ଜାତୀୟ

ଗଣତନ୍ତ୍ରରେ ବିପକ୍ଷ ସତର୍କ ରହିବା ଆବଶ୍ୟକ: ମୋଦି

ନୂଆଦିଲ୍ଲୀ,୧୭।୬: ଗଣତନ୍ତ୍ରରେ ବିପକ୍ଷ ସତର୍କ ରହିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ତମ ଲୋକସଭାର ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଏପରି କହିଛନ୍ତି। ଲୋକ ସଭାରେ ବିପକ୍ଷ ଦଳ ସେମାନଙ୍କ ସଦସ୍ୟ ସଂଖ୍ୟାକୁ ଧ୍ୟାନ ନ...

ବିହାରରେ ଭୀଷଣ ଗରମ: ଗୋଟିଏ ଦିନରେ ଗଲା ୧୧୨ଜଣଙ୍କ ଜୀବନ

ପାଟନା, ୧୭।୬: ପ୍ରଚଣ୍ଡ ଖରାରେ ଆଉଟୁ ପାଉଟୁ ହେଉଛି ବିହାର। ରବିବାର ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଭୀଷଣ ଗରମ ଯୋଗୁ ୧୧୨ ଜଣଙ୍କର ମୃତ୍ୟୁ ହୋଇଛି। ୩୦୦ରୁ ଅଧିକ ଲୋକ ଅଂଶୁଘାତର ଶିକାର ହୋଇ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି...

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ବୀରେନ୍ଦ୍ର କୁମାର

ନୂଆଦିଲ୍ଲୀ,୧୭।୬: ନୂଆ ଲୋକ ସଭାର କାମଚଳା ବାଚସ୍ପତି ଭାବେ ଭାଜପା ଏମ୍‌ପି ବୀରେନ୍ଦ୍ର କୁମାର ସୋମବାର ଶପଥ ନେଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ବୀରେନ୍ଦ୍ର କୁମାର ମଧ୍ୟପ୍ରଦେଶର ଟିକମଗଢ଼ ଲୋକ...

ହରତାଳରେ ବସିଲେ ୫ ଲକ୍ଷ ଡାକ୍ତର: ରୋଗୀ ସେବା ବାଧାପ୍ରାପ୍ତ

ନୂଆଦିଲ୍ଲୀ,୧୭।୬: ସାରା ଦେଶରେ ଡାକ୍ତର ଆନ୍ଦୋଳନ ଜୋର ଧରିଛି। ପଶ୍ଚିମବଙ୍ଗରୁ ଆରମ୍ଭ ହୋଇ ଏହା ସାରା ବ୍ୟାପିଛି। ସୋମବାର ପ୍ରାୟ ୫ ଲକ୍ଷ ଡାକ୍ତର ହରତାଳରେ ବସିଛନ୍ତି। ଇଣ୍ଡିଆନ୍‌ ମେଡିକାଲ ଆସୋସିଏସନ୍‌ ପକ୍ଷରୁ ଦିଆଯାଇଥିବା ଏହି ଧର୍ମଘଟରେ ଦିଲ୍ଲୀ ମେଡିକାଲ...

୨୦୭ ବର୍ଷ ପୁରାତନ ବରଗଛର ସୁରକ୍ଷା ପାଇଁ ପ୍ରତିବର୍ଷ ଜନ୍ମଦିନ ପାଳନ କରୁଛନ୍ତି ଗ୍ରାମବାସୀ

ଦିସ୍‌ପୁର୍‌,୧୭।୬: ଆସାମରେ ଥିବା ୨୦୭ ବର୍ଷ ପୁରାତନ ବରଗଛର ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଛନ୍ତି ଗ୍ରାମବାସୀ। ସେମାନେ ପ୍ରତିବର୍ଷ ବରଗଛର ଜନ୍ମଦିନ ଆଡମ୍ବରରେ ପାଳନ କରୁଛନ୍ତି। ସ୍ଥାନୀୟ ବାରପେଟା ଜିଲାର ଜଲିଖେତି ଗାଁରେ ଏହି ବରଗଛ ରହିଛି। ପ୍ରତିବର୍ଷ ପରିବେଶ...

ଅନନ୍ତନାଗରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧୭।୬: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସୋମବାର ସକାଳେ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲେ ମଧ୍ୟ ସେମାନେ ପ୍ରଥମେ...

ବିଚ୍ଛିନ୍ନତାବାଦୀ ନେତାଙ୍କୁ ଅର୍ଥ ଯୋଗାଉଛି ପାକ୍‌: ଏନ୍‌ଆଇଏ

ନୂଆଦିଲ୍ଲୀ,୧୭ା୬(ପି.ଟି.): ଜମ୍ମୁ-କଶ୍ମୀର କଠୋରପନ୍ଥୀ ବିଚ୍ଛିନ୍ନତାବାଦୀ ନେତାମାନଙ୍କୁ ପାକିସ୍ତାନ ବିପୁଳ ଅର୍ଥ ଯୋଗାଇ ଦେଉଛି। ସେହି ଅର୍ଥକୁ ସେମାନେ ନିଜର ବ୍ୟକ୍ତିଗତ ସ୍ବାର୍ଥ ଲାଗି ବ୍ୟୟ କରୁଛନ୍ତି। ସେମାନେ ନିଜ ପାଇଁ ସମ୍ପତ୍ତି ଠୁଳ କରିବା ସହ ପିଲାମାନଙ୍କୁ ବିଦେଶରେ ପାଠ...

୨,୩୦୦ ଜଣଙ୍କୁ ସ୍ବଦେଶ ଫେରାଇ ଆଣିଥିଲା ଭାରତ

ନୂଆଦିଲ୍ଲୀ,୧୭ା୬ (ପି.ଟି.): ୨୦୦୬ରେ ଇସ୍ରାଏଲ୍‌-ଲେବାନନ୍‌ ଯୁଦ୍ଧବେଳେ ଭାରତ ସରକାର ନିଜର ୨୩୦୦ ନାଗରିକଙ୍କୁ ନିରାପଦରେ ସ୍ବଦେଶ ଫେରାଇ ଆଣିଥିଲେ। ‘ଚ୍ୟାଲେଞ୍ଜସ୍‌ ଅଫ୍‌ ଗଭର୍ନାନ୍ସ: ଆନ୍‌ ଇନ୍‌ସାଇଡର୍ସ ଭିଉ’ ପୁସ୍ତକରେ ପୂର୍ବତନ କ୍ୟାବିନେଟ୍‌ ସେକ୍ରେଟାରି ବି.କେ. ଚତୁର୍ବେଦୀ ଉକ୍ତ ଯୁଦ୍ଧବେଳର ଅନୁଭୂତି...

ଗୋଟିଏ ଦେଶ, ଏକ ନିର୍ବାଚନ ପାଇଁ ମୋଦିଙ୍କ ଆହ୍ବାନ: ୧୯ରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୧୭ା୬(ପି.ଟି./ଆଇଏଏନ୍‌ଏସ୍‌): ଦେଶରେ ଏକକାଳୀନ ନିର୍ବାଚନ କରାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱ ଦେଇଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ସପ୍ତଦଶ ଲୋକ ସଭା ବଜେଟ ଅଧିବେଶନର ଅବ୍ୟବହିତ ପୂର୍ବରୁ ରବିବାର ପ୍ରଧାନମନ୍ତ୍ରୀ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଆସନ୍ତା ୧୯ ତାରିଖରେ...

ବିହାରରେ ଘାତକ ସାଜିଛି ମସ୍ତିସ୍କ ଜ୍ୱର: ଗଲାଣି ୮୪ ଶିଶୁଙ୍କ ଜୀବନ

ପାଟନା,୧୬ା୬: ବିହାରରେ ଘାତକ ସାଜିଛି ମସ୍ତିସ୍କଜ୍ୱର। ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗରେ ଏପର୍ଯ୍ୟନ୍ତ ୮୪ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ସ୍ଥିତି ଉଦବେଗଜନକ ଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ରବିବାର ଦୁଇ ହସ୍ପିଟାଲକୁ ପରିଦର୍ଶନରେ...

ମମତାଙ୍କ ସହ ଆଲୋଚନା ପାଇଁ ରାଜି ହେଲେ ଡାକ୍ତର: ରଖିଲେ ସର୍ତ୍ତ

କୋଲକାତା, ୧୬।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା ପାଇଁ ଶେଷରେ ରାଜି ହୋଇଛନ୍ତି ଆନ୍ଦୋଳନରତ ଜୁନିୟର ଡାକ୍ତର। ସେମାନଙ୍କ ଆନ୍ଦୋଳନ ରବିବାର ଷଷ୍ଠ ଦିନରେ ପହଞ୍ଚତ୍ଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପାଇଁ ପ୍ରସ୍ତୁତ ଥିବା ଡାକ୍ତରମାନେ ପ୍ରକାଶ...

ସର୍ବଦଳୀୟ ବୈଠକ ଡାକିଲେ ମୋଦି: ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ଉପରେ ହେବ ଚର୍ଚ୍ଚା

ନୂଆଦିଲ୍ଲୀ, ୧୬।୬: ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ମୁଦ୍ଦାକୁ ନେଇ ସର୍ବଦଳୀୟ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଜୁନ୍‌ ୧୯ତାରିଖରେ ସଂସଦ ଭବନରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri