରତରେ ଏହି ଆପ୍‌କୁ...

ସ୍ପାଇସଜେଟ୍‌ର ବଦାନ୍ୟତା: ୫ଶହ ଜେଟ୍‌ ଏୟାରଓ୍ବେଜ କର୍ମଚାରୀଙ୍କୁ ଦେଲା ଚାକିରି

ନୂଆଦିଲ୍ଲୀ,୨୦।୪: ଆର୍ଥିକ ମାନ୍ଦାବସ୍ଥା କାରଣରୁ ବନ୍ଦ ହୋଇଯାଇଛି ଜେଟ୍‌ ଏୟାରଓ୍ବେଜ୍‌। ଫଳରେ ହଜାର ହଜାର କର୍ମଚାରୀ ରୋଜଗାର ହରାଇଛନ୍ତି। ଏତିକିବେଳେ କିନ୍ତୁ ସହାୟତାର ହାତ ବଢାଇଛି ସ୍ପାଇସ୍‌ଜେଟ୍‌। କମ୍‌ ଦାମରେ ବିମାନ ସେବା ଯୋଗାଇ ଚର୍ଚ୍ଚାରେ ଥିବା ସ୍ପାଇସ୍‌ଜେଟ୍‌ ,...

ନିର୍ଦ୍ଦେଶକ ରାମଗୋପାଳ ବର୍ମାଙ୍କ ବିରୋଧରେ ମାମଲା ରୁଜୁ

ମୁମ୍ବାଇ,୨୦।୪: ନିଜ ବୟାନକୁ ନେଇ ସବୁବେଳେ ବିବାଦରେ ରହୁଥିବା ଫିଲ୍ମ ନିର୍ଦ୍ଦେଶକ ରାମ ଗୋପାଳ ବର୍ମା ଏବେ ପୁଣି ଥରେ ବିବାଦରେ ଫଶିଯାଇଛନ୍ତି। ଚଳିତ ଥର କୌଣସି ବୟାନକୁ ନେଇ ନୁହଁ ବରଂ ଏକ ଫେକ ଫଟୋକୁ ନିଜ ସୋସିଆଲ...

ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରନ୍ତି ଅଭିନନ୍ଦନ

ନୂଆଦିଲ୍ଲୀ,୨୦।୪: ଭାରତୀୟ ବାୟୁ ସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନ ଖୁବ୍‌ଶୀଘ୍ର ଯୁଦ୍ଧ ବିମାନ ଉଡାଇ ପାରିବେ ବୋଲି ସୂଚନା ମିଳିଛି। ଏଥିପାଇଁ ତାଙ୍କୁ ବେଙ୍ଗାଲୁରରେ ଥିବା ଇନଷ୍ଟିଚ୍ୟୁଟ ଅଫ୍‌ ଏରୋସ୍ପେଶ ମେଡିସିନ(ଆଇଏଏମ୍‌)ର ଅନୁମତି ନେବାକୁ ପଡିବ। ବାୟସେନା ଅଧିକାରୀଙ୍କ...

ସୋପୋରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୨୦।୪: ଜମ୍ମୁ-କଶ୍ମୀର ସୋପୋରରେ ଶନିବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁ ବୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ବାଟରଗାମ୍‌ରେ ସୁରକ୍ଷାକର୍ମୀଙ୍କ ଗସ୍ତ କାର୍ଯ୍ୟକ୍ରମ ଜାରି ରହିଥିବାବେଳେ ଏଠାରେ ଲୁଚି ଥିବା ଆତଙ୍କବାଦୀ ଗୁଳି...

କଂଗ୍ରେସକୁ ହାଇକୋର୍ଟଙ୍କ ନୋଟିସ: କହିଲେ ମତଦାତାଙ୍କୁ ଦିଆଯାଉନିି କି ଲାଞ୍ଚ!

ଆହ୍ଲାବାଦ,୨୦।୪: ଲୋକ ସଭା ନିର୍ବାଚନରେ କଂଗ୍ରେସର ଘୋଷଣା ପତ୍ରରେ ଗରୀବଙ୍କୁ ବର୍ଷକୁ ୭୨ହଜାର ଟଙ୍କା ଦେବାନେଇ ଘୋଷଣା ଉପରେ ନୋଟିସ୍‌ ଜାରି କରାଯାଇଛି। ଆହ୍ଲାବାଦ ହାଇକୋର୍ଟ କଂଗ୍ରେସକୁ ନୋଟିସ କରିବା ସହ ଦଳକୁ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତିି ଯେ,...

ଭାଜପା ମୋତେ ମାରି ଦେବାକୁ ଚାହୁଁଛି: ହାର୍ଦ୍ଦିକ

ରାଜକୋଟ,୨୦।୪: କଂଗ୍ରେସ ନେତା ହାର୍ଦ୍ଦିକ ପଟେଲ ଭାଜପା ଉପରେ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି କି ଭାଜପା ଚେଷ୍ଟା କରୁଛି ତାଙ୍କୁ ଆକ୍ରମଣ କରି ମାରି ଦେବାକୁ। ଶୁକ୍ରବାର ଏକ ଜନସଭାକୁ ଉଦ୍‌ବୋଧନ ଦେବା ସମୟରେ କେହି ଅଜଣା ବ୍ୟକ୍ତି...

କେଜରିଓ୍ବାଲଙ୍କୁ ଲାଗିପାରେ ଝଟ୍‌କା: ଏଏପି ଛାଡିପାରନ୍ତି ଅଳକା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନ ୨୦୧୯କୁ ନେଇ ପ୍ରଚାର ଯୋର ଧରିଥିବା ବେଳେ ରାଜନୈତିକ ଅଙ୍କକଷା କିନ୍ତୁ ଛିଡୁନି। ହରିୟାଣା, ପଞ୍ଜାବ ଓ ଦିଲ୍ଲୀ ପାଇଁ ପ୍ରାର୍ଥୀ ଦେଇଥିବା ଆମ ଆଦମୀ ପାର୍ଟି (ଏଏପି) କୁ ଦଳର ବିଧାୟିକା ଅଳକା...

ପୂର୍ବା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ

କାନପୁର,୨୦।୪: ଉତ୍ତର ପ୍ରଦେଶର କାନପୁରଠାରେ ହାଓ୍ବଡା-ନୂଆଦିଲ୍ଲୀ ପୂର୍ବା ଏକ୍ସପ୍ରେସର ୧୨ଟି କୋଚ୍‌ ଶନିବାର ସକାଳେ ଲାଇନ୍‌ଚ୍ୟୁତ ହୋଇଥିବା ସୂଚନା ମିଳିଛି। ଏଥିରେ କେବଳ ୩ ଜଣ ଆହତ ହୋଇଥିବା ବେଳେ ସେମିତି କିଛି ବିଶେଷ କ୍ଷତି ହୋଇ ନ ଥିବା...

ରଜନୀକାନ୍ତଙ୍କ ଡାହାଣ ତର୍ଜନୀରେ କାଳିଚିହ୍ନ

ଚେନ୍ନାଇ,୨୦ା୪ : ଅଭିନେତାରୁ ରାଜନେତା ସାଜିଥିବା ରଜନୀକାନ୍ତ ଗୁରୁବାର ଚେନ୍ନାଇର ଷ୍ଟେଲା ମାରିସ୍‌ କଲେଜକୁ ଭୋଟ ଦେବାକୁ ଯାଇଥିଲେ। ନିୟମ ଅନୁସାରେ ଭୋଟ ଦେବା ପୂର୍ବରୁ ତାଙ୍କର ବାମହାତ ତର୍ଜନୀରେ କାଳିଚିହ୍ନ ଲଗାଇବା କଥା। କିନ୍ତୁ ସେଠାରେ ନିୟୋଜିତ ନିର୍ବାଚନ...

ଭାଜପା କର୍ମୀଙ୍କୁ ଅଙ୍ଗୁଳି ଦେଖାଇଲେ…

ଗାଜିଆବାଦ,୨୦ା୪ : ଭାଜପା କର୍ମୀଙ୍କୁ ଅଙ୍ଗୁଳି ଦେଖାଇଲେ ୪ ଘଣ୍ଟା ମଧ୍ୟରେ ପ୍ରତିଶୋଧ ନିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ମନୋଜ ସିହ୍ନା ଧମକ ଦେଇଛନ୍ତି। ଉତ୍ତରପ୍ରଦେଶର ଗାଜିପୁର ଏମ୍‌ପି ମନୋଜ ଏଥର ଏହି ଲୋକ ସଭା ଆସନରୁ ପୁଣିଥରେ ଭାଜପା ପ୍ରାର୍ଥୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri