ଜାତୀୟ

୪୭ ବର୍ଷରେ ପଦାର୍ପଣ କଲେ ଯୋଗୀ, ଶୁଭେଚ୍ଛା ଜଣାଇଲେ ମୋଦି

ଲକ୍ଷ୍ନୌ,୫।୬: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ୪୭ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରାୟ ସବୁ ବଡ ବଡ ନେତା ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି...

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ

ପୁଲଓ୍ବାମା,୫।୬: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ବୁଧବାର ସକାଳେ ଆତଙ୍କବାଦୀଙ୍କ ଆକ୍ରମଣରେ ୨ଜଣ ସାଧାରଣ ନାଗରିକ ଆହତ ହୋଇଥିଲେ। ଏମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ଜମ୍ମୁ-କଶ୍ମୀର ପୋଲିସ ସୂଚନା ଦେଇଛି। ମୃତକ ହେଲେ ନର୍ବାଲ କାକାପୋରାର ନିଜିନା ନାମକ ଜଣେ ବାଳିକା।...

ପଶ୍ଚିମବଙ୍ଗରେ ଥମୁନି ରାଜନୈତିକ ହିଂସା: ପୁଣି ଜଣେ ଟିଏମ୍‌ସି କର୍ମୀଙ୍କୁ ହତ୍ୟା

କୋଲକାତା,୫।୬: ଲୋକ ସଭା ନିର୍ବାଚନ ସମୟରେ ପଶ୍ଚିମବଙ୍ଗରେ ଆରମ୍ଭ ହୋଇଥିବା ନିର୍ବାଚନୀ ହିଂସା ଥମିବାର ନାଁ ନେଉନି। ମଙ୍ଗଳବାର ଉତ୍ତର କୋଲକାତାର ଦମ୍‌ଦମ୍‌ ଅଞ୍ଚଳରେ କେତେଜଣ ଅଜ୍ଞାତ ବନ୍ଧୁକଧାରୀ ଜଣେ ତ୍ରୁଣ ମୂଳ କଂଗ୍ରେସ(ଟିଏମ୍‌ସି) କର୍ମୀଙ୍କୁ ଗୁଳିକରି ହତ୍ୟା କରିଥିବା...

ଫୁଲତୋଡା ଦେବା ପରମ୍ପରାକୁ ହଟାଇଲେ ନୌସେନା ଅଧ୍ୟକ୍ଷ: ସମସ୍ତଙ୍କୁ ମିଳୁ ସମାନ ଭୋଜନ

ନୂଆଦିଲ୍ଲୀ,୫।୬: ନୌସେନା ଅଧ୍ୟକ୍ଷ ପଦ ସମ୍ଭାଳିବା ପରେ କେତେ ଗୁଡିଏ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ଆଡମିରାଲ କରମବୀର ସିଂ। ଔପଚାରିକ ପ୍ରଥାକୁ ହଟାଇ ସମାନତାକୁ ସେ ଗୁରୁତ୍ୱ ଦେଇଛନ୍ତି। ସେ କହିଛନ୍ତି କୌଣସି ଅଫିସିଆଲ୍‌ କାର୍ଯ୍ୟକ୍ରମରେ ଯୋଗଦେବା ସମୟରେ ସବୁ...

ବିଶ୍ୱ ପରିବେଶ ଦିବସରେ ସମସ୍ତଙ୍କୁ ଚାରା ଲଗାଇବାକୁ କହିଲେ ମୋଦି

ନୂଆଦିଲ୍ଲୀ,୫।୬: ଭବିଷ୍ୟତରେ ପରିବେଶକୁ ସୁସ୍ଥ ଓ ସୁନ୍ଦର ରଖିବା ପାଇଁ ସମସ୍ତେ ଅଧିକରୁ ଅଧିକ ଚାରା ଲଗାଇବାକୁ ବିଶ୍ୱ ପରିବେଶ ଦିବସରେ ଆହ୍ବାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହା ଫଳରେ ପରିବେଶ ସ୍ବଚ୍ଛ ଓ ସବୁଜ ରହିବ ବୋଲି...

ଇଦ୍‌ ପାଇଁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଇଦ୍‌-ଉଲ୍‌-ଫିତର ଉପଲକ୍ଷେ ଭାରତରେ ଥିବା ମୁସଲମାନ ଭାଇଭଉଣୀ ଓ ବିଶ୍ୱର ସମସ୍ତ ମୁସଲମାନ ଭାଇଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଗରିବଙ୍କୁ ଦାନ ଦେବା, ଭ୍ରାତୃଭାବ ପ୍ରତିଷ୍ଠା, ଦୟା ବା...

ଏକାକୀ ଲଢ଼ିବୁ ଉପନିର୍ବାଚନ: ଅଖିଳେଶ

ଲକ୍ଷ୍ନୌ,୫।୬: ଆଗାମୀ ଦିନରେ ଉତ୍ତରପ୍ରଦେଶରେ ହେବାକୁ ଥିବା ୧୧ ବିଧାନସଭା ଉପନିର୍ବାଚନରେ ସମାଜବାଦୀ ପାର୍ଟି (ଏସ୍‌ପି) ଏକାକୀ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ଅଛି ବୋଲି ଦଳର ନେତା ଅଖିଳେଶ ଯାଦବ କହିଛନ୍ତି। ଦଳର ନେତାମାନଙ୍କ ସହ ଆଲୋଚନା କରାଯାଇ ସମସ୍ତ...

ନିପା ଭାଇରସ୍‌ ଆତଙ୍କ: କେରଳରେ ୬ଜଣିଆ କେନ୍ଦ୍ରୀୟ ଟିମ୍‌

ନୂଆଦିଲ୍ଲୀ,୫।୬: କେରଳରେ ନିପା ଭାଇରସ୍‌ ଆତଙ୍କ ଖେଳାଇଛି। ଜଣେ କଲେଜ୍‌ ଛାତ୍ର(୨୩) ମଙ୍ଗଳବାର ଏଥିରେ ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି। ୮୬ ଜଣଙ୍କୁ ନିରୀକ୍ଷଣ କରାଯାଉଥିବା ଜଣାପଡ଼ିଛି। ଗତବର୍ଷ ମେ ମାସରେ ଏହି ଜୀବନ ନାଶକାରୀ ଭାଇରସ୍‌ କେରଳରୁ ୧୭...

ବଦଳୁଛି ମେଣ୍ଟ ରାଜନୀତି

ନୂଆଦିଲ୍ଲୀ,୫।୬(ପି.ଟି./ଆଇଏଏନ୍‌ଏସ୍‌): ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ବିଜୟ ଜାତୀୟ ରାଜନୈତିକ ଚିତ୍ରପଟକୁ ବଦଳାଇଦେଇଛି। ଏହାର ପ୍ରଭାବରେ ବିରୋଧୀଙ୍କ ମହାମେଣ୍ଟ ରାଜନୀତିରେ ପରବର୍ତ୍ତନ ଦେଖିବାକୁ ମିଳିଲାଣି। ଉତ୍ତରପ୍ରଦେଶର ୮୦ ଲୋକ ସଭା ଆସନରୁ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ୧୦ ଏବଂ...

କଶ୍ମୀରକୁ ନେଇ ଆକ୍ସନ ମୁଡରେ ସ୍ବରାଷ୍ଟ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଜମ୍ମୁ କଶ୍ମୀରରେ ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆକ୍ସନ ମୁଡରେ ଆସିଯାଇଛନ୍ତି। ପଦ ସମ୍ଭାଳିବା ପରେ ଗତ ୪ ଦିନ ହେଲା ଅଫିସରଙ୍କ ସହ ସେ ଲଗାତାର ବୈଠକ କରିସାରିନ୍ତି। ମଙ୍ଗଳବାର ଆୟୋଜିତ ବୈଠକରେ...

କାନ୍ଥରେ ଆତଙ୍କାବାଦୀଙ୍କ ଯୋଜନା ଦେଖି ଚିନ୍ତାରେ ପୋଲିସ

ମୁମ୍ବାଇ,୪।୬: ନଭି ମୁମ୍ବାଇ ଓରଣର ଏକ ବ୍ରିଜ୍‌ର କାନ୍ଥରୁ ଆତଙ୍କବାଦୀଙ୍କ ସହ ଜଡିତ ଥିବା ଏକ ବାର୍ତ୍ତା ପୋଲିସକୁ ମିଳିଛି। ଏହି ବାର୍ତ୍ତାରେ ଆତଙ୍କବାଦୀ ସଂଗଠନ ଆଇଏସ୍‌ ଓ ଅବୁ ବକର ଅଲ ବାଗଦାଦିଙ୍କ ନଁା ଲେଖା ହେବା ସହ...

ମହାରାଷ୍ଟ୍ର କଂଗ୍ରେସକୁ ଝଟ୍‌କା: ବିଧାୟକ ପଦରୁ ଇସ୍ତଫା ଦେଲେ ରାଧାକୃଷ୍ଣ ପାଟିଲ

ମୁମ୍ବାଇ,୬।୪: ଲୋକ ସଭା ନିର୍ବାଚନରେ ପରାଜୟ ବରଣ କରିଥିବା କଂଗ୍ରେସକୁ ପୁଣି ଥରେ ଲାଗିଛି ଏକ ବଡ ଝଟକା। ମହାରାଷ୍ଟ୍ରର କଂଗ୍ରେସ ବିଧାୟକ ରାଧାକୃଷ୍ଣ ବିଖେ ପାଟିଲ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ସମୟରେ ସେ କହିଛନ୍ତି, ଲୋକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri