ଜାତୀୟ

ହଠାତ୍‌ ବସ୍‌ର ବ୍ରେକ୍‌ ଫେଲ୍‌ ହେବାରୁ ଗଲା ୧୧ ଜୀବନ

ଚମ୍ପାରଣ,୧୦।୬: ଝାରଖଣ୍ଡ ଚମ୍ପାରଣରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୋମବାର ଭୋର ସାଢ଼େ ୩ଟାରେ ଏକ ଯାତ୍ରୀବାହୀ ବସ୍‌ ଟ୍ରକକୁ ଧକ୍କା ଦେଇଛି। ଫଳରେ ଏହି ଦୁର୍ଘଟଣାରେ ୧୧ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୫ଲୋକ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଯାତ୍ରୀବାହୀ...

ମହିଳାଙ୍କ ପାଇଁ ରାଜଧାନୀ ଦିଲ୍ଲୀ ବି ନୁହେଁ ସୁରକ୍ଷିତ: ୨ ହଜାର ଅନ୍ଧାରୀ ଇଲାକାରେ ଆଖିପିଛୁଳାକେ ଘଟୁଛି ଅପରାଧ

ନୂଆଦିଲ୍ଲୀ,୧୦।୬: ରାଜଧାନୀ ଦିଲ୍ଲୀରେ ମଧ୍ୟ ମହିଳାଙ୍କୁ ସୁରକ୍ଷା ମିଳିପାରୁ ନାହିଁ। ଏନେଇ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ଦିଲ୍ଲୀରେ ଅତିସମ୍ବେଦନଶୀଳ ୨ ହଜାର ଅନ୍ଧାରୀ ଇଲାକା(ଡାର୍କ ସ୍ପଟ୍‌) ଚିହ୍ନଟ ହୋଇଛି। ଏଠାରେ ଆଖିପିଛୁଳାକେ ଅପରାଧ ଘଟିଥାଏ। ଅନ୍ଧାର ଥିବାରୁ ଅପରାଧୀ...

ମୂଲାୟମଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର

ଲକ୍ଷ୍ନୌ, ୧୦।୬: ସମାଜବାଦୀ ପାର୍ଟି ନେତା ମୂଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିଛି। ଫଳରେ ସୋମବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। ସୂଚନାଯୋଗ୍ୟ, ରବିବାର ଅଚାନକ ମୂଲାୟମଙ୍କ ସ୍ବାସ୍ଥ୍ୟବସ୍ଥାରେ ଅବନତି ଦେଖାଦେଇଥିଲା। ତାଙ୍କୁ ତୁରନ୍ତ ଲୋହିଆ ଇନଷ୍ଟିଚ୍ୟୁଟରେ ଭର୍ତ୍ତି...

୨୬ବର୍ଷୀୟ ବ୍ୟକ୍ତିଙ୍କୁ ଲାଗିଥିଲା ୧୮ଟି ଗୁଳି: ୭ଘଣ୍ଟା ଅପରେଶନ୍‌ ପରେ ମିଳିଲା ନୂଆ ଜୀବନ

ପାଟନା,୧୦।୬: ଡାକ୍ତରଙ୍କୁ ଲୋକମାନେ ଭଗବାନ ବୋଲି ଭାବିଥାନ୍ତି। ଆଉ ଏହାର ଜ୍ୱଳନ୍ତ ଉଦାହରଣ ମଧ୍ୟ ବହୁଥର ଦେଖିବାକୁ ମିଳିଛି। ଏଭଳି ଏକ ଚମତ୍କାର କରି ଦେଖାଇଛନ୍ତି ବିହାରର ଜଣେ ଡାକ୍ତର। ଜଣେ ବ୍ୟକ୍ତିଙ୍କ ଦେହରେ ୧୮ଟି ଗୁଳି ବାଜିଥିବା ବେଳେ...

କଠୁଆ ଗଣବଳାତ୍କାର ମାମଲାରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଦୋଷୀ ସାବ୍ୟସ୍ତ

ପଠାନକୋଟ,୧୦।୬: ବହୁ ଚର୍ଚ୍ଚିତ କଠୁଆ ଗଣ ବଳାତ୍କାର ଓ ହତ୍ୟା ମାମଲାରେ ୭ ଜଣଙ୍କ ମଧ୍ୟରୁ ପଠାନକୋଟ କୋର୍ଟ ୬ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି ମୁଖ୍ୟ ଅଭିଯୁକ୍ତ ଗାଁ ମୁଖିଆ ସାଞ୍ଜି ରାମ, ପରଭେଶ...

ଭୋପାଳ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଅନ୍ତିମ ସଂସ୍କାରରେ ସାମିଲ ହେଲେ ଦିଗ୍‌ବିଜୟ

ଭୋପାଳ, ୧୦।୬: ମଧ୍ୟପ୍ରଦେଶର କମଳାନଗରରେ ଜଣେ ନାବାଳିକାଙ୍କ ବଳାତ୍କାର ପରେ ତଣ୍ଟିଚିପି ହତ୍ୟା କରାଯାଇଛି। ଏଭଳି ଲଜ୍ଜାଜନକ ଘଟଣା ଯୋଗୁ ସାରା ଦେଶରେ ଚାଞ୍ଚଲ୍ୟ ଖେଳିଯାଇଥିବାବେଳେ ସୋମବାର ତାଙ୍କ ମୃତଦେହକୁ ଏକ ବିରାଟ ଶୋଭାଯାତ୍ରାରେ ନିଆଯାଇ ଅନ୍ତିମ ସଂସ୍କାର କରାଯାଇଥିଲା।...

ପଶ୍ଚିମବଙ୍ଗ ହିଂସା: ସୁରକ୍ଷା ନେଇ ଏନ୍‌ଏସ୍‌ଏ, ଆଇବି ଏବଂ ର ମୁଖ୍ୟଙ୍କ ସହିତ ଶାହ କଲେ ଆଲୋଚନା

ନୂଆଦିଲ୍ଲୀ, ୧୦।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଉଗ୍ର ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସୋମବାର ଏନ୍‌ଏସ୍‌ଏ ଅଜିତ୍‌ ଡୋଭାଲ, ଆଇବି ଏବଂ ର ମୁଖ୍ୟଙ୍କ ସହିତ ଆଲୋଚନା କରିଛନ୍ତି। ଏହି ବୈଠକରେ ସ୍ବରାଷ୍ଟ୍ର ସଚିବ...

ନିଖୋଜ ବିମାନକୁ ଖୋଜିବେ ପର୍ବତାରୋହୀ

ଗୁଆହାଟି,୧୦।୬: ଭାରତୀୟ ବାୟୁସେନା ବିମାନ ଏଏନ୍‌-୩୨ ନିଖୋଜ ହେବାର ୮ ଦିନ ବିତିଯାଇଥିଲେ ମଧ୍ୟ ଏବେ ପର୍ଯ୍ୟନ୍ତ ତା’ର ପତ୍ତା ମିଳିପାରିନାହିଁ। ସୋମବାର ପାଗ ଖରାପ ଥିବାରୁ ସର୍ଚ୍ଚ ଅପରେସନ୍‌ରେ ବାଧା ସୃଷ୍ଟି ହୋଇଛି। ଅପରପକ୍ଷରେ ନିଖୋଜ ବିମାନକୁ ଖୋଜିବା...

୯୨ ରାଷ୍ଟ୍ରାୟତ କମ୍ପାନୀରେ ବିନିବେଶ ଯୋଜନା: ମୋଦି ସରକାରଙ୍କୁ ଚେତାବନୀ ଦେଲା ସ୍ବଦେଶୀ ଜାଗରଣ ମଞ୍ଚ

ପୁଣେ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଦେଶର ୯୨ଟି ରାଷ୍ଟ୍ରାୟତ କମ୍ପାନୀରେ ବିନିବେଶ ଯୋଜନା କାର୍ଯ୍ୟକାରୀ କରିବା ପାଇଁ ଯୋଜନା କରିଛନ୍ତି। ଏସବୁ କମ୍ପାନୀ ମଧ୍ୟରେ ବିଏସ୍‌ଏନ୍‌ଏଲ୍‌ ଏବଂ ଏୟାର ଇଣ୍ଡିଆ ଆଦି ରାଷ୍ଟ୍ରାୟତ କମ୍ପାନୀ ରହିଛନ୍ତି। ସରକାରଙ୍କ ଏହି...

କ୍ୟାପଟେନ୍‌ଙ୍କ ଉପରେ ଅସନ୍ତୁଷ୍ଟ ସିଦ୍ଧୁ ପହଞ୍ଚିଲେ ରାହୁଲଙ୍କ ପାଖରେ

ନୂଆଦିଲ୍ଲୀ,୧୦।୬: କ୍ରିକେଟରରୁ ରାଜନେତା ପାଲଟିଥିବା ନବଜୋତ ସିଂ ସିଦ୍ଧୁ ଏବେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂଙ୍କ ଉପରେ ଖପ୍ପା ହୋଇଛନ୍ତି। କାରଣ ଅମରିନ୍ଦର ତାଙ୍କୁ ଇତି ମଧ୍ୟରେ ଦୁଇଥର ଝଟ୍‌କା ଦେଇ ସାରିଲେଣି। ସୋମବାର ସିଦ୍ଧୁ କଂଗ୍ରେସ ଅଧ୍ୟକ୍ଷ...

ମହଙ୍ଗା ପଡ଼ିଲା ଚଳନ୍ତା କାର୍‌ରେ ଷ୍ଟଣ୍ଟ କରିବା

ମୁମ୍ବାଇ,୧୦।୬: ଖାର୍‌ ପୋଲିସ ଷ୍ଟେଶନ ଅନ୍ତର୍ଗତ କାର୍ଟର ରୋଡରେ ରାତିରେ ଚଳନ୍ତା କାର୍‌ରେ ଷ୍ଟଣ୍ଟ କରିବା ୩ ଜଣ ଯୁବକଙ୍କୁ ମହଙ୍ଗା ପଡିଛି। ଚଳନ୍ତା କାର୍‌ର ଓ୍ବିଣ୍ଡୋ ଦେଇ ଏମାନେ ବିପଜ୍ଜନକ ଭାବେ ଷ୍ଟଣ୍ଟ କରୁଥିବା ଦେଖି ଖାର ପୋଲିସ...

ଅଭେଦ୍ୟ ହେବ ଦିଲ୍ଲୀ ଏନ୍‌ସିଆର୍‌: ଚାରିପଟେ ସୁରକ୍ଷା ଲାଗି ମୁତୟନ କରାଯିବ କ୍ଷେପଣାସ୍ତ୍ର

ନୂଆଦିଲ୍ଲୀ,୧୦।୬: ଦିଲ୍ଲୀ ଏନ୍‌ସିଆର୍‌ରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ଲାଗି ଯୋଜନା ପ୍ରସ୍ତୁତ ହୋଇଛି। ଏହାର ଚାରିପଟେ ଶତ୍ରୁ ଆକ୍ରମଣର ମୁକାବିଲା ପାଇଁ କ୍ଷେପଣାସ୍ତ୍ର ମୁତୟନ କରାଯିବ। ଏଥିପାଇଁ ଭାରତ ଆମେରିକା, ରୁଷିଆ ତତା ଇସ୍ରାଏଲ୍‌ ସହିତ କଥାବାର୍ତ୍ତା ଜାରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri